ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…
ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତି ଆଣି ଦେଇଛି। ସରକାର ଟୋଲ ଟ୍ୟାକ୍ସ ଆଦାୟ…
ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ
କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ ଜୀବନ ଚାଲିଯାଇଛି। ମୃତକ ଦୁଇଜଣ ହେଲେ ବାଲିପଡ଼ା ଗ୍ରାମର ସନ୍ତୋଷ ଦେହୁରୀ ଓ…
ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ
କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି। ଫଳରେ ଆଉ ସେହି ରାସ୍ତାରେ କୌଣସି ଯାନବାହନ ଚଳାଚଳ କରୁନାହିଁ। ବସ୍, ଟ୍ରକ୍…
ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ
ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ ବ୍ୟାଟରେ ପ୍ରଭାବ ପକାଇପାରିଲେ ନାହିଁ, ୮ ବଲରେ ୮ ରନ କରିବା ପରେ…
CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’
ଗୁଆହାଟି,୨୬।୭: NEET ପେପର୍ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା କହିଛନ୍ତି ଯେ ତାଙ୍କ କ୍ୟାବିନେଟ ସହଯୋଗୀଙ୍କୁ ଟ୍ରୋଲ କରାଯିବା ଉଚିତ ନୁହେଁ,…
ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ
କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା। କ୍ୱିଭରେ ଥିବା ଭାରତୀୟ ଦୂତାବାସର ଏକ ସରକାରୀ ବିବୃତ୍ତି ଅନୁଯାୟୀ, ଦୁଇଜଣ କ୍ରୁ…
ହରିହର ଯୋର ଡ୍ୟାମରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ୪ଟି ଗେଟ୍ ଦେଇ ପାଣି ଛଡ଼ାଗଲା
ଅମରପାଲି, ୨୬/୭ (ପୀତାମ୍ବର ସାହୁ): ଗତକାଲି ରାତିସାରା ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତରେ ଅବସ୍ଥିତ ହରିହର ଯୋର ମଧ୍ୟମ ଜଳସେଚନ ପ୍ରକଳ୍ପ (ଠେଙ୍ଗୋ ଡ୍ୟାମ)ରେ ଜଳସ୍ତର ବୃଦ୍ଧି ପାଇଛି। ଜଳଭଣ୍ଡାରରେ ପାଣି ବଢ଼ିବା…
୨୦୨୮ କର୍ନାଟକ ବିଧାନସଭା ନିର୍ବାଚନ, ବହୁ ପୂର୍ବରୁ ବଡ଼ ଘୋଷଣା କଲେ ସିଦ୍ଧରାମୈୟା
ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ଦଳର ଜଣେ ଦୃଢ଼ ନେତା ସିଦ୍ଧରାମୈୟା ଘୋଷଣା କରିଛନ୍ତି ଯେ ସେ 2028 ବିଧାନସଭା ନିର୍ବାଚନ ଲଢ଼ିବେ ନାହିଁ। ସେ X…
ସଡ଼କ ପରେ ଏବେ ସଂସଦ…, କେସି ଭେନୁଗୋପାଳଙ୍କ ବଡ଼ ଦାବି, କହିଲେ-କ୍ଷମା ମାଗନ୍ତୁ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତୃତ୍ୱାଧୀନ ବିରୋଧୀ ଦଳ ପ୍ରତିବାଦ କରୁଥିବା ଛାତ୍ରଙ୍କ ଉପରେ ପୋଲିସର କଥିତ ବର୍ବରତା ପ୍ରସଙ୍ଗରେ ସଂସଦରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛି। ସୂତ୍ର ଅନୁଯାୟୀ, ବିରୋଧୀ ଦଳ ଦାୟୀ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି କରିବ ଏବଂ ପ୍ରଧାନମନ୍ତ୍ରୀ…
୧ ମାସ ପୂର୍ବରୁ ହିଁ ହୋଇଯାଇଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଭବିଷ୍ୟବାଣୀ! ସାମ୍ନାକୁ ଆସିଥିବା ଭିଡିଓ ଉଡ଼ାଇଦେବ ହୋସ୍!
ନୂଆଦିଲ୍ଲୀ,୨୬।୭: କକ୍ରୋଚ ଜନତା ପାର୍ଟିର ଆନ୍ଦୋଳନ ପରେ କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଇସ୍ତଫା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଦାନ କରିଥିଲେ, ଯାହା ପରେ ସେ ପଦ ଛାଡିଥିଲେ । ଏବେ ଦେଶକୁ ନୂଆ ଶିକ୍ଷା ମନ୍ତ୍ରୀ…
ଇରାନର ଭୟ ନା ଅନ୍ୟ କିଛି? ତୁର୍କୀ ଅଭିମୁଖେ ଯାତ୍ରା କରିବା ସମୟରେ ଟ୍ରମ୍ପଙ୍କ ବିମାନ ଗତିପଥ ବଦଳାଇ ଦେଇଥିଲା
ଓ୍ବାଶିଂଟନ,୨୬।୭: ତୁର୍କୀ ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କଥା ସାମ୍ନାକୁ ଆସିଛି। ଆମେରିକୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଇରାନ-ସମର୍ଥିତ ଗୋଷ୍ଠୀଗୁଡ଼ିକଠାରୁ ବିପଦ ଥିବା ସୂଚନା ମିଳିବା ପରେ ଟ୍ରମ୍ପଙ୍କୁ ଯାତ୍ରା ମଝିରେ ବିମାନ…
ଲୋୟର ସୁକତେଲର ୩ ଗେଟ୍ ଖୋଲିଲା: ଛଡ଼ାଗଲା ପ୍ରଥମ ବନ୍ୟାଜଳ, ପାଣିଘେରରେ କୁମିଆପାଲି ଗ୍ରାମବାସୀ
ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍ ଖୋଲାଯାଇଛି। ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଡ୍ୟାମ୍ରୁ ଛଡ଼ା ଯାଇଛି। ଚଳିତ ବର୍ଷ ଡ୍ୟାମ୍ରେ ପୂର୍ଣ୍ଣ କ୍ଷମତା ପର୍ଯ୍ୟନ୍ତ ପାଣି…

