ଜେଲ ପାଲଟିଛି କଏଦୀଙ୍କ VIP ଆଡ୍ଡାସ୍ଥଳ! ନେଉଛନ୍ତି ସେଲଫି, ଟାଣୁଛନ୍ତି…
କଲବୁର୍ଗି,୧୬।୧୦: କର୍ନାଟକର କଲବୁର୍ଗି ଜେଲରେ ବନ୍ଦୀମାନଙ୍କୁ ଭିଆଇପି ଟ୍ରିଟମେଣ୍ଟ ମିଳୁଛି। ଜେଲରେ ବସିଥିବା କଏଦୀ ସିଗାରେଟ ଟାଣିବା ଏବଂ ମୋବାଇଲରେ ଭିଡିଓ ତିଆରି କରିବାର ଭିଡିଓ ଭାଇରାଲ ହେବା ଘଟଣାରୁ ଏହା ଜାଣିହେବ। ଏହି ଭିଡିଓ କଲବୁର୍ଗି ପୋଲିସ କମିଶନର ଡକ୍ଟର…
ବୃହତ୍ତମ ସୁପରମୁନ୍ ଓ ଜନମତ
ଅକ୍ଟୋବର ୧୭ ତାରିଖ, ଗୁରୁବାର। ୨୦୨୪ମସିହାର ୨୯୧ତମ ଦିନ ଓ ୪୨ତମ ସପ୍ତାହର ୪୨ତମ ଗୁରୁବାର। ସେଦିନ ପଡୁଛି ପୂର୍ଣ୍ଣିମା, କିନ୍ତୁ ଏବର୍ଷର ନିଆରା ପୂର୍ଣ୍ଣିମା। କାରଣ, ଏବର୍ଷର ସବୁଠାରୁ ବଡ଼ ପୂନେଇଁ ଜହ୍ନ ଦେଖିବାକୁ ମିଳିବ। ବିଜ୍ଞାନ ଭାଷାରେ କହିଲେ,…
ଆଇନଗତ ଦ୍ୱନ୍ଦ୍ୱରେ ଶିଶୁ
କିଶୋର/କିଶୋରୀମାନେ ଅପରାଧରେ ସାମିଲ ହେବାର ଅନେକ ଉଦାହରଣ ଏବେ ଲୋକଲୋଚନକୁ ଆସୁଛି। ତେବେ ଏହି ନାବାଳକ/ନାବାଳିକାମାନେ ପେସାଦାର ଅପରଧୀ। ଏମାନଙ୍କ ଅପରାଧର ପୃଷ୍ଠଭୂମି ଅଛି ନା ଏଭଳି ଏକ ଅପରାଧରେ ସାମିଲ ହେବାରେ ଏମାନଙ୍କର ବାଧ୍ୟବାଧକତା ଥିଲା? ଏସବୁର ଆଲୋଚନା ସାମାଜିକ…
ମସଜିଦରେ ‘ଜୟ ଶ୍ରୀରାମ‘ କହିବା ଅପରାଧ ନୁହେଁ, କାହିଁକି ଏମିତି କହିଲେ ହାଇକୋର୍ଟ
ବେଙ୍ଗାଲୁରୁ,୧୬।୧୦: ମସଜିଦ ଭିତରେ ‘ଜୟ ଶ୍ରୀ ରାମ’ର ସ୍ଲୋଗାନ ଦିଆଯାଇଥିବା ମାମଲାରେ କର୍ନାଟକ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୂଚନାଯୋଗ୍ୟ, ଦୁଇ ଜଣଙ୍କ ବିରୋଧରେ ପୋଲିସ ଦ୍ୱାରା ପଞ୍ଜୀକୃତ ହୋଇଥିବା ଅପରାଧିକ ମାମଲାକୁ କୋର୍ଟ ଖାରଜ କରିଦେଇଥିଲେ। ହାଇକୋର୍ଟ କହିଛନ୍ତି…
ଓମାର ଅବଦୁଲ୍ଲା ସରକାରରୁ ନିଜକୁ କାହିଁକି ଦୂରେଇ ରଖିଲା କଂଗ୍ରେସ, ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ କାରଣ
ନୂଆଦିଲ୍ଲୀ,୧୬।୧୦: ଜମ୍ମୁ-କଶ୍ମୀରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଓମାର ଅବଦୁଲ୍ଲା ଶପଥ ନେବେ। ଲେଫ୍ଟନାଣ୍ଟ ଗଭର୍ନର ମନୋଜ ସିହ୍ନା ପୂର୍ବାହ୍ନ ୧୧ଟା ୩୦ରେ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରୀମାନଙ୍କୁ ଶପଥ ଗ୍ରହଣ କରାଇବେ। ଏହା ପୂର୍ବରୁ କଂଗ୍ରେସ ବଡ଼ ନିଷ୍ପତ୍ତି ନେଇ କହିଛି…
ଅମଳ ପୂର୍ବରୁ ଧାନ ଫସଲରେ ରୋଗପୋକ
ବରଗଡ଼,୧୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଅଧିକ ଧାନଚାଷ ଯୋଗୁ କୃଷି ପ୍ରଧାନ ଜିଲା ଭାବେ ମଧ୍ୟ ଏହି ଜିଲା ପରିଚିତ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ସମାଧାନ ହୋଇପାରୁନାହିଁ। ଫସଲ ଅମଳ ପରେ ଧାନର ଅଭାବୀ…
ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ପୂର୍ବତନ ବିଧାୟକଙ୍କ ଝିଅ
ଆଳି,୧୬।୧୦(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଝିଅ ଡା. ଦେବସ୍ମିତା ଶର୍ମାଙ୍କୁ ତାଙ୍କ ଶାଶୁଘର ଲୋକ ଯୌତୁକ ଲାଗି ନିର୍ଯାତନା ଦେବା ସହ ବିଭିନ୍ନ ସମୟରେ ମାରିଦେବାକୁ ଉଦ୍ୟମ କରିଥିବା ନେଇ ଆଳି ଥାନାରେ ଅଭିଯୋଗ…
ଶତ୍ରୁତା ପରେ ବି ପାକିସ୍ତାନରୁ ଅନେକ ଜିନିଷ କିଣୁଛି ଭାରତ, ପ୍ରତି ଘର ପାଇଁ ଆବଶ୍ୟକ…
ନୂଆଦିଲ୍ଲୀ/ଇସଲାମାବାଦ,୧୬।୧୦: ୨୦୧୯ରୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାଣିଜ୍ୟ ସମ୍ପର୍କ ସ୍ଥଗିତ ରହିଛି। ଅଗଷ୍ଟ ୫, ୨୦୧୯ରେ ଭାରତ ସରକାର ଜମ୍ମୁ କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ କରିଥିଲେ। ଭାରତର ଏହି ନିଷ୍ପତ୍ତି ଦ୍ୱାରା ପାକିସ୍ତାନର ଭାବନା ଉପରେ ଆଘାତ ଲାଗିଥିଲା।…
ଜନସେବା କେନ୍ଦ୍ରରେ ଶୋଷିତ ହେଉଛନ୍ତି କାର୍ଡଧାରୀ: ପ୍ରଶାସନ ଦୃଷ୍ଟିଦେବାକୁ…
ରସୁଲପୁର,୧୬।୧୦(ରଞ୍ଜିତ ରାଉତ): ଆଧାର କାର୍ଡ ଏକ ଅତ୍ୟାବଶ୍ୟକୀୟ ପରିଚୟପତ୍ର ଭାବରେ ବ୍ୟବହାର ହେଉଛି। ସରକାରୀ ଓ ବେସରକାରୀସ୍ତରରେ ଆଧାରକାର୍ଡକୁ ଏକପ୍ରକାର ବାଧ୍ୟତାମୂଳକ କରାଯାଇଛି। ଏହି କାର୍ଡରେ ରହିଆସୁଥିବା ତ୍ରୁଟିବିଚ୍ୟୁତି ଓ ଆବଶ୍ୟକ ସଂଶୋଧନ ବିନା ମୂଲ୍ୟରେ କରାଯିବ ବୋଲି କେନ୍ଦ୍ର ସରକାର…
କାର୍ରୁ ମିଳିଲା ୧୬୬ କେଜି ରୁପା
ସମ୍ବଲପୁର,୧୬।୧୦(ପ୍ରମୋଦ ବହିଦାର): ଆଳୁ ଖୋଳୁଖୋଳୁ ମହାଦେବ ମିଳିଲା ଭଳି ଗଞ୍ଜେଇ ଯାଞ୍ଚ ବେଳେ ଅବକାରୀ ବିଭାଗକୁ ମିଳିଛି ବିପୁଳ ପରିମାଣର ରୁପା ସାମଗ୍ରୀ। ମଙ୍ଗଳବାର ସକାଳେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ସମ୍ବଲପୁର-ରାଉରକେଲା ବିଜୁ ଏକ୍ସପ୍ରେସ୍ ୱେ(ରାଜ୍ୟ ରାଜପଥ-୧୦)ର ସମ୍ବଲପୁର…
କାର୍ତ୍ତିକ ପୂର୍ବରୁ ପରିବା ଦରରେ ନିଆଁ
ବ୍ରହ୍ମପୁର,,୧୬।୧୦(ସ୍ମୃତି ରଞ୍ଜନ ମହାଲିକ):କାର୍ତ୍ତିକ ମାସ ଆରମ୍ଭରୁ ପରିବା ଦର ମହଙ୍ଗା ହୋଇଛି। ମଧ୍ୟବିତ୍ତ ଓ ଗରିବ ପରିବାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। କିଛି ଦିନ ପରେ ହବିଷିଆଳିଙ୍କ ବ୍ରତ ଆରମ୍ଭ ହେବ। ଏହି ସମୟରେ ସାଧାରଣ ଜନତା ମଧ୍ୟ ଆମିଷ…
ଜୟଶଙ୍କର ପହଞ୍ଚିବାର କିଛି ଘଣ୍ଟା ବଦଳିଗଲା ପାକିସ୍ତାନର ସ୍ବର
ଇସଲାମାବାଦ୍,୧୬।୧୦: ସାଂଘାଇ ସହଯୋଗ ସଂଗଠନ (ଏସ୍ସିଓ) ସମ୍ମିଳନୀରେ ଯୋଗଦେବା ପାଇଁ ଇସ୍ଲାମାବାଦ ଯାଇଥିବା ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ମଙ୍ଗଳବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍ଙ୍କ ସହ କରମର୍ଦ୍ଦନ କରିବା ସହ ସ୍ବଳ୍ପ ସମୟ ପାଇଁ କଥା ହୋଇଛନ୍ତି। ଏସ୍ସିଓ…
Archives


