Home Left

ବାବା ସିଦ୍ଦିକିଙ୍କୁ ମହଙ୍ଗା ପଡିଲା ସଲମାନଙ୍କ ନିକଟତର ହେବା? ଶୁଟର ଦେଲେ ଚମକାଇବା ଭଳି ତଥ୍ୟ

ମୁମ୍ବାଇ,୧୩।୧୦: ଶନିବାର ରାତିରେ ମୁମ୍ବାଇର ବାନ୍ଦ୍ରା ପୂର୍ବ ଅଞ୍ଚଳରେ ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପି ନେତା ବାବା ସିଦ୍ଦିକିଙ୍କୁ ତିନି ଜଣ ଗୁଳି କରି ହତ୍ୟା କରିଛନ୍ତି। ଦଶହରା ଦିନ ରାସ୍ତା ମଝିରେ ଘଟିଥିବା ଏହି ହତ୍ୟାକାଣ୍ଡ ଅନେକ ପ୍ରଶ୍ନ…

ଏକ ସମୟରେ ରାବଣପୋଡି ଉତ୍ସବରେ ସାମିଲ ହେଲେ ମୋଦି-ରାହୁଲ, ଫଟୋ ଭାଇରାଲ 

ନୂଆଦିଲ୍ଲୀ,୧୩।୧୦: ଦେଶବ୍ୟାପୀ ପବିତ୍ର ନବରାତ୍ରି ଉତ୍ସବ ଜାରି ରହିଛି। ଏ ନେଇ  ବିଭିନ୍ନ ସଂସ୍କୃତିକ କାର୍ଯ୍ୟକ୍ରମ ଚାଲିଛି। ଏହି ଅବସରରେ ଦିଲ୍ଲୀରେ ଏକ ନିଆରା ଚିତ୍ର ଦେଖିବାକୁ ମିଳିଛି । ଏକା ସମୟରେ ରାବଣପୋଡି ଉତ୍ସବରେ ସାମିଲ ହୋଇଥିଲେ ଦେଶର ପ୍ରଧାନମନ୍ତ୍ରୀ…

ଧାନବିଲରେ ପଡ଼ିଛି ହାତୀର ମୃତଦେହ

ବଇଣ୍ଡା,୧୩ା୧୦(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡରେ ପୁଣି ଏକ ମାଈହାତୀର ମୃତ ହୋଇଛି। ମାଧପୁର ରେଞ୍ଜ ଶଙ୍ଖାମାଳ ଗ୍ରାମରେ ଏକ ମାଈହାତୀର ମୃତ୍ୟୁ ହୋଇଥିବା ରବିବାର ସକାଳେ ବନ ବିଭାଗ ଠାବ କରିଛି। ତେବେ ବର୍ତ୍ତମାନ ସୁଦ୍ଧା ହାତୀର କିଭଳି…

ଆଜି ରାବଣପୋଡ: କଟକରେ ପଡ଼ିବ ଫିକା

କଟକ,୧୩।୧୦: ଆଜି ରାବଣପୋଡି, ଶନିବାର କେତେକ ସ୍ତାନରେ ରାବଣପୋଡ଼ି ପାଳିତ ହୋଇଯାଇଥିବା ବେଳେ ରବିବାର ଅନ୍ୟ କେତେକସ୍ତାନରେ ରବଣ ପୋଡ଼ି ହେବ। ତେବେ ଚଳିତ ବର୍ଷ କଟକରେ ରାବଣପୋଡ଼ି ଫିକା ପଡ଼ିବ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ କଟକରେ ରାବଣ ପୋଡିରେ ବାଣ…

ଆଜି ସୁନାବେଶରେ ଭକ୍ତଙ୍କୁ ଦର୍ଶନଦେବେ ଚତୂର୍ଦ୍ଧାମୂର୍ତ୍ତି

ଭୁବନେଶ୍ୱର,୧୩।୧୦: ପବିତ୍ର ବିଜୟା ଦଶମୀ ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି। ଏହି ଅବସରରେ ଚତୂର୍ଦ୍ଧାମୂର୍ତ୍ତି ସୁନାବେଶରେ ଶ୍ରଦ୍ଧାଳୁଙ୍କ ଦର୍ଶନ ଦେବେ । କିରିଟି, ଚୂଳ, ଚନ୍ଦ୍ରିକା, ଆଡକାନି, ଚନ୍ଦ୍ରସୂର୍ୟ୍ୟ, ଶ୍ରୀଭୁଜ, ଶ୍ରୀପୟର, ଘାଗଡା ମାଳି ଆଦିରେ ବିଭୁଷିତ ହେବେ…

କେବେ କମିବ ପିଆଜଦର: ମନ୍ତ୍ରୀଙ୍କୁ ବ୍ୟବସାୟୀ ମହାସଂଘର…

ଭୁବନେଶ୍ୱର,୧୩।୧୦: ପରିବା ଦର ହୁହୁ ହୋଇ ବଢ଼ିବାରେ ଲାଗିଛି। ଏହା ସହ ପିଆଜ ଓ ଟମାଟୋ ଚିନ୍ତା ବଢ଼ାଉଛି। ଏହା ଏବେ ଚିନ୍ତାର ବିଷୟ ହୋଇଥିବା ବେଳେ ଦର ନିୟନ୍ତ୍ରଣରେ ସରକାରଙ୍କ ବେଲଗାମ ମନୋଭାବ ଅସହ୍ୟ ହେଉଛି। ବିଭାଗୀୟ ମନ୍ତ୍ରୀଙ୍କୁ ମନ୍ତବ୍ୟକ…

୪୬୨ କୋଟିର ସମ୍ପତ୍ତି, ଦାମୀ ହୀରା ଅଳଙ୍କାର, ଆଖି ଖୋସି ହୋଇଗଲା ପରି ବାବା ସିଦ୍ଦିକ୍‌ଙ୍କ ସମ୍ପତ୍ତି…

ମୁମ୍ବାଇ,୧୩।୧୦: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି)ର ବରିଷ୍ଠ ନେତା ବାବା ସିଦ୍ଦିକ୍‌ଙ୍କୁ ଶନିବାର ରାତିରେ ଗୁଳି କରି ହତ୍ୟା କରାଯାଇଛି। ସିଦ୍ଦିକ୍‌ଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତିକ ରାଯାଇଥିଲେ ମଧ୍ୟ ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ…

ବାବା ସିଦ୍ଦିକ୍‌ଙ୍କ ହତ୍ୟା ମାମଲାରେ ବଡ଼ ଖୁଲାସା: ସୁଟରମାନେ ଅଟୋରେ ଆସି…

ମୁମ୍ବାଇ,୧୩ା୧୦: ମୁମ୍ବାଇରେ ଏନ୍‌ସିପିର ବରିଷ୍ଠ ନେତା ବାବା