Home Left

ପାଣିପାଗ ବିଭାଗର ଆଲର୍ଟ, ୨୪ ଘଣ୍ଟାରେ…

ଭୁବନେଶ୍ୱର,୨୦।୧୦: ଅଧିକ ଘନୀଭୂତ ହେଉଛି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ। ବର୍ତ୍ତମାନ ତାହା ଆଣ୍ଡାମାନ ସାଗର ଓ ଆଖପାଖରେ ସକ୍ରିୟ ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର…

ଦେହରେ କିରୋସିନ ଢାଳି ନିଆଁ ଲଗାଇଲେ ସ୍ତ୍ରୀ, ବଞ୍ଚାଇବାକୁ ଯାଇ ପୋଡ଼ିହୋଇଗଲେ ସ୍ବାମୀ

ବାଲେଶ୍ୱର,୨୦ା୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ଜଡ଼ିଦା ପଞ୍ଚାୟତ ଆଡ଼ିଆ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପାରିବାରିକ କଳହ ଉଗ୍ରରୂପ ନେଇ କିରାସିନ ଢାଳି ଦେହରେ ନିଆଁ ଲଗାଇ ଦେଲେ ସ୍ତ୍ରୀ। ଆଉ ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ…

ଜିଲା ପାଇଁ ଗୌରବ ଆଣିଲେ ସ୍ମୃତିରଞ୍ଜନ, ଓଏଏସ୍‌ ପାଇବା ପରେ କହିଲେ…

ଜଗତସିଂହପୁର,୨୦ା୧୦: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ୍‌ ସର୍ଭିସ (ଓସିଏସ୍‌) ପରୀକ୍ଷା ୨୦୨୨ର ଫଳ ଶନିବାର ପ୍ରକାଶ ପାଇଛି। ମୋଟ ୬୮୩ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବାବେଳେ ଜଗତସିଂହପୁର ଜିଲା ବିରିଡ଼ି ବ୍ଲକ ମହାତଳ ଗ୍ରାମର ସ୍ମୃତିରଞ୍ଜନ ସ୍ବାଇଁ…

ସହକାରୀ ଜିଲା ଶ୍ରମ ଅଧିକାରୀରୁ ଓଏଏସ୍‌: ଏଥର ବି ଅମିତ ମାରିଲେ ବାଜି

ଭବାନୀପାଟଣା,୨୦।୧୦ (ଉତ୍ତମ କୁମାର ଦାଶ)- ଓଡିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ ପୁଣି ଥରେ କୃତ କାର୍ଯ୍ୟ ହୋଇଛନ୍ତି କଳାହାଣ୍ଡି ସହକାରୀ ଜିଲା ଶ୍ରମ ଅଧିକାରୀ ଅମିତ କୁମାର ବେହେରା। ରାଜ୍ୟରେ ତାଙ୍କ ସ୍ଥାନ ୧୭୫ ନମ୍ବର ରହିଥିବାବେଳେ ଗତ ଥର…

ପଞ୍ଚମୁଖୀ ହନୁମାନଙ୍କର ଫଟୋ ଘରକୁ ଆଣିଥାଏ ଶୁଭଫଳ: ଜାଣନ୍ତୁ କିପରି

କୁହାଯାଏ, ଘରେ କୌଣସି ବାସ୍ତୁଦୋଷ ଥିଲେ ଅନେକ ପ୍ରକାରର ଅଶାନ୍ତି ଉପୁଜିଥାଏ। ତେଣୁ ଏହି ବାସ୍ତୁଦୋଷକୁ ସହଜରେ କିପରି ଦୂର କରିହେବ ଜାଣନ୍ତୁ ସେ ସମ୍ପର୍କରେ… * ଘରର ବାସ୍ତୁଦୋଷ ଦୂର କରିବାକୁ ଐଶାନ୍ୟ କୋଣରେ କଳସ ସ୍ଥାପନ କରିପାରିବେ। କୁହାଯାଏ,…

ତାସ୍‌ ଘର ଭଳି ବିଜେଡି ଭୁଶୁଡ଼ି ଚାଲିଛି : ମୋକିମ୍‌

ଜଗତ୍‌ସିଂହପୁର, ୨୦।୧୦(ପ୍ରମୋଦ କୁମାର ନାୟକ):ବିଜେଡି ୨୪ ବର୍ଷ କାଳ ଶାସନ କଲା। ଶାସନରୁ ଯିବା ୩ ମାସ ହେଇଛି କି ନାହିଁ ବିଜେଡି ତାସ ଘର ଭଳି ଧୀରେ ଧୀରେ ଭୁଶୁଡ଼ି ଚାଲିଛି। ଏଥିରୁ ଅନୁମାନ କରିପାରୁଛେ କଂଗ୍ରେସ ନେତା ଓ…

ଭାଜପାରେ ସରପଞ୍ଚଙ୍କୁ ମିଶିବାକୁ ବିରୋଧ

କାଏମା,୨୦ା୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀ ବେଶ୍‌ କିଛିଦିନ ହେବ ଚର୍ଚ୍ଚାରେ ରହିଆସିଛି। ଗତ ସାଧାରଣ ନିର୍ବାଚନରେ ଏଠାରେ ବିଜେଡିର ପରାଜୟ ହୋଇଛି। ସ୍ବାଧୀନ ପ୍ରାର୍ଥୀଭାବେ ହିମାଂଶୁ ଶେଖର ସାହୁ ନିର୍ବାଚନରେ ବିଜୟ ହୋଇ ଭାଜପାକୁ ସମର୍ଥନ କରୁଛନ୍ତି।…

ଓଡ଼ିଶା ସିଭିଲ୍‌ ସର୍ଭିସ୍‌ ପରୀକ୍ଷା: କୃତୀଙ୍କ ମୁହଁରୁ…

ପରିଶ୍ରମର ଫଳ ପାଇବି ବୋଲି ଆଶା ଥିଲା ପ୍ରଥମଥର ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ଦେଇଥିଲି। ତାଲିକାରେ ଦ୍ୱିତୀୟ ର଼୍ୟାଙ୍କ୍‌ରେ ମୋ ନାଁ ଥିବା ଦେଖି ଖୁସିରେ କାନ୍ଦି ପକାଇଥିଲି। ଭଲରେ ପଢ଼ିଲେ, ପରିଶ୍ରମ କଲେ ସଫଳତା ନିଶ୍ଚୟ ମିଳିବ। ମୁଁ…

ଜାନୁଆରୀ ୮ରେ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ ସମାରୋହ

ଭୁବନେଶ୍ୱର,୨୦।୧୦(ଅନିଲ ଦାସ): ୨୦୨୫ ଜାନୁଆରୀ ୮ରୁ ୧୦ ଯାଏ ସ୍ଥାନୀୟ ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେବ। ସମାରୋହ ଆୟୋଜନ ପାଇଁ ବହିର୍ବ୍ୟାପାର ମନ୍ତ୍ରଣାଳୟ ତରଫରୁ ଦିଆଯାଇଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଏହି କାର୍ଯ୍ୟକ୍ରମ ଉଭୟ…

ଜାଣନ୍ତୁ କାହିଁକି ପାଳନ କରାଯାଏ ବିଶ୍ୱ ପରିସଂଖ୍ୟାନ ଦିବସ

୨୦ ଅକ୍ଟୋବରରେ ସାରା ବିଶ୍ୱରେ ପରିସଂଖ୍ୟାନ ଦିବସ ପାଳନ କରାଯାଏ। ମାତ୍ର ଭାରତରେ ଜାତୀୟ ପରିସଂଖ୍ୟାନ ଦିବସ ୨୯ ଜୁନ୍‌ରେ ପାଳନ କରାଯାଏ। ମିଳିତ ଜାତିସଂଘର ପରିସଂଖ୍ୟାନ ଆୟୋଗଙ୍କ ମାର୍ଗଦର୍ଶନରେ ବିଶ୍ୱ ପରିସଂଖ୍ୟାନ ଦିବସ ବିଶ୍ୱର ସାମାଜିକ ତଥା ଅର୍ଥନୈତିକ ବିକାଶ…

ଛିଣ୍ଡିଲା ଏନ୍‌ଡିଏର ଆସନ ବୁଝାମଣା: ୬୬ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କଲା ଭାଜପା

ରାଞ୍ଚି,୧୯ା୧୦: ଝାଡ଼ଖଣ୍ଡ ବିଧାନସଭାର ୮୧ ଆସନ ମଧ୍ୟରୁ ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପକ୍ଷରୁ ଝାଡ଼ଖଣ୍ଡରେ ଆସନ ବୁଝାମଣା ଚୂଡ଼ାନ୍ତ ହୋଇଥିଲା। ତଦନୁସାରେ ଅଲ୍‌ ଝାଡ଼ଖଣ୍ଡ ଷ୍ଟୁଡେଣ୍ଟ୍‌ସ ୟୁନିୟନ୍‌ (ଏଜେଏସ୍‌ୟୁ) ୧୦, ସଂଯୁକ୍ତ ଜନତା ଦଳ (ଜେଡିୟୁ) ୨,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri