୧.୩୬ ଲକ୍ଷ କୋଟି କୋଇଲା ବକେୟା ମାଗିଲେ ହେମନ୍ତ
ରାଞ୍ଚି,୧୬ା୧୦: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ମଙ୍ଗଳବାର ତାରିଖ ଘୋଷଣା ହେବାର କିଛି ଘଣ୍ଟା ପୂର୍ବରୁ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ପତ୍ର ଲେଖି କୋଇଲା କମ୍ପାନୀଗୁଡ଼ିକରୁ ବକେୟା ରହିଥିବା ୧.୩୬ ଲକ୍ଷ କୋଟି ଟଙ୍କା…
୨୩ରେ ଏନ୍ଆର୍ଟିଏସ୍ ପରୀକ୍ଷା
କଟକ,୧୬ା୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଜାତୀୟ ଗ୍ରାମାଞ୍ଚଳ ମେଧାବୃତ୍ତି (ଏନ୍ଆର୍ଟିଏସ୍) ପରୀକ୍ଷା ଆସନ୍ତା ୨୩ ତାରିଖରେ ଅନୁଷ୍ଠିତ ହେବ। ରାଜ୍ୟର ୩୩୪ କେନ୍ଦ୍ରରେ ଏହି ପରୀକ୍ଷା ପୂର୍ବାହ୍ନ ୧୧ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ୫୩,୬୯୩…
ଆମେରିକାରୁ ୩୧ ପ୍ରିଡେଟର ଡ୍ରୋନ୍ କିଣିବ ଭାରତ
ନୂଆଦିଲ୍ଲୀ,୧୬ା୧୦: ଆମେରିକାରୁ ଭାରତ ୩୧ଟି ପ୍ରିଡେଟର ଏମ୍କ୍ୟୁ-୯ବି ଡ୍ରୋନ୍ କିଣିବାକୁ ଯାଉଛି। ଜେନେରାଲ ଆଟମିକ୍ସ ଦ୍ୱାରା ନିର୍ମିତ ଏହି ହାଇ-ଅଲ୍ଟିଚ୍ୟୁଡ୍ ୟୁଏଭି କ୍ରୟ ଲାଗି ଉଭୟ ଦେଶ ମଧ୍ୟରେ ୩୨,୦୦୦ କୋଟି ଟଙ୍କାର ଚୁକ୍ତି ସ୍ବାକ୍ଷର ହୋଇଛି। ଡିଲ୍ ବାବଦ ମୋଟ…
ଆଜି ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ହରିୟାଣା, ମୁମ୍ବାଇ ଗସ୍ତ
ଭୁବନେଶ୍ୱର,୧୬ା୧୦(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରଠାରୁ ୪ ଦିନିଆ ହରିୟାଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି। ୧୬ ତାରିଖ ଅପରାହ୍ନରେ ସେ ହରିୟାଣା ଅଭିମୁଖେ ଗସ୍ତକରି ୧୭ ତାରିଖ ଦିନ ଚଣ୍ଡିଗଡ଼ଠାରେ ନବଗଠିତ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ।…
ଭାରତ ସରକାରଙ୍କ ଏଜେଣ୍ଟ ସହ ବିଷ୍ଣୋଇ ଗ୍ୟାଙ୍ଗ୍ ସମ୍ପୃକ୍ତ: କାନାଡା ପୋଲିସ
ଓଟ୍ଟାଓ୍ବା,୧୬ା୧୦: ଦକ୍ଷିଣ ଏସୀୟ ସମ୍ପ୍ରଦାୟ ବିଶେଷ ଭାବେ ଖଲିସ୍ତାନୀ ତତ୍ତ୍ୱଙ୍କୁ ଟାର୍ଗେଟ କରିବା ପାଇଁ ଭାରତର ସରକାରୀ ଏଜେଣ୍ଟଗୁଡ଼ିକ ଅପରାଧୀମାନଙ୍କୁ ବ୍ୟବହାର କରୁଥିବା କାନାଡା ପୋଲିସ ଅଭିଯୋଗ କରିଛି। ଉକ୍ତ ସରକାରୀ ଏଜେନ୍ସି ସହ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ସମ୍ପୃକ୍ତ ବୋଲି…
୨୦୩୫ ସୁଦ୍ଧା ଚନ୍ଦ୍ରରେ ମହାକାଶ କେନ୍ଦ୍ର ନିର୍ମାଣ କରିବ ଚାଇନା
ବେଜିଂ,୧୬ା୧୦:ଚନ୍ଦ୍ରରୁ ମାଟି ନମୁନା ଆଣିବା ପରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ମିଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ଚାଇନା। ୨୦୫୦ ସୁଦ୍ଧା ଚାଇନା ପକ୍ଷରୁ ମାନବ ଚନ୍ଦ୍ର ମିଶନ, ଚନ୍ଦ୍ରରେ ମହାକାଶ କେନ୍ଦ୍ରର ନିର୍ମାଣ ମିଶନ, ପୃଥିବୀ ବ୍ୟତୀତ ବାସଯୋଗ୍ୟ ଗ୍ରହ…
ଲେବାନନ୍ରେ ୪ ଲକ୍ଷ ଶିଶୁ ବିସ୍ଥାପିତ
ବେରୁଟ, ୧୬।୧୦: ଗତ ୩ ସପ୍ତାହ ହେବ ଲେବାନନ୍ରେ ଇସ୍ରାଏଲ ଓ ଉଗ୍ରବାଦୀ ସଙ୍ଗଠନ ହେଜବୋଲ୍ଲା ମଧ୍ୟରେ ଯୁଦ୍ଧ ଯୋଗୁ ୪ ଲକ୍ଷରୁ ଅଧିକ ଶିଶୁ ବିସ୍ଥାପିତ ହୋଇଛନ୍ତି। ଲେବାନନ୍ରେ ମାନବୀୟ କାର୍ଯ୍ୟ ପାଇଁ ନିୟୋଜିତ ୟୁନାଇଟେଡ୍ ନେଶନ୍ ଚିଲ୍ଡ୍ରେନ୍ ଫଣ୍ଡ୍(ୟୁନିସେଫ୍)ର…
ଭାରତ ଉପରେ କଟକଣା ଲଗାଇପାରେ କାନାଡା
ଓଟ୍ଟାଓ୍ବା/ନୂଆଦିଲ୍ଲୀ,୧୬ା୧୦:ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜାର ହତ୍ୟା ମାମଲାରେ ଭାରତୀୟ ଉଚ୍ଚାୟୁକ୍ତ ଓ ଅନ୍ୟ କୂଟନୀତିଜ୍ଞମାନଙ୍କୁ କାନାଡା ଅଭିଯୁକ୍ତ କରିବା ପରେ ଦୁଇଦେଶ ମଧ୍ୟରେ କୂଟନୈତିକ ସମ୍ପର୍କରେ ତିକ୍ତତା ତୀବ୍ର ହେବାରେ ଲାଗିଛି। ନୂଆଦିଲ୍ଲୀ ସୋମବାର କାନାଡାରୁ ଭାରତୀୟ ହାଇକମିଶନର ସଞ୍ଜୟ…
‘ପରିବର୍ତନ କରିବାର ସମୟ ଆସିଛି’: ହର୍ମନପ୍ରୀତଙ୍କୁ ବିଦା କରିବାକୁ ଦାବି କଲେ ମିଥାଲି ରାଜ
ନୂଆଦିଲ୍ଲୀ,୧୫।୧୦: ଭାରତୀୟ ଦଳର କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ମିତାଲି ରାଜ ନେତୃତ୍ୱରେ ପରିବର୍ତ୍ତନ ଆଣିବାକୁ ଆହ୍ୱାନ ଦେଇଛନ୍ତି। ସେ କହିଁଛନ୍ତି ଯେ, ‘ହରମାନପ୍ରୀତ କୌରଙ୍କୁ ଜାତୀୟ ଦଳର ଅଧିନାୟକ ଭାବରେ ବଦଳାଯିବା ଉଚିତ। ପିଟିଆଇକୁ ଦେଇଥିବା ଏକ ସାକ୍ଷାତକାରରେ ମିଥାଲି…
ଏଚ୍ଆଇଏଲ୍ ମହିଳା ଖେଳାଳି ନିଲାମ: ଉଦିତା ସବୁଠାରୁ ଦାମି
ନୂଆଦିଲ୍ଲୀ, ୧୫ା୧୦: ହକି ଇଣ୍ଡିଆ ଲିଗ୍ (ଏଚ୍ଆଇଏଲ୍) ମହିଳା ଖେଳାଳି ନିଲାମ ମଙ୍ଗଳବାର ସଫଳତାର ସହିତ ସମ୍ପନ୍ନ ହୋଇଛି। ଭାରତୀୟ ଡିଫେଣ୍ଡର ଉଦିତା ଦୁହାନ ସବୁଠାରୁ ଦାମୀ ଖେଳାଳି ବିବେଚିତ ହୋଇଛନ୍ତି। ଶ୍ରାଚି ରାର୍ ବେଙ୍ଗଲ ଟାଇଗର୍ସ ତାଙ୍କୁ ୩୨ ଲକ୍ଷ…
ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର
ନୂଆଦିଲ୍ଲୀ,୧୫।୧୦: ପାକିସ୍ତାନରେ ଏସସିଓ ଶିଖର ସମ୍ମିଳନୀର ଅନୁଷ୍ଠିତ ହେଉଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏହି ସମ୍ମିଳନୀରେ ଯୋଗ ଦେବାକୁ ପାକିସ୍ତାନରେ ପହଞ୍ଚିଛନ୍ତି। ଏଠାରେ ସେ ପ୍ରଧାନମନ୍ତ୍ରୀ ଶାହାବାଜ ସରିଫଙ୍କୁ ମଧ୍ୟ ଭେଟିଥିଲେ। କେବଳ ଏତିକି ନୁହେଁ ଶାହାବାଜ ସରିଫ ଆଗକୁ…
ଚଳିତବର୍ଷ ବାଲିଯାତ୍ରାରେ ଖୋଲିବ ୧୧ ଶହ ଦୋକାନ, ଜାଣନ୍ତୁ କିପରି କରିବେ ପଞ୍ଜିକରଣ
କଟକ,୧୫।୧୦: ପ୍ଲଟ ପଞ୍ଜୀକରଣ କଟକର ଐତିହାସିକ ବାଲିଯାତ୍ରା ଆସନ୍ତା ମାସ ୧୫ରୁ ୨୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏଥିନିମନ୍ତେ ପ୍ଲଟ୍ ଆବଣ୍ଟନ ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଏହି ପଞ୍ଜୀକରଣ…
Archives


