Home Left

Reels ପାଇଁ ଏକ ନୂଆ App ଲଞ୍ଚ କରିପାରେ Instagram: ରିପୋର୍ଟ

ନୂଆଦିଲ୍ଲୀ,୨୭।୨: Instagram ଏହାର ସର୍ଟ ଭିଡିଓ ଫିଚର(Reels) ପାଇଁ ଏକ ପୃଥକ ଆପ୍ ଲଞ୍ଚ କରିବା ବିଷୟରେ ବିଚାର କରୁଛି। ଏହାର ମୁଖ୍ୟ ଆଦମ ମୋସେରି ଚଳିତ ସପ୍ତାହରେ କର୍ମଚାରୀମାନଙ୍କୁ ଏହା କହିଛନ୍ତି। ମେଟା-ମାଲିକାନାଧୀନ କମ୍ପାନୀ ଯୁକ୍ତରାଷ୍ଟ୍ରରେ TikTok ର ଅନିଶ୍ଚିତ…

Hema Malini: ବ୍ଲାଉଜକୁ ଟିକେ ଟାଇଟ୍‌ ରଖିବ, ତାଙ୍କ ଟଚ୍‌ ମୋତେ…କାହିଁକି ଏମିତି କହିଥିଲେ ହେମାମାଳିନୀ

ମୁମ୍ବାଇ: ବାଗବାନ ଫିଲ୍ମରେ ଦର୍ଶକ ଡ୍ରିମଗାର୍ଲ ହେମାମାଳିନୀ ଓ ବିଗ୍‌ ବି ଅମିତାଭ ବଚ୍ଚନଙ୍କ ରୋଲ୍‌କୁ ବହୁତ ପସନ୍ଦ କରିଥିଲେ। ଏହି ଯୋଡି ୨୦୦୩ରେ ବଲିଉଡକୁ ଏହି ଫିଲ୍ମ ଭେଟି ଦେଇ ନିଜର ଅଭିନୟ ଜାଦୁରେ ହଇଚଇ ସୃଷ୍ଟି କରି ଦେଇଥିଲେ…

ମହିଳାଙ୍କୁ ଭୁଜାଲିଲେ ହାଣି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା

ସାବରଙ୍ଗ,୨୭ା୨(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନୟାକଣୀଡ଼ିହି ଗ୍ରାମରେ ବୁଧବାର ବିଳମ୍ବିତ ରାତ୍ରିରେ ପରମେଶ୍ୱର ସାହୁଙ୍କ ବୋହୂଙ୍କୁ ଭୁଜାଲିରେ ହାଣି ୧୦ ଲକ୍ଷ ଟଙ୍କାର ସୁନାଗହଣା ଲୁଟ୍‌ କରିଛନ୍ତି। ମହିଳା ବାଧା ଦେବାରୁ ତାଙ୍କ ମୁଣ୍ଡକୁ ଭୁଜାଲିର ହାଣି…

ଛାତ୍ରଙ୍କ ଉପରେ ମାଡ଼ିଗଲା ଛତୁଆ ବୋଝେଇ ଟ୍ରକ୍‌, ଚାଲିଗଲା ଜୀବନ

ହାଟଡିହୀ,୨୭ା୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ହଦଗଡ଼ ଚେତନା କେନ୍ଦ୍ର ନିକଟରେ ଏକ ଛତୁଆ ବୋଝେଇ ଟ୍ରକ୍‌ ଚଢ଼ିଯିବାରୁ ଜଣେ ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍‌ ଏବଂ ଡ୍ରାଇଭରଙ୍କୁ ଅଟକ ରଖାଯାଇଥିବା ବେଳେ କ୍ଷତିପୂରଣ ଦାବିରେ ପରିବାର,…

ଜଗତସିଂହପୁର ପୀଡ଼ିତା ହୋମଗାର୍ଡଙ୍କ ଚାଞ୍ଚଲ୍ୟକର ଅଭିଯୋଗ: ମିଳୁଛି ହତ୍ୟା ଧମକ, ଟଙ୍କା ନେଇ…

ଜଗତସିଂହପୁର,୨୭।୨: ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ମହିଳା ହୋମଗାର୍ଡଙ୍କ ସହ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା ଘଟଣା ଓଡିଶା ପୋଲିସର ଛବି ମଳିନ କରିଥିବା ବେଳେ ଏହି ଘଟଣାରେ ଆଉ ଏକ ବଡ ଅଭିଯୋଗ ଲାଗିଛି। ଟଙ୍କା ନେଇ ମାମଲାର…

India Blasts Pakistan in UN: ଜାତିସଂଘରେ ପାକିସ୍ତାନକୁ ଧୋଇଲା ଭାରତ, କହିଲା କାହାକୁ ଲେକଚର୍‌ ଦେବାକୁ ଯୋଗ୍ୟତା ନାହିଁ…

ନୂଆଦିଲ୍ଲୀ,୨୭।୨: ଜାତିସଂଘ ମାନବାଧିକାର ପରିଷଦ (UNHRC) ବୈଠକରେ କଶ୍ମିର ପ୍ରସଙ୍ଗରେ ଭାରତ ପାକିସ୍ତାନକୁ ଭର୍ତ୍ସନା କରିଛି। ଏହି ବୈଠକରେ ପାକିସ୍ତାନକୁ ଏକ ବିଫଳ ଦେଶ ବୋଲି ଭାରତ କହିଛି। ଭାରତ ଆହୁରି କହିଛି ଯେ, ପାକିସ୍ତାନ ଏପରି ଏକ ଦେଶ ଯାହା…

ୱାକଫ୍ ବିଲକୁ ମିଳିଲା କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ; ବିରୋଧୀଙ୍କୁ ବଡ଼ ଝଟକା

ନୂଆଦିଲ୍ଲୀ,୨୭।୨: ସଂସଦରେ ୱାକଫ ବିଲ୍ ଆଣିବା ପାଇଁ ପଥ ପରିଷ୍କାର ହୋଇଛି। ଏବେ ଏହାକୁ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ଉପସ୍ଥାପିତ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର କ୍ୟାବିନେଟ୍ ଏହି ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ। ଏହି…

ପୁଞ୍ଜି ନିବେଶକାରୀଙ୍କ ଜରିଆରେ ହେବ କନ୍ଧମାଳର ବିକାଶ

ଦାରିଙ୍ଗବାଡ଼ି,୨୭ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ପରିସରରେ ଗୁରୁବାର ପୂର୍ବାହ୍ନରେ ୨ ଦିନିଆ ପୁଞ୍ଜି ବିନିଯୋଗ କର୍ମଶାଳା ଶୁଭ ଉଦ୍‌ଘାଟନ ହୋଇଯାଇଛି। କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର…

ଦିନେ ଯାହା ବଲ୍‌କୁ ଖେଳିବାକୁ ଡରୁଥିଲେ କୋହଲି, ଏବେ ସେ ରୋନାଲ୍ଡୋଙ୍କ ସହ କଲେ କୋହଲିଙ୍କ ତୁଳନା; ଚମକାଇଲା…

ନୂଆଦିଲ୍ଲୀ,୨୭।୨: କ୍ରିକେଟରେ ବିରାଟ କୋହଲିଙ୍କୁ ‘କିଙ୍ଗ୍‌’ ଆଖ୍ୟା ଦିଆଯାଇଛି। ସେ ଦିନିକିଆରେ ସର୍ବାଧିକ ଶତକ ଲଗାଇଥିବା ଖେଳାଳି। ଏହାଛଡ଼ା ଅନେକ ରେକର୍ଡ ତାଙ୍କ ନାମରେ ରହିଛି। କୌଣସି ବଡ଼ ଟୁର୍ନାମେଣ୍ଟରେ ଦଳର ଆବଶ୍ୟକତା ସମୟରେ ସେ ଶ୍ରେଷ୍ଠ ପ୍ରଦର୍ଶନ ଦେଇ ଆସିଛନ୍ତି।…

ଯାତ୍ରା ଦେଖି ଫେରିବାବେଳେ ଓଲଟିଲା ଟ୍ରାକ୍ଟର: ଜଣଙ୍କ ଜୀବନ ଗଲା, ଏକାଧିକ ଆହତ

ତୁମୁଡ଼ିବନ୍ଧ,୨୭ା୨(ଦୀପକ ପରାସେଠ): ସମସ୍ତ ଶୈବପୀଠରେ ଜାକଜକମରେ ଶିବରାତ୍ରି ପାଳନ ହେଉଥିବାବେଳେ ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ବେଲଘର ପଞ୍ଚାୟତର ଅବସ୍ଥିତ ଶୈବପୀଠରେ ମଧ୍ୟ ପାଳନ ହୋଇଥିଲା ଶିବରାତ୍ରି ଏବଂ ରାତ୍ରିକାଳୀନ ଏକ ମନୋରଞ୍ଜନ କାର୍ଯ୍ୟକ୍ରମ। ଶିବଙ୍କୁ ଦର୍ଶନ ଏବଂ ରାତିରେ ଯାତ୍ରା ଦେଖା…

Universal Pension Scheme: କାହାକୁ ମିଳିବ ଫାଇଦା, କେତେ ଟଙ୍କା ଦେବେ ମୋଦି ସରକାର

ନୂଆଦିଲ୍ଲୀ,୨୭।୨: ଭାରତରେ ସାମାଜିକ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ, ମୋଦି ସରକାର ଏକ ନୂଆ ଏବଂ ମହତ୍ୱାକାଂକ୍ଷୀ ପ୍ରକଳ୍ପ ଉପରେ କାମ କରୁଛନ୍ତି, ଯାହାକୁ Universal Pension Scheme: କୁହାଯାଏ। ଏହି ପେନସନ ଯୋଜନା ସମସ୍ତ ନାଗରିକଙ୍କୁ ସାମାଜିକ ସୁରକ୍ଷା ପ୍ରଦାନ…

ମନ୍ଦିର ସାମ୍ନାରେ ହଣାକଟା: ଯାତ୍ରା କଳାକାର ବାପି ପଣ୍ଡାଙ୍କ ଦୁଇ ଭାଇଙ୍କୁ ହାଣି ଦେଲେ ଦୁର୍ବୃତ୍ତ

ବାଲେଶ୍ୱର,୨୭ା୨(ବାଞ୍ଛାନିଧି ଦେ): ମହାଶିବରାତ୍ରିରେ ଘଟିଛି ଅଭାବନୀୟ ଘଟଣା। ବାଲେଶ୍ୱର ଜିଲା ଟାଉନ ଥାନା ଅନ୍ତର୍ଗତ ନାଥପାଣି ଛକରେ ବୁଧବାର ଜାଗର ରାତିରେ ଦୁର୍ବୃତ୍ତମାନେ କରିଛନ୍ତି ହଣାକଟା। ମନ୍ଦିର ସାମ୍ନାରେ ଦୁର୍ବୃତ୍ତମାନେ ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରି ଚମ୍ପଟ ମାରିଛନ୍ତି। ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?