Home Left

ପୁଣିଥରେ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର? ଜାଣନ୍ତୁ କାହିଁକି ହେଉଛି ଏମିତି ଚର୍ଚ୍ଚା

ପାଟନା,୧୭।୯: ବିହାର ରାଜନୀତିରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଜଡ଼ିତ ମେଣ୍ଟ ପରିବର୍ତ୍ତନର ସମ୍ଭାବନାକୁ ନେଇ ପୁଣିଥରେ ଚର୍ଚ୍ଚା ଜୋର୍‌ ଧରିଛି। ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ବିଧାୟକ ଭାଇ ବୀରେନ୍ଦ୍ରଙ୍କ ଏକ ବୟାନ ପରେ ଏହି ଚର୍ଚ୍ଚା ଆରମ୍ଭ ହୋଇଛି,…

ହୃଦୟ ବିଦାରକ ଦୃଶ୍ୟ; ଶବ ପାଇଁ ନାହିଁ ଷ୍ଟ୍ରେଚର୍‌! ତଳେ ଘୋଷାଡ଼ି ନେଲେ ମୃତଦେହ

ପାଟନା,୧୭ା୯: ବିହାରର ବକ୍ସରରୁ ମାନବିକତା ଓ ମୃତଦେହର ସମ୍ମାନ ସହ ଜଡ଼ିତ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲା ଭଳି ଏକ ଭିଡିଓ ସାମ୍ନାକୁ ଆସିଛି । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏହି ଭିଡିଓରେ କଫନରେ ଗୁଡ଼ାଇ ହୋଇଥିବା ଏକ ଶବକୁ…

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪ ଜଣଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରି ଖୁବ୍‌ଶୀଘ୍ର ଗୃହ କାର୍ଯ୍ୟ ସମାପ୍ତ କରିବା ନିମନ୍ତେ…

ମୋଦିଙ୍କ ଜନ୍ମଦିନରେ ରେଖା ଗୁପ୍ତାଙ୍କ ବଡ଼ ନିଷ୍ପତ୍ତି: ଦାନ କଲେ ନିଜର ସମସ୍ତ ଅଙ୍ଗ

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀରେ ଅଙ୍ଗଦାନକୁ ପ୍ରୋତ୍ସାହିତ କରିବା ପାଇଁ ‘ଷ୍ଟେଟ ଅର୍ଗାନ ଆଣ୍ଡ ଟିସୁ ଟ୍ରାନ୍ସପ୍ଲାଣ୍ଟ ଅର୍ଗାନାଇଜେସନ’ (SOTO) ନାମକ ଏକ ସରକାରୀ ପ୍ଲାଟଫର୍ମ ସ୍ଥାପନ କରାଯାଇଛି। ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏହି ପ୍ଲାଟଫର୍ମର ଉଦଘାଟନ କରିଥିଲେ। ଏହି ପଦକ୍ଷେପ ମାଧ୍ୟମରେ ନିଜର…

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା। ମାଟି ରାସ୍ତାପାର୍ଶ୍ୱରେ ଥିବା ଏକ ଖାଲରେ ୫୬ ବର୍ଷୀୟ ପାତିକା ମାତିଆଙ୍କ ମୃତଦେହ…

ପାକିସ୍ତାନ କ୍ରିକେଟରେ ହଇଚଇ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହମ୍ମଦ ରିଜୱାନ

ଇସଲାମାବାଦ,୧୭।୯: ସମ୍ପ୍ରତି ଶେଷ ହୋଇଥିବା ପାକିସ୍ତାନ-ଇଂଲଣ୍ଡ ଟେଷ୍ଟ ସିରିଜ ବିବାଦ ଘେରରେ ରହିଥିଲା। ଦ୍ୱିତୀୟ ଟେଷ୍ଟ ମ୍ୟାଚ ପରେ, ମହମ୍ମଦ ରିଜୱାନ, ଇମାମ-ଉଲ-ହକ ଏବଂ ସଲମାନ ଆଘାଙ୍କ ଭଳି ବରିଷ୍ଠ ଖେଳାଳିଙ୍କ ସମେତ ସାତ ଜଣ ଖେଳାଳିଙ୍କୁ ପାକିସ୍ତାନ ଫେରାଇ ଅଣାଯାଇଥିଲା।…

