ସିବିଏସ୍ଇର ନୂଆ ଗାଇଡ୍ଲାଇନ୍: ୭୫% ଉପସ୍ଥାନ ନ ଥିଲେ…
ଭୁବନେଶ୍ୱର,୧୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପକ୍ଷରୁ ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ୨୦୨୫ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି। ମାର୍ଗଦର୍ଶିକା ଅନୁଯାୟୀ, ଶ୍ରେଣୀଗୃହରେ ଛାତ୍ରୀଛାତ୍ରଙ୍କ ୭୫ ପ୍ରତିଶତ ଉପସ୍ଥାନକୁ ବାଧ୍ୟତାମୂଳକ କରାଯାଇଛି। ଏହାଠାରୁ କମ୍ ପ୍ରତିଶତ ଉପସ୍ଥାନ…
କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ
ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍ ତଥା ଅଗ୍ରଣୀ ରିଟେଲ ଚେନ୍ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍ ପାହାଳ ଷ୍ଟୋର) ର ୪ର୍ଥ ବାର୍ଷିକ ଉତ୍ସବ ମଙ୍ଗଳବାର ପାଳିତ ହୋଇଯାଇଛି। ଏ ପରିପ୍ରେକ୍ଷୀରେ ବ୍ରାଣ୍ଡ୍ ଷ୍ଟୋର ପକ୍ଷରୁ…
ରିଲାଏନ୍ସ ଜିଓର ନୂତନ ଉତ୍ପାଦ
ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ ୪ଜି ଫିଚର ଫୋନ୍ର ଶୁଭାରମ୍ଭ ଇଣ୍ଡିଆ ମୋବାଇଲ୍ କଂଗ୍ରେସ-୨୦୨୪ ପରିସରରେ ହୋଇଯାଇଛି। ଜିଓଭାରତ ଭି୩…
୧୦ ବର୍ଷ ପରେ ଗଠନ ହେବାକୁ ଯାଉଛି ନିର୍ବାଚିତ ସରକାର, ଆଜି ଶପଥ ନେବେ ଓମାର
ଶ୍ରୀନଗର,୧୬।୧୦: ଓମାର ଅବଦୁଲ୍ଲା ପ୍ରଥମ ଥର ପାଇଁ ୩୭୦ ରଦ୍ଦ ପରେ ବିଧାନସଭା ନିର୍ବାଚନରେ ନ୍ୟାଶନାଲ କନଫରେନ୍ସର ବିଜୟ ପରେ ଜମ୍ମୁ କ୍ଶ୍ମୀରର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ଅଧିକାରୀମାନେ କହିଛନ୍ତି ଯେ ବୁଧବାର ଡାଲ ହ୍ରଦ…
ମାମାଆର୍ଥ ସହ ମିଶୋର ବୁଝାମଣା
ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉକ୍ତ ବୁଝାମଣା ଅନୁଯାୟୀ ବ୍ରାଣ୍ଡ୍ର ଉଚ୍ଚ ଗୁଣାତ୍ମକ ବ୍ୟକ୍ତିଗତ ଯତ୍ନ ଉପତ୍ାଦକୁ ଅନୁପ୍ରବେଶକାରୀ…
ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ
ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି ଦ୍ରୁତଗତିରେ ମଧ୍ୟ ବୃଦ୍ଧି ପାଇବ। ତେଣୁ ଦେଶରେ ଏଆଇ ଓ ମେଶିନ ଲର୍ନିଂ ଡେଟା…
୧.୩୬ ଲକ୍ଷ କୋଟି କୋଇଲା ବକେୟା ମାଗିଲେ ହେମନ୍ତ
ରାଞ୍ଚି,୧୬ା୧୦: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ମଙ୍ଗଳବାର ତାରିଖ ଘୋଷଣା ହେବାର କିଛି ଘଣ୍ଟା ପୂର୍ବରୁ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ପତ୍ର ଲେଖି କୋଇଲା କମ୍ପାନୀଗୁଡ଼ିକରୁ ବକେୟା ରହିଥିବା ୧.୩୬ ଲକ୍ଷ କୋଟି ଟଙ୍କା…
