Home Left

ଗଞ୍ଜାମ ପୋଲିସର ସ୍ବତନ୍ତ୍ର ଡ୍ରାଇଭ: ଜୁଆଖେଳରୁ ୧୦ ଦିନରେ ୧୦୧ ଗିରଫ

ଛତ୍ରପୁର,୧୪ା୧୦(ଦିଲୀପ ସାମଲ): ପାର୍ବଣରେ ଚାଲିଥିବା ଜୁଆଖେଳଗୁଡିକରେ ଗଞ୍ଜାମ ପୋଲିସ ପକ୍ଷରୁ ଚଢାଉ ଜାରି ରହିଛି । ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ଥାନା ଅଞ୍ଚଳରେ ୧୦ ଦିନ ହେଲା ସ୍ବତନ୍ତ୍ର ଡ୍ରାଇଭ ଚାଲିଛି। ବେଆଇନ ମଦ…

ଜମ୍ମୁ-କଶ୍ମୀରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଏହି ଦିନ ଶପଥ ନେବେ ଓମାର ଅବଦୁଲ୍ଲା

ଶ୍ରୀନଗର,୧୪।୧୦: ଜମ୍ମୁ-କଶ୍ମୀରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଓମାର ଅବଦୁଲ୍ଲା ୧୬ ଅକ୍ଟୋବରରେ ଶପଥ ଗ୍ରହଣ କରିବେ। ଲେଫ୍ଟନାଣ୍ଟ ଗଭର୍ନର ମନୋଜ ସିହ୍ନା ଶପଥ ସମାରୋହ ପାଇଁ ଅକ୍ଟୋବର ୧୬ ପୂର୍ବାହ୍ନ ୧୧.୩୦ ସମୟ ସ୍ଥିର କରିଛନ୍ତି। ଲେଫ୍ଟନାଣ୍ଟ ଗଭର୍ନର ଓମାରଙ୍କୁ ଦେଇଥିବା…

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଛାଡପତ୍ର କନଫର୍ମ! ବଡ଼ ସଙ୍କେତ ଦେଲେ ଅମିତାଭ ବଚ୍ଚନ, ଯାହାକୁ ନେଇ…

ମୁମ୍ବାଇ: ଦୀର୍ଘ ଦିନ ଧରି ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନଙ୍କ ମଧ୍ୟରେ ଛାଡପତ୍ର ଖବର ଚର୍ଚ୍ଚାରେ ରହିଛି। କୁହାଯାଉଛି ଯେ ଉଭୟ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ତେବେ ଏ ପର୍ଯ୍ୟନ୍ତ ଏହି ଖବର ଉପରେ ଦମ୍ପତି କିମ୍ବା ସେମାନଙ୍କ…

ମନ୍ଦିର ହୁଣ୍ଡି ଭାଙ୍ଗି ଟଙ୍କା ଲୁଟ: ମା’ଙ୍କ ସୁନା ଅଳଙ୍କାରକୁ ମଧ୍ୟ ଛାଡିଲେନି ଦୁର୍ବୃତ୍ତ

ଛତ୍ରପୁର, ୧୪।୧୦(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅନ୍ତର୍ଗତ ବିରିସିଂ ଓ ଜଗନ୍ନାଥ ମନ୍ଦିରରେ ହୁଣ୍ଡି ଭାଙ୍ଗି ଟଙ୍କା ନେବା ସହିତ ବିରିସିଂ ମା’ଙ୍କ ସୁନା ଅଳଙ୍କାରଗୁଡିକ ମଧ୍ୟ ଦୁର୍ବୃତ୍ତମାନେ ଚୋରି କରିଥିବା ଜଣାପଡିଛି। ସୂଚନାନୁସାରେ, ଛତ୍ରପୁର ବ୍ଲକ ଅନ୍ତର୍ଗତ ବିପୁଲିଙ୍ଗି ଗ୍ରାମ…

‘ସୁଭଦ୍ରା’ ଫର୍ମ ପୂରଣ ନାଁରେ ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ହଡ଼ପ କରିଥିଲେ, ଏବେ ପଡିଲେ ଧରା

କେନ୍ଦୁଝର,୧୪।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ‘ସୁଭଦ୍ରା’ ଫର୍ମ ପୂରଣ ନାଁରେ ଆଧାର ସଂଯୋଗ କରି ବ୍ୟାଙ୍କ ଆକାଉଣ୍ଟ ଲୁଟିଥିବା ଲୁଟେରାଙ୍କୁ କେନ୍ଦୁଝର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଜଣଙ୍କ ହେଲେ କେନ୍ଦୁଝର ଜିଲା ନୟାକୋଟ ଥାନା କଲଣ୍ଡା ଗ୍ରାମର…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଆକ୍ରମଣ, ଜଣେ ଗିରଫ

ଖଲ୍ଲିକୋଟ,୧୪।୧୦(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଫରେଷ୍ଟ ଅଫିସ ପାଖରେ ଥିବା ମଙ୍ଗଳା ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ଆକ୍ରମଣ ହୋଇଥିବା ଜଣାପଡ଼ିଛି। କୌଣସି ଜମିବାଡ଼ି ବିବାଦକୁ ନେଇ ଲାଗି ରହିଥିବା ପୂର୍ବ ଶତ୍ରୁତାରୁ ଏହି ଆକ୍ରମଣ ହୋଇଥିବା ଆଇଆଇସି ନରେଶ କୁମାର…

ଲୋକଙ୍କୁ ହାତ ଯୋଡି ଏମିତି ଅନୁରୋଧ କଲେ ଭାଜପା ଏମ୍‌ପି ବ୍ରିଜଭୂଷଣ

ନୂଆଦିଲ୍ଲୀ,୧୪।୧୦: ବାହରାଇଚ ଘଟଣାରେ ଭାଜପା ନେତା ବ୍ରିଜଭୂଷଣ ଶରଣ ସିଂ ପ୍ରତିକ୍ରିୟା ରଖିଛନ୍ତି। ଶାନ୍ତି ବଜାୟ ରଖିବା ପାଇଁ ଉଭୟ ସମ୍ପ୍ରଦାୟର ଲୋକଙ୍କୁ ସେ ନିବେଦନ କରିଛନ୍ତି। ସରକାର ସମସ୍ତଙ୍କୁ ନ୍ୟାୟ ଦେବେ ବୋଲି ପୂର୍ବତନ ଏମ୍‌ପି କହିଛନ୍ତି। ବ୍ରିଜଭୂଷଣ କହିଛନ୍ତି,…

କାନାଡା ପ୍ରଧାନମନ୍ତ୍ରୀଙ୍କ ଉପରେ ବର୍ଷିଲା ଭାରତ: ରାଜନୈତିକ ଅଭିଳାଷ ପୂରଣ ପାଇଁ…

ନୂଆଦିଲ୍ଲୀ,୧୪।୧୦: ଖଲିସ୍ତାନୀ ଆତଙ୍କବାଦୀ ହରଦୀପ୍‌ ସିଂ ନିଜ୍ଜାର ହତ୍ୟା ମାମଲାରେ ଭାରତୀୟ ଉଚ୍ଚାୟୁକ୍ତ ଓ ଅନ୍ୟ କୂଟନୀତିଜ୍ଞମାନଙ୍କୁ କାନାଡା ଅଭିଯୁକ୍ତ କରିବା ପରେ ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କରେ ତିକ୍ତତା ବଢ଼ିଯାଇଛି।  ସୋମବାର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଅଭିଯୋଗକୁ…

ଘରୋଇ ହସ୍ପିଟାଲରେ ଉତ୍ତେଜନା: ହାତାହାତି ହେଲେ ସାମ୍ବାଦିକ-ସୁରକ୍ଷାକର୍ମୀ

ଭୁବନେଶର,୧୪।୧୦: ଘରୋଇ ହସ୍ପିଟାଲରେ ଉତ୍ତେଜନା। ପୋର୍ଟାଲ ସାମ୍ବାଦିକ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହାତାହାତି। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ। ଜଣେ ଅଟୋଚାଳକ ରବିବାର ବିଦ୍ୟୁତ ସଂସ୍ପର୍ଶରେ ଆସି ଆହତ ହୋଇଥିଲେ। ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ…

ଜଗତସିଂହପୁର ଜିଲାରେ ରାବଣ ଆଉ ମହିଷାସୁର କିଏ?: କାହାକୁ ଆକ୍ଷେପ କଲେ ବିଧାୟକ

ଜଗତସିଂହପୁର,୧୪।୧୦।: ଜଗତସିଂହପୁର ଜିଲାରେ ରାବଣ କିଏ? ମହିଷାସୁର କିଏ?ରବିବାର ଜଗତସିଂହପୁରରେ ହୋଇଥିବା ରାବଣ ପୋଡ଼ି ଉତ୍ସବରେ ଅତିଥି ଭାବେ ଯୋଗଦେଇଥିଲେ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ, ବିଧାୟକ ଅମରେନ୍ଦ୍ର ଦାସ ଓ ଅନ୍ୟମାନେ। ସଭା କାର୍ଯ୍ୟରେ ବିଧାୟକ  ଦାସ ପୌରାଣିକ କଥା ବସ୍ତୁରୁ…

ଖେଳ ସରିବାକୁ ଆଉ ଥିଲା ଅଢେଇ ମିନିଟ୍‌: କବାଡି କୋର୍ଟରେ ଟଳି ପଡ଼ିଲେ ଖେଳାଳି

ନୂଆପଡ଼ା,୧୪।୧୦।( ମକାରୁ ବେମାଲ): ଖେଳ ସରିବାକୁ ଅଢ଼େଇ ମିନିଟ୍‌ ଥିଲା। କେଇଟା ମୁହୁତ୍ତର୍ତ୍ତ ପରେ ବିଜୟ ସ୍ୱାଦ ଚାଖି ଥାଆନ୍ତେ। ଆଉ ପୁରସ୍କୃତ ହୋଇଥାଆନ୍ତେ। ହେଲେ ତା’ ପୂର୍ବରୁ କବାଡି କୋର୍ଟରେ ଟଳି ପଡ଼ିଲେ ଖେଳାଳି। ଏଭଳି ଦୁଃଖଦ ଘଟଣା ଘଟିଛି…

ହରିୟାଣାରେ କଂଗ୍ରେସକୁ ଝଟକା: ଦଳ ଛାଡିଲେ ଏହି ବଡ଼ ନେତା

ଚଣ୍ଡିଗଡ,୧୪।୧୦: ହରିୟାଣା ବିଧାନସଭା ନିର୍ବାଚନରେ କଂଗ୍ରେସର ପରାଜୟ ପରେ ଦୀପକ ବାବରିଆ ରାଜ୍ୟ ପ୍ରଭାରୀ ପଦରୁ ଇସ୍ତଫା ଦେଇଛନ୍ତି। ଏଥିପାଇଁ ଦୀପକ ବାବରିଆ ରାହୁଲ ଗାନ୍ଧୀଙ୍କ ସହ କଥା ହୋଇଛନ୍ତି। ଏହା ମଧ୍ୟ କୁହାଯାଉଛି ଦୀପକ ବାବରିଆ ରାହୁଲ ଗାନ୍ଧୀଙ୍କୁ ହରିୟାଣାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri