ପ୍ରସ୍ତାବିତ ଷ୍ଟିଲ୍ ପ୍ଲାଣ୍ଟକୁ ବିରୋଧ ଦାବିରେ ମେଳି ବାନ୍ଧିଲେ ଚାଷୀ
ପାଟଣା,୨ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ଯମୁନାପଶି ହାଟ ପଡ଼ିଆଠାରେ ‘ଜିନ୍ଦଲ ହଟାଅ ଭିଟାମାଟି ବଞ୍ଚାଅ’ ଏକ ଜିନ୍ଦଲ ବିରୋଧୀ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ଯମୁନାପଶି, କୋଡ଼ଖମଣ, ପଦ୍ମକେଶରପୁର, ନୂଆଖମଣ, କିର୍ମିଦାପୋଷି, ଧରୁଆପଡ଼ା, ରାଇକଳା, ନୂଆଗାଁ,…
ଦୁଗ୍ଧ ଶୀତଳୀକରଣ ପ୍ଲାଣ୍ଟରୁ କ୍ଷୀର ଚୋରି, ୪ ଗିରଫ
[contact-form][contact-field label=”Name” type=”name” required=”true” /][contact-field label=”Email” type=”email” required=”true” /][contact-field label=”Website” type=”url” /][contact-field label=”Message” type=”textarea” /][/contact-form] ବରଗଡ଼,୨।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଗୁରୁଦ୍ୱାରା ଛକ-ରେଲ ଷ୍ଟେଶନ ରୋଡ୍ ପାର୍ଶ୍ୱରେ ରହିଥିବା ଦୁଗ୍ଧ ଶୀତଳୀକରଣ ପ୍ଲାଣ୍ଟରୁ ଦୁଗ୍ଧ (କ୍ଷୀର)…
ଟ୍ରେନ୍ରେ କଟିଗଲେ ବ୍ୟକ୍ତି, ଟ୍ରାକ୍ରେ ପଡ଼ିଛି ଖଣ୍ଡ ବିଖଣ୍ଡିତ ମୃତଦେହ
ପାରଳାଖେମୁଣ୍ଡି,୨ା୩(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ରେଳ ଟ୍ରାକ୍ରେ କଟି ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ରେଳଷ୍ଟେଶନ ନିକଟରେ ପଡ଼ି ରହିଛି ମୃତଦେହ, ମୁଣ୍ଡ-ଗଣ୍ଡି ଅଲଗା ହୋଇଯାଇଥିବା ବେଳେ ମୃତକଙ୍କ ପରିଚୟ ମିଳିପାରିନାହିଁ। ବିଶାଖାପାଟଣା ଗୁଣୁପୁର ପାସେଞ୍ଜର ଟ୍ରେନ୍ରେ ଘଟଣା ଘଟିଥିବା ଜଣାପଡ଼ିଛି।…
ଖାଲି ପେଟରେ ଚାଲୁଛନ୍ତି କି? ଶରୀର ପାଇଁ ହୋଇପାରେ କ୍ଷତି
ନିକଟ ଅତୀତରେ, ଲୋକଙ୍କ ମଧ୍ୟରେ ଫିଟନେସ ପ୍ରତି ସଚେତନତା ବୃଦ୍ଧି ପାଇଛି। ଅନେକ ଲୋକ ନିଜ ସୱାସ୍ଥ୍ୟର ଯତ୍ନ ନେବା ପାଇଁ ନିୟମିତ ଚାଲନ୍ତି। ଚାଲିବା ସୱାସ୍ଥ୍ୟ ପାଇଁ ବହୁତ ଲାଭଦାୟକ। ଦୈନିକ ୨୦୦୦ ପାଦ ଚାଲିବା ଦ୍ୱାରା ମଧୁମେହ ଏବଂ…
ରାତିଅଧରେ ମାଡ଼ି ବସିଲା ଜିଲା ପ୍ରଶାସନ: ୧୯ ବାଲିଗାଡ଼ି ଜବତ
ସୋର,୨।୩(ଜନ୍ମେଜୟ ମିଶ୍ର): ଭଦ୍ରକ ଜିଲା ପ୍ରଶାସନ, ଏକ କାଳୀନ ୧୯ଟି ବେଆଇନ ବାଲି ଗାଡି ଜବତ କରିଛି। ଉପ ଜିଲାପାଳଙ୍କ ନିର୍ଦ୍ଦେଶରେ ଖଣି ଅଧିକାରୀ ଓ ସୋର ଅତିରିକ୍ତ ତହସିଲଦାର ସୋର ପୋଲିସ ରାତିଅଧିଆ ଚଢ଼ାଉ କରିଛି। ସୋର ଥାନା ୧୬…
Chandra Grahan 2025: ଦୋଳ ପୂର୍ଣ୍ଣିମାରେ ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ
ନୂଆଦିଲ୍ଲୀ,୨।୩: ପ୍ରତିବର୍ଷ ସୂର୍ଯ୍ୟ ପରାଗ ଏବଂ ଚନ୍ଦ୍ରଗ୍ରହଣ ହୁଏ। ଧାର୍ମିକ ଦୃଷ୍ଟିକୋଣରୁ, ଗ୍ରହଣକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ଏହି କାରଣରୁ ହିନ୍ଦୁ ଧର୍ମରେ ଗ୍ରହଣ ସମୟରେ ସୂତକର ନିୟମ ପାଳନ କରାଯାଏ ଏବଂ ଅନେକ ପ୍ରକାରର କାର୍ଯ୍ୟକଳାପ ନିଷେଧ…
ଟ୍ରାଫିକ୍ରେ ହେଲମେଟ୍ ବଦଳରେ କାନ୍ଧରେ ଶୁଆ ରଖି ସ୍କୁଟି ଉଡ଼ାଇଲେ ଯୁବତୀ, ଲୋକେ କହିଲେ ଏମିତି…
ବେଙ୍ଗାଲୁରୁ ତା’ର ଟେକ୍ନୋଲୋଜି ଇଣ୍ଡଷ୍ଟ୍ରି ପାଇଁ ଯେତିକି ପ୍ରସିଦ୍ଧ, ଟ୍ରାଫିକ ସମ୍ବନ୍ଧୀୟ ଅନନ୍ୟ ଘଟଣା ପାଇଁ ମଧ୍ୟ ସେତିକି ଚର୍ଚ୍ଚାରେ ରହିଥାଏ । ପୁଣି ଥରେ ବେଙ୍ଗାଲୁରୁର ଟ୍ରାଫିକ୍ରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି। ଯାହା ସୋସିଆଲ ମିଡିଆରେ ଖୁବ୍…
Gold Price: ଓଡ଼ିଶାରେ ଏତେ ଖସିଗଲା ସୁନାଦର! ୧୦ଗ୍ରାମକୁ ହେଲା…
ଭୁବନେଶ୍ୱର,୨।୩: ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର । ପ୍ରତିଦିନ ସୁନା ଓ ରୂପା ଦର ର୍ନିଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ…
ନିଆଁଲାଗି ଜଳିପୋଡ଼ି ସବୁଛାରଖାର, ଚାହୁଁଚାହୁଁ ହୁହୁ ହୋଇଜଳିଲା
ନିରାକାରପୁର,୨।୩(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଟାଙ୍ଗୀଥାନା ଅନ୍ତର୍ଗତ ବିନ୍ଧାଣିଆ ଗ୍ରାମରେ ନିଆଁ ଲାଗି ୭ ବଖରା ଘର ଜଳିଯାଇଛି। ଗ୍ରାମର ଚକର ବେହେରା, ପରୀକ୍ଷିତ ବେହେରା, ନାଲୁ ବେହେରା, ଖଲେଶ୍ୱର ବେହେରାଙ୍କର ପ୍ରାୟ ପ୍ରାୟ ୭ ବଖରା ଜଳିପୋଡି…
ହାତରେ ଲାଗିଥିଲା ମେହେନ୍ଦୀ, ବସଷ୍ଟାଣ୍ଡରେ ସୁଟ୍କେଶ ଭିତରେ ମିଳିଲା କଂଗ୍ରେସ ନେତ୍ରୀଙ୍କ ମୃତଦେହ, ରାହୁଲଙ୍କ ସହ କରିଥିଲେ ପଦଯାତ୍ରା
ନୂଆଦିଲ୍ଲୀ,୨।୩: ହରିୟାଣାରେ ପୌର ର୍ନିବାଚନ ଦିନ, ରୋହତକ ଦିଲ୍ଲୀ ରାଜପଥର ସାମ୍ପଲା ବସ ଷ୍ଟାଣ୍ଡ ନିକଟରେ ଜଣେ ମହିଳା କଂଗ୍ରେସ କର୍ମୀଙ୍କ ମୃତଦେହ ମିଳିବା ପରେ ଉତ୍ତେଜନା ପ୍ରକାଶ ପାଇଛି। ମହିଳା ଯୁବ କଂଗ୍ରେସ ପଦାଧିକାରୀଙ୍କ ନାମ ହିମାନୀ ନରୱାଲ। ଯିଏକି…
ପାକିସ୍ତାନୀ ଅଭିନେତ୍ରୀ ହାନିଆଙ୍କୁ ବିବାହ କରିବେ Salman Khan? ଖବରକୁ ନେଇ ବଲିଉଡରେ ହଇଚଇ
ମୁମ୍ବାଇ: ଆଜିକାଲି ବଲିଉଡ ଅଭିନେତା ସଲମାନ ଖାନ ତାଙ୍କର ପରବର୍ତ୍ତୀ ଫିଲ୍ମ ସିକନ୍ଦରର ମୁକ୍ତିଲାଭ ପାଇଁ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ସୁଟିଂ ପ୍ରାୟ ଶେଷ ହୋଇଛି ଏବଂ ଏବେ ର୍ନିମାତା ଏହାର ପୋଷ୍ଟ ପ୍ରଡକ୍ସନ ଉପରେ କାମ କରୁଛନ୍ତି। ଏହି ସମୟରେ,…
ଦାଦନ ଯାଇ ଫେରିନି ପୁଅ, ୪ ଦିନ ହେଲା ଘରେ ଜଳିନି ଚୁଲି
ମହାକାଳପଡ଼ା,୨ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ରାମନଗର ପଞ୍ଚାୟତ ବାହାକୁଦ ଗାଁର ପ୍ରହଲ୍ଲାଦ ବେହେରାଙ୍କ ପୁଅ ଅକ୍ଷୟ ଓରଫ ବୁଲୁ(୨୦) ନିଖୋଜ ଥିବା ନେଇ ଶନିବାର ଲିଖିତ ଅଭିଯୋଗ ହୋଇଛି। ଏହାକୁ ନେଇ ୪ଦିନ ହେବ…

