୧୪ ବର୍ଷ ପୂର୍ବରୁ ଟିମ୍ ଇଣ୍ଡିଆ ପାଇଁ ଭବିଷ୍ୟବାଣୀ କରିଥିଲେ ଜୋଫ୍ରା ଆର୍ଚର
ନୂଆଦିଲ୍ଲୀ,୧୮।୧୦: ନ୍ୟୁଜିଲ୍ୟାଣ୍ଡ ସହ ଖେଳାଯାଉଥିବା ବେଙ୍ଗାଲୁରୁ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ନିରାଶାଜନକ ବ୍ୟାଟିଂର ସାକ୍ଷୀ ହୋଇଛି। ୪୬ ସ୍କୋରରେ ପୂରା ଦଳ ଆଉଟ ହୋଇଥିଲେ। ଏହି ସମୟରେ, ଇଂଲଣ୍ଡର ଷ୍ଟାର ପେସର ଜୋଫ୍ରା ଆର୍ଚରଙ୍କ ଏକ ଟୁଇଟ…
ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା: ଏହି ସବୁ ଲୋକଙ୍କୁ ମିଳିବ…
ଭୁବନେଶ୍ୱର,୧୮।୧୦: ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ। ଏନେଇ ମୋହନ ସରକାର ପୂର୍ବରୁ ଘୋଷଣା କରିସାରିଛନ୍ତି। ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା…
ବାଥ୍ରୁମ୍ରୁ ମିଳିଲା ଯୁବତୀଙ୍କ ମୃତଦେହ: ବଢୁଛି ସନ୍ଦେହ
ବାଲିଗୁଡା,୧୮।୧୦(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡା ପଣସପଡ଼ିଠାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବାଥ୍ରୁମ୍ରୁ ଯୁବତୀଙ୍କ ମୃତଶରୀର ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପଣସପଡ଼ିଠାରେ ଏକ ଭଡା ଘରେ ଈପସିତା ପଟ୍ଟନାୟକ (୨୪) ନିଜ ପରିବାର ସହିତ…
ଟ୍ରେନ୍ରେ ଚଢ଼ିବା ସମୟରେ ଅଘଟଣ: ମା’ ସହ ଖସିପଡ଼ିଲେ ୪ ବର୍ଷର ଶିଶୁକନ୍ୟା
ରାୟଗଡ଼ା,୧୮ା୧୦(ଆଶିଷ ରଞ୍ଜନ ପଣ୍ଡା): ଚଳନ୍ତା ଟ୍ରେନ୍ରେ ଚଢ଼ିବା ବେଳେ ଅଘଟଣ ଘଟିଛି। କରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର ହୋଇଛନ୍ତି। ଉଭୟଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ରାୟଗଡ଼ା ଜିଲା ସିଙ୍ଗାପୁରୁ ରୋଡ୍ ରେଳ ଷ୍ଟେଶନରେ…
ବିଶ୍ୱର ସବୁଠୁ ହ୍ୟାଣ୍ଡ୍ସମ୍ ଆକ୍ଟର କିଏ ଜାଣନ୍ତି: ଏହି ସ୍ଥାନରେ ଅଛନ୍ତି ଶାହରୁଖ
ବଲିଉଡ୍ର ବାଦ୍ଶାହା ଶାହାରୁଖ ଖାନ ହେଉଛନ୍ତି ଭାରତର ସବୁଠାରୁ ବଡ ତାରକା। ସେ ଅନେକ ଫିଲ୍ମରେ କାମ କରିଛନ୍ତି ଏବଂ ପ୍ରତ୍ୟେକ ଥର ସେ ନିଜର ଆଇକନିକ ଚରିତ୍ର ସହିତ ସମସ୍ତଙ୍କୁ ହୃଦୟ ଜିତିଛନ୍ତି। ଏବେ ବି ଲୋକମାନେ ତାଙ୍କ ଝଲକ…
IPL 2025 ମେଗା ଅକ୍ସନର ଆସିଲା ତାରିଖ! ଜାଣନ୍ତୁ କେବେ ହେବ ଏହାର ଆୟୋଜନ
ନୂଆଦିଲ୍ଲୀ,୧୮।୧୦: IPL 2025 ର ମେଗା ନିଲାମକୁ ନେଇ ସମସ୍ତେ ବହୁତ ଉତ୍ସାହିତ ଅଛନ୍ତି। ଏବେ ଏହାର ତାରିଖ ପ୍ରକାଶ ପାଇଛି। ଏହା କୁହାଯାଉଛି ଯେ ମେଗା ନିଲାମ ୨୪ ଏବଂ ୨୫ ନଭେମ୍ବରରେ ଅନୁଷ୍ଠିତ ହୋଇପାରେ। ତଥାପି, ସ୍ଥାନ ବିଷୟରେ…
ନିଜ ଦେଶର ପ୍ରଧାନମନ୍ତ୍ରୀଙ୍କ ଉପରେ ପ୍ରଶ୍ନ ଉଠାଇଲେ ଜାତୀୟ ସୁରକ୍ଷା ବିଶେଷଜ୍ଞ
ନୂଆଦିଲ୍ଲୀ/ଓଟାଓ୍ବା,୧୮।୧୦: ଭାରତ-କାନାଡା ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ନିଜ ଦୋଷ ସ୍ବୀକାର କରିଛନ୍ତି। ସେ କହିଛନ୍ତି, ନିଜ୍ଜାର ହତ୍ୟା ମାମଲାରେ କାନାଡା ଭାରତକୁ ଆବଶ୍ୟକୀୟ ପ୍ରମାଣ ଦେଇନାହିଁ। ବର୍ତ୍ତମାନ କାନାଡାର ଜାତୀୟ ସୁରକ୍ଷା ବିଶେଷଜ୍ଞ ଜୋ ଆଡାମ ଜର୍ଜ ଏହି…
ବୃନ୍ଦାବତୀ ନିବାସ ଆଗରେ ଅଚେତ୍ ହୋଇପଡିଲେ ଜଣେ ହବିଷ୍ୟାଳୀ
ପୁରୀ,୧୮।୧୦: ବୃନ୍ଦାବତୀ ନିବାସ ଆଗରେ ଜଣେ ହବିଷ୍ୟାଳୀ ଅଚେତ୍ ହୋଇ ପଡିଛନ୍ତି। ତାଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ହବିଷ୍ୟାଳୀ ଜଣଙ୍କ ଯାଜପୁର ଜିଲା ବରୀ ଅଞ୍ଚଳ ବୋଲି ସୂଚନା ମିଳିଛି। ପଞ୍ଜୀକରଣ ହୋଇପାରି ନ ଥିବାରୁ କାଲିଠୁ ବାହାରେ ବସିଥିଲେ…
ସିମନବାଡ଼ି ଅଞ୍ଚଳରେ ବଢୁଛି ଦେଶୀ-ବିଦେଶୀ ମଦ ବିକ୍ରି, ଅବକାରୀ ବିଭାଗର ନିଦ ଭାଙ୍ଗୁନି
ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଅଞ୍ଚଳରେ ଚୋରା ଦେଶୀ ମଦ ଓ ନକଲି ବିଦେଶୀ ମଦ ବିକ୍ରି ଅଭିଯୋଗ ହୋଇଛି। ଉକ୍ତ ଅଞ୍ଚଳର ଜଣେ ଯୁବକ ଏହି ଚୋରାମଦ କାରବାର ରୋକିବାକୁ ଉଭୟ ପୋଲିସ ଓ…
ଭୂଟାନକୁ କବ୍ଜା କଲା ଚାଇନା: ବିଶ୍ୱ ପାଇଁ ବଢିଲା ବିପଦ
ବେଜିଂ,୧୮।୧୦: ବିସ୍ତାରବାଦ ନୀତି ପାଇଁ ଚାଇନା ସାରା ବିଶ୍ୱରେ ଜଣାଶୁଣା। ଡ୍ରାଗନର ଅନ୍ୟ ଦେଶର ଜମିକୁ କବଜା କରୁଥିବା ଯୋଗୁ ପ୍ରାୟ ପ୍ରତ୍ୟେକ ପଡୋଶୀ ଦେଶ ସହିତ ଏହାର ସମ୍ପର୍କ ତିକ୍ତ। ବର୍ତ୍ତମାନ ଏହା ଭୁଟାନର ଜମିକୁ ଦଖଲ କରିଛି। ଏକ…
ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ
ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଯାଜପୁର ଟାଉନ ଥାନା ରାମ୍ବାଗ ଗାଁରେ। ସୂଚନାନୁସାରେ, ଗ୍ରାମବାସୀ…
୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ
ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ ସୁବିଧା ମିଳିପାରିବ ବୋଲି ପରିକଳ୍ପନା କରାଯାଇଛି। ଏଥିରେ ଜିଲାର ବ୍ୟାସନଗର ପୌରାଞ୍ଚଳ ସମେତ ସୁକିନ୍ଦା,…
Archives


