Home Left

୨ ଦିନ ଏହି ୧୪ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୮।୧୦: ଶୁକ୍ରବାର ଓ ଶନିବାର ୧୪ ଜିଲାରେ ପ୍ରବଳ ବର୍ଷିବ। ତେବେ ବର୍ଷାକୁ ନେଇ ଏହି ୧୪ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଦିଆଯାଇଛି। ଏସବୁ ଜିଲା ଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର,…

ସଲମାନ କେମିତି କ୍ଷମା ମାଗିଲେ ମାନି ଯିବେ ଲରେନ୍ସ, ଜାଣନ୍ତୁ କ୍ଷମା ମାଗିବାକୁ କ’ଣ ରହିଛି କଡା ନିୟମ

ମୁମ୍ବାଇ,୧୮।୧୦: ରାଜାନେତା ବାବା ସିଦ୍ଦିକୀଙ୍କ ହତ୍ୟା ପରେ ବଲିଉଡ ଅଭିନେତା ସଲମାନ ଖାନଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ତାଙ୍କ ଘର ନିକଟରେ ଆସୁଥିବା ଲୋକଙ୍କ ଉପରେ ପୋଲିସ ତୀକ୍ଷ୍ଣ ନଜର ରଖିଛି। ଏହି ସମୟରେ, ଲୋକମାନେ ବିଷ୍ଣୋଇ ସମ୍ପ୍ରଦାୟକୁ କହିଥିଲେ ଯେ…

ଜେଏସ୍‌ଡବ୍ଲ୍ୟୁ ସ୍ପୋଟର୍‌ସ କ୍ରିକେଟ ନିର୍ଦ୍ଦେଶକ ଭାବେ ଗାଙ୍ଗୁଲି ନିଯୁକ୍ତ

ନୂଆଦିଲ୍ଲୀ, ୧୮ା୧୦: ଭାରତର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଗୁରୁବାର ଜେଏସ୍‌ଡବ୍ଲ୍ୟୁ ସ୍ପୋଟର୍‌ସର କ୍ରିକେଟ ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି। ସଂସ୍ଥାର ସେ ସମସ୍ତ କ୍ରିକେଟ ସମ୍ପତ୍ତିର ଦେଖାଚାହଁା କରିବେ। ତନ୍ମଧ୍ୟରେ ଆଇପିଏଲ୍‌ ଓ ଡବ୍ଲ୍ୟୁପିଏଲ୍‌(ଓମେନ୍ସ ପ୍ରିମିୟର ଲିଗ୍‌)ରେ ଦିଲ୍ଲୀ ଟିମ୍‌…

ସତ୍ୟେନ୍ଦ୍ର ଜୈନଙ୍କୁ ମିଳିଲା ବଡ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୮।୧୦: ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଜାମିନ ମିଳିଛି। ମନି ଲଣ୍ଡରିଂ ମାମଲାରେ ତାଙ୍କୁ ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ କହିଛନ୍ତି ଯେ ଏପର୍ଯ୍ୟନ୍ତ ଶୁଣାଣି ଶେଷ ହେବାର କୌଣସି ସମ୍ଭାବନା ନାହିଁ। ତାଙ୍କୁ ୫୦,୦୦୦ ଟଙ୍କା ବ୍ୟକ୍ତିଗତ ବଣ୍ଡରେ…

ଘରୋଇ ହସ୍ପିଟାଲ ନାଁରେ ଅଙ୍ଗ ଚୋରି ଅଭିଯୋଗ: କବରତଳୁ କଢ଼ାହେଲା ମୃତଦେହ

କଟକ,୧୮।୧୦: କଟକର ଏକ ଘରୋଇ ହସ୍ପିଟାଲ ବିରୋଧରେ ଅଙ୍ଗ ଚୋରି ଅଭିଯୋଗ ହୋଇଛି। କନ୍ଧମାଳ ବାଲିଗୁଡାର ବାବୁଲା ଦିଗାଲଙ୍କ ଅଙ୍ଗ ଚୋରି ହୋଇଥିବା ନେଇ ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି । ପରିବାର ଲୋକଙ୍କ କହିବା ଅନୁଯାୟୀ, ମେଡିକାଲ ପକ୍ଷରୁ…

‘ବାବା ସିଦ୍ଧକିଙ୍କଠାରୁ ଖରାପ ହେବ ଅବସ୍ଥା’; ପୁଣି ଭାଇଜାନଙ୍କୁ ଧମକ ମିଳିବା ପରେ ଚିନ୍ତାରେ ପରିବାର

ମୁମ୍ବାଇ: ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ। ମୁମ୍ବାଇ ପୋଲିସକୁ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଶ୍ନୋଇ ଗ୍ୟାଙ୍ଗ ପକ୍ଷରୁ ଏକ ବାର୍ତ୍ତା ମିଳିଛି। ଯେଉଁଥିରେ ଅଭିନେତାଙ୍କୁ ଜୀବନରୁ ମାରି ଦେବାକୁ ଧମକ ଦିଆଯାଇଛି। ଏପରିକି ଶତ୍ରୁତାକୁ ଶେଷ କରିବାକୁ ୫ କୋଟି…

ଲରେନ୍ସ ବିଷ୍ଣୋଇଙ୍କ ସହ ଭିଡ଼ିଓ କଲ୍‌ରେ କଥା ହେବାକୁ ଚାହୁଁଛନ୍ତି ସଲମାନଙ୍କ ପୂର୍ବତନ ପ୍ରେମିକା: ଜାଣନ୍ତୁ କାହିଁକି

ମୁମ୍ବାଇ, ୧୮।୧୦:ଅଭିନେତା ସଲମାନ ଖାନ୍‌ଙ୍କ ପୂର୍ବତନ ପ୍ରେମିକା ତଥା ଅଭିନେତ୍ରୀ ଓ ଆମେରିକୀୟ ମହିଳା ଅଧିକାର କର୍ମୀ ସୋମି ଅଲ୍ଲୀ ଗୁରୁବାର ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ ମାଧ୍ୟମରେ ଗ୍ୟାଙ୍ଗ୍‌ଷ୍ଟର ଲରେନ୍ସ ବିଷ୍ଣୋଇଙ୍କୁ ଭିଡିଓ କଲ୍‌ ମାଧ୍ୟମରେ ଆଲୋଚନା…

ନିୟମ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀଙ୍କ ପୁଅ!

ମୁମ୍ବାଇ,୧୮।୧୦: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଅବସ୍ଥିତ ବିଶ୍ୱ ପ୍ରସିଦ୍ଧ ମହାକାଳ ମନ୍ଦିରରେ ନିୟମ ଭାଙ୍ଗିବାର ଏକ ମାମଲା ସାମ୍ନାକୁ ଆସିଛି। ଅଭିଯୋଗ ହୋଇଛି ଯେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ପୁଅ ଏବଂ ଅନ୍ୟ ଚାରିଜଣ ଲୋକ ଗର୍ଭଗୃହକୁ ଯାଇ ପ୍ରାର୍ଥନା କରିଥିଲେ।…

ମୁଁ ଆପଣଙ୍କୁ ଭୋଟ ଦେଇଛି, ଏବେ ମୋ’ ପାଇଁ କନ୍ୟାଟିଏ ଖୋଜି ଦିଅନ୍ତୁ; ବିଧାୟକଙ୍କୁ ପେଟ୍ରୋଲ ପମ୍ପ କର୍ମଚାରୀ କଲେ ଅପିଲ୍‌…

ଲକ୍ଷ୍ନୌ,୧୮।୧୦: ମୁଁ ଆପଣଙ୍କୁ ଭୋଟ ଦେଇଛି, ଏବେ ମୋ ପାଇଁ ବଧୂଟିଏ ଖୋଜି ଦିଅନ୍ତୁ। ଏହା ହେଉଛି ଜଣେ ବିଧାୟକଙ୍କୁ ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ଅପିଲ। ନିର୍ବାଚନରେ ବିଧାୟକଙ୍କୁ ସମର୍ଥନ କରିଥିବା ଯୋଗୁ ଏବେ ସେ ମଧ୍ୟ ତାଙ୍କୁ ବ୍ୟକ୍ତିଗତ ଜୀବନରେ…

୩୦ ବର୍ଷ ହେଲା ଜେଲରେ ଅଛି, ରାଜୀବ ଗାନ୍ଧୀଙ୍କ ଦୋଷୀଙ୍କୁ ମିଳୁଛି ମୁକ୍ତି ମୋତେ କାହିଁକି ନୁହେଁ, କଏଦୀଙ୍କ କଥା ଶୁଣି…

ନୂଆଦିଲ୍ଲୀ,୧୮।୧୦: ନିଜ ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ୩୦ବର୍ଷ ଜେଲରେ ଥିବା ଜଣେ ୮୪ ବର୍ଷ ବୟସ୍କ ବ୍ୟକ୍ତି ଆଜୀବନ କାରାଦଣ୍ଡକୁ ମୃତ୍ୟୁଦଣ୍ଡଠାରୁ ଖରାପ ବୋଲି ବର୍ଣ୍ଣନା କରିଛନ୍ତି। ତାଙ୍କ ଓକିଲ ବୁଧବାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ଫାଶୀ ଦେବା ଏହାଠାରୁ ଭଲ…

ଅଶ୍ୱିନଙ୍କ କ୍ୟାରିୟରର ସବୁଠୁ ଖରାପ ଦିନ, ପ୍ରଥମ ଥର ପାଇଁ ଘଟିଲା ଏଭଳି

ନୂଆଦିଲ୍ଲୀ,୧୮।୧୦: ଟିମ୍‌ ଇଣ୍ଡିଆର ଭେଟେରାନ ସ୍ପିନର ଆର୍‌. ଅଶ୍ୱିନଙ୍କ ପାଇଁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚ୍‌ ସ୍ମରଣୀୟ ହୋଇ ରହିବ। କାରଣ ମ୍ୟାଚ୍‌ର ପ୍ରଥମ ଇନିଂସରେ ତାଙ୍କ ସହ ଏଭଳି କିଛି ଘଟିଛି ଯାହା ସେ କେବେ ସ୍ବପ୍ନରେ ବି…

ହିଞ୍ଜିଳିରେ ତେଜିଲା ରାଜନୈତିକ ହିଂସା: ସମିତି ସଭ୍ୟଙ୍କୁ ମରଣାନ୍ତକ ଆକ୍ରମଣ

ହିଞ୍ଜିଳିକାଟୁ ,୧୮।୧୦(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବ୍ଲକ ତଥା ବେଲଗାଁ ଥାନା ଅନ୍ତର୍ଗତ ଦୟାପଲ୍ଲୀ ପଞ୍ଚାୟତରେ ଶୁକ୍ରବାର ରାଜନୈତିକ ହିଂସା ଦେଖା ଦେଇଛି। ସମିତି ସଭ୍ୟ ଇପିଲି ରାଜାରାଓଙ୍କୁ ତାଙ୍କର ବିପକ୍ଷ ଗୋଷ୍ଠୀର ଜଣେ ବ୍ୟକ୍ତି ଶୁକ୍ରବାର ଆକ୍ରମଣ କରିଛନ୍ତି। ଆକ୍ରମଣରେ ଗୁରୁତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri