କଟକରେ ଭାଙ୍ଗିଲା ତୋରଣ: ଚାପି ହୋଇଗଲା କାର୍, ବାଇକ୍
କଟକ,୧୮।୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ନେତାଜୀ ବସ୍ ଟର୍ମିନାଲ ନିକଟରେ ଏକ ଅଘଟଣ ଘଟିଛି। ଖପୁରିଆ ଖାନନଗର ଶିଳ୍ପାଞ୍ଚଳ ପୂଜା କମିଟି ପକ୍ଷରୁ ନିର୍ମାଣ ହୋଇଥିବା ଲାଇଟ ଗେଟ୍ ତୋରଣ ଶୁକ୍ରବାର ଅପରାହ୍ନରେ ହଠାତ୍ ଭୁଶୁଡି ପଡିଛି। ତୋରଣ ତଳେ ବହୁ ଯାନବାହନ…
ଛୁଟି ପରେ ଖୋଲିଲା ସ୍କୁଲ: ହେଲେ ୫ଦିନ ହେଲା ଜାରିରହିଛି ଧାରଣା, ରାସ୍ତାରେ ବସିଲେ ଛାତ୍ରୀଛାତ୍ର
କେସିଙ୍ଗା,୧୮ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠ ବାଲସି(କ)ର ପୂର୍ବତନ ପ୍ରଧାନଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଯୋଗଦାନ କରାଇଦେବୁ ନାହିଁ ବୋଲି ଜିଦ୍ କରି ୫ଦିନ ହେଲା ଗଣଧାରଣା ଦେଇଛନ୍ତି। ଦଶହରା ଛୁଟି ପରେ…
ସରକାରଙ୍କ ବଡ଼ ଘୋଷଣା: କିଡ଼ନୀ ରୋଗୀଙ୍କୁ ମିଳିବ ମାଗଣା ଚିକିତ୍ସା
ଚଣ୍ଡିଗଡ,୧୮।୧୦: ହରିୟାଣାର ମୁଖ୍ୟମନ୍ତ୍ରୀ ଭାବେ ନାୟବ ସିଂ ସାଇନି ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୁଣି ମୁଖ୍ୟମନ୍ତ୍ରୀ ହେବା ପରେ ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସେ ରାଜ୍ୟବାସୀଙ୍କୁ ବହୁତ ଉପହାର ଦେଇଛନ୍ତି। ସାଇନି ରାଜ୍ୟର ସମସ୍ତ ସରକାରୀ ଡାକ୍ତରଖାନାରେ କିଡନୀ…
ବିଧାୟକ ଅବ୍ବାସ ଅନସାରୀଙ୍କୁ ବଡ ଆଶ୍ୱସ୍ତି, ଏହି ମାମଲାରେ ମିଳିଲା ଜାମିନ
ନୂଆଦିଲ୍ଲୀ,୧୮।୧୦: ମନି ଲଣ୍ଡରିଂ ମାମଲାରେ ସୁପ୍ରିମକୋର୍ଟ ଶୁକ୍ରବାର ବିଧାୟକ ଅବ୍ବାସ ଅନସାରୀଙ୍କୁ ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ସୁପ୍ରିମକୋର୍ଟ ଅବ୍ବାସ ଅନସାରୀଙ୍କୁ ଜାମିନ ପ୍ରଦାନ କରିଛନ୍ତି। ସେ ଉତ୍ତରପ୍ରଦେଶର ଶକ୍ତିଶାଳୀ ନେତା ମୁଖତାର୍ ଅନସାରୀଙ୍କ ପୁଅ। ଜଷ୍ଟିସ ଏମ ଏମ ସୁନ୍ଦରେଶ…
ବଡ଼ ଗେମ୍ ଖେଳିବା ଯୋଜନାରେ କେ ଏଲ୍ ରାହୁଲ, ୧୩ ଦିନ ମଧ୍ୟରେ LSG ମାଲିକଙ୍କୁ ଲାଗିପାରେ ଝଟ୍କା
ନୂଆଦିଲ୍ଲୀ,୧୮।୧୦: ଆଇପିଏଲ୍ ୨୦୨୫ର ମେଗା ଅକ୍ସନ ପୂର୍ବରୁ ସବୁ ଟିମ୍ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। କେଉଁ ଦଳ ପ୍ରଥମେ କାହାକୁ ରିଟେନ୍ କରିବେ ତାହାର ତାଲିକା କରିବା ଆରମ୍ଭ କରିଛନ୍ତି। ଏଥିଲାଗି ଅକ୍ଟୋବର ୩୧ ଯାଏ ସମୟ ଦିଆଯାଇଛି, ଯେଉଁଥିରୁ…
ଭାରତ ସହ ସମ୍ପର୍କ ଯୋଡିବାକୁ ଚାହୁଁଛି ପାକିସ୍ତାନ, ନଓ୍ବାଜ ସରିଫ କହିଲେ ପୁରୁଣା କଥା ଛାଡି ନୂଆ ଆରମ୍ଭ କର
ଇସଲାମାବାଦ,୧୮।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ ଭାରତ ସହ ଭଲ ସମ୍ପର୍କ ସ୍ଥାପନ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ନୱାଜ କହିଛନ୍ତି ଯେ ଭାରତ ସହ ସମ୍ପର୍କ ନଷ୍ଟ…
ଭରତପୁର ଥାନା ମାମଲା: ଟେଷ୍ଟ ରିପୋର୍ଟ ଆସିନି, ତଦନ୍ତ କମିଶନଙ୍କ ନିକଟରେ ହାଜର ହୋଇ ଏଡିଜି କହିଲେ…
ଭୁବନେଶ୍ୱର,୧୮ା୧୦: ଭରତପୁର ଥାନା ଘଟଣାରେ କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ତଦନ୍ତ କମିଶନଙ୍କ ନିକଟରେ ହାଜର ହେବା ବେଳେ ସେ କହିଛନ୍ତି, ସମସ୍ତ ଅଫିସରଙ୍କ ପଲିଗ୍ରାଫ ଟେଷ୍ଟ ହୋଇ ସାରିଛି। ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ…
ଇଏସ୍ଆଇ ହସ୍ପିଟାଲରେ ଲାଗିଲା ନିଆଁ, ଜଣେ ମୃତ
କୋଲକାତା,୧୮।୧୦: ଶୁକ୍ରବାର ସକାଳେ କୋଲକାତାର ସିୟାଲଦାହ ସ୍ଥିତ କର୍ମଚାରୀ ରାଜ୍ୟ ବୀମା (ESI) ହସ୍ପିଟାଲରେ ଅଗ୍ନିକାଣ୍ଡରେ ଜଣେ ରୋଗୀର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୃତକଙ୍କ ପରିଚୟ ମିଳିଛି। ସେ ହେଉଛନ୍ତି ଉତ୍ତମ ବର୍ଦ୍ଧନ। ସେ ଡାକ୍ତରଖାନାରେ କର୍କଟ ଚିକିତ୍ସା କରୁଥିଲେ।…
ପ୍ରେମିକାଙ୍କୁ ହତ୍ୟା ଅଭିଯୋଗରେ ଜେଲ ଗଲେ ପ୍ରେମିକ ଯବାନ
ଅତାବିରା଼,୧୮।୧୦(ହୃଷୀକେଶ ଖମାରୀ): ହତ୍ୟା ଅଭିଯୋଗରେ ବରଗଡ଼ ଜିଲା ଭେଡ଼େନ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଭେଡ଼େନ ଥାନା କଦଳୀପାଲି ଗ୍ରାମର ଶମ୍ଭୁ ମଟାରୀ(୨୪)। ସେ ଆସାମ ପାରା ମିଲିଟାରିରେ କାର୍ଯ୍ୟରତ ଥିଲେ। ଗିରଫ ପରେ…
ମୋକିମଙ୍କ ବିସ୍ଫୋରକ ବୟାନ: ବିଜେଡି, ଭାଜପାର ବହୁ ନେତା….
ଭୁବନେଶ୍ୱର,୧୮।୧୦: ବରିଷ୍ଠ କଂଗ୍ରେସ ନେତା ପୂର୍ବତନ ବିଧାୟକ ମହମ୍ମଦ ମୋକିମ ବଡ଼ ବୟାନ ଦେଇ କହିଛନ୍ତି, ବହୁ ବିଜେଡି ନେତା କଂଗ୍ରେସ ସହ ଯୋଗାଯୋଗରେ ଅଛନ୍ତି। ଦୀପାବଳି ପାଖାପାଖି ପିସିସି ସଭାପତି କିଏ ହେବେ ସେନେଇ ଘୋଷଣା ହୋଇଯିବ। ପିସିସି ଗଠନ…
ବୌଦ୍ଧ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ, ଆଇନଶୃଙ୍ଖଳା ନେଇ କଲେ ସମୀକ୍ଷା
ବୌଦ୍ଧ,୧୮ା୧୦(ଅଜିତ କୁମାର ବାରିକ): ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ.ବି ଖୁରାନିଆ ଦୁଇ ଦିନିଆ ବୌଦ୍ଧ ଗସ୍ତରେ ଆସି ଜିଲାରେ ମାଓବାଦୀ ଗତିବିଧି ଓ ଆଇନଶୃଙ୍ଖଳା ନେଇ ସମୀକ୍ଷା କରିଥିବା ଜଣାପଡ଼ିଛି। ଖୁରାନିଆ ଗୁରୁବାର ଅପରାହ୍ନରେ ବୌଦ୍ଧ ଜିଲାକୁ ଆସି ପ୍ରଥମେ ଜିଲାର…
ଭୁବନେଶ୍ୱରରେ ଏତିକି ଦିନ ଆସିବନି ପାଣି, ୱାଟକୋ କହିଲା…
ଭୁବନେଶ୍ୱର,୧୮।୧୦: ଭୁବନେଶ୍ୱରରେ ଆଜି ଦିନ ୨ଟାରୁ ଆସନ୍ତାକାଲି ଦିନ ୨ଟା ଯାଏଁ ଜଳ ଯୋଗାଣ ବନ୍ଦ ରହିବ। ପାଇପ ମରାମତି ଯୋଗୁ ମୁଣ୍ଡଳିରୁ ଜଳ ଯୋଗାଣ ବନ୍ଦ ରଖାଯିବ ବୋଲି କହିଛିି ୱାଟକୋ। କଳିଙ୍ଗନଗର, ପାତ୍ରପଡା, ଭରତପୁର, ଶାମପୁର, ଘାଟିକିଆ, ଖଣ୍ଡଗିରି…
Archives


