ଶାଶୂଘରେ ରହି ପାଇଲି ଓଏଏସ୍
ପାଇକମାଳ,୨୦।୧୦(ବଡ ଶତପଥୀ): ବରଗଡ଼ ଜିଲା ପାଇକମାଳର ବୋହୁ ତଥା ନୟନ ମେହେରଙ୍କ ସ୍ତ୍ରୀ ଡଲି ମେହେର ଓପିଏସ୍ସି ପରୀକ୍ଷାରେ କୃତିତ୍ୱ ଅର୍ଜନ କରିଛନ୍ତି। ଶନିବାର ପ୍ରକାଶ ପାଇଥିବା ଫଳାଫଳରେ ସେ ୧୩୩ ର଼୍ୟାଙ୍କରେ ରହିଛନ୍ତି। ପାଇକମାଳ ଅଞ୍ଚଳରେ ପ୍ରଥମ କରି ଜଣେ…
ଲିଭଇନ୍ରେ ରହୁଥିଲେ: ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ
ବ୍ରହ୍ମପୁର,୨୦ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଗୋଷାଣି ନୂଆଗାଁ ଥାନା ଅଧୀନ ଲାଞ୍ଜିପଲି ଚାଞ୍ଚଡ଼ାପଡିଆ ସାହିରେ ପୁରୁଷବନ୍ଧୁଙ୍କ ସହ ରହୁଥିବା ପିଙ୍କି ମଲିକ(୨୩)ଙ୍କ ମୃତ୍ୟୁ ଏବେ ବି ସନ୍ଦେହଘେରରେ ରହିଛି। ପିଙ୍କିଙ୍କ ଭାଇ ଜଗତସିଂହପୁର ଜିଲା ବିରିଡ଼ି ଥାନା ଅନ୍ତର୍ଗତ ପାଇକିରାବାଟି ଗ୍ରାମର ଦୀପକ…
ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ପ୍ରସ୍ତୁତ: ମନ୍ତ୍ରୀ ସୁରେଶ ପୂଜାରୀ
ଭୁବନେଶ୍ୱର,୨୦ା୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ରବିବାର ବଡ଼ ପ୍ରତିକ୍ରିୟା ରଖିଛନ୍ତି। ସମସ୍ତ ପରିସ୍ଥିତିର ସାମ୍ନା କରିବାକୁ ସରକାର ପ୍ରସ୍ତୁତ ରହିଥିବା ମନ୍ତ୍ରୀ ପ୍ରକାଶ କରିଛନ୍ତି। ଏପରିକି ପ୍ରଭାବିତ ହେବାକୁ ଥିବା ଜିଲାର…
କଳାବଜାରୀଙ୍କୁ କଡ଼ା ଚେତାବନୀ ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର,୨୦ା୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ମଧ୍ୟ ସତର୍କ ରହିଛନ୍ତି। କଳାବଜାରୀଙ୍କୁ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କଡ଼ା ଚେତାବନୀ ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ଦେଖି ଅସାଧୁ ବ୍ୟବସାୟୀ କଳାବଜାର କଲେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ: ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବଜ୍ରପାତ ନେଇ ୫ଟି ଜିଲାକୁ ସତର୍କ ସୂଚନା
ଭୁବନେଶ୍ୱର,୨୦ା୧୦: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି। ଏହା ଉତ୍ତର ପଶ୍ଚିମ ଦିଗକୁ କ୍ରମଶଃ ଗତି କରି ଆସନ୍ତା ବୁଧବାର ୨୩ ତାରିଖ ସୁଦ୍ଧା ଅବପାତ ରୂପ ନେବାର ସମ୍ଭାବନା ରହିଛି ବୋଲି ଭାରତୀୟ…
ବରିଷ୍ଠ ନାଗରିକଙ୍କ ସ୍ୱାସ୍ଥ୍ୟବୀମାରୁ ଜିଏସ୍ଟି ସମ୍ପୂର୍ଣ୍ଣ ପ୍ରତ୍ୟାହାର ପାଇଁ ସରକାରଙ୍କ ନିଷ୍ପତ୍ତି
ନୂଆଦିଲ୍ଲୀ,୨୦ା୧୦: ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ୱାସ୍ଥ୍ୟବୀମା କ୍ଷେତ୍ରରେ ସମ୍ପୂର୍ଣ୍ଣ ଜିଏସ୍ଟି ପ୍ରତ୍ୟାହାର ପାଇଁ ମନ୍ତ୍ରୀସ୍ତରୀୟ କମିଟି ସୁପାରିଶ କରିଛି । ଜିଏସ୍ଟି ପରିଷଦକୁ ସୁପାରିଶ କରାଯାଇଥିବା ନିଷ୍ପତ୍ତି ଅନୁସାରେ, ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟବୀମା ଏବଂ ବରିଷ୍ଠ ନାଗରିମାନଙ୍କ ସ୍ୱାସ୍ଥ୍ୟବୀମା…
ବାପ-ପୁଅଙ୍କୁ ଏସିଡ୍ ମାଡ଼ ଘଟଣା: ସାଇଣ୍ଟିଫିକ୍ ଟିମ୍ର ତଦନ୍ତ ଆରମ୍ଭ
ତୁମୁଡ଼ିବନ୍ଧ,୨୦ା୧୦(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ବୁଡ଼ା କୁନ୍ଦେଲ ଗ୍ରାମର ବାପ-ପୁଅଙ୍କୁ ଏସିଡ୍ ମା’ ଘଟଣାର ତଦନ୍ତ ଆରମ୍ଭ କରି ସେହି ଗ୍ରାମର ଦୁଇ ଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଜାରି ରହିଛି। ଏହାରି ଭିତରେ…
ମାଲ୍ ପରିବହନ ଗାଡ଼ିରେ ଜିପିଏସ୍ ଲାଗୁ ପାଇଁ ଦାବି କଲେ ସୋଫିଆ
କଟକ,୨୦ା୧୦: ମାଲ୍ ପରିବହନକାରୀ ଗାଡ଼ିରେ ଜିପିଏସ୍ ଲାଗୁ କରିବାକୁ କଟକ-ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋଷ ଦାବି କରିଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ନେଇ ଆୟୋଜିତ ସମୀକ୍ଷା ବୈଠକରେ ସୋଫିଆ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଡିପ୍ରୁ ଡିଲର ପଏଣ୍ଟ ଯାଏ…
ଗଧ ପିଠିରେ ବସି ବାସ୍କେଟବଲ୍
ବାସ୍କେଟବଲ୍ ଖେଳକୁ ଅନେକେ ଭଲ ପାଆନ୍ତି। ସାଙ୍ଗସାଥୀଙ୍କ ସହ ଟିମ୍ ହୋଇ ଅନେକେ ଖେଳିଥିବେ ମଧ୍ୟ। ହେଲେ ଏଠାରେ ଯେଉଁ ବାସ୍କେଟ୍ ବଲ କଥା କୁହାଯାଉଛି ତାହା ସମ୍ପୂର୍ଣ୍ଣ ଭିନ୍ନ। ଏଥିରେ ବାସ୍କେଟ ବଲ୍ ଖେଳାଯାଏ ଗଧ ପିଠିରେ ବସି। ୧୯୩୦…
ଏହି ଏଫ୧ କାର୍କୁ ଖାଇଛନ୍ତି କି
ଏଫ୍୧ କାର୍ ରେସ୍ ଦେଖିବାକୁ ପ୍ରାୟ ସମସ୍ତେ ଭଲ ପାଆନ୍ତି। ଏହାକୁ ଦେଖିବାବେଳେ ମନରେ ଜୋଶ୍ ଭରିଯାଏ। ହେଲେ ଏହା ଏକ ବିପଜ୍ଜନକ ଖେଳ। ଏହାର କାର୍ଗୁଡ଼ିକ ସାଧାରଣ କାର୍ଠାରୁ ଭିନ୍ନ ହୋଇଥାଏ; ଯାହାକି ସମସ୍ତଙ୍କୁ ଆକର୍ଷିତ କରେ। ତେବେ ଏଠି…
ନିଜ ପେଟରେ ନିଜ ଯମଜ: ପୁରୁଷ ପେଟ ଭିତରେ ମଣିଷ ଛୁଆ
ମହାରାଷ୍ଟ୍ର, ନାଗପୁରର ସଞ୍ଜୁ ଭଗତଙ୍କ ଜୀବନ କାହାଣୀ ବେଶ୍ ଅଜବ। ୧୯୬୩ରେ ତାଙ୍କର ଜନ୍ମ। ପ୍ରଥମେ ତ ସେ ଅନ୍ୟ ପିଲାଙ୍କ ପରି ସାଧାରଣ ପିଲାଟିଏ ଥିଲେ। ହେଲେ ଟିକେ ବଡ଼ ହେବାପରେ ତାଙ୍କ ପେଟ ଅନ୍ୟ ପିଲାଙ୍କଠାରୁ କିଛିଟା ବଡ଼…
ସାହିତି୍ୟକ ତଥା ଶିକ୍ଷାବିତ୍ ଶ୍ରୀବିଷ୍ଣୁପ୍ରସାଦ ଦଳେଇ ନିଜ ପ୍ରଥମ ରୋଜଗାର ସମ୍ପର୍କରେ କ’ଣ କୁହନ୍ତି ଜାଣନ୍ତୁ
ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଡକ୍ଟର ମାୟାଧର ମାନସିଂହଙ୍କ ଭିଟାମାଟି କୁହାଯାଉଥିବା ନନ୍ଦଳା ଗ୍ରାମରେ ମୋ ଜନ୍ମ। ଯୌଥ ପରିବାରରେ ବଢିଛି; ତେଣୁ ସବୁ ପରିସ୍ଥିତିରେ କେମିତି ଆଡ୍ଜଷ୍ଟ କରି ଚଳିବାକୁ ହୁଏ ତାହା ମୁଁ ପିଲାଟି ଦିନରୁ ଶିଖିଛି।…
Archives


