Home Left

ଗ୍ୟାସ ସିଲିଣ୍ଡର ବିସ୍ଫୋରଣ, ୬ ମୃତ

ସିକନ୍ଦରାବାଦ,୨୨।୧୦: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି। ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆଇ ସହିତ କଥାବାର୍ତ୍ତା କରି ଚନ୍ଦ୍ର ପ୍ରକାଶ ସିଂ କହିଛନ୍ତି, ଆଶାପୁରୀ କଲୋନୀରେ ରାତି…

ଅବପାତ ରୂପ ନେଲା ଲଘୁଚାପ: ପାରାଦ୍ୱୀପ ଠାରୁ ଏତିକି କିଲୋମିଟର ଦୂରରେ ରହିଲା

ଭୁବନେଶ୍ୱର,୨୨ା୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହୋଇଛି। ବର୍ତମାନ ଏହା ପାରାଦ୍ୱୀପ ଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କିମି ଦୂରତାରେ କେନ୍ଦ୍ରୀଭୂତ ଅଛି। ଆସନ୍ତାକାଲି ୨୩…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିବ ହକି

ମେଲବୋର୍ନ,୨୨ା୧୦: ରାଜ୍ୟଗୋଷ୍ଠୀ କ୍ରୀଡାରୁ ହକି ଇଭେଣ୍ଟ ବାଦ ପଡିବାକୁ ଯାଉଛି। ୨୦୨୬ରେ ରାଜ୍ୟଗୋଷ୍ଠୀ କ୍ରୀଡା ଆରମ୍ଭରୁ ଅଷ୍ଟ୍ରେଲିଆର ଭିକ୍ଟୋରିଆରେ ହେବାର କାର୍ଯ୍ୟକ୍ରମ ରହିଥିଲା। ତେବେ ବର୍ଦ୍ଧିତ ଖର୍ଚ୍ଚକୁ ଦୃଷ୍ଟିରେ ରଖି ଅଷ୍ଟ୍ରେଲିଆ ଓହରି ଯାଇଥିବା ବେଳେ ବର୍ତ୍ତମାନ ଏହା ସ୍କଟଲାଣ୍ଡର ଗ୍ଲାସ୍‌ଗୋରେ…

ଯାଜପୁରରେ ଶୁଟିଂ ହେଲା ପୁଷ୍ପା-୨

ଯାଜପୁର,୨୨ା୧୦: ବହୁ ପ୍ରତିକ୍ଷିତ ତେଲୁଗୁ ଫିଲ୍ମ ପୁଷ୍ପା-୨ ଏକ ଦୃଶ୍ୟର ସୁଟିଂ ଓଡ଼ିଶାର ଯାଜପୁର ଜିଲାରେ ହୋଇଛି। ସୋମବାର ଜିଲାର କାଳିଆପାଣି ଥାନା ଓଏମ୍‌ସି କଲରଙ୍ଗି ଟ୍ରକ୍ ପାକିଂ ୟାର୍ଡରେ ନିକଟରେ ମୈତ୍ରୀ ମୁଭି ମେକର୍ସ ପକ୍ଷରୁ ବହୁଚର୍ଚ୍ଚିତ ପୁଷ୍ପା-୨ ଫିଲ୍ମ…

ଏଇ ଭାରତରେ

କେବଳ ଶିକ୍ଷାଦାନରେ ସୀମିତ ନ ରହି ସ୍କୁଲର କଳେବର ବଦଳାଇବାରେ ପ୍ରମୁଖ ଭୂମିକା ନେଇଛନ୍ତି ମଧ୍ୟପ୍ରଦେଶର ଜଣେ ଶିକ୍ଷକ। ରାଜଗଡ଼ର ମୋହନପୁର କଲୋନିରେ ଥିବା ଇଣ୍ଟିଗ୍ରେଟେଡ୍‌ ମିଡିଲ ସ୍କୁଲର ଶିକ୍ଷକ ଗୋପାଳ ବାଲଓ୍ବାଲାଙ୍କ ଉଦ୍ୟମରେ ଏହା ସମ୍ଭବ ହୋଇପାରିଛି। ଗୋପାଳ ତାଙ୍କ…

ଲରେନ୍ସ ବିଷ୍ଣୋଇଙ୍କୁ ଏନକାଉଣ୍ଟର କଲେ ମିଳିବ ୧ କୋଟି ଟଙ୍କା? ଜାଣନ୍ତୁ କିଏ ଘୋଷଣା କରିଛି ଏହି ପୁରସ୍କାର ରାଶି

ନୂଆଦିଲ୍ଲୀ,୨୨।୧୦: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକୀଙ୍କ ହତ୍ୟା ପରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ପୁଣି ଥରେ ଖବରରେ ଅଛନ୍ତି। ବାବା ସିଦ୍ଦିକୀଙ୍କ ହତ୍ୟା ସହ ତାଙ୍କ ନାମ ଯୋଡି ହୋଇଯିବାର କିଛି ଦିନ ପରେ, କାନାଡା ସରକାର ତାଙ୍କୁ ନାମକରଣ…

ବିଶ୍ୱ ଆଶ୍ଚର୍ଯ୍ୟ ପଥରେ ଓଡ଼ିଶା

ସରକାର ଘୋଷଣା କରିଛନ୍ତି ଯେ, ୨୦୩୬ ସୁଦ୍ଧା ଓଡ଼ିଶା ଏକ ‘ବିକଶିତ’ ରାଜ୍ୟ ହୋଇଯିବ। ଓଡ଼ିଶା ଯଦି ଆଉ ମାତ୍ର ୧୨ ବର୍ଷରେ ‘ବିକଶିତ’ ରାଜ୍ୟ ହୋଇଯିବ ତେବେ ତାହା ଏକ ସର୍ବକାଳୀନ ବିଶ୍ୱସ୍ତରୀୟ ଆଶ୍ଚର୍ଯ୍ୟ ହେବା ନିଶ୍ଚିତ। ଲୋକଙ୍କର ଆୟ…

ସ୍କୁଟିରୁ ବାହାରିଲା ସାପ

ତ୍ରିଶୂଳିଆ,୨୨।୧୦(ତୁଷାରକାନ୍ତ ବେହେରା): ବାରଙ୍ଗ ବ୍ଲକ ଅଧୀନ ତ୍ରିଶୂଳିଆ ଛକ ନିକଟରେ କୁହ୍ନେଇଁପଡ଼ା ଗ୍ରାମର ଅଜୟ ଦାଶଙ୍କ ସ୍କୁଟିରୁ ଏକ ସାପ ଉଦ୍ଧାର କରାଯାଇଛି। ଯୁବକ ଜଣକ ସାପ କାମୁଡ଼ାରୁ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ମଳିଥିବା ସୂଚନା ମୁତାବକ, ଅଜୟ ତ୍ରିଶୂଳିଆ ନିକଟରେ…

ଲରେନ୍ସ ତୁ ବଡ ଭୁଲ କରିଛୁ… ପାକିସ୍ତାନରୁ ଲରେନ୍ସ ବିଷ୍ଣୋଇଙ୍କୁ ମିଳୁଛି ଧମକ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୨।୧୦: ଏବେ ପାକିସ୍ତାନରେ ମଧ୍ୟ ସଲମାନ ଖାନଙ୍କ ସୁରକ୍ଷା ଏବଂ କ୍ରମାଗତ ଧମକକୁ ନେଇ ଚର୍ଚ୍ଚା ହେଉଛି। ଏନସିପି ନେତା ତଥା ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକୀଙ୍କ ହତ୍ୟା ପରେ ସଲମାନ ଖାନଙ୍କ ପ୍ରଶଂସକମାନେ କେବଳ ଦେଶରେ ନୁହେଁ, ସଲମାନ…

ବାତ୍ୟା ‘ଦାନା’ ପାଇଁ ନନ୍ଦନକାନନରେ ସ୍ବତନ୍ତ୍ର ପ୍ରସ୍ତୁତି

ତ୍ରିଶୂଳିଆ,୨୨।୧୦(ତୁଷାରକାନ୍ତ ବେହେରା): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଆଗୁଆ ସଜାଗ ହୋଇଛନ୍ତି। ବାତ୍ୟା ଆରମ୍ଭରୁ ପ୍ରାଣୀଙ୍କୁ ଖୁଆଡ଼ ବାହାରକୁ ଛଡ଼ା ନ ଯାଇ ସେମାନଙ୍କୁ ଫିଡିଂ ଚାମ୍ବରରେ ରଖାଯିବ। ସେମାନଙ୍କ ପାଇଁ ଆବଶ୍ୟକ ଖାଦ୍ୟ ପାନୀୟ ଔଷଧ…

ରୁଷିଆ ଗସ୍ତରେ ଗଲେ ମୋଦି

ନୂଆଦିଲ୍ଲୀ,୨୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ଗସ୍ତରେ ବାହାରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ରୁଷିଆ ଗସ୍ତ ପୂର୍ବରୁ କଜାନ ସହରରୁ ସ୍ବତନ୍ତ୍ର ଫଟୋ ସାମ୍ନାକୁ ଆସିଛି। ପିଏମ ମୋଦିଙ୍କୁ ସ୍ବାଗତ କରିବା ପାଇଁ ଏନଆରଆଇ ବା ପ୍ରବାସୀ ଭାରତୀୟମାନେ ହୋର୍ଡିଂ ଲଗାଇଛନ୍ତି। ସୂଚନାଯୋଗ୍ୟ, ରୁଷିଆର…

ଭଉଣୀଙ୍କ ଅଶ୍ଳୀଳ ଭିଡିଓ ଦେଖାଇ ଭାଇଙ୍କୁ ମାଗିଲେ ଟଙ୍କା: ଅଭିଯୁକ୍ତ ଗିରଫ

ଫୁଲନଖରା,୨୧ା୧୦(ସତ୍ୟରଞ୍ଜନ ଦାସମହାପାତ୍ର): ଭଉଣୀଙ୍କ ଅଶ୍ଳୀଳ ଭିଡିଓ ସାମାଜିକ ଗଣମାଧ୍ୟମରେ ଛାଡି ଦେବାକୁ ଧମକ ଦେଇ ଭାଇଙ୍କଠାରୁ ୫ ଲକ୍ଷ ଟଙ୍କା ଦାବି କରିବା ଅଭିଯୋଗରେ କଟକ ସଦର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri