‘ମୁଁ ପୋଷ୍ଟ ଡିଲିଟ କରିବି ନାହିଁ’… ଦୃଢ଼ ଭାବରେ ଠିଆ ହେଲେ ଭାଜପା ଏମପିଙ୍କ ଝିଅ; ହଇଚଇ ସୃଷ୍ଟି କରିଥିଲା ଏହି ପୋଷ୍ଟ, ଏବେ ଇନଷ୍ଟାଗ୍ରାମ ଆକାଉଣ୍ଟ ନିଷ୍କ୍ରିୟ!
ନୂଆଦିଲ୍ଲୀ,୨୭।୭: NEET ପେପର୍ ଲିକ ପ୍ରସଙ୍ଗରେ ଛାତ୍ରମାନଙ୍କ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶେଷରେ ଚାପରେ ଆସି ଇସ୍ତଫା ଦେଇଥିଲେ। ଏହି ଘଟଣାକ୍ରମ ମଧ୍ୟରେ, ଭାଜପା ଏମପି ଅପରାଜିତା ଷଡ଼ଙ୍ଗୀଙ୍କ ଝିଅ ଅର୍ଚ୍ଚିତା…
ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ
ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ସୁରପ୍ରଭା ଜ୍ୟୋତିର୍ମୟୀ ନାୟକ। ଦୀର୍ଘ ମାସ ଧରି…
ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ
ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ ନେପାଳ ନାଗରିକମାନେ ୨୦୧୬ ନଭେମ୍ବର ୯ ପରେ ଜାରି କରାଯାଇଥିବା ୨୦୦ ଏବଂ…
ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ
ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ ନେଇ ଗ୍ରାମରେ ଚାପା ଉତ୍ତେଜନା ଲାଗି ରହିଛି। ଗ୍ରାମବାସୀ ଅଙ୍ଗନୱାଡି କର୍ମୀଙ୍କୁ ବିରୋଧ…
ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ
ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ ଆଷାଢ଼ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥିରେ ଅଧରପଣା ଲାଗି କରାଯାଇଥାଏ । ଏହି ଅବସରରେ…
ବରଗଡ଼ ଏମ୍ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’
ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍ପି) ପ୍ରଦୀପ ପୁରୋହିତ ଦାବି ଉଠାଇଛନ୍ତି । ଏମ୍ପି ପୁରୋହିତ ସଦନରେ କହିଥିଲେ, ୧୯୨୬ ଜାନୁଆରୀ…
ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ
ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ ବିତିବାକୁ ବସିଥିଲେ ବି ତାଙ୍କର କୌଣସି ପତ୍ତା ମିଳୁନାହିଁ। କଳାହାଣ୍ଡି ଜିଲା ଥୁଆମୂଳ…
ଗଞ୍ଜେଇ ପରିବହନ କରିବା ପାଇଁ ବସ୍କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…
ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ ଭାବେ ଗଞ୍ଜେଇ ପରିବହନ କରିବା ପାଇଁ ବସ୍କୁ ଅପେକ୍ଷା କରିଥିଲେ ମୋହନା ପଞ୍ଚାୟତର…
ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର
କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ ଦୃଶ୍ୟ। ୯ ବର୍ଷର ସାମାଜିକ ବାସନ୍ଦ ପରେ କନ୍ଧକୂଳ ସମାଜର ନିଜସ୍ବ ରୀତିନୀତି…
ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ
ଗ୍ଲାସ୍ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି। ଏହା ତାଙ୍କର କ୍ରମାଗତ ତୃତୀୟ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକ। ବର୍ଷୀୟା ମୀରାବାଈ…
ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍
ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍ରେ ଭାରତ ୩୫ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ୩ ମ୍ୟାଚ୍ ବିଶିଷ୍ଟ…
ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ
ଗ୍ଲାସ୍ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି ଲିଫ୍ଟର ମୋଟ ୨୬୪ (୧୨୧+ ୧୪୩) କେଜି ଭାର ଉଠାଇଥିଲେ। ସ୍ନାଚ୍ରେ ସେ…