୨୩ରେ ଏନ୍ଆର୍ଟିଏସ୍ ପରୀକ୍ଷା
କଟକ,୧୬ା୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଜାତୀୟ ଗ୍ରାମାଞ୍ଚଳ ମେଧାବୃତ୍ତି (ଏନ୍ଆର୍ଟିଏସ୍) ପରୀକ୍ଷା ଆସନ୍ତା ୨୩ ତାରିଖରେ ଅନୁଷ୍ଠିତ ହେବ। ରାଜ୍ୟର ୩୩୪ କେନ୍ଦ୍ରରେ ଏହି ପରୀକ୍ଷା ପୂର୍ବାହ୍ନ ୧୧ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ୫୩,୬୯୩…
ଆମେରିକାରୁ ୩୧ ପ୍ରିଡେଟର ଡ୍ରୋନ୍ କିଣିବ ଭାରତ
ନୂଆଦିଲ୍ଲୀ,୧୬ା୧୦: ଆମେରିକାରୁ ଭାରତ ୩୧ଟି ପ୍ରିଡେଟର ଏମ୍କ୍ୟୁ-୯ବି ଡ୍ରୋନ୍ କିଣିବାକୁ ଯାଉଛି। ଜେନେରାଲ ଆଟମିକ୍ସ ଦ୍ୱାରା ନିର୍ମିତ ଏହି ହାଇ-ଅଲ୍ଟିଚ୍ୟୁଡ୍ ୟୁଏଭି କ୍ରୟ ଲାଗି ଉଭୟ ଦେଶ ମଧ୍ୟରେ ୩୨,୦୦୦ କୋଟି ଟଙ୍କାର ଚୁକ୍ତି ସ୍ବାକ୍ଷର ହୋଇଛି। ଡିଲ୍ ବାବଦ ମୋଟ…
ଆଜି ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ହରିୟାଣା, ମୁମ୍ବାଇ ଗସ୍ତ
ଭୁବନେଶ୍ୱର,୧୬ା୧୦(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରଠାରୁ ୪ ଦିନିଆ ହରିୟାଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି। ୧୬ ତାରିଖ ଅପରାହ୍ନରେ ସେ ହରିୟାଣା ଅଭିମୁଖେ ଗସ୍ତକରି ୧୭ ତାରିଖ ଦିନ ଚଣ୍ଡିଗଡ଼ଠାରେ ନବଗଠିତ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ।…
ଭାରତ ସରକାରଙ୍କ ଏଜେଣ୍ଟ ସହ ବିଷ୍ଣୋଇ ଗ୍ୟାଙ୍ଗ୍ ସମ୍ପୃକ୍ତ: କାନାଡା ପୋଲିସ
ଓଟ୍ଟାଓ୍ବା,୧୬ା୧୦: ଦକ୍ଷିଣ ଏସୀୟ ସମ୍ପ୍ରଦାୟ ବିଶେଷ ଭାବେ ଖଲିସ୍ତାନୀ ତତ୍ତ୍ୱଙ୍କୁ ଟାର୍ଗେଟ କରିବା ପାଇଁ ଭାରତର ସରକାରୀ ଏଜେଣ୍ଟଗୁଡ଼ିକ ଅପରାଧୀମାନଙ୍କୁ ବ୍ୟବହାର କରୁଥିବା କାନାଡା ପୋଲିସ ଅଭିଯୋଗ କରିଛି। ଉକ୍ତ ସରକାରୀ ଏଜେନ୍ସି ସହ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ସମ୍ପୃକ୍ତ ବୋଲି…
୨୦୩୫ ସୁଦ୍ଧା ଚନ୍ଦ୍ରରେ ମହାକାଶ କେନ୍ଦ୍ର ନିର୍ମାଣ କରିବ ଚାଇନା
ବେଜିଂ,୧୬ା୧୦:ଚନ୍ଦ୍ରରୁ ମାଟି ନମୁନା ଆଣିବା ପରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ମିଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ଚାଇନା। ୨୦୫୦ ସୁଦ୍ଧା ଚାଇନା ପକ୍ଷରୁ ମାନବ ଚନ୍ଦ୍ର ମିଶନ, ଚନ୍ଦ୍ରରେ ମହାକାଶ କେନ୍ଦ୍ରର ନିର୍ମାଣ ମିଶନ, ପୃଥିବୀ ବ୍ୟତୀତ ବାସଯୋଗ୍ୟ ଗ୍ରହ…
Archives


