୩୬ ବର୍ଷ ପରେ ଭାରତରେ ଇତିହାସ ରଚିଲା ନ୍ୟୁଜିଲାଣ୍ଡ
ବେଙ୍ଗାଲୁରୁ, ୨୦।୧୦: ଟିମ୍ ଇଣ୍ଡିଆକୁ ହରାଇ ନ୍ୟୁଜିଲାଣ୍ଡ ବେଙ୍ଗାଲୁରୁ ଟେଷ୍ଟ ଜିତି ଇତିହାସ ରଚିଛି। ୩୬ ବର୍ଷ ଦଳ ଭାରତରେ ଟେଷ୍ଟ ମ୍ୟାଚ୍ରେ ବିଜେତା ହୋଇଛି। ୧୯୮୮ରେ ନ୍ୟୁଜିଲାଣ୍ଡ ଶେଷଥର ପାଇଁ ଭାରତରେ ଟେଷ୍ଟ ମ୍ୟାଚ୍ ଜିତିଥିଲା। ତେବେ ଏହି ମ୍ୟାଚ୍କୁ…
ବାପା କନଷ୍ଟେବଳ ହେଲେ ପୁଅ ଗ୍ୟାଙ୍ଗଷ୍ଟର ଲରେନ୍ସଙ୍କ ପାଇଁ ଜେଲ୍ରେ ଖର୍ଚ୍ଚ କରନ୍ତି ୪୦ଲକ୍ଷ ଟଙ୍କା, ୧୧୦ ଏକର ଜମିକୁ…
ନୂଆଦିଲ୍ଲୀ,୨୦।୧୦: ଗ୍ୟାଙ୍ଗଷ୍ଟାର ଲରେନ୍ସ ବିଷ୍ଣୋଇଙ୍କ ପାଇଁ ତାଙ୍କ ପରିବାର ପ୍ରତି ବର୍ଷକୁ ୩୫-୪୦ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି। ଜାଣି ଆଶ୍ଚର୍ଯ୍ୟ ହେଉଥିଲେ ବି ସତ। ଏନେଇ ଲରେନ୍ସଙ୍କ ଭାଇ ଏକ ଜାତୀୟ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। କିଛିଦିନ ପୂର୍ବରୁ ଏନସିପି…
ଟିଟିଲାଗଡ଼ରୁ କେସିଙ୍ଗା-ଜୁନାଗଡ଼ ଦ୍ରୁତଗାମୀ ଟ୍ରେନ୍ ଚଳାଚଳ ନେଇ ପ୍ରସ୍ତାବ
କେସିଙ୍ଗା,୨୦ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ରେଳଯାତ୍ରୀ ସଂଘର ପ୍ରଥମ ବୈଠକ ସଭାପତି ସୁଭାଷ ଜୈନଙ୍କ ଅଧ୍ୟକ୍ଷତାରେ ୟଙ୍ଗ୍ ବ୍ଲଡ୍ ପବ୍ଲିକ ସ୍କୁଲର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। କେସିଙ୍ଗାରୁ ଭୁବନେଶ୍ୱରକୁ ସିଧାସଳଖ ଏକ ଟ୍ରେନ ଚଳାଚଳ କରିବା ସହ ଟିଟିଲାଗଡ଼ରୁ କେସିଙ୍ଗା, ଜୁନାଗଡ଼…
୬ରୁ ଊର୍ଦ୍ଧ୍ୱ ଅନ୍ତର୍ଜାତୀୟ ଗୋଲ୍ଡ ମେଡାଲ ହାସଲ କରିଥିବା ଭାଲେନା ଭାଲେଣ୍ଟିନା କହିଲେ ବିବାହ ସିକ୍ରେଟ୍
ସମସ୍ତେ ତାଙ୍କୁ ଜାଣନ୍ତି ‘କରାଟେ କୁଇନ୍’ ଭାବେ। ୨୦୧୦ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ ମେଡାଲ ମ୍ୟାଚ୍ ପର୍ଯ୍ୟନ୍ତ ପହଞ୍ଚତ୍ପାରିଥିବା, ୨୬ରୁ ଊର୍ଦ୍ଧ୍ୱ ଅନ୍ତର୍ଜାତୀୟ ଗୋଲ୍ଡ ମେଡାଲ ହାସଲ କରିଥିବା ଏହି କରାଟେକା ହେଉଛନ୍ତି ଭାଲେନା ଭାଲେଣ୍ଟିନା। ଏଥର ଜାଣିବା ଏହି ଗ୍ଲାମର୍ସ…
ବିନା କୋଚିଂରେ ଓଏଏସ୍ ପାାଇଲେ ସବ୍ନମଶ୍ରୀ: ଧରିତ୍ରୀକୁ ସାକ୍ଷାତକାର ଦେଇ କହିଲେ…
ଅମରପାଲି,୨୦।୧୦(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପକଣ୍ଠ ଚମ୍ପାମାଳ ଗ୍ରାମର ସବ୍ନମଶ୍ରୀ ମେହେର ଓଡ଼ିଶା ପ୍ରଶସନିକ ପରୀକ୍ଷା(ଓଏଏସ୍)ରେ କୃତକାର୍ଯ୍ୟ ହୋଇଛନ୍ତି। ସେ ୪୪୯ ର଼୍ୟାଙ୍କରେ ରହିି ଏହି ସଫଳତା ପାଇଛନ୍ତି। ସେ ଚମ୍ପାମାଳ ଗ୍ରାମର ମା’ ନନକା ମେହେର ଓ ବାପା ପର୍ଶୁରାମ…
ରୋହିଣୀ ସିଆର୍ପିଏଫ୍ ସ୍କୁଲ ନିକଟରେ ବଡ଼ ବିସ୍ଫୋରଣ: ଆଖପାଖ କୋଠାର କାଚ ଭାଙ୍ଗିଲା, ପହଞ୍ଚିଲା NSG
ନୂଆଦିଲ୍ଲୀ,୨୦।୧୦: ଦିଲ୍ଲୀର ରୋହିଣୀ ସ୍ଥିତ ସିଆର୍ପିଏଫ୍ ସ୍କୁଲ ବାହାରେ ବଡ଼ ବିସ୍ଫୋରଣ ଘଟିଛି। ଏଥିଯୋଗୁ ଆଖପାଖର କୋଠା ସହ ପାଖରେ ଥିବା କାର୍ର କାଚ ଭାଙ୍ଗିଯାଇଛି। ଘଟଣା ପରେ ଅଗ୍ନିଶମ ବିଭାଗ ଟିମ୍ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ବିସ୍ଫୋରଣରେ ମୃତାହତ ହେବାର କୌଣସି…
ଅଁଳା ଗଛରୁ ପାଇବେ ଲକ୍ଷ୍ମୀଙ୍କ କୃପା: ପ୍ରସନ୍ନ ହେବେ ମା’
ଅଁଳା ଗଛ ଯେତିକି ପବିତ୍ର ସେତିକି ମଧ୍ୟ ଗୁଣକାରୀ। ଏହାର ଆଧ୍ୟାତ୍ମିକ ମହତ୍ତ୍ୱ ବି ଅତ୍ୟନ୍ତ ଉଚ୍ଚକୋଟୀର। କାରଣ ଏହି ଗଛରେ ସ୍ବୟଂ ଲକ୍ଷ୍ମୀନାରାୟଣ ବାସ କରିଥାନ୍ତି ବୋଲି ବିଶ୍ୱାସ କରାଯାଏ। ପ୍ରତିଦିନ ସ୍ନାନ ସାରି ଅଁଳା ଗଛ ମୂଳରେ ଜଳ…
ଝାଡଖଣ୍ଡରେ ବି ସୁଭଦ୍ରା ଯୋଜନା! ଯେଉଁଠି ମିଳିବ…
ରାଞ୍ଚି,୨୦।୧୦: ଓଡ଼ିଶାର ସୁଭଦ୍ରା ଯୋଜନା ପରି ଝାଡଖଣ୍ଡରେ ସମାନ ଫର୍ମୁଲା ଆପ୍ଲାଏ କରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି। ଆଗକୁ ଝାଡଖଣ୍ଡ ନିର୍ବାଚନ ଥିବାରୁ ବିଭିନ୍ନ ଆର୍କଷଣୀୟ ଯୋଜନା କରି ଭୋଟବ୍ୟାଙ୍କକୁ ବଢାଇବାକୁ ଚାହୁଁଛି। ନିର୍ବାଚନବେଳେ ଯେମିତି ଭାଜପା ଓଡ଼ିଶାରେ ସୁଭଦ୍ରା…
କୋରାପୁଟ ଜିଲା ପାଇଁ ଆଣିଲେ ଗୌରବ: ଓଏଏସ ପରୀକ୍ଷାରେ ୬ ଜଣଙ୍କୁ ସଫଳତା
କୋରାପୁଟ,୨୦।୧୦(ଅମିତାଭ ବେହେରା ): ରାଜ୍ୟ ପବ୍ଲିକ ସର୍ଭିସ କମିଶନ ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ପରୀକ୍ଷାରେ କୋରାପୁଟ ଜିଲାର ୬ ଜଣ ଯୁବତୀ ଓ ଯୁବକ ସଫଳତା ପାଇଛନ୍ତି। ସେମାନେ ହେଲେ ଲକ୍ଷ୍ମୀପୁର ବ୍ଲକର ତୁନପାର ଗ୍ରାମର ନିବାସୀ ନାରାୟଣ…
କୁନି ପୁଅକୁ ରେଳ ଧାରଣାରେ ବାନ୍ଧି ଘରଲୋକଙ୍କୁ ଫଟୋ ପଠାଇଲେ ବାପା, ତା’ ପରେ…
ବଲାଙ୍ଗୀର,୨୦।୧୦: ପାରିବାରିକ ବିବାଦରୁ ସ୍ବାମୀଙ୍କ ଅଜବ କାଣ୍ଡ। ନିଜର ଛୋଟ ପୁଅକୁ ରେଳଧାରଣାରେ ବାନ୍ଧି ମାରିବାକୁ ଉଦ୍ୟମ କରିଥିଲେ। ପରିବାରଲୋକେ ବଲାଙ୍ଗୀର ପୋଲିସକୁ ଖବର ଦେବା ପରେ ପୁଅଙ୍କୁ ଉଦ୍ଧାର କରାଯାଇଛି। ଏଥିସହ ଅଭିଯୁକ୍ତ ବାପାଙ୍କୁ ଗିରଫ କରାଯାଇଛି। ବଲାଙ୍ଗୀର କଂସାରୀ…
ଯେଉଁଠି ହାରିଥିଲେ ଶ୍ୱଶୁର, ସେଇଠି ପ୍ରାର୍ଥୀ ହେଲେ ବୋହୂ
ଭୁବନେଶ୍ୱର/ରାଞ୍ଚି,୨୦।୧୦: ଭାରତୀୟ ଜନତା ପାର୍ଟି ଝାଡଖଣ୍ଡର ନିର୍ବାଚନୀ ଯୁଦ୍ଧରେ ୬୬ଜଣ ପ୍ରାର୍ଥୀଙ୍କୁ ମଇଦାନକୁ ଓହ୍ଲାଇଛି। ଏହି ପ୍ରାର୍ଥୀଙ୍କ ମଧ୍ୟରେ ବାବୁ ଲାଲ ମାରାଣ୍ଡି, ଚମ୍ପାଇ ସୋରେନ, ସୁଦର୍ଶନ ଭାଗବତଙ୍କ ନାମ ପ୍ରମୁଖ ରହିଛି। ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ କଳ୍ପନା ସୋରେନଙ୍କ ବିରୋଧରେ…
ଫାର୍ମହାଉସ୍ରେ ପଶି କଦଳୀ-ନଡ଼ିଆ ଗଛ ଭାଙ୍ଗିଲେ ହାତୀପଲ, ଖାଇଗଲେ ପଇଡ଼
ପାଟଣା,୨୦ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ରେଞ୍ଜରେ ୨୯ ଟିକିଆ ବଣୁଆ ହାତୀପଲଙ୍କ ଉପଦ୍ରବ ଜାରି ରହିଛି। ଶୁକ୍ରବାର ରାତିରେ ରାସପଶି ଗାଁରେ ୨ଟି ଘର ଭାଙ୍ଗିବା ପରେ ଶନିବାର ବିଳମ୍ବିତ ରାତିରେ ହାତୀପଲ ପାଟଣା ରେଞ୍ଜ ଡିମିରିଡିହା ଗାଁ ନିକଟ…
Archives


