Home Left

ସୀମାରେ ଚାଇନା ଗଢୁଛି ନୂଆ ଏୟାର ଡିଫେନ୍ସ କମ୍ପ୍ଲେକ୍ସ

ନୂଆଦିଲ୍ଲୀ,୨୫ା୧୦: ତିବ୍ବତର ପଙ୍ଗୋଙ୍ଗ୍‌ ହ୍ରଦର ପୂର୍ବ ପାର୍ଶ୍ୱ କୂଳରେ ଚାଇନା ନୂଆ ଏୟାର ଡିଫେନ୍ସ କମ୍ପ୍ଲେକ୍ସ ନିର୍ମାଣ କରୁଥିବା ସାଟେଲାଇଟ୍‌ ଫଟୋରୁ ସ୍ପଷ୍ଟ ହୋଇଛି। ୨୦୨୦ରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ହୋଇଥିବା ସଂଘର୍ଷ ସ୍ଥାନଠାରୁ ଏହା ପ୍ରାୟ...

ପାକିସ୍ତାନକୁ ପାଣି ବନ୍ଦ କରିବ ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୫ା୧୦: ଜମ୍ମୁ-କଶ୍ମୀରର ପହଲଗାମ୍‌ରେ ଗତ ଏପ୍ରିଲ୍‌ ୨୨ରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସିନ୍ଧୁନଦୀ ଜଳ ଚୁକ୍ତିକୁ ସ୍ଥଗିତ ରଖି ପାକିସ୍ତାନକୁ ଜଳପ୍ରବାହ ହ୍ରାସ କରିଥିଲା। ଏବେ ତାଲିବାନ୍‌ ଶାସିତ ଆଫଗାନିସ୍ତାନ ଅନୁରୂପ ପଦକ୍ଷେପ ନେବାକୁ ଯାଉଛି। ତାଲିବାନ୍‌ ସରକାର...

Google Chrome ବ୍ୟବହାର କରୁଛନ୍ତି କି, ହୋଇଯାନ୍ତୁ ସାବଧାନ: ଆସୁଛି ଏମିତି ବିପଦ

ନୂଆଦିଲ୍ଲୀ,୨୪।୧୦: ଯଦି ଆପଣ Google Chrome ବ୍ୟବହାର କରନ୍ତି, ତେବେ ଆପଣଙ୍କୁ ସତର୍କ ରହିବାକୁ ପଡିବ। ଏହି ବ୍ରାଉଜରରେ ଏକ ତ୍ରୁଟି ପରିଲକ୍ଷିତ ହୋଇଛି। ଏହି ତ୍ରୁଟି ସାଇବର ଆକ୍ରମଣକାରୀଙ୍କୁ ସିଷ୍ଟମକୁ ଟାର୍ଗେଟ, ଡାଟା ଚୋରି ଏବଂ ମାଲୱେର ସଂସ୍ଥାପନ...

ଏଇ ଭାରତରେ

ସମାଜର ସବୁ କ୍ଷେତ୍ରରେ ନିଜର ଅଧିକାର ସାବ୍ୟସ୍ତ କରିଥିବା ତଥା ନିଜକୁ ସଶକ୍ତ ବୋଲି ଦର୍ଶାଇଥିବା ମହିଳା ଗଭୀର ସମୁଦ୍ରରେ ମାଛ ଧରିବାରେ ପଛଘୁଞ୍ଚା ଦେବ କାହିଁକି? ସେ କ୍ଷେତ୍ରଟି ବି ତା’ ହାତମୁଠାରେ, ଯାହା ପ୍ରମାଣ କରିଛନ୍ତି କେରଳର...

ମିଛ ହିଁ ସୁନ୍ଦର

ବୁଝିଲ ବନ୍ଧୁ, ଆମେମାନେ ଯେତେ ସଚ୍ଚୋଟ, ସ୍ବଚ୍ଛ ବୋଲି ଦେଖେଇ ହେଉଥିଲେ ମଧ୍ୟ ପ୍ରକୃତରେ ଆମେ ମିଛ ଏବଂ ଛଳନାପୂର୍ଣ୍ଣ ଜୀବନ ବଞ୍ଚୁଛେ। ଆଉ ଏ ଛଳନା ଆମର ପାରିବାରିକ ଜୀବନରେ ସବୁଠୁ ଅଧିକ ବୋଲି ମୁଁ ଭାବେ। ପାରିବାରିକ...

ବରଗଡ଼ ଧନୁଯାତ୍ରା କଳାକାର ଚୟନ: ଏଯାଏ ଆଶାଜନକ ହୋଇନି ଆବେଦନ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ତାରିଖ ପର୍ଯ୍ୟନ୍ତ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଚାଲିବ। ତେବେ ଏଥର ମହୋତ୍ସବର ବିଭିନ୍ନ ମୁଖ୍ୟ ଚରିତ୍ର ପାଇଁ କଳାକାର...

ସସମ୍ମାନେ ଇଚ୍ଛାମୃତ୍ୟୁ

ଦ୍ୱିତୀୟ ଶତାବ୍ଦୀର ରୋମାନ୍‌ ଶାସକ ତଥା ପ୍ରଖ୍ୟାତ ଦାର୍ଶନିକ ମାର୍‌କସ୍‌ ଆଉରେ ଲିସ୍‌ (୧୨୧ରୁ ୧୮୦ ମସିହା) ଶିରକୁ ଉନ୍ନତକରି ଦୁନିଆରୁ ବିଦାୟ ନେବା ପ୍ରତ୍ୟେକ ବ୍ୟକ୍ତିର ଜନ୍ମଗତ ଅଧିକାର ବୋଲି ମତ ପୋଷଣକରି ତାଙ୍କ ‘ମୃତ୍ୟୁରେ ସ୍ବାଭିମାନ’ କବିତାରେ...

ଶାସନର ନବୀକରଣ

ସମସ୍ୟା ସମାଧାନ ହେଉ କିମ୍ବା ନୀତି ନିର୍ଦ୍ଧାରଣ କ୍ଷେତ୍ରରେ ପ୍ରତିଦିନ ଜଣେ ପ୍ରଧାନମନ୍ତ୍ରୀ ବରିଷ୍ଠ ଅମଲାଙ୍କ ସହ ଘଣ୍ଟା ଘଣ୍ଟା ଆଲୋଚନା କରନ୍ତି ନାହିଁ। କିନ୍ତୁ ନରେନ୍ଦ୍ର ମୋଦି ଏହା କରୁଛନ୍ତି। ନିକଟରେ ମୋଦି ୩.୦ ବ୍ୟାନରରେ ଶାସନର ନବୀକରଣ...

ଜଳାଶୟକୁ ପ୍ରଦୂଷିତ କରୁଛି ଇଥାନଲ ପ୍ଲାଣ୍ଟ: ମାଛ ମରୁଛନ୍ତି, ଲୋକଙ୍କୁ ଚର୍ମରୋଗ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଉଲସିଂହାଠାରେ ନିର୍ମିତ ଇଥାନଲ ପ୍ଲାଣ୍ଟକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଲାଗି ରହିଛି। ଏହି ପ୍ଲାଣ୍ଟରେ ସ୍ଥାନୀୟ ନିଯୁକ୍ତି ନ ଥିବାବେଳେ ଏବେ ଉକ୍ତ ପ୍ଲାଣ୍ଟରୁ ନିଷ୍କାସିତ ବର୍ଜ୍ୟବସ୍ତୁ ଗାଁ ପୋଖରୀରେ...

ଲିଫ୍ଟ ଦେବା କହି ଛାତ୍ରୀଙ୍କୁ ଗଣବଳାତ୍କାର, ଏକ ଫ୍ଲାଟ୍‌ରେ ୪ ଦିନ ଅଟକ ରଖି…

ଲକ୍ଷ୍ନୌ,୨୫।୧୦: ଲକ୍ଷ୍ନୌର ମାଣ୍ଡିଆଭ ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ୧୮ ବର୍ଷୀୟା ମଧ୍ୟମା ଛାତ୍ରୀଙ୍କୁ କାରରେ ଲିଫ୍ଟ ଦେବା ବାହାନାରେ ଏକ ଫ୍ଲାଟ୍‌କୁ ନେଇ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଦୁଇ ଜଣ ଅଭିଯୁକ୍ତ...

ନୂଆପଡ଼ା ଉପନିର୍ବାଚନ: ସବୁ ଚର୍ଚ୍ଚାରେ ପ୍ରାର୍ଥୀ

ନୂଆପଡ଼ା,୨୫ା୧୦(ପୀତାମ୍ବର ସାହୁ):ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିଛି। କହିବାକୁ ଗଲେ ସବୁ ଦଳର ଶତାଧିକ ରାଜ୍ୟସ୍ତରର ନେତା ନୂଆପଡ଼ାରେ ଡେରା ପକାଇ ରହିଛନ୍ତି। ୨୦୨୪ ସାଧାରଣ ନିର୍ବାଚନ ପରେ ଏହା ପ୍ରଥମ ଉପନିର୍ବାଚନ ହେବାକୁ ଯାଉଛି। ତେଣୁ...

ଆଜି ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୨୫ା୧୦(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲା କନ୍‌ଫରେନ୍ସ ହଲ୍‌ଠାରେ ଅପରାହ୍ନ ୫ଟା ସମୟରେ ହେବାକୁ ଥିବା ଏହି ବୈଠକରେ ୭ଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri