ଘରେ ପଶି ଚୋରି କରୁଥିଲେ ବାପପୁଅ, ଅଭିଯୁକ୍ତଙ୍କୁ ଧରି ସିନ୍ ରିକ୍ରିଏଶନ କଲା ଟାଉନ ପୋଲିସ
ବଲାଙ୍ଗୀର, ୩୦।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସିରିଜ ଚୋରି ଓ ଲୁଟ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ବାପପୁଅଙ୍କୁ ବଲାଙ୍ଗୀର ଟାଉନ ଥାନା ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ରାଉରକେଲା ଛେଣ୍ଡ ଥାନା ଅନ୍ତର୍ଗତ…
ଆକ୍ଟିଭ୍ ହେଲା ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ, ଜାଣନ୍ତୁ କାହିଁକି ହୋଇଥିଲା ଡିଆକ୍ଟିଭେଟ୍
ନୂଆଦିଲ୍ଲୀ,୩୦।୧: ହଠାତ୍ ଗାଏବ ହୋଇଯାଇଥିବା ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ପୁଣିଥରେ ଆକ୍ଟିଭ୍ ହୋଇଛି। କୋହଲି ତାଙ୍କ ଆକାଉଣ୍ଟ ଡିଆଆଷ୍ଟିଭେଟ୍ କରିଦେଇଥିବା ପ୍ରଶଂସକ ଭାବୁଥିଲେ। କିନ୍ତୁ ଏହା ଏକ ଯାନ୍ତ୍ରିକ ତ୍ରୁଟି ବୋଲି ଜଣାପଡିଛି। ଇନଷ୍ଟାଗ୍ରାମ ଫଲୋଅର୍ସଙ୍କ କ୍ଷେତ୍ରରେ ବିଶ୍ୱର ଅନ୍ୟ…
ମହେନ୍ଦ୍ର ସିଂହ ଧୋନିଙ୍କୁ ହଠାତ ଭେଟିଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ରାଜନୈତିକ ମହଲରେ ଖୁବ ଚର୍ଚ୍ଚା
ରାଞ୍ଚି,୩୦।୧: ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂହ ଧୋନି ହଠାତ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଭେଟିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ମୁଖ୍ୟମନ୍ତ୍ରୀ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ବୈଠକର ଏକ ଫଟୋ ପୋଷ୍ଟ କରି ଲେଖିଛନ୍ତି, ‘ମାହିଙ୍କ ସହ ମୋର ଏକ…
ଜେଲ୍ ଭିତରେ ପ୍ରେମିକର ଜନ୍ମଦିନ ପାଳନ: ଭାଇରାଲ ହେଲା ଯୁବତୀଙ୍କ ‘ରିଲ୍ସ’
ନୂଆଦିଲ୍ଲୀ,୩୦।୧: ଛତିଶଗଡ଼ର ସବୁଠାରୁ ସୁରକ୍ଷିତ ଜେଲ୍ରୁ ଏକ ଚିନ୍ତାଜନକ ଦୃଶ୍ୟ ସାମ୍ନାକୁ ଆସିଛି। ଜଣେ ଯୁବତୀ ଜେଲ୍ ଭିତରେ ପଶି ନିଜ ପ୍ରେମିକକୁ ଭେଟିବା ସହ ସେଠାରେ ଭିଡିଓ ରେକର୍ଡ କରି ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ଏହି ଘଟଣା ଜେଲ୍…
ମହୁଲରୁ ହେବ ମୃଦୁପାନୀୟ, ଏନ୍ଆଇଟି-ଓର୍ମାସ୍ ମଧ୍ୟରେ ଏମ୍ଓୟୁ
ରାଉରକେଲା,୩୦।୧(ସଙ୍ଗୀତା ଜେନା): ଜଙ୍ଗଲଜାତ ଦ୍ରବ୍ୟ ମହୁଆ ବା ମହୁଲରୁ ଦେଶୀମଦ ତିଆରି ହେଉଥିଲା। ହେଲେ ଦିନକୁ ଦିନ ଜ୍ଞାନକୌଶଳ ବିକଶିତ ହେବା ପରେ ଏହି ଜଙ୍ଗଲଜାତ ଦ୍ରବ୍ୟରୁ ମୃଦୁପାନୀୟ ପ୍ରସ୍ତୁତ କରାଯିବ। ଏଥିପାଇଁ ଅତିଶୀଘ୍ର କୁଆଁରମୁଣ୍ଡାଠାରେ ମହୁଲ ପ୍ରକ୍ରିୟାକରଣ ପ୍ଲାଣ୍ଟ ପ୍ରତିଷ୍ଠା…
ଶେଷ ହେଲା ରୁଷିଆ-ୟୁକ୍ରେନ ଯୁଦ୍ଧ? ଯୁଦ୍ଧବିରତିକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ
ଓ୍ବାଶିଂଟନ,୩୦।୧: ୟୁକ୍ରେନରେ ଚାଲିଥିବା ଯୁଦ୍ଧ ଏବଂ ପ୍ରବଳ ଥଣ୍ଡା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମାନବିକତା ଆଧାରରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ ସେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଅନୁରୋଧ କରିଛନ୍ତି ଯେ…
ଦୌଡ଼ରାଣୀଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଶୋକ ପ୍ରକାଶ କଲେ ମୋଦି
ନୂଆଦିଲ୍ଲୀ,୩୦।୧: ଭାରତୀୟ ଅଲିମ୍ପିକ ଆସୋସିଏସନର ସଭାପତି ଏବଂ ରାଜ୍ୟ ସଭା ସଦସ୍ୟ ପି.ଟି. ଉଷାଙ୍କ ସ୍ବାମୀ ଭି. ଶ୍ରୀନିବାସନଙ୍କ ଶୁକ୍ରବାର ସକାଳେ ଦେହାନ୍ତ ହୋଇଛି। ପରିବାର ସୂତ୍ରରୁ ତାଙ୍କ ମୃତ୍ୟୁକୁ ନିଶ୍ଚିତ କରାଯାଇଛି। ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ତାଙ୍କ…
T20 World Cup 2026: ICC-ବାଂଲାଦେଶ ବିବାଦକୁ ନେଇ ମୁହଁ ଖୋଲିଲା ଶ୍ରୀଲଙ୍କା
ନୂଆଦିଲ୍ଲୀ,୩୦।୧: ୨୦୨୬ ଟି୨୦ ବିଶ୍ୱକପ ନେଇ ଆଇସିସି ଏବଂ ବାଂଲାଦେଶ ମଧ୍ୟରେ ବିବାଦ ଅନ୍ତର୍ଜାତୀୟ କ୍ରିକେଟରେ ଏକ ପ୍ରମୁଖ ପ୍ରସଙ୍ଗ ପାଲଟିଛି। ଭାରତ, ପାକିସ୍ତାନ ଏବଂ ବାଂଲାଦେଶ ପରସ୍ପର ବିରୋଧୀ ସ୍ଥିତିରେ ଥିବା ବେଳେ, ସହ-ଆୟୋଜକ ଶ୍ରୀଲଙ୍କା ଚୁପ ରହିଛି। ତଥାପି,…
OISF ଯବାନଙ୍କ ବସ୍କୁ ଧକ୍କା ଦେଲା ଟ୍ରକ, ୨୬ ଜଣ ଯବାନ ଆହତ
କେନ୍ଦୁଝର,୩୦।୧ (ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନାର ୫୨୦ ନମ୍ବର ଜାତୀୟ ରାଜପଥର ତଡୁଆବାହାଳ ନିକଟରେ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ (ଓଆଇଏସଏଫ୍) ଯବାନଙ୍କୁ ନେଇ ଯାଉଥିବା ଏକ ବସକୁ ପଛରୁ ଧକ୍କା ଦେଲା ଟ୍ରକ । ଫଳରେ…
Budget 2026: କରଦାତାଙ୍କୁ ମିଳିବ ବଡ଼ ଆଶ୍ବସ୍ତି! ଏହି ନିୟମରେ ପରିବର୍ତ୍ତନ କରିପାରନ୍ତି ନିର୍ମଳା ସୀତାରମଣ
ନୂଆଦିଲ୍ଲୀ,୩୦।୧: ବଜେଟ୍ ୨୦୨୬ ପାଇଁ କାଉଣ୍ଟଡାଉନ୍ ଆରମ୍ଭ ହୋଇଯାଇଛି ଏବଂ ପ୍ରତି ବର୍ଷ ପରି, ଦେଶବ୍ୟାପୀ ଲକ୍ଷ ଲକ୍ଷ କରଦାତା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉପରେ ନଜର ରଖିଛନ୍ତି । ମୁଦ୍ରାସ୍ଫୀତି ଏବଂ ପରିବର୍ତ୍ତିତ ଆର୍ଥିକ ପରିସ୍ଥିତି ମଧ୍ୟରେ, ସାଧାରଣ ନାଗରିକ…
ବଡ଼ ଖବର! କାକାଙ୍କ ସହ ଏକାଠି ହେବାକୁ ଯାଉଥିଲେ ଅଜିତ, ହେଲେ ବିଧିର ବିଧାନ ଥିଲା କିଛି ଅଲଗା
ମୁମ୍ବାଇ,୩୦।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଅକାଳ ମୃତ୍ୟୁ ପରେ ରାଜନୈତିକ ମହଲରେ ଶୋକ ପ୍ରକାଶ ପାଇଛି। ଏହି ସମୟରେ, ସୂତ୍ରଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଖବର ପ୍ରକାଶ କରୁଛନ୍ତି। ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ମୃତ୍ୟୁ ପୂର୍ବରୁ, ଏକ…
ଚଳନ୍ତା ଟ୍ରକର ଚକା ଫାଟି ଲାଗିଗଲା ନିଆଁ, ତାପରେ…
ପଟ୍ଟାଙ୍ଗି,୩୦।୧(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଦେଇ ପଡୋଶୀ ଆନ୍ଧ୍ରକୁ ସଂଯୋଗ କରିଥିବା ୨୬ନଂ ଜାତୀୟ ରାଜପଥ ଘାଟି ରାସ୍ତାରେ ଚଳନ୍ତା ଟ୍ରକର ଚକା ଫାଟି ନିଆଁ ଲାଗି ଯାଇଥିଲା । ହେଲେ ସୌଭାଗ୍ୟବଶତଃ ବର୍ତ୍ତି ଯାଇଛନ୍ତି ଡ୍ରାଇଭର…
Archives


