ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି
ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ ୬ଟି ଥିମେଟିକ୍ ସବ୍କମିଟି ଗଠନ କରାଯାଇଛି। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି…
ବଦଳିଲେ ୭୦ରୁ ଅଧିକ ତହସିଲଦାର
ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ୧୧୮ଜଣ ଓଏଏସ୍ଙ୍କର ବଦଳି ହୋଇଛି। ଏଥିରେ ପ୍ରାୟ ୭୦ରୁ ଅଧିକ ତହସିଲଦାର ବଦଳିଛନ୍ତି। ଏଥିରେ…
କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା
ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍ ଟ୍ରାଫିକ୍ ପୋଷ୍ଟ ନିକଟରେ ଗୁରୁବାର ରାତିରେ ଦୁର୍ବ୍ୟବହାରର ଶିକାର ହୋଇଛନ୍ତି। ଦୁଇ ଜଣ ଅସାମାଜିକ ଯୁବକ ରାସ୍ତାରେ ସେମାନଙ୍କ ସହ…
ସଲମାନଙ୍କୁ ପୁଣି ଧମକ
ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍ରେ ମୁମ୍ବାଇ ଟ୍ରାଫିକ୍ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି ଟଙ୍କା ଦାବି କରାଯାଇଛି। ମେସେଜରେ ଲେଖାଯାଇଛି ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ଠାରୁ ସୁରକ୍ଷିତ ରହିବାକୁ ଚାହୁଁଥିଲେ…
ହମାସ୍ ଶୀର୍ଷନେତା ୟାହୟା ସିନ୍ଓ୍ବର ନିହତ: ସ୍ପଷ୍ଟ କଲା ଇସ୍ରାଏଲ୍
ଦେଇର୍ ଅଲ୍-ବଲାହ, ୧୭ା୧୦: ଗାଜାରେ ଇସ୍ରାଏଲୀ ସେନାର ଆକ୍ରମଣରେ ହମାସ୍ର ଶୀର୍ଷନେତା ୟାହୟା ସିନ୍ଓ୍ବରଙ୍କ ମୃତ୍ୟୁ ଘଟିଛି। ଇସ୍ରାଏଲ୍ କର୍ତ୍ତୃପକ୍ଷ ଏନେଇ ଗୁରୁବାର ରାତିରେ ସ୍ପଷ୍ଟ କରିଛନ୍ତି। ଇସ୍ରାଏଲ୍ ସେନାର ସୂଚନା ଅନୁଯାୟୀ, ଗାଜା ଆକ୍ରମଣ ସମୟରେ ୩ ଜଣ ଆତଙ୍କବାଦୀ…
ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର
ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ଜିଲାର ବିଭିନ୍ନ ଉନ୍ନୟନ କାମକୁ ନେଇ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ…
ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର
ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ ଚାପୁଡ଼ା ମାରିଛନ୍ତି। ମେଳାରେ ସେମାନେ ଖୋଲାଖୋଲି ଭାବେ ବିଷାକ୍ତ ମଦ ବିକ୍ରି କରିଥିଲେ ଏବଂ…
ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…
ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ ଅଭିଯୁକ୍ତ ତାଲିବ ଏବଂ ସରଫରାଜ ଆହତ ହୋଇଥିଲେ। କଂଗ୍ରେସ ନେତା ସୁପ୍ରିୟା ଶ୍ରୀନେତ ଯୋଗୀ…
୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ
ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ କରାଯାଇଥିବା ସୂଚନା ମିଳିଛି। ଅଳ୍ପ ଦୂରତା ବିଶିଷ୍ଟ ଯାତ୍ରୀବାହୀ ଟ୍ରେନ ବାତିଲ…
କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ
ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର ଆଇ.ପି. ଆଡ୍ରେସରେ ଧମକ ପୋଷ୍ଟ କରିବା ପାଇଁ ଆଇପି ଆଡ୍ରେସ ସମ୍ପର୍କରେ ସୂଚନା ମିଳିଛି।…
ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର
ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼ ମିଳିବା ପରେ ଏକ ଡବଲ ମର୍ଡର ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହକୁ କେନ୍ଦ୍ର…
ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ
ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ ବିଦେଶରେ ବସିଥିବା ଲୋକଙ୍କ ଦ୍ୱାରା ପରିଚାଳିତ ହେଉଛି। ଏହି ଅଭିଯୋଗକୁ ଖଣ୍ଡନ କରି ଖାର୍ଗେଙ୍କ…
Archives


