Home Left

ପଶ୍ଚିମବଙ୍ଗ ସରକାରଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ନାଲି ଆଖି: ସୀମାରେ ଅନୁପ୍ରବେଶ ନେଇ କଡା ଚେତାବନୀ

ଭୁବନେଶ୍ୱର,୩ା୩: ନଦୀପଠାର ସୀମାବର୍ତ୍ତୀ ଅଞ୍ଚଳରୁ ବାଲି ଉତ୍ତୋଳନକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦ ମଧ୍ୟରେ ସୋମବାର ସୁବର୍ଣ୍ଣରେଖା ନଦୀ କୂଳରେ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ମଧ୍ୟରେ କ୍ଷେତ୍ରୀୟ ସୀମା ଚିହ୍ନଟ ପାଇଁ ଏକ ମିଳିତ ଅଭ୍ୟାସ ଆରମ୍ଭ ହୋଇଛି। ରାଜ୍ୟ…

କାଠ ବ୍ୟବସାୟୀଙ୍କ ଠାରୁ ଟଙ୍କା ମାଗିବା ପଡିଲା ମହଙ୍ଗା, ନିଲମ୍ବିତ ହେଲେ ମହିଳା ଫରେଷ୍ଟର

କେନ୍ଦୁଝର,୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ କାଠ ବ୍ୟବସାୟୀଙ୍କ ଠାରୁ ୬ ହଜାର ଟଙ୍କା ମାଗିବା ଘଟଣାରେ ବନ ବିଭାଗ ସୋମବାର ମହିଳା ଫରେଷ୍ଟର ସୁନୀତା ବାଗେଲଙ୍କୁ ନିଲମ୍ବିତ କରିଛି। ଟଙ୍କା ମାଗିବା ଓ ଟଙ୍କା ପାଇବା ନେଇ ହୋଇଥିବା କଥାବାର୍ତ୍ତାର ଅଡିଓ…

ଜନ୍ମ ମୃତ୍ୟୁ ପଞ୍ଜିକରଣ ବିଭାଗରେ ଝୁଲୁଛି ତାଲା, ଲୋକେ ହନ୍ତସନ୍ତ

ଥୁଆମୂଳ ରାମପୁର,୩।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଲୋକଙ୍କୁ ମିଳୁନାହିଁ ଜନ୍ମମୃତ୍ୟୁ ପ୍ରମାଣପତ୍ର । ବ୍ଲକର ୨୪ ଗୋଟି ପଞ୍ଚାୟତବାସୀ ଯାହାକି ଦୁରଦୂରାନ୍ତ ଅଞ୍ଚଳର ହିତାଧିକାରୀ ଜନ୍ମ ମୃତ୍ୟୁ ପ୍ରମାଣପତ୍ର ପାଇବାରୁ…

ମଙ୍ଗଳବାର ଦୁବାଇରେ ବର୍ଷା ସମ୍ଭାବନା: ଏମିତି ହେଲେ କିଏ ଜିତିବ ମ୍ୟାଚ, ଜାଣନ୍ତୁ…

ନୂଆଦିଲ୍ଲୀ,୩।୩: ମଙ୍ଗଳବାର ଦୁବାଇର ପାଗ ଖରାପ ହେବାକୁ ଯାଉଛି। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ସେମିଫାଇନାଲ ମ୍ୟାଚ ଖେଳାଯିବାକୁ ଥିବାରୁ ଆମେ ଭାରତୀୟମାନେ ଦୁବାଇର ପାଗକୁ ନେଇ ଚିନ୍ତିତ। ଯଦି ରୋହିତ ଶର୍ମା ଏବଂ ଦଳ ଦୁବାଇ…

ମଧୁବିଦ୍ୟା ପୀଠର ବାର୍ଷିକୋତ୍ସବ: କୃତି ଛାତ୍ରୀଛାତ୍ରଙ୍କୁ କରାଗଲା ପୁରସ୍କୃତ

ଦିଗପହଣ୍ଡି,୩।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟା ପୀଠ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ମମତାରାଣୀ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ସହକାରୀ ଶିକ୍ଷକ ଉପେନ୍ଦ୍ର କୁମାର ପଣ୍ଡା ସଂଯୋଜନା କରିଥିଲେ। ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ…

ପାକିସ୍ତାନରେ ହେବ ମହିଳା ଦିନିକିଆ ବିଶ୍ୱକପ୍‌ କ୍ୱାଲିଫାୟର୍ସ

କରାଚୀ,୩ା୩: ପାକିସ୍ତାନ ଚଳିତ ମାସରେ ଆଉ ଏକ ଅନ୍ତଜର୍ର୍ାତୀୟ କ୍ରିକେଟ ପରିଷଦ (ଆଇସିସି) ଟୁର୍ନାମେଣ୍ଟ ଆୟୋଜନ କରିବାକୁ ଯାଉଛି। ଦେଶ ଚଳିତମାସ ପରବର୍ତ୍ତୀ ଭାଗରେ ମହିଳା ୫୦ଓଭର ବିଶ୍ୱକପ୍‌ କ୍ୱାଲିଫାୟର ଆୟୋଜନ କରିବାକୁ ଯାଉଛି। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ଜଣେ…

ବିଶାଖାପାଟଣାରେ ନାବାଳକ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା: ଶୋକାକୁଳ ପରିବେଶରେ ଗାଁ ଶ୍ମଶାନରେ ହେଲା ଶେଷକୃତ୍ୟ

ଲାଞ୍ଜିଗଡ଼,୩।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ମାଳିଯୁବାଙ୍ଗ ପଞ୍ଚାୟତର କେନ୍ଦୁପେଟ ଗାଁର ନାବାଳକ ରଘୁ ମାଝୀ (୧୭) ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଜିଲାକୁ ଦାଦନ ଖଟିବାକୁ ଯାଇଥିବା ବେଳେ ଶୁକ୍ରବାର ସେଠାରେ ମୃତ୍ୟୁ ଘଟିଥିଲା। ରଘୁ…

India Vs Australia: ସେମିଫାଇନାଲ ମ୍ୟାଚ୍‌ ପରିଚାଳନା କରିବେ ଗାଫାନେ, ଇଲିଙ୍ଗଓ୍ବର୍ଥ

ଦୁବାଇ,୩ା୩: ନ୍ୟୁଜିଲାଣ୍ଡର କ୍ରିସ ଗାଫାନେ ଓ ଇଂଲଣ୍ଡର ରିଚାର୍ଡ ଇଲିଙ୍ଗଓ୍ବର୍ଥ ଫିଲ୍ଡ ଅମ୍ପାୟାର ଭାବେ ମଙ୍ଗଳବାର ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ହେବାକୁ ଥିବା ପ୍ରଥମ ସେମିଫାଇନାଲ ପରିଚାଳନା କରିବେ। ଇଂଲଣ୍ଡର ମାଇକେଲ ଗଫ ତୃତୀୟ ଅମ୍ପାୟାର ଓ ଜିମ୍ବାଓ୍ବେର ଆଣ୍ଡି…

ରୋହିତ ଶର୍ମାଙ୍କୁ ‘ମୋଟା’ କହିବା ଉପରେ ପ୍ରବଳ ହଙ୍ଗାମା: ଭାଜପା କହିଲା ରାହୁଲ ଗାନ୍ଧୀ ଅନ୍‌ଫିଟ୍‌

ନୂଆଦିଲ୍ଲୀ,୩।୩: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ଆଜି ସକାଳ ଠାରୁ ଖବରର ଶିରୋନାମାରେ ଅଛନ୍ତି। ରବିବାର ଟିମ ଇଣ୍ଡିଆ ଚାମ୍ପିଅନ୍ସ ଟ୍ରଫିର ଶେଷ ଲିଗ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡକୁ ଖରାପ ଭାବରେ ପରାସ୍ତ କରିବା ପରେ ଏବେ ସେମିଫାଇନାଲରେ ଅଷ୍ଟ୍ରେଲିଆ…

ପାକିସ୍ତାନ ଉପରୁ ହଟିଲା ବାସନ୍ଦ

ଲାହୋର,୩ା୩: ପାକିସ୍ତାନ ଫୁଟବଲ ଫେଡେରେଶନ (ପିଏଫଏଫ) ତା’ର ସମ୍ବିଧାନରେ ଆବଶ୍ୟକୀୟ ପରିବର୍ତ୍ତନ କରିବା ପରେ ଏହା ଉପରୁ ବିଶ୍ୱ ଫୁଟବଲ ପରିଚାଳନା ସଂସ୍ଥା ଫିଫା ବାସନ୍ଦ ହଟାଇଛି। ଫେଡେରେଶନ ପରିଚାଳନାରେ ସ୍ବଚ୍ଛତା ଲାଗି ସମ୍ବିଧାନରେ ଆବଶ୍ୟକ ଥିବା ପରିବର୍ତ୍ତନ ନ କରିବାରୁ…

ବିଭିନ୍ନ ସମସ୍ୟା ନେଇ ଜିଲାପାଳଙ୍କୁ ଅଭିଯୋଗ କଲେ ସାନଯୋଡ଼ାବାସୀ

କେନ୍ଦୁଝର,୩। ୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ କୁଟୁଗାଁ ପଞ୍ଚାୟତ ଅଧିନସ୍ତ ସାନ ଯୋଡ଼ା ଗ୍ରାମକୁ ସ୍ବାୀନତାର ୭୮ବର୍ଷ ବିତି ଯାଇଥିଲେ ମଧ୍ୟ ରାଜସ୍ବ ଗ୍ରାମର ମାନ୍ୟତା ପ୍ରଦାନ କରାଯାଇନାହିଁ। ଫଳରେ ଗ୍ରାମ ବାସୀ ଜମିଜମା…

ଘରକୁ ଫେରୁଛନ୍ତି ନିର୍ଯାତନା ଶିକାର ହେଉଥିବା ୫ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା,୩ା୩ (ମକାରୁ ବେମାଲ): ହାଇଦ୍ରାବାଦ ଯାଇ ନିର୍ଯାତନା ଶିକାର ହେଉଥିବା ନୂଆପଡ଼ା ଜିଲାର ୫ ଦାଦନ ଶ୍ରମିକ ଜିଲା ଶ୍ରମ କାର୍ଯ୍ୟାଳୟ ହସ୍ତକ୍ଷେପରେ ଉଦ୍ଧାର ହୋଇ ଘରକୁ ଫେରୁଛନ୍ତି। ପ୍ରାପ୍ତ ସୂଚନା ଅନୁଯାୟୀ ଖଡିଆଳ ଥାନା ଲାଞ୍ଜି ପଞ୍ଚାୟତ ମନ୍ତ୍ରୀତରାଇ ଗାଁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?