Home Left

୨୦ରୁ ସି. କେ. ନାଇଡୁ ଟ୍ରଫି:ବରଗଡ଼ରେ ଓଡ଼ିଶା ଏବଂ ମହାରାଷ୍ଟ୍ର ଦଳ

ବରଗଡ଼,୧୯।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଆସନ୍ତା ୨୦ରୁ ୨୩ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଏବଂ ମହାରାଷ୍ଟ୍ର ମଧ୍ୟରେ ୨୩ବର୍ଷରୁ କମ୍‌ ସି. କେ. ନାଇଡୁ କ୍ରିକେଟ ଟ୍ରଫି ଅନୁଷ୍ଠିତ ହେବ। ଶୁକ୍ରବାର କ୍ରୀଷ୍ଣା ବିକାଶ ସ୍କୁଲରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ…

ଅଢ଼େଇ ମାସ ପରେ ବରଗଡ଼ ଧନୁଯାତ୍ରା:କଂସ ଅଭିନେତାଙ୍କ ବିରୋଧରେ ବଢୁଛି ବିତର୍କ

ବରଗଡ଼,୧୯।୧୦(ପ୍ରେମାନନ୍ଦ ଖମାରୀ):ଆଉ ଅଢ଼େଇ ମାସ ପରେ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଶନିବାର ସନ୍ଧ୍ୟାରେ ଧନୁଯାତ୍ରା ମହୋତ୍ସବ ସମିତି କାର୍ଯ୍ୟକାରିଣୀ ବୈଠକ ବସିବ। କିନ୍ତୁ ଏହା ପୂର୍ବରୁ ମହାପ୍ରୟାଣ ଗାଡ଼ିରେ ମୃତଦେହ ପରିବହନ ବାବଦକୁ ଟଙ୍କା ଆଣିବା ନେଇ ଧନୁଯାତ୍ରା କଂସ ଅଭିନେତା…

ରାଜନୈତିକ ଶତ୍ରୁତାରୁ ବୋମାମାଡ଼ ଅଭିଯୋଗ: ଦୁର୍ବୃତ୍ତ ଫେରାର

ଖଲ୍ଲିକୋଟ,୧୯।୧୦(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ କେଶପୁର ଛକରେ ଥିବା ମୃତ ଦିଲ୍ଲୀପ ପାହାନଙ୍କ ଶ୍ରୀ ରାମ ଟାଇଲସ ଓ ମାର୍ବଲ ଦୋକାନ ଆଗରେ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଚଳିତ ନିର୍ବାଚନ ସମୟରେ ଦିଲ୍ଲୀପଙ୍କୁ ହତ୍ୟା…

ହବିଷିଆଳିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ: ମା’ମାନଙ୍କ ସେବା, ସମର୍ପଣ ଓଡ଼ିଶାକୁ ସମୃଦ୍ଧ କରିବ

ପୁରୀ,୧୯ା୧୦(ଅଜିତ୍‌ କୁମାର ମହାନ୍ତି):ହବିଷିଆଳି ମା’ମାନେ ଆମ ସଂସ୍କୃତି ଓ ପରମ୍ପରାର ବାର୍ତ୍ତାବହ। ସେମାନଙ୍କର ମହାପ୍ରଭୁଙ୍କ ପ୍ରତି ସେବା ଓ ସମର୍ପଣ ମାଧ୍ୟମରେ ପ୍ରତି ଓଡ଼ିଆଙ୍କୁ ଆଶୀର୍ବାଦ ପ୍ରାପ୍ତ ହେଉଛି, ଯାହା ଆମ ଓଡ଼ିଶାକୁ ସମୃଦ୍ଧ କରିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଅଭିନେତା ବୁଦ୍ଧାଦିତ୍ୟଙ୍କ ନାଁରେ ଏତଲା: ଜାଣନ୍ତୁ କ’ଣ ରହିଛି ମାମଲା

ଭୁବନେଶ୍ୱର,୧୯ା୧୦(ସତ୍ୟଜିତ୍‌ ରାଉତ):ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଏନ୍‌ସିପି ନେତା ବାବା ସିଦ୍ଦିକଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଥିବା ଗ୍ୟାଙ୍ଗଷ୍ଟର୍‌ ଲରେନ୍ସ ବିଷ୍ଣୋଇଙ୍କ ଫଟୋ ପୋଷ୍ଟ କରି ଦୁଇ କଂଗ୍ରେସ ନେତାଙ୍କ ସମ୍ବନ୍ଧରେ ମନ୍ତବ୍ୟ ଦେବା ଅଭିନେତା ବୁଦ୍ଧାଦିତ୍ୟଙ୍କ ପାଇଁ ଅଡ଼ୁଆ…

୨୪ରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି

ପୁରୀ,୧୯ା୧୦(ଅଜିତ କୁମାର ମହାନ୍ତି):ଚଳିତ ମାସ ୨୪ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରସ୍ତୁତି କରାଯିବା ସହ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ତଥା ବ୍ୟବସ୍ଥାବଳୀକୁ…

ଟ୍ରେନ୍‌ରେ ବାଣ ପରିବହନ କଲେ ଜେଲ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଦୀପାବଳି ପାଖେଇ ଆସୁଥିବାରୁ ବାଣଜନିତ ସମ୍ଭାବ୍ୟା ବିପଦକୁ ଏଡାଇବା ଲାଗି ପୂର୍ବତଟ ରେଳପଥ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଟ୍ରେନରେ ବାଣ ଓ ଅନ୍ୟାନ୍ୟ ଦହନଶୀଳ ସାମଗ୍ରୀର ବେଆଇନ ପରିବହନକୁ ବାରଣ କରାଯାଇଛି। ଯାତ୍ରୀ ପରିବହନ କରୁଥିବା ଟ୍ରେନ୍‌ରେ ବାଣ,…

ଖାଦ୍ୟ ନଷ୍ଟ ଏକ ଅପରାଧ

ବିଶ୍ୱ କ୍ଷୁଧା ସୂଚକାଙ୍କରେ (ଜିଏଚ୍‌ଆଇ) ୨୦୨୪ରେ ସ୍ଥାନ ପାଇଥିବା ୧୨୭ ଦେଶ ମଧ୍ୟରୁ ଭାରତର ସ୍ଥାନ ୧୦୫ରେ ରହିଛି। ଅର୍ଥାତ କ୍ଷୁଧା ଦୂର କରିବାରେ ୧୦୪ଟି ଦେଶ ତଳେ ଅଛି। ଗତବର୍ଷ ତାଲିକାରେ ସ୍ଥାନ ପାଇଥିବା ୧୨୫ ଦେଶ ମଧ୍ୟରେ ଭାରତ…

ଏଯାଏ ପିଲାଙ୍କୁ ମିଳିଲାନି ୟୁନିଫର୍ମ, ଜୋତା: ଆନ୍ଦୋଳନ ଚେତାବନୀ ଦେଲା ଅଭିଭାବକ ସଂଘ

ଭୁବନେଶ୍ୱର,୧୯ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ଶିକ୍ଷାବର୍ଷ ଅଧା ହେଲାଣି। ହେଲେ ଏଯାଏ ପିଲାଙ୍କୁ ମିଳିଲା ନାହିଁ ସ୍କୁଲ ୟୁନିଫର୍ମ ଓ ଜୋତା। ଏହାକୁ ନେଇ ସାରା ରାଜ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏପଟେ ଓଡ଼ିଶା ଅଭିଭାବକ ମହାସଂଘ ଶୁକ୍ରବାର ତୀବ୍ର ପ୍ରତିକ୍ରିୟା ପ୍ରକାଶ କରି…

ବିବାହ କରିବାକୁ ମନା କରିବାରୁ ପ୍ରେମିକାଙ୍କୁ ଅପହରଣ କରିନେଲେ ପ୍ରେମିକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୧୯ା୧୦ (ସୂର୍ଯ୍ୟକାନ୍ତ ବେହେରା):ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ ସ୍ଥାନୀୟ ଥାନା ଅଞ୍ଚଳର ଏସ୍‌କେ ବୋନି ଅମିନ।…

ତାମିଲନାଡୁ ରାଜ୍ୟ ସଙ୍ଗୀତ ଗାନ ବେଳେ ବିଭ୍ରାଟ: ରାଜ୍ୟପାଳଙ୍କୁ ଦୋଷଦେଲେ ଷ୍ଟାଲିନ୍‌

ଚେନ୍ନାଇ,୧୯ା୧୦:ଚେନ୍ନାଇସ୍ଥିତ ଦୂରଦର୍ଶନ କେନ୍ଦ୍ରର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ବେଳେ କଣ୍ଠଶିଳ୍ପୀମାନେ ତାମିଲନାଡୁର ରାଜ୍ୟ ସଙ୍ଗୀତ ଗାନ ସମୟରେ ଏହାର କେତୋଟି ପଂକ୍ତି ଛାଡ଼ିଦେବାରୁ ବଡ଼ ବିବାଦ ମୁଣ୍ଡ ଟେକିଛି। ରାଜ୍ୟପାଳ ଆର୍‌. ଏନ୍‌. ରବିଙ୍କ ଅଧ୍ୟକ୍ଷତାରେ ଉତ୍ସବ ଅନୁଷ୍ଠିତ ହୋଇଥିବାରୁ…

ଭାରତରେ ଅଛନ୍ତି ଏତିକି ସଂଖ୍ୟାରେ ଗରିବ: ରିପୋର୍ଟରେ ବଡ଼ ଖୁଲାସା

ଜାତିସଂଘ,୧୯ା୧୦:ଭାରତରେ ୨୩୪ ନିୟୁତର ଊର୍ଦ୍ଧ୍ୱ ଲୋକ ଦାରିଦ୍ର୍ୟ ମଧ୍ୟରେ କାଳାତିପାତ କରୁଛନ୍ତି। ବିଶ୍ୱର ୫ ସର୍ବାଧିକ ସଂଖ୍ୟକ ଦରିଦ୍ର ରହୁଥିବା ଦେଶ ମଧ୍ୟରେ ଭାରତ ଅନ୍ୟତମ ବୋଲି ଜାତିସଂଘର ଏକ ରିପୋର୍ଟରୁ ସ୍ପଷ୍ଟ ହୋଇଛି। ୟୁନାଇଟେଡ୍‌ ନେଶନ୍ସ ଡେଭେଲପ୍‌ମେଣ୍ଟ ପ୍ରୋଗ୍ରାମ (ୟୁଏନ୍‌ଡିପି)…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri