Home Left

୨ ବାଇକ୍‌ ସହ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କଲା ପୋଲିସ, ୩ ଗିରଫ

ବ୍ରହ୍ମପୁର,୨ା୩(ସୁବାସ ଚନ୍ଦ୍ର ପାଢ଼ୀ): ରବିବାର ଅବକାରୀ ଭ୍ରାମ୍ୟମାଣ ସଂସ୍ଥା ପକ୍ଷରୁ ବ୍ରହ୍ମପୁର ରେଳଷ୍ଟେଶନ ନିକଟ ନେହେରୁ ପାର୍କ କଡ଼ରୁ ୩ ଯୁବକଙ୍କୁ ଅଟକାଇ ସେମାନଙ୍କ ନିକଟରେ ଥିବା ଏୟାର ବ୍ୟାଗଗୁଡ଼ିକ ଯାଞ୍ଚ ବେଳେ ସେଥିରୁ ୧୧୦କେଜି ଗଞ୍ଜେଇ ଜବତ କରାଯାଇଛି। ଗିରଫ…

ଚମକି ପଡ଼ିଲେ ଅନୁଷ୍କା, ମୁଣ୍ଡରେ ଦେଲେ ହାତ; NZ ବିପକ୍ଷ ମ୍ୟାଚ୍‌ରେ…

ଦୁବାଇ,୨।୩: ନ୍ୟୁଜିଲାଣ୍ଡ ବିପକ୍ଷରେ ବିରାଟ କୋହଲି ଆଉଟ୍‌ ହେବା ମାତ୍ରେ ଚମକି ପଡ଼ିଥିଲେ ପତ୍ନୀ ଅନୁଷ୍କା ଶର୍ମା। ଦୁବାଇ ମଇଦାନରେ ନିଜର ୩୦୦ତମ ଦିିନିକିଆରେ କିଛି ସ୍ବତନ୍ତ୍ର କରିପାରନ୍ତି ବୋଲି କୋହଲିଙ୍କ ପ୍ରଶଂସକ ଆଶା କରିଥିଲେ। ହେଲେ ନ୍ୟୁଜିଲାଣ୍ଡ ଫିଲ୍ଡର ଗ୍ଲେନ୍‌…

IPL ବିରୋଧରେ ସାରା ବିଶ୍ୱର ଖେଳାଳିଙ୍କୁ ଉକୁସାଇଲା ପାକିସ୍ତାନ, ଟାର୍ଗେଟ କରି ଇଞ୍ଜାମାମ୍‌ କହିଲେ… 

ଇସଲାମାବାଦ,୨।୩: ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଆୟୋଜନ ପାକିସ୍ତାନ ଟିମ୍‌ କରୁଥିଲେ ହେଁ ବିନା କୌଣସି ମ୍ୟାଚ୍‌ ଜିତି ପ୍ରଥମ ରାଉଣ୍ଡରୁ ବାଦ୍‌ ପଡ଼ିଛି। ଏଭଳି ଲଜ୍ଜାଜନକ ପ୍ରଦର୍ଶନକୁ ନେଇ ଦଳକୁ ସମାଲୋଚିତ ହେବାକୁ ପଡ଼ୁଛି। ଅପରପକ୍ଷେ ଭାରତ ସେମିଫାଇନାଲରେ ପ୍ରବେଶ କରିଛି।…

ପୁରୁଷଙ୍କଠୁ ଅଧିକ ବର୍ଷ ବୟସ ପର୍ଯ୍ୟନ୍ତ ଜିଅନ୍ତି ମହିଳା

କୁହାଯାଏ ନାରୀଙ୍କଠୁ ପୁରୁଷ ବେଶ୍‌ ବଳଶାଳୀ। ଅଧିକ କଠିନ କାମ କରିପାରନ୍ତି, ଅଧିକ ବେଗରେ ଦୌଡ଼ିପାରନ୍ତି ଓ ଅଧିକ ଓଜନ ଉଠାଇପାରନ୍ତି ମଧ୍ୟ। ହେଲେ ଜାଣନ୍ତି କି ରୋଗ ଓ ଆୟୁଷ କଥା କହିଲେ ନାରୀ ପୁରୁଷଙ୍କଠାରୁ କମ୍‌ ରୋଗରେ ପଡ଼ନ୍ତି…

ବିଦର୍ଭ ହେଲା Ranji Trophy ଚାମ୍ପିଅନ୍‌, ବିଜୟର ହିରୋ ସାଜିଲେ କରୁଣ ନାୟର

ନାଗପୁର,୨।୩: ତୃତୀୟ ଥର ପାଇଁ ବିଦର୍ଭ ଟିମ୍‌ ରଣଜୀ ଟ୍ରଫି ୨୦୨୫ ଟାଇଟଲ ଜିତିଛି। କେରଳ ବିପକ୍ଷ ଫାଇନାଲରେ ପ୍ରଥମ ଇନିଂସ ଲିଡ ଆଧାରରେ ସେମାନେ ଟ୍ରଫି ଜିତିଯାଇଛନ୍ତି। ବିଦର୍ଭ ତୃତୀୟ ଥର ପାଇଁ ଏହି ଟାଇଟଲ ଜିତିଛି। ଏହି ସଫଳତାରେ…

ନିଜ ଆଡୁ ଫେରାନ୍ତୁ ରାଶନ କାର୍ଡ, ଯୋଗାଣ ମନ୍ତ୍ରୀ କହିଲେ ସରକାର ଏବେ…

ଭୁବନେଶ୍ୱର,୨ା୩: ନିଜ ଆଡୁ ରାଶନ କାର୍ଡ ଫେରାଇବା ପାଇଁ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ନିବେଦନ କରିଛନ୍ତି। ମନ୍ତ୍ରୀ କହିଛନ୍ତି, ଗ୍ରାମାଞ୍ଚଳରେ ଯେଉଁମାନଙ୍କର ମାସିକ ଆୟ ୧୦ ହଜାର ଟଙ୍କା ସେମାନେ ତୁରନ୍ତ କାର୍ଡ ଫେରାଇ ଦିଅନ୍ତୁ। ସେହିପରି…

କିଙ୍ଗ୍‌ କୋହଲିଙ୍କ ବଡ଼ ଉପଲବ୍ଧି, ସଚିନ-ଦ୍ରାବିଡ଼-ଗାଙ୍ଗୁଲିଙ୍କ ପରି…

ନୂଆଦିଲ୍ଲୀ,୨।୩: ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ନ୍ୟୁଜିଲାଣ୍ଡ ବିପକ୍ଷ ଗ୍ରୁପ୍‌ ଷ୍ଟେଜ୍‌ ମୁକାବିଲାରେ ମଇଦାନକୁ ଓହ୍ଲାଇ ଇତିହାସ ରଚିଛନ୍ତି ବିରାଟ କୋହଲି। ସେ ଦିନିକିଆରେ ୩୦୦ ମ୍ୟାଚ୍‌ ଖେଳିଥିବା ଖେଳାଳି ପାଲଟିଛନ୍ତି। ଏହି ମାମଲାରେ ସେ ୭ମ ଭାରତୀୟ। ତାଙ୍କ ପୂର୍ବରୁ ୬…

ପୁତୁରାଙ୍କ ଉପରେ ମାୟାବତୀଙ୍କ ଆକ୍ସନ…ବଡ଼ ଘୋଷଣା କରି କହିଲେ ‘ମୁଁ ବଞ୍ଚି ଥିବା ପର୍ଯ୍ୟନ୍ତ ମୋର କୌଣସି ଉତ୍ତରାଧିକାରୀ ରହିବେ ନାହିଁ’

ଲକ୍ଷ୍ନୌ,୨।୩: ଉତ୍ତର ପ୍ରଦେଶର ବିଏସପି ସୁପ୍ରିମୋ ମାୟାବତୀ ରବିବାର ଲକ୍ଷ୍ନୌରେ ଅଲ୍‌ ଇଣ୍ଡିଆ ପଦାଧିକାରୀଙ୍କ ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ତାଙ୍କ ପୁତୁରା ଆକାଶ ଆନନ୍ଦଙ୍କୁ ସମସ୍ତ ପଦବୀରୁ ହଠାଇ ଦେଇଛନ୍ତି। ସେହିଭଳି ସାନ ଭାଇ ଆନନ୍ଦ କୁମାରଙ୍କୁ…

AI ଦେଖାଇଲା ପିଲାଙ୍କ ସ୍ବପ୍ନର କ୍ୟାରିୟର, ନିଆରା ଉପାୟରେ ଛାତ୍ରୀଛାତ୍ରଙ୍କୁ…

ବେଜିଂ,୨ା୩: ସାମ୍ପ୍ରତିକ ସ୍ଥିତିରେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ବ୍ୟବହାରକୁ ନେଇ ବହୁ ବିବାଦ ସୃଷ୍ଟି ହୋଇଥିବା ସହ ସମାଜ ପ୍ରତି ଏହାର କ୍ଷତିକାରକ ପ୍ରଭାବକୁ ନେଇ ଅନେକେ ଚିନ୍ତା ପ୍ରକଟ କରୁଛନ୍ତି। ଏହାରି ମଧ୍ୟରେ ଚାଇନାର ଏକ ପ୍ରାଥମିକ ସ୍କୁଲର ଜଣେ…

ଜେଲ୍‌ ଫେରନ୍ତା ବଳାତ୍କାର ଅଭିଯୁକ୍ତଙ୍କୁ ତୀରମାଡ଼ କରି ହତ୍ୟା

କୁଆଁରମୁଣ୍ଡା,୨ା୩(ମହେନ୍ଦ୍ର କୁମାର ସାହୁ): ଜଣେ କାମାନ୍ଧ ଯୁବକଙ୍କୁ ଜେଲ ଦଣ୍ଡ ପରେ ମଧ୍ୟ ତାଙ୍କର ଚରିତ୍ରରେ କୌଣସି ଫରକ ନ ପଡ଼ିବା ଯୋଗୁ ତାଙ୍କୁ ତୀର ବିନ୍ଧି ହତ୍ୟା କରାଯିବା ଭଳି ନିନ୍ଦନୀୟ ଘଟଣା ଘଟିଛି ବୀରମିତ୍ରପୁର ଥାନା ଅଞ୍ଚଳରେ। ଏହି…

ସ୍ବପ୍ନରେ ଦେଖୁଛନ୍ତି କି ଏସବୁ : ମିଳିଥାଏ ଶୁଭ…

ସ୍ବପ୍ନଶାସ୍ତ୍ର ଅନୁଯାୟୀ, ଏମିତି ବି କିଛି ଜିନିଷ ଅଥବା ଘଟଣା ରହିଛି; ଯାହାକୁ ସ୍ବପ୍ନରେ ଦେଖିଲେ ଶୁଭ ପରିଣାମର ସୂଚନା ମିଳିଥାଏ… * ସ୍ବପ୍ନଶାସ୍ତ୍ର ଅନୁଯାୟୀ, ଭଗବାନଙ୍କୁ ସ୍ବପ୍ନରେ ଦେଖିଲେ, ମନୋସ୍କାମନା ପୂରଣ ହେବାର ସୂଚନା ମିଳେ। * ସ୍ବପ୍ନରେ ମନ୍ଦିର…

WHOର ଚେତାବନୀ: ଜଙ୍କ୍‌ ଫୁଡ୍‌ ଖାଉଥିଲେ ରୁହନ୍ତୁ ସତର୍କ, ନଚେତ୍‌ ପ୍ରାଣ ନେବ ଏସବୁ ମାରାତ୍ମକ ରୋଗ

ପିଜା, ବର୍ଗର, ଫ୍ରେଞ୍ଚ ଫ୍ରାଏଜ୍‌ ଭଳି ଜଙ୍କ୍ଫୁଡ୍‌ ଖାଇ ନିଜର ଭୋକ ମେଣ୍ଟାଉଛନ୍ତି କି? ଯଦି ହଁ ତେବେ ସତର୍କ ରୁହନ୍ତୁ। କାରଣ ସଦ୍ୟତମ ଏକ ଅଧ୍ୟୟନରୁ ଜଣାପଡ଼ିଛି ଯେ, ଏହି ଜିନିଷ ଖାଇବା ଦ୍ୱାରା ମସ୍ତିଷ୍କର କାର୍ଯ୍ୟ ଏବଂ ଆଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?