ବାତ୍ୟା ଛାନିଆ: ଆଳୁ କେଜି ୬୦, ପିଆଜ ୭୦
ଜଟଣୀ,୨୨ା୧୦(ରବୀନ୍ଦ୍ରନାଥ ମହାକୁଡ଼): ସମ୍ଭାବ୍ୟ ବାତ୍ୟା ପୂର୍ବରୁ ଲୋକ ଆତଙ୍କିତ ହୋଇ ଅଧିକା କିଣାକିଣି କରୁଛନ୍ତି। ଏହାର ଫାଇଦା ଉଠାଇ କେତେଜଣ ଅସାଧୁ ବେପାରୀ ଦର ବଢ଼ାଇ ଦେଇଛନ୍ତି। ଫଳରେ ଜଟଣୀ ବଜାରରେ ଆଳୁ ଏକପ୍ରକାର ଉଭାନ୍ ହୋଇଯାଇଛି। ସୋମବାର ସକାଳେ ଜଟଣୀ…
‘ଅର୍ଥନୈତିକ ଅଭିବୃଦ୍ଧି ସହ ଭାରତର ଉତ୍ଥାନ ହେଉଛି’
ଭୁବନେଶ୍ୱର,୨୨ା୧୦(ଅନୁରାଧା ମହାରଣା): ୭% ଜିଡିପି ଅଭିବୃଦ୍ଧି ଏବଂ ୧,୫୧,୦୦୦ରୁ ଅଧିକ ଷ୍ଟାର୍ଟଅପ୍ ସହିତ ଭାରତ ଏହାର ଅର୍ଥନୀତିକୁ ନୂଆରୂପ ଦେବାକୁ ଯାଉଛି। ନିକଟରେ ନୂଆଦିଲ୍ଲୀରେ ଆୟୋଜିତ ବାର୍ଷିକ ଭାରତ ନେତୃତ୍ୱ ସମ୍ମିଳନୀରେ ଭାରତ ଓ ଚାଇନାର ଅର୍ଥନୈତିକ ଅଭିବୃଦ୍ଧି ସମ୍ପର୍କରେ ବିଶେଷ ଆଲୋଚନା…
ଶେୟାର ବଜାର କାରବାରରେ ହ୍ରାସ
ମୁମ୍ବାଇ,୨୨।୧୦: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ସୋମବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସଇ)…
ଅଭ୍ୟୁଦୟ ଆଇସିସିର ନୂଆ ସଭାପତି
ନୂଆଦିଲ୍ଲୀ,୨୨।୧୦: ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ (ଆଇସିସି)ର ନୂତନ ସଭାପତି ଭାବେ ଜିନ୍ଦଲ ଷ୍ଟେନଲେସ୍ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ ମନୋନୀତ ହୋଇଛନ୍ତି। ଏପରିକି ଆଇସିସିର ବାର୍ଷିକ ପୂର୍ଣ୍ଣାଙ୍ଗ ଅଧିବେଶନରେ ଅଭ୍ୟୁଦୟଙ୍କୁ ନୂଆ ସଭାପତି ଭାବେ ଘୋଷଣା କରାଯାଇଛି। ଏହି…
ଆଇଡେଷ୍ଟିନିର ଏକ୍ସକ୍ଲୁସିଭ ଆଉଟଲେଟ
ଭୁବନେଶ୍ୱର,୨୨।୧୦ (ଅଭୟ ଦାଶ): ଆଇଡେଷ୍ଟିନି (ଆପଲ୍ ଅଥରାଇଜଡ ରିସେଲର ଷ୍ଟୋର) ର ଏକ୍ସକ୍ଲୁସିଭ ଆଉଟଲେଟ ନିକଟରେ ଉଦ୍ଘାଟିତ ହୋଇଯାଇଛି। ଏପରିକି ଓଡ଼ିଶାରେ କେବଳ ଗୋଟିଏ ନୁହେଁ, ଦୁଇଟି ଆପଲ୍ ଅଥରାଇଜ୍ଡ ରିସେଲର ଷ୍ଟୋର କାଭାକା କମ୍ପ୍ଲେକ୍ସ, ଅଇଁଠାପାଲି ମେନରୋଡ ସମ୍ବଲପୁର ଏବଂ…
ସପିଂରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସର ବ୍ୟବହାର
ମୁମ୍ବାଇ,୨୨।୧୦: ରିଲାଏନ୍ସ ଜିଓର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (ଏଆଇ)ର ବ୍ୟବହାର ଭିନ୍ନ ଭିନ୍ନ ବର୍ଗର ସପିଂରେ କରିବାକୁ ଯାଉଛି। ଏପରିକି ନିକଟରେ ଆରମ୍ଭ ହୋଇଥିବା ଇଣ୍ଡିଆ ମୋବାଇଲ୍ କଂଗ୍ରେସ-୨୦୨୪ରେ ରିଲାଏନ୍ସ ଜିଓ ଏହି ଅଭିନବ…
‘ଧର୍ମନିରପେକ୍ଷତା’ ସମ୍ବିଧାନ ମୌଳିକ ଢାଞ୍ଚାର ଅଂଶ
ନୂଆଦିଲ୍ଲୀ,୨୨ା୧୦: ଧର୍ମନିରପେକ୍ଷତା ସବୁବେଳେ ଭାରତୀୟ ସମ୍ବିଧାନ ମୌଳିକ ଢାଞ୍ଚାର ଅବିଚ୍ଛେଦ୍ୟ ଅଙ୍ଗ ହୋଇ ରହିଆସିଥିବା ସୁପ୍ରିମକୋର୍ଟ କହିଛନ୍ତି। ସମ୍ବିଧାନର ପ୍ରସ୍ତାବନାରେ ରହିଥିବା ‘ସମାଜବାଦୀ’ ଏବଂ ‘ଧର୍ମନିରପେକ୍ଷ’ ଶବ୍ଦକୁ ନେଇ ପୂର୍ବତନ ରାଜ୍ୟ ସଭା ସଦସ୍ୟ ସୁବ୍ରମଣ୍ୟମ ସ୍ବାମୀ, ଆଇନଜୀବୀ ବିଷ୍ଣୁଶଙ୍କର ଜୈନ…
ଡିସେମ୍ବର ୨୦ରେ ‘ବନବାସ’
ମୁମ୍ବାଇ: ‘ଗଦର: ଏକ୍ ପ୍ରେମ କଥା’, ‘ଅପ୍ନେ’, ‘ଗଦର ୨’ ଆଦି ହିଟ୍ ଚଳଚ୍ଚିତ୍ରଗୁଡ଼ିକର ନିର୍ଦ୍ଦେଶନା ଦେଇଥିବା ଅନିଲ ଶର୍ମା ସୋମବାର ତାଙ୍କର ପରବର୍ତ୍ତୀ ଚଳଚ୍ଚିତ୍ର ସମ୍ପର୍କରେ ଘୋଷଣା କରିଛନ୍ତି। ଅନିଲ ଇନ୍ଷ୍ଟାଗ୍ରାମରେ ତାଙ୍କ ପରବର୍ତ୍ତୀ ଚଳଚ୍ଚିତ୍ର ‘ବନବାସ’ର ପ୍ରଥମ ପୋଷ୍ଟରକୁ…
ସ୍ତ୍ରୀଙ୍କୁ କାର୍ରେ ଦେଶ ବୁଲାଉଛନ୍ତି
ନୋଏଡା: ଉତ୍ତର ପ୍ରଦେଶର ନୋଏଡାରେ ରହୁଥିବା ଅବସରପ୍ରାପ୍ତ ଅଜୟ ତୋମାର (୬୨) ଓ ତାଙ୍କ ସ୍ତ୍ରୀ ସୁନୀତା ତୋମାର(୫୮) ସେମାନଙ୍କ କାର୍ରେ ସାରା ଭାରତ ଭ୍ରମଣ କରିବା ଜାରି ରଖିଛନ୍ତି। ତେବେ କୌତୂହଳର ବିଷୟ ହେଉଛି ଏହି ଦମ୍ପତି କୌଣସି ହୋଟେଲ…
ସମୁଦ୍ରରେ ବିବାହ
ରିୟାଧ: ବିବାହକୁ ଅନନ୍ୟ ଓ ସ୍ମରଣୀୟ କରିବା ପାଇଁ ସମ୍ପ୍ରତି ଯୁବପିଢ଼ି ଅନେକ ପ୍ରକାରର ନୂତନ ଟ୍ରେଣ୍ଡ୍କୁ ଫଲୋ କରୁଛନ୍ତି। ନିକଟରେ ହାସନ୍ ଅବୁ ଅଲ୍-ଓଲା ଓ ୟାସ୍ମିନ ଦଫ୍ତରଦାର ନାମରେ ଏକ ପ୍ରେମୀ ଯୁଗଳ ସାଉଦି ଆରବର ଜେଦ୍ଦାହ ନିକଟସ୍ଥ…
ପ୍ରଥମେ ସ୍ବାମୀଙ୍କ ଦୀର୍ଘାୟୁ କାମନା, ପରେ ହତ୍ୟା
ଲକ୍ଷ୍ମୌ/ଜୟପୁର,୨୨ା୧୦: ଉତ୍ତର ପ୍ରଦେଶର କୌଶାମ୍ବି ଜିଲା କଡ଼ା ଧାମ ଥାନା ଅନ୍ତର୍ଗତ ଇସ୍ମାଇଲପୁର ଗ୍ରାମରୁ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ସହ ସାତଜନ୍ମର ସମ୍ପର୍କ ନିଭାଇବା ପାଇଁ ଶପଥ ନେଇଥିବା ଜଣେ ମହିଳା ତାଙ୍କ ସ୍ବାମୀଙ୍କ ଦୀର୍ଘାୟୁ କାମନା…
ଆଣ୍ଡାମାନ ସାଗରରେ ବୁଡ଼ିଗଲା ବୋଟ୍: ୭ ମୃତ, ୩୦ ନିଖୋଜ
ବ୍ୟାଙ୍କ୍କ,୨୧ା୧୦: ମ୍ୟାନ୍ମାରର ଏକ ବୋଟ୍ ଆଣ୍ଡାମାନ ସାଗରରେ ବୁଡ଼ିଯିବାରୁ ୭ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୩୦ ଜଣ ନିଖୋଜ ଅଛନ୍ତି। ବୋଟ୍ଟି ୭୦ରୁ ୭୫ ଜଣ ଲୋକଙ୍କୁ ନେଇ ମ୍ୟାନ୍ମାରର ଦକ୍ଷିଣ ଭାଗରେ ଥିବା ମେଇକ୍ ଉପକୂଳ ସହରକୁ…
Archives


