Home Left

ଟ୍ରାଙ୍କୁଲାଇଜ ହୋଇ ହାତୀ ଛୁଆକୁ ନନ୍ଦନକାନନ ଅଣାଯାଉଛି

ଖୋର୍ଦ୍ଧା,୧୬।୧୦: ରାଉରକେଲାରେ ହାତୀ ପଲଙ୍କୁ ଟ୍ରେନ ଧକ୍କା ଦେବା ଘଟଣାରେ ଆହତ ହାତୀ ଛୁଆକୁ ଚିକିତ୍ସା ପାଇଁ ନନ୍ଦନକାନନ ଅଣାଯାଉଛି। ଟ୍ରାଙ୍କୁଲାଇଜ ପରେ ଆହତ ହାତୀକୁ ନନ୍ଦନ କାନନ ଆଣୁଛି ବନ ବିଭାଗ । ବିଳମ୍ବିତ ରାତିରେ ହାତୀକୁ ଟ୍ରାଙ୍କୁଲାଇଜ କରାଯାଇଥିଲା…

ନବୀନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏମିତି କଥା କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୬।୧୦: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ୭୮ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସରେ ଏକ ପୋଷ୍ଟ ଶେୟାର କରି ସେ କହିଛନ୍ତି,ଓଡ଼ିଶାର…

ବାବା ସିଦ୍ଦିକୀ ହତ୍ୟାକାଣ୍ଡ: ୟୁଟ୍ୟୁବ ଦେଖି ଗୁଳି ଚଳାଇବା ଶିଖିଥିଲେ ଅଭିଯୁକ୍ତ

ମୁମ୍ବାଇ,୧୬।୧୦: ଶନିବାର ବିଳମ୍ବିତ ରାତିରେ ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଭେଟେରାନ ଏନସିପି ନେତା ଅଜିତ ପାୱାର ଗ୍ରୁପର ବାବା ସିଦ୍ଦିକୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ବର୍ତ୍ତମାନ ଏହି ଘଟଣାର ରହସ୍ୟ ଉନ୍ମୋଚନ ପାଇଁ ପ୍ରୟାସ କରାଯାଉଛି। ଏହି ସମୟରେ…

ଯେବେ ମେଜର ଜେନରାଲଙ୍କ ଝିଅଙ୍କୁ ଭଲପାଇ ବସିଥିଲେ ଓମାର ଅବଦୁଲ୍ଲା, କୋର୍ଟରେ ପହଞ୍ଚିଥିଲା ମାମଲା…

ନୂଆଦିଲ୍ଲୀ,୧୬।୧୦: ନ୍ୟାଶନାଲ କନଫରେନ୍ସର ନେତା ଓମାର ଅବଦୁଲ୍ଲା ଆଜି ଜମ୍ମୁ କଶ୍ମୀରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ୫୪ ବର୍ଷୀୟ ଅବଦୁଲ୍ଲା ଦ୍ୱିତୀୟ ଥର ପାଇଁ ରାଜ୍ୟ ଦାୟିତ୍ୱ ଗ୍ରହଣ କରିବେ। ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଓମାରଙ୍କ ଦଳ…

ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼: ଏକ ପ୍ଲାଟୁନ ଫୋର୍ସ ମୁତୟନ

ବ୍ରହ୍ମପୁର, ୧୬।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ଫୁଲଟା ଗାଁ’ରେ ପୁଣି ଥରେ ଗୋଷ୍ଠୀ ସଂଘର୍ଷକୁ କେନ୍ଦ୍ର କରି ବୋମାମାଡ ହୋଇଛି। ବୁଧବାର ଶାନ୍ତି କମିଟି ପାଇଁ ନିଷ୍ପତି ହୋଇଥିବାବେଳେ ଫୁଲଟା ସରପଞ୍ଚ ମମତା ନାହାକଙ୍କ ଘର ଦାଣ୍ଡ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ଉନ୍ମୁକ୍ତ କାଣ୍ଡ: ସ୍ତ୍ରୀ-ପୁତୁରାଙ୍କୁ ହାଣିଲେ

ବ୍ରହ୍ମଗିରି, ୧୬।୧୦(ସ୍ବାଧୀନ ଚମ୍ପତ୍ତିରାୟ): ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ କୁସୁବେଣ୍ଟି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ନିଜ ଶ୍ୱଶୁର ଘରେ ସ୍ତ୍ରୀ ଓ ପୁତୁରା(ଦେଢ଼ ଶାଶୁଙ୍କ ପୁଅ)ଙ୍କୁ ଜ୍ୱାଇଁ। ପରେ ଗ୍ରାମବାସୀ ଅଭିଯୁକ୍ତଙ୍କୁ ଅଟକ…

ନୂଆ କାର୍‌ ଆଗରେ ଲଙ୍କା-ଲେମ୍ବୁ ଟାଙ୍ଗିଲେ ଜର୍ମାନ ରାଷ୍ଟ୍ରଦୂତ: ନଡ଼ିଆ ଭାଙ୍ଗିବା ପରେ… ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଯେତେବେଳେ ବି ଏକ ନୂତନ ଜିନିଷ ଘରକୁ ଆସେ, କେବଳ ଏହାକୁ ପୂଜା କରାଯାଏ ନାହିଁ, ବରଂ ଲେମ୍ବୁ ଏବଂ ଲଙ୍କା ମଧ୍ୟ ଟଙ୍ଗାଯାଇଥାଏ। କଥାରେ ଅଛି, ଏହା ଦ୍ୱାରା ଖରାପ ନଜର ଲାଗେ ନାହିଁ। ଏହି ବିଶ୍ୱାସ…

‘ପ୍ରତିଟି ଭାରତୀୟ ଆପଣଙ୍କ ନିକଟରେ ଋଣି ରହିବେ’, ଭାଇରାଲ ହେଉଛି ରତନ ଟାଟାଙ୍କ ଏମିତି ଏକ ଚିଠି

ନୂଆଦିଲ୍ଲୀ,୧୬।୧୦: ଦେଶର ବିଜନେସ ଟାଇକୁନ ରତନ ଟାଟାଙ୍କର ବୁଧବାର ରାତିରେ (୯ ଅକ୍ଟୋବର ୨୦୨୪)ରେ ୮୬ ବର୍ଷ ବୟସରେ ମୁମ୍ବାଇର ଏକ ଡାକ୍ତରଖାନାରେ ପରଲୋକ ହୋଇଛି। ତାଙ୍କର ସରଳ ସ୍ବଭାବ ଏବଂ ଖୁସ ମିଜାଜ ସହିତ ସେ କୋଟି କୋଟି ଲୋକଙ୍କ…

ବଲିଉଡଠାରୁ ଆରମ୍ଭ କରି ନେତା ଯାଏ ଅଛନ୍ତି ଲରେନ୍ସ ବିଷ୍ଣୋଇଙ୍କ ହଟ୍‌ ଲିଷ୍ଟରେ…ନାଁ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୬।୧୦: ଏନସିପି ନେତା ବାବା ସିଦ୍ଦିକିଙ୍କ ହତ୍ୟା ପରେ ଲରେନ୍ସ ବିଷ୍ଣୋଇ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏ ସମ୍ପର୍କରେ ଗଣମାଧ୍ୟମରେ ଅନେକ ଖବର ଚାଲିଛି। ବାବା ସିଦ୍ଦିକିଙ୍କ ହତ୍ୟା ସଲମାନ ଖାନଙ୍କ ସହ ଜଡିତ ଥିବା କୁହାଯାଉଛି। ବିଶ୍ୱାସ କରାଯାଏ…

କିଏ ହେବେ ହରିୟାଣାର ନୂଆ ମୁଖ୍ୟମନ୍ତ୍ରୀ, ଆଜି ହେବ ଘୋଷଣା, ସିଏମ ରେସ୍‌ରେ ଏହି ୩ ନାଁ

ଚଣ୍ଡିଗଡ,୧୬।୧୦: ତୃତୀୟ ଥର ପାଇଁ ହରିୟାଣାରେ ଭାଜପା ସରକାର ଗଠନ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି କ୍ୟାବିନେଟର ଚେହେରା ଏ ପର୍ଯ୍ୟନ୍ତ ସ୍ଥିର ହୋଇନାହିଁ। ଏଭଳି ପରିସ୍ଥିତିରେ  ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପସ୍ଥିତିରେ ଭାଜପା ବିଧାୟକ…

ପାକିସ୍ତାନରେ ମର୍ନିଂ ଓ୍ବାକ୍‌ କଲେ ଏସ ଜୟଶଙ୍କର: ଫଟୋ ଶେୟାର କରି କହିଲେ…

ଇସଲାମାବାଦ୍‌,୧୬।୧୦: ସାଂଘାଇ ସହଯୋଗ ସଂଗଠନ ସମ୍ମିଳନୀ (ଏସ୍‌ସିଓ)ରେ ଯୋଗଦେବା ପାଇଁ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଆଜିକାଲି ପାକିସ୍ତାନ ଗସ୍ତରେ ଅଛନ୍ତି। ବିଭିନ୍ନ ଦେଶର ପ୍ରତିନିଧୀଙ୍କ ସହ ସରକାରୀ ବୈଠକ ବ୍ୟତୀତ ଜୟଶଙ୍କର ସେଠାରେ ତାଙ୍କର ଖାଲି ସମୟ ଉପଭୋଗ…

କଂଗ୍ରେସକୁ ବଡ଼ ଝଟ୍‌କା: ଦଳ ଛାଡିଲେ ସାଧାରଣ ସମ୍ପାଦକ

ପୁଣେ,୧୬।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରାଯାଇଛି ଏବଂ ଏଥି ସହ ଦଳ ପରିବର୍ତ୍ତନ ନେତାଙ୍କ ପର୍ଯ୍ୟାୟ ମଧ୍ୟ ଆରମ୍ଭ ହୋଇଛି। ନିର୍ବାଚନ ଘୋଷଣାର ପରଦିନ ଅର୍ଥାତ୍‌ ବୁଧବାର, କଂଗ୍ରେସ ଦଳର ସାଧାରଣ ସମ୍ପାଦକ ଜାଭେଦ ଶ୍ରଫ ଦଳ ଛାଡି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri