ସଂରକ୍ଷିତ ହେବ ‘ରାମୁ’ ହାତୀର କଙ୍କାଳ
ଭୁବନେଶ୍ୱର, ୨୦।୮(ଅସମାପିକା ସାହୁ)- ଚନ୍ଦକା-ଡମପଡା ଅଭୟାରଣ୍ୟର ଭରତପୁର ସଂରକ୍ଷିତ ଜଙ୍ଗଲରେ ସୋମବାର ବିଦ୍ୟୁତ ତାର ଆଘାତ ମୃତ୍ୟୁ ଘଟିଥିବା ‘ରାମୁ’ ହାତୀ କଙ୍କାଳକୁ ବୈଜ୍ଞାନିକ ପଦ୍ଧତିରେ ସଂରକ୍ଷଣ କରାଯିବ। ତାହାକୁ ଚନ୍ଦକା ସ୍ଥିତ ଗୋଡ଼ିବାରୀଠାରେ ଦର୍ଶକଙ୍କ ପାଇଁ ରଖାଯିବ। ଏନେଇ ଖୋର୍ଦ୍ଧା…
ଆଳୁ ପରେ ପରେ ଗ୍ରାହକଙ୍କୁ ପିଆଜ ଚିନ୍ତା, ହୁ ହୁ ହୋଇ ବଢୁଛି ଦର
ଭୁବନେଶ୍ୱର, ୨୦।୮: ଆଳୁ ପରେ ପରେ ଗ୍ରାହକଙ୍କୁ ଏବେ ଆଉ ଏକ ଝଟକା। ଆଳୁ ଦର କମୁନଥିବା ବେଳେ ଏବେ ପିଆଜ ରେଟ ହୁ ହୁ ହୋଇ ବଢିବାରେ ଲାଗିଛି। ପିଆଜ କିଲୋ ପିଛା ୫୦ ଟଙ୍କା ଛୁଇଁଲାଣି। ଫଳରେ ଗ୍ରାହକଙ୍କ…
ଡାକ୍ତରଙ୍କ ବିରୋଧ ପ୍ରଦର୍ଶନ ଯୋଗୁ ୧୨ ଜଣଙ୍କର ହେଲାଣି ମୃତ୍ୟୁ, ପପୁ ଯାଦବଙ୍କ ବିବାଦୀୟ ବୟାନ
ପାଟନା,୨୦।୮: କୋଲକାତା ଡାକ୍ତର ହତ୍ୟା ମାମଲା ବିରୋଧରେ ଡାକ୍ତରଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ସେମାନଙ୍କ ସହକର୍ମୀଙ୍କୁ ନ୍ୟାୟ ଦୋବକୁ ଏବଂ ଡାକ୍ତରଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଗତ ୮ ଦିନ ଧରି ସାରା ଦେଶରେ ଡାକ୍ତରମାନେ ବିରୋଧ ପ୍ରଦର୍ଶନ…
ଗଞ୍ଜାମରେ ଅଘଟଣ: ଦେଶୀ ମଦ ପିଇ ୧୫ ଅସୁସ୍ଥ
ବ୍ରହ୍ମପୁର,୨୦।୮: ଗଞ୍ଜାମ ଜିଲା ଚିକିଟି କରବାଲୁଆ ଏବଂ ଜେନା ସାହି ଅଞ୍ଚଳରେ ଏକ ଅଘଟଣ ଘଟିଛି। ଦେଶୀ ମଦ ପିଇ ୧୫ରୁ ଅଧିକ ଲୋକ ଅସୁସ୍ଥ ହୋଇପଡିଛନ୍ତି। ସମସ୍ତଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ଏମ୍କେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କ ମଧ୍ୟରୁ…
ଉଦ୍ବେଗ ପ୍ରକାଶ କଲେ ସୁପ୍ରିମକୋର୍ଟ: ଗୁରୁବାର ସୁଦ୍ଧା ଷ୍ଟାଟସ ରିପୋର୍ଟ ଦେବାକୁ ନିର୍ଦ୍ଦେଶ
କୋଲକାତା,୨୦।୮: କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ମାମଲାରେ ସୁପ୍ରିମକୋର୍ଟ ଉଦ୍ବେଗ ପ୍ରକାଶ କରିଛନ୍ତି। ଗୁରୁବାର ସୁଦ୍ଧା ଷ୍ଟାଟସ ରିପୋର୍ଟ ଦେବାକୁ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ…
ଗୋଡ଼ାଇ ଗୋଡ଼ାଇ ଦିବ୍ୟାଙ୍ଗ ହରିହରଙ୍କୁ ହତ୍ୟା
ପୁରୀ,୨୦।୮(ଅଜିତ୍ କୁମାର ମହାନ୍ତି): ପୁରୀରେ ଶାନ୍ତିଶୃଙ୍ଖଳା ରକ୍ଷା କରିବାରେ ପୋଲିସ ବିଫଳ ହୋଇଛି। ଆପରାଧିକ କାର୍ଯ୍ୟକଳାପ ଉପରେ ପୋଲିସ ନଜର ରଖୁଥିଲେ ମଧ୍ୟ ସହରରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି। ସୋମବାର ସନ୍ଧ୍ୟାରେ ଟାଉନ ଥାନା ଅନ୍ତର୍ଗତ…
ଚାଲିଥିଲା ସଭା, ମଝିରେ କାନ୍ଦିଲେ ଆମେରିକା ରାଷ୍ଟ୍ରପତି
ଚିକାଗୋ, ୨୦।୦୮: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍ ତାଙ୍କର ବିଦାୟୀକାଳିନ ସଭାରେ ଭାବବିହ଼୍ବଳ ହୋଇଛନ୍ତି । ଚିକାଗୋର ଡେମୋକ୍ରାଟିକ୍ ନାଶନ୍ୟାଲ୍ କନ୍ଭେନ୍ସନ୍ ସେଣ୍ଟରରେ ସୋମବାର ଆୟୋଜିତ ସଭାରେ ସେ ଦେଶବାସୀଙ୍କୁ ସମ଼୍େବାଧନ କରିଥିଲେ । ଉପ-ରାଷ୍ଟ୍ରପତି କମଳା ହାରିସ୍ ଏହି ସଭାରେ…
ଭାଜପାକୁ ଝଟ୍କା ଦେବାକୁ ପ୍ରସ୍ତୁତ ହେଉଛନ୍ତି ଓମ ପ୍ରକାଶ ରାଜଭର!
ଲକ୍ଷ୍ନୌ,୨୦।୮: ଉତ୍ତରପ୍ରଦେଶର ପ୍ରସିଦ୍ଧ ସୁହେଲଦେବ ଭାରତୀୟ ସମାଜ ପାର୍ଟି ଜାତୀୟ ସ୍ତରରେ ନିଜର ଉପସ୍ଥିତି ବଢାଇବା ଆରମ୍ଭ କରିଛି। ଯଦିଓ ସୁହେଲଦେବ ଭାରତୀୟ ସମାଜ ପାର୍ଟିର ୧୩ଟି ରାଜ୍ୟରେ ସଂଗଠନ ଅଛି, କିନ୍ତୁ ବର୍ତ୍ତମାନ ପ୍ରଥମ ଥର ପାଇଁ ମହାରାଷ୍ଟ୍ରର ମୁମ୍ବାଇରେ…
ଓଲଟିଲା ଯାତ୍ରୀବାହୀ ବସ୍: ୧୨ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ରାଣୀତାଲ ରେଲୱେ ଗେଟ ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡିଛି। ଫଳରେ ବସ୍ରେ ଥିବା ୧୨ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି l ଆହତଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି…
ସାକ୍ଷୀଗୋପାଳ ମନ୍ଦିର ଝୁଲଣ କୁଞ୍ଜରେ ଜୋତାପିନ୍ଧା ମୂର୍ତ୍ତି
ସାକ୍ଷୀଗୋପାଳ,୨୦।୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସାକ୍ଷୀଗୋପାଳ ମନ୍ଦିରରେ ରବିବାର ପରମ୍ପରା କ୍ରମେ ଗହ୍ମାପୂର୍ଣ୍ଣିମା ପର୍ବ ଓ ଝୁଲଣ ଯାତ୍ରା ପାଳିତ ହୋଇଯାଇଛି। ତେବେ ଚଳିତ ବର୍ଷ ବର୍ଜ୍ୟବସ୍ତୁ ଫାଇବରରେ ନିର୍ମିତ ଜୋତା ପିନ୍ଧିଥିବା ଭୀମ ଓ ଦୁଃଶାସନଙ୍କ ମୂର୍ତ୍ତି ସ୍ଥାପନ କରାଯାଇଛି। ଏହାବ୍ୟତୀତ…
୩ ବର୍ଷର ଶିଶୁ ବଞ୍ଚାଇଦେଲା ୨ ଭଉଣୀଙ୍କ ଜୀବନ
ରାଜନଗର,୨୦।୮(ଭାସ୍କର ରାଉତରାୟ):କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ୍ ଡାଙ୍ଗମାଳ ପଞ୍ଚାୟତ ତ୍ରିଲୋଚନପୁର ଗାଁର ବାବୁରାମ ଗିରିଙ୍କ ୭ ବର୍ଷର ଝିଅ ଶୁଭଶ୍ରୀ ଓ ଦାଶରଥି ଗିରିଙ୍କ ୬ ବର୍ଷର ଝିଅ ବର୍ଷା ଘର ଆଗରେ ଥିବା ପୋଖରୀରେ ସାଙ୍ଗ ହୋଇ ଗାଧୋଉଥିଲେ। ପରିବାର…
ଟି-୨୦ରେ ବିଶ୍ୱରେକର୍ଡ: ଗୋଟିଏ ଓଭରରେ ୩୯ ରନ୍ ସ୍କୋର, ଦେଖନ୍ତୁ ଭିଡିଓ
ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ ଟି-୨୦ ଏକ ନୂତନ ବିଶ୍ୱ ରେକର୍ଡ ପ୍ରତିଷ୍ଠା କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ଟି-୨୦ରେ ଗୋଟିଏ ଓଭରରେ ମାତ୍ର ୩୬ ରନ ସ୍କୋର କରାଯାଇଥିଲା। ବର୍ତ୍ତମାନ ଏହି ସଂଖ୍ୟା ୩୯ ରନ୍ରେ ପହଞ୍ଚିଛି। ଅନ୍ତର୍ଜାତୀୟ ଟି-୨୦ରେ ଗୋଟିଏ ଓଭରରେ…
Archives


