ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ
ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍ଲାଇନ ପଞ୍ଜୀକରଣ ଆରମ୍ଭ ହେବ। ୟୁନିଟ-୫ ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଞ୍ଜୀକୃତ…
କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ
ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଏ ନେଇ ଛାତ୍ରୀଙ୍କ ପରିବାର ଲୋକେ…
ସତରେ କ’ଣ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ଟିମ୍ ଇଣ୍ଡିଆ? ସ୍ପଷ୍ଟ ଚିତ୍ର ଦେଲା ବୈଦେଶିକ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୧୭।୧୦: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ କ୍ରିକେଟ ଟିମ୍ ପାକିସ୍ତାନ ଗସ୍ତ କରିବ କି ଏଷବ ଏମିତି ପ୍ରଶ୍ନ ଉଙ୍କି ମାରିଛି। ବର୍ତ୍ତମାନ ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଏସସିଓ ବୈଠକ ପାଇଁ ପାକିସ୍ତାନ ଗସ୍ତରେ…
ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ
ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ ପ୍ରାଣ ହରାଇଛନ୍ତି। ସିଓ୍ବାନରେ ବିଷାକ୍ତ ମଦ ୨୦ ଜୀବନ ନେଇଥିବାବେଳେ ସରନରେ ୫ ଜଣଙ୍କ…
ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା
ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ଦାବି କରିଛନ୍ତି…
ସତରେ କ’ଣ ହମାସ ମୁଖ୍ୟଙ୍କର ହୋଇଛି ମୃତ୍ୟୁ? ଇସ୍ରାଏଲ ସେନାର ବଡ଼ ଦାବି
ଜେରୁଜେଲମ,୧୭।୧୦: ହାମାସ ମୁଖ୍ୟ ୟାହିୟା ସିନୱାରଙ୍କୁ ହତ୍ୟା କରାଯାଇଥିଲା କି? ଗାଜାରେ ତିନି ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିବା ଇସ୍ରାଏଲ ସେନା ଦାବି କରିଛି। ବୋଧହୁଏ ୟାହିୟା ସିନୱାର ମଧ୍ୟ ଏଥିରେ ଜଡିତ ଥିଲେ। ଇସମାଇଲ ହାନିଆଙ୍କୁ ହତ୍ୟା କରାଯିବା ପରେ…
ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ
ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର ତଦନ୍ତକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମୃତକକଙ୍କ ଭଉଣୀ ପ୍ରିୟମ୍ବଦା ବେହେରା ଏହା ଏକ…
ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ କରିବା ମାମଲାରେ ଅଭିନେତ୍ରୀଙ୍କୁ ଇଡି ପକ୍ଷରୁ ପଚରାଉଚରା କରାଯାଉଛି। ଏହି ଆପରେ ଆଇପିଏଲ ମ୍ୟାଚ…
ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼
ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ ବିଭିନ୍ନ ସମୟରେ ଟଣାଓଟରା ଲାଗି ରହିଛି। ଏହିକ୍ରମରେ ଗୁରୁବାର ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ…
ଲରେନ୍ସ ବିଷ୍ଣୋଇଙ୍କ ଗୁରୁ କିଏ? DSPଙ୍କ ତଥ୍ୟ ବଢାଉଛି ସସପେନ୍ସ
ନୂଆଦିଲ୍ଲୀ,୧୭।୧୦: ବାବା ସିଦ୍ଦିକhଙ୍କ ହତ୍ୟା ମାମଲାରେ ସମସ୍ତଙ୍କ ମୁହଁରେ କେବଳ ଗୋଟିଏ ନାମ ଅଛି, ତାହା ହେଉଛି ଲରେନ୍ସ ବିଷ୍ଣୋଇ। ବର୍ତ୍ତମାନ ଗୁଜୁରାଟର ସାବରମତି ଜେଲରେ ବନ୍ଦ। ବିଷ୍ଣୋଇଙ୍କ ୁପରେ ଅଭିଯୋଗ ରହିଛି କି ସେ ଅନେକ ହତ୍ୟା ମାମଲାରେ ଜଡିତ…
ପାଣ୍ଡିଆନ୍ଙ୍କ ଗୁମର ଖୋଲିଲେ ପ୍ରସନ୍ନ ପାଟ୍ଟଶାଣୀ: ବିଜୁ ପଟ୍ଟନାୟକ-ଗୀତା ମେହେଟ୍ଟାଙ୍କୁ ନେଇ କଲେ ବଡ଼ ଖୁଲାସା
ଭୁବନେଶ୍ୱର,୧୭।୧୦: ଗତ ନିର୍ବାଚନରେ ବିଜେଡିର ପରାଜୟ ପରେ ଦଳରେ ଥିବା ଓ ଅନ୍ୟ ଦଳକୁ ଯାଇଥିବା ବରିଷ୍ଠ ନେତାମାନେ ଜଣକ ପରେ ଜଣେ ବୟାନ ଦେଉଛନ୍ତି। ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଥିବା ପୂର୍ବତନ ଏମ୍ପି ପ୍ରସନ୍ନ ପାଟ୍ଟଶାଣୀ ବିଜେଡିର ପୂର୍ବତନ…
ନଷ୍ଟ କରାଗଲା ୧ କୁଇଣ୍ଟାଲ ଆଇସ୍କ୍ରିମ
ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ବିନା ଲାଇସେନ୍ସ ଏବଂ ଅସ୍ବାସ୍ଥ୍ୟକର ପରିବେଶରେ ଆଇସ୍କ୍ରିମ୍ ପ୍ରସ୍ତୁତ କରି ମାର୍କେଟକୁ ବିକ୍ରି ପାଇଁ ପଠାଯାଉଥିଲା। ଆଇସ୍କ୍ରିମ୍ ପ୍ୟାକେଟ୍ ଉପରେ ବ୍ୟାଚ୍ ନମ୍ବର, ପ୍ରସ୍ତୁତ ତାରିଖ ଓ ବ୍ୟବହାର ତାରିଖ ଆଦି ଲେଖା ଯାଇ ନ ଥିଲା। ପ୍ରାୟ…
Archives


