Home Left

ଲୋୟର ସୁକତେଲର ୩ ଗେଟ୍‌ ଖୋଲିଲା: ଛଡ଼ାଗଲା ପ୍ରଥମ ବନ୍ୟାଜଳ, ପାଣିଘେରରେ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍‌ ଖୋଲାଯାଇଛି। ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଡ୍ୟାମ୍‌ରୁ ଛଡ଼ା ଯାଇଛି। ଚଳିତ ବର୍ଷ ଡ୍ୟାମ୍‌ରେ ପୂର୍ଣ୍ଣ କ୍ଷମତା ପର୍ଯ୍ୟନ୍ତ ପାଣି…

ଆନ୍ଦୋଳନରୁ ଉଠୁ ଉଠୁ ଅଭିଜିତ୍‌ ଦିପକେଙ୍କୁ ହେଲା ଭୟଙ୍କର ରୋଗ! ସୋସିଆଲ ମିଡିଆରେ ସୂଚନା ଦେଇ କହିଲେ…

ନୂଆଦିଲ୍ଲୀ,୨୬।୭: ବର୍ଷା ଋତୁରେ ଟାଇଫଏଡ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏହା ଏଭଳି ଏକ ରୋଗ, ଯାହାକୁ ଲୋକମାନେ ପ୍ରାୟତଃ ସାଧାରଣ ଜ୍ୱର ଭାବି ଭୁଲ କରନ୍ତି ଏବଂ ଅଣଦେଖା କରିଥାନ୍ତି, କିନ୍ତୁ ସମୟସୀମା ମଧ୍ୟରେ ଠିକ୍‌ ଚିକିତ୍ସା…

CJPର ବଡ଼ ଘୋଷଣା: ଆନ୍ଦୋଳନ ଶେଷ, ଏବେ ଆଇନଗତ ଯୁଦ୍ଧ ଆରମ୍ଭ! ପୁଣି ଚିନ୍ତାରେ ପଡିଲେ ସରକାର

ନୂଆଦିଲ୍ଲୀ,୨୬।୭: ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଯନ୍ତର-ମନ୍ତରରେ ୩୬ ଦିନ ଧରି ଚାଲିଥିବା ଆନ୍ଦୋଳନ ସମାପ୍ତ ହେବା ପରେ କକ୍ରୋଚ ଜନତା ପାର୍ଟି (CJP) ର ନେତାମାନେ ଶନିବାର ଦିଲ୍ଲୀ ପୋଲିସ କମିଶନର ଅନୁରାଗ କୁମାରଙ୍କୁ ଭେଟିଛନ୍ତି। କେନ୍ଦ୍ର ଶିକ୍ଷା…

ଜଣେ ଅଧିକାରୀଙ୍କ ବଦଳିରୁ ଆରମ୍ଭ ହୋଇଥିଲା ପରିବର୍ତ୍ତନ, ମନ୍ତ୍ରଣାଳୟରେ ପଡିଯାଇଥିଲା ହାହାକାର!

ନୂଆଦିଲ୍ଲୀ,୨୬।୭: ପେପର ଲିକ୍‌ ପ୍ରସଙ୍ଗରେ ଯନ୍ତରମନ୍ତର ସମେତ ଦେଶର ବିଭିନ୍ନ ସ୍ଥାନରେ ପ୍ରଦର୍ଶନ ଜାରି ରହିଥିଲେ ମଧ୍ୟ ଶିକ୍ଷା ମନ୍ତ୍ରଣାଳୟରେ ସ୍ଥିତି ସାଧାରଣ ଜଣାପଡୁଥିଲା, କିନ୍ତୁ ମାତ୍ର ୪୮ ଘଣ୍ଟା ମଧ୍ୟରେ ଘଟଣାକ୍ରମ ଦ୍ରୁତ ଗତିରେ ବଦଳିଗଲା। ସୂତ୍ରରୁ ପ୍ରାପ୍ତ ଖବର…

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ ପ୍ରଭାବିତ ହୋଇଛି। ଉକ୍ତ ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲି ନିକଟରେ…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ ଭୟଙ୍କର ସମସ୍ୟା ଦେଖାଦେଇଛି। ରାସ୍ତାର ଏକ ପାର୍ଶ୍ୱ ଅବରୋଧ ହୋଇଯାଇଥିବାରୁ ଏଠାରେ ଦୀର୍ଘ…

ଧର୍ମେନ୍ଦ୍ର ପ୍ରଧାନ ନିଜେ ଦୁଇଥର ଦେଇଥିଲେ ଇସ୍ତଫା ପ୍ରସ୍ତାବ? ହେଲେ ସରକାର…ସାଂଘାତିକ ଖୁଲାସା

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଶନିବାର ଇସ୍ତଫା ଦେଇଥିବା ଧର୍ମେନ୍ଦ୍ର ପ୍ରଧାନ କଥିତ ଭାବରେ NEET ପେପର ଲିକ୍‌ ବିବାଦ ଏବଂ ଛାତ୍ରମାନଙ୍କ ପ୍ରତିବାଦ ସମୟରେ ଦୁଇଥର ନିଜ ପଦ ଛାଡ଼ିବାକୁ ପ୍ରସ୍ତାବ ଦେଇଥିଲେ। ମାତ୍ର, ସରକାରୀ ନେତୃତ୍ୱ ଉଭୟଥର…

ନୂଆ ପିଢ଼ି, ନୂଆ ଆଭିମୁଖ୍ୟ: କୌଣସି ପଞ୍ଜିକୃତ ଦଳ ନାହିଁ, କୌଣସି ତୃଣମୂଳ ସ୍ତରର ଆଧାର ନାହିଁ, ତଥାପି ଏକାଠି ହେଲେ ଯୁବପିଢ଼ି, ଦୋହଲିଗଲା…

ନୂଆଦିଲ୍ଲୀ,୨୬।୭: ‘କକ୍ରୋଚ ଜନତା ପାର୍ଟି’ (CJP), ଯୁବପିଢ଼ିଙ୍କ ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ‘କକ୍ରୋଚ’ ମନ୍ତବ୍ୟକୁ ନେଇ ସୃଷ୍ଟି ହୋଇଥିବା ବିବାଦରୁ ଜନ୍ମିତ – ମାତ୍ର ୩୬ ଦିନର ଆନ୍ଦୋଳନ ମଧ୍ୟରେ ଶିକ୍ଷା ମନ୍ତ୍ରଣାଳୟ ସହିତ ଜଡିତ ସମଗ୍ର ବ୍ୟବସ୍ଥାକୁ ‘ସଫା’ କରିବାରେ ସଫଳ…

ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ ଜ୍ଞାନ କୌଶଳ ଉଦ୍ଭାବନ ପୋଲିସ ସମେତ ଗୋଇନ୍ଦା ବିଭାଗକୁ ତଦନ୍ତରେ ସାହାଯ୍ୟ କରୁଛି।…

Dharmendra Pradhan Resignation: ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀଙ୍କୁ କେତେ ମିଳେ ପେନସନ୍? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୬ା୭:ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଚାପ ବଢ଼ିବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଛନ୍ତି। ଧର୍ମେନ୍ଦ୍ରଙ୍କ ଇସ୍ତଫା କକ୍‌ରୋଚ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଦୀର୍ଘଦିନ ଧରି ଚାଲିଥିବା ଆନ୍ଦୋଳନର ମୁଖ୍ୟ ଦାବି ଥିଲା। ଏହି ଆନ୍ଦୋଳନ…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର ଗାଁର ବଚନ ନାୟକ(୫୫)। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ…

ସମୁଦ୍ର ନୁହେଁ, ମରୁଭୂମିରୁ ମିଳିଲା ୫୦୦ ବର୍ଷ ପୁରୁଣା ଜାହାଜ; ଭିତରୁ ବାହାରିଲା କୋଟି କୋଟି ଟଙ୍କାର ଖଜଣା

ନୂଆଦିଲ୍ଲୀ,୨୬ା୭: କଳ୍ପନା କରନ୍ତୁ, ଯେଉଁଠି ଚାରିଆଡ଼େ କେବଳ ବାଲି ହିଁ ବାଲି, ସେଠାରେ ଅଚାନକ ଏକ ପୁରୁଣା ଜାହାଜ ମିଳିଗଲେ କେମିତି ଲାଗିବ? ଏପରି ହିଁ ଘଟିଥିଲା ନାମିବ ମରୁଭୂମିରେ। ଏହି ସ୍ଥାନଟି କୌଣସି ସାଇନ୍ସ ଫିକ୍ସନ୍ ଫିଲ୍ମ ଭଳି ମନେହୁଏ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?