Home Left

ଟେଷ୍ଟ ଇତିହାସରେ ପ୍ରଥମଥର ପାଇଁ ଘରେ ମାଟି କାମୁଡିଲା ଟିମ୍‌ ଇଣ୍ଡିଆ: ଏମିତି ରେକର୍ଡ କଲା

ବେଙ୍ଗାଲୁରୁ,୧୭।୧୦: ବେଙ୍ଗାଲୁରୁରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ମାତ୍ର ୪୬ ରନରେ ଅଲଆଉଟ ହୋଇଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଘରୋଇ ମାଟିରେ ଟିମ ଇଣ୍ଡିଆର ଏହା ସର୍ବନିମ୍ନ ସ୍କୋର। ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମ ଥର ପାଇଁ…

ପରିସ୍ରାରେ ଅଟା ଚକଟି ଖୁଆଉଥିଲେ ଚାକରାଣୀ, ଗିରଫ ପରେ ଯାହା କହିଲେ ପୋଲିସ ହେଲା ଚକିତ…

ଗାଜିଆବାଦ,୧୭।୧୦: ଅଟାରେ ପରିସ୍ରା ଗୋଳାଇ କରୁଥିଲେ ରୁଟି । ଯେଉଁ ଘରେ କାମ କରୁଥିଲେ, ସେହି ଘର ଲୋକଙ୍କୁ ଖୁଆଉଥିଲେ। ଗାଜିଆବାଦର ଏହି ଘଟଣା ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ କେଉଁ କାରଣରୁ ଏଭଳି ଅଭାବନୀୟ କାଣ୍ଡ ଭିଆଉଥିଲେ ସେନେଇ ଚାକରାଣୀ…

ନଈ ମଝିରେ ଧକ୍କା ଖାଇ ବୁଡ଼ିଗଲା ଇଲିସି ବୋଝେଇ ଡଙ୍ଗା, ପରେ ଘଟିଲା ଏମିତି…

ଭୋଗରାଇ,୧୭ା୧୦(ପ୍ରଦୀପ ଦାସ): ପୂର୍ଣ୍ଣିମା ତିଥିରେ ସମୁଦ୍ର ଅଶାନ୍ତ ରହିଛି। ଏଭଳି ସ୍ଥିତିରେ ମତ୍ସ୍ୟଜୀବୀଙ୍କ ଜାଲରେ ପ୍ରଚୁର ପରିମାଣର ଇଲିସି ଧରା ଦେଉଛନ୍ତି। ଇଲିସି ସନ୍ଧାନରେ ମତ୍ସ୍ୟଜୀବୀମାନେ ଜୀବନକୁ ବାଜି ଲଗାଇଛନ୍ତି। ୨ଟି ଯନ୍ତ୍ର ଚାଳିତ ଡଙ୍ଗା (ଭୁଟୁଭୁଟି)ରେ ବାଲେଶ୍ୱର ଜିଲା ଭୋଗରାଇ…

୫୫ ବର୍ଷ ପରେ ଏମିତି ଲଜ୍ଜାଜନକ ରେକର୍ଡ କଲା ଟିମ୍‌ଇଣ୍ଡିଆ

ବେଙ୍ଗାଲୁରୁ,୧୭।୧୦: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମ ଦିନ ବର୍ଷା ଯୋଗୁ ଟସ ସମ୍ଭବ ହୋଇପାରି ନ ଥିଲା। ଦ୍ୱିତୀୟ ଦିନରେ ଟସ ଜିତି ବ୍ୟାଟିଂ କରିବାକୁ ଆସିଥିବା…

କିଏ ସେହି ସୁନ୍ଦରୀ, ଯାହାଙ୍କ ସହିତ ଟ୍ରୁଡୋଙ୍କର ରହିଛି ସମ୍ପର୍କ! ଅନେକ ସମୟରେ ଏକାଠି ନଜର ଆସନ୍ତି

ଓଟାଓ୍ବା,୧୭।୧୦: କାନାଡା ଏବଂ ଭାରତ ତିକ୍ତତା ମଧ୍ୟରେ କାନାଡାର ବୈଦେଶିକ ମନ୍ତ୍ରୀ ମେଲୋନି ଜୋଲି ମଧ୍ୟ ଏହି ଚର୍ଚ୍ଚାରେ ଅଛନ୍ତି। ଭାରତୀୟ କୂଟନୀତିଜ୍ଞଙ୍କୁ ବହିଷ୍କାର କରିବା ପରେ ମେଲୋନି ଜୋଲି ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜାରଙ୍କ ହତ୍ୟା ଘଟଣାରେ ସହଯୋଗ…

ହାସିନାଙ୍କ ମୁଣ୍ଡରେ ଗିରଫ ତଲଓ୍ବାର! ନଭେମ୍ବର ୧୮ରେ କୋର୍ଟରେ ହାଜର ନିର୍ଦ୍ଦେଶ

ଢାକା,୧୬।୧୦: ବାଂଲାଦେଶ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ଗୁରୁବାର ବାଂଲାଦେଶ କୋର୍ଟ ଗିରଫ ୱାରେଣ୍ଟ ଜାରି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟରେ କ୍ଷମତାରୁ ହଟାଯିବା ପରେ ଶେଖ ହସିନା ଭାରତକୁ ପଳାଇଥିଲେ। ବାଂଲାଦେଶର ଅନ୍ତର୍ଜାତୀୟ ଆପରାଧିକ ଟ୍ରିବ୍ୟୁନାଲର ମୁଖ୍ୟ ଓକିଲ…

ହାତୀ ଘଉଡ଼ାଇବାବେଳେ ଅଘଟଣ: ସ୍କ୍ବାଡ୍‌ କର୍ମଚାରୀଙ୍କୁ କଚାଡ଼ି ମାରିଲା

କେନ୍ଦୁଝର,୧୭ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ରେଞ୍ଜ ନରଣପୁର ସେକ୍ସନ ଝାରବେଡ଼ା ଗ୍ରାମ ନିକଟରେ ବୁଧବାର ରାତିରେ ହାତୀ ଘଉଡ଼ାଇବାବେଳେ ଜଣେ ଏଲିଫ୍ୟାଣ୍ଟ ସ୍କ୍ବାଡ୍‌ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ମୃତକ କର୍ମଚାରୀଙ୍କ ନାମ ଗୋବିନ୍ଦପୁର ଗ୍ରାମର ବସନ୍ତ ମହାନ୍ତ(୪୫)। ଏହାକୁ ନେଇ…

ଜୟଶଙ୍କରଙ୍କୁ ନେଇ ମିଛ କହୁଛି ପାକିସ୍ତାନୀ ଗଣମାଧ୍ୟମ

ନୂଆଦିଲ୍ଲୀ,୧୭।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଏସ୍‌ସିଓ ସମ୍ମିଳନୀ ଲାଗି ପାକିସ୍ତାନ ଗସ୍ତରେ ଅଛନ୍ତି। ହେଲେ ଏହି ଗସ୍ତକୁ ନେଇ ପାକିସ୍ତାନୀ ଗଣମାଧ୍ୟମ ପକ୍ଷରୁ ବଡ଼ ମିଛ କୁହାଯାଉଛି। ଇସଲାମାବାଦରେ ସେ ପାକିସ୍ତାନ ବୈଦେଶିକ ମନ୍ତ୍ରୀଙ୍କ ସହ କ୍ରିକେଟ୍‌ ଡିପ୍ଲୋମାସି ଉପରେ…

ପୁଣି ବିସ୍ଫୋରକ ବୟାନ ଦେଲେ ଅମର ଶତପଥୀ, କହିଲେ ବିଜେଡି ଛାଡ଼ିପାରନ୍ତି…

ଭୁବନେଶ୍ୱର,୧୭ା୧୦: ବିଜେଡିରେ ଚାଲିଥିବା ଅନ୍ତଃକନ୍ଦଳ ଏବେ ହାଟରେ ପଡ଼ି ଦାଣ୍ଡରେ ଗଡ଼ିଲାଣି। ଗୁରୁବାର ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଅମର ପ୍ରସାଦ ଶତପଥୀ। ସେ କହିଛନ୍ତି, ଆଉ କିଛି ରାଜ୍ୟ ସଭା ଏମ୍‌ପି…

ଲଜ୍ଜାଜନକ ରେକର୍ଡ କଲେ କୋହଲି, ପ୍ରଶ୍ନ ଉଠାଇଲେ ସଞ୍ଜୟ ମାଞ୍ଜରେକର

ବେଙ୍ଗାଲୁରୁ,୧୭।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟର ପ୍ରଥମ ଦିନ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଥିବା ବେଳେ ଦ୍ୱିତୀୟ ଦିନ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ବ୍ୟାଟିଂ ବିପର୍ଯ୍ୟୟ ଘଟିଛି। ପ୍ରଥମ ସେଶନରେ ଦଳର ୬ ଉଇକେଟ ଯାଇଥିବା ବେଳେ ଦ୍ୱିପ୍ରହର ଭୋଜନ ଯାଏ ଦଳର…

ଗୁଆଘିଅରେ ମହାପ୍ରସାଦ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମହାସୁଆର ସେବାୟତ ନିଯୋଗ

ପୁରୀ,୧୭ା୧୦: ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ସୁଆର ମହାସୁଆର ସେବାୟତ ନିଯୋଗ। ଓମ୍‌ଫେଡ୍‌ ପରିବର୍ତ୍ତେ ଶୁଦ୍ଧ ଗୁଆଘିଅରେ ମହାପ୍ରସାଦ ପ୍ରସ୍ତୁତ ହେବା ପାଇଁ ଦାବି କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅମୃତମଣୋହୀ…

ରାଜନୀତିରେ ଏଣ୍ଟ୍ରି ମାରିବେ ସମୀର ୱାଙ୍ଖେଡ! ଏହି ଦଳରୁ ଲଢିବେ…

ମୁମ୍ବାଇ,୧୭।୧୦: ମହାରାଷ୍ଟ୍ର ପ୍ରସିଦ୍ଧ ଆଇଆରଏସ ଅଧିକାରୀ ସମୀର ୱାଙ୍ଖେଡ ରାଜନୀତିରେ ଏଣ୍ଟ୍ରି ମାରିବାକୁ ଯାଉଛନ୍ତି। କୁହାଯାଉଛି କି, ମହାରାଷ୍ଟ୍ର ବଇଦାନସଭା ନିର୍ବାଚନ ଥିବାରୁ ସମୀର ମଇଦାନକୁ ଓହ୍ଲାଇବେ। ସୂଚନାନୁସାରେ ସମୀର ଶିବସେନା ସିନ୍ଦେ ଦଳରେ ଯୋଗଦେବେ। ସେ ମୁମ୍ବାଇର ଧରାବୀ ବିଧାନସଭା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri