Home Left

ବୁଝୁଥିବା ଭାଷାରେ ୪୦%ଙ୍କୁ ମିଳୁନି ଶିକ୍ଷା

ନୂଆଦିଲ୍ଲୀ, ୩।୩: ବୈଶ୍ୱିକ ଜନସଂଖ୍ୟାର ୪୦% ଲୋକ ସେମାନେ କହିପାରୁଥିବା କିମ୍ବା ବୁଝିପାରୁଥିବା ଭାଷାରେ ଶିକ୍ଷା ହାସଲ କରିବାର ସୁବିଧା ପାଇପାରୁ ନାହାନ୍ତି। କିଛି ସ୍ବଳ୍ପ ଏବଂ ମଧ୍ୟମ ଆୟ ବର୍ଗ ଦେଶରେ ଏହି ସଂଖ୍ୟା ୯୦% ପର୍ଯ୍ୟନ୍ତ ରହିଥିବା ନେଇ…

ମାସକର ଶିଶୁକୁ ନିଆଁ ଚେଙ୍କ

ଉମରକୋଟ,୨।୩ (ସନ୍ତୋଷ ଶତପଥୀ) ଆଜିର ଆଧୁନିକ ଯୁଗରେ ଏବେ ବି ଅନେକ କୁପ୍ରଥା ଏବଂ ଅନ୍ଧବିଶ୍ୱାସ ରହିଛି। ପିଲାଟି କାନ୍ଦୁଥିବା ଏବଂ ମୋଡିମାଡି ହେଉଥିବାରୁ ପରିବାର ଲୋକେ ମାତ୍ର ୧ ମାସର ଶିଶୁ ଦେହରେ ୪୦ରୁ ଊର୍ଦ୍ଧ୍ୱ ନିଆଁ ଚେଙ୍କ ଦେଇଛନ୍ତି।…

ଆଇଇଡି ବୋମା ନିଷ୍କ୍ରିୟ କଲେ ଯବାନ

ମାଲକାନଗିରି, ୨ା୩(ନୃସିଂହ ଚରଣ ମହାନ୍ତି)- ଛତିଶଗଡ ସୁକ୍‌ମା ଜିଲାରେ ତଲାସି ବେଳେ ଏକ ଆଇଇଡି ବୋମାକୁ ରବିବାର ଠାବକରି ଯବାନମାନେ ନିଷ୍କ୍ରିୟ କରିଛନ୍ତି। ସୁକୁମା ଜିଲା ରାଇଗୁଟ୍ଟା ପାହାଡ଼ ନିକଟରେ ମାଓବାଦୀ ଦମନ ନିମନ୍ତେ ସିଆରପିଏଫ ଯବାନମାନେ ବାହାରିଥିଲେ। ଏହି ସମୟରେ…

କୋଲ୍‌ ଇଣ୍ଡିଆର ୫୦ବର୍ଷ ପୂର୍ତ୍ତି ଉତ୍ସବ

ଭୁବନେଶ୍ୱର,୨।୩: କୋଲ୍‌ ଇଣ୍ଡିଆର ୫୦ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମହାନଦୀ କୋଲ ଫିଲ୍ଡସ ଲିମିଟେଡ୍‌ (ଏମ୍‌ସିଏଲ୍‌) ପକ୍ଷରୁ ଏକ ମେଗା ଦୌଡ ପ୍ରତିଯୋଗିତା ‘କୋଲ୍‌ ଇଣ୍ଡିଆ ଭୁବନେଶ୍ୱର ହାଫ୍‌ ମାରାଥନ’ ରବିବାର ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ୍‌ଠାରେ…

ଚାମ୍ପିୟନ ପରେ ଅକ୍ଷୟ ଓ୍ବାଖରେଙ୍କ ବଡ଼ ଘୋଷଣା

ବିଦର୍ଭ,୨ା୩: ବିଦର୍ଭ ଅଫ-ସ୍ପିନର ଅକ୍ଷୟ ଓ୍ବାଖରେ ରଣ୍‌ଜୀ ଟ୍ରଫି କ୍ରିକେଟରୁ ରବିବାର ଅବସର ଘୋଷଣା କରିଛନ୍ତି। ବିଦର୍ଭ ତୃତୀୟ ଥର ପାଇଁ ରଣ୍‌ଜୀ ଚାମ୍ପିୟନ ହେବା ପରେ ୩୯ ବର୍ଷୀୟ ବାମହାତୀ ସ୍ପିନର ଏହି ନିଷ୍ପତ୍ତି ନେଇଛନ୍ତି। ସେ ୧୦୫ ଫାଷ୍ଟ-କ୍ଲାସ…

କ୍ରୀଡ଼ା ଛାତ୍ରାବାସରେ ଅଭିଯୋଗର ତଦନ୍ତ ପାଇଁ କମିଟି ଗଠନ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨ା୩: କଳିଙ୍ଗ ଷ୍ଟାଡିୟମରେ ଥିବା କ୍ରୀଡା ଛାତ୍ରାବାସର ନାବାଳକ ଅନ୍ତେବାସୀଙ୍କ ଦ୍ୱାରା କରାଯାଇଥିବା ଶାରୀରିକ ଏବଂ ମାନସିକ ନିର୍ଯାତନାର ଅଭିଯୋଗର ତଦନ୍ତ ପାଇଁ ଓଡ଼ିଶା ସରକାର ଏକ ତଦନ୍ତ କମିଟି ଗଠନ କରିଛନ୍ତି। କ୍ରୀଡା ଏବଂ ଯୁବ ସେବା ବିଭାଗର ଏକ…

ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନିତ ହେଲା ନିଷ୍ଠା ପରିବାର

ବରଗଡ଼,୨।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ସ୍ବେଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାର ପକ୍ଷରୁ ଗତ ଜାନୁୟାରୀ ୧ତାରିଖରୁ ଫେବୃଆରୀ ୨୦ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୫୧ଦିନ ଧରି ରେଡ୍‌ଡ୍ରପ ଅଲଟ୍ରା ମାରାଥନ ଅଭିଯାନରେ ରକ୍ତଦାନ ଶିବିର କରି ଇତିହାସ ରଚିଛି। କ୍ରମାଗତ ୫୧ଦିନ…

ଉତ୍ତରାଖଣ୍ଡରରେ ହିମସ୍ଖଳନ: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଡେରାଡୁନ୍‌,୨।୩: ଉତ୍ତରାଖଣ୍ଡର ଚାମୋଲି ଜିଲା ଅନ୍ତର୍ଗତ ମାନା ଗ୍ରାମରେ ହିମସ୍ଖଳନ ଯୋଗୁ ସୀମାନ୍ତ ସଡ଼କ ସଂଗଠନ (ବିଆର୍‌ଓ)ର ୫୫ଜଣ ଶ୍ରମିକ ପୋତିହୋଇ ଯାଇଥିଲେ। ରବିବାର ଆଉ ୩ ଜଣଙ୍କ ମୃତ୍ୟୁଦେହ ବାହାର କରାଯାଇଛି। ଫଳରେ ହିମସ୍ଖଳନଜନିତ ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି ପାଇଛି।…

ଲମ୍ବା ସମୟ ଧରି ଅଡିଓ ଡିଭାଇସ୍ ବ୍ୟବହାର କରୁଛନ୍ତି କି? ସବୁଦିନ ପାଇଁ ହରାଇ ପାରନ୍ତି ଶ୍ରବଣଶକ୍ତି, ପରାମର୍ଶ ଜାରିକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨ା୩ : କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସମ୍ପ୍ରତି ରାଜ୍ୟ ସରକାରଙ୍କୁ ହେଡଫୋନ୍, ଇୟରଫୋନ୍ ଏବଂ ଇୟରପ୍ଲଗ୍ ଭଳି ଅଡିଓ ଡିଭାଇସ୍ ଅତ୍ୟଧିକ ବ୍ୟବହାର ସମ୍ପର୍କରେ ଏକ ଚେତାବନୀ ଜାରି କରିଛନ୍ତି। ଏହା ସତର୍କ କରାଇ ଦେଇଛି ଯେ ଉଚ୍ଚ ସ୍ୱରରେ ଶୁଣିବା…

ସର୍ବଭାରତୀୟ ଡିଏସ୍‌ କପ୍‌ ଫୁଟ୍‌ବଲ: ଉଦ୍‌ଘାଟନୀ ମ୍ୟାଚ୍‌ରେ ବେଙ୍ଗାଲୁରୁ ବିଜୟୀ

ବୌଦ୍ଧ,୨।୩(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଫୁଟ୍‌ବଲ ଆସୋସିଏଶନ ପକ୍ଷରୁ ସର୍ବଭାରତୀୟ ଡି. ଏସ୍‌. କପ୍‌ ଫୁଟବଲ ଟୁର୍ନାମେଣ୍ଟ ରବିବାର ଜିଲା ଷ୍ଟାଡିୟମରେ ଉଦ୍‌ଘାଟିତ ହୋଇଯାଇଛି। ଏଥିରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ,…

NEP’ କୁ ନେଇ ବଢ଼ୁଛି ଡିଏମ୍‌କେ-ଭାଜପା ବିବାଦ

ନୂଆଦିଲ୍ଲୀ,୨।୩: ଜାତୀୟ ଶିକ୍ଷା ନୀତି (ଏନ୍‌ଇପି)କୁ ଜବରଦସ୍ତ ଲାଗୁ କରିବା ପାଇଁ କେନ୍ଦ୍ର ସରକାର ଚାପ ପକାଉଥିବାରୁ ଏହାକୁ ନେଇ ତାମିଲନାଡୁର ଶାସକ ଡିଏମ୍‌କେ ଏବଂ ଭାଜପା ମଧ୍ୟରେ ବିବାଦ ତୀବ୍ର ରୂପ ଧାରଣ କରିଛି। ଶିକ୍ଷା ଅଧିକାର ଯୋଜନାରେ କେନ୍ଦ୍ରୀୟ…

ଏସ୍‌ପିଙ୍କ ବାସଭବନ ଆଗରେ ବୃଦ୍ଧଙ୍କୁ ହତ୍ୟା

ନୂଆପଡ଼ା,୨ା୩(ମକାରୁ ବେମାଲ): ନୂଆପଡ଼ା ସଦର ମହକୁମାସ୍ଥିତ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ବାସଭବନ ସମ୍ମୁଖରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି। ମୃତ ବୃଦ୍ଧ ଜଣକ ବିଜ୍ଞାପିତ ଅଞ୍ଚଳ ୧୨ ନମ୍ବର ୱାର୍ଡ ସିରତୋଲର ସୁକଲାଲ ସାହୁ (୮୦)। ହତ୍ୟାପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?