ଦିଗପହଣ୍ଡିରେ ଆଶ୍ଚର୍ଯ୍ୟଜନକ ଘଟଣା; ସ୍ୱପ୍ନାଦେଶ ପରେ ମାଟିତଳୁ ମିଳିଲା ମା’ କାଳୀଙ୍କ ମୂର୍ତ୍ତି, ଗାଁ ଲୋକଙ୍କ ପୂଜାର୍ଚ୍ଚନା

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି । ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଘର ବାରିପଟ ମାଟିତଳୁ ଗୁରୁବାର ଭୋରରୁ ପ୍ରାୟ ୪ ଇଞ୍ଚ ଲମ୍ବା ବିଶିଷ୍ଟ ସୁନା…

ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି। ସହରର ବିଭିନ୍ନ ଅଞ୍ଚଳରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ସଂଖ୍ୟା ବୃଦ୍ଧି ପାଇବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଯଜ୍ଞ କଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା; ସିଜେପି (CJP)କହିଲା, ’ଆମେ ସେମାନଙ୍କଠାରୁ ଏଭଳି ନାଟକର…’

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଆୟୋଜିତ ‘୧୦୮-କୁଣ୍ଡୀୟ ଯଜ୍ଞ’ରେ ଅଂଶଗ୍ରହଣ କରିଥିଲେ। ଏହି ଘଟଣାକୁ ନେଇ ବର୍ତ୍ତମାନ ଏକ ରାଜନୈତିକ ବିବାଦ ସୃଷ୍ଟି ହୋଇଛି। ଏହି କ୍ରମରେ, ‘କକରୋଚ ଜନତା ପାର୍ଟି’…

ବ୍ରେକଅପ୍‌ ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ଆକୃତି ଅଗ୍ରୱାଲ, ପୃଥ୍ବୀ ଶ’ଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୧୭।୯: ଟିମ୍‌ ଇଣ୍ଡିଆରୁ ଦୀର୍ଘ ସମୟ ଧରି ଦୂରେ ଥିବା ଭାରତୀୟ ଓପନର ବ୍ୟାଟର ପୃଥ୍ୱୀ ଶ’ଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲ ଦୁହିଁଙ୍କ ସମ୍ପର୍କ ଶେଷ ହୋଇଥିବା ନେଇ…

ମୋଦିଙ୍କ ଜନ୍ମଦିନକୁ ନେଇ କଡ଼ା ସମାଲୋଚନା କଲେ ଭାଇ ବୀରେନ୍ଦ୍ର, କହିଲେ ମୋଦି କୌଣସି ମହାପୁରୁଷ ନୁହେଁ…

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାଜପା ଦ୍ୱାରା ଆୟୋଜିତ ‘ଆଶୀର୍ବାଦ କା ଦିୟା’ (ଆଶୀର୍ବାଦର ଦୀପ) କାର୍ଯ୍ୟକ୍ରମକୁ ନେଇ ଆରଜେଡି (RJD) ବିଧାୟକ ଭାଇ ବୀରେନ୍ଦ୍ର ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଦୀପ ଜଳାଇବା…

ପାର୍ବଣ ପୂର୍ବରୁ ବଡ଼ ଖବର: ଶସ୍ତା ହେବ ଖାଇବା ତେଲ! ଆମଦାନୀ ଶୁଳ୍କ କମାଇବାକୁ ସରକାରଙ୍କ…

ନୂଆଦିଲ୍ଲୀ,୧୭।୯: ଦେଶରେ ବୃଦ୍ଧି ପାଉଥିବା ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ ମଧ୍ୟରେ ସାଧାରଣ ଲୋକଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଆଗାମୀ ପାର୍ବଣ ଋତୁ ପୂର୍ବରୁ ଖାଇବା ତେଲ (Vegetable Oil) ର ବୃଦ୍ଧିପାଉଥିବା ଦରକୁ ନିୟନ୍ତ୍ରଣ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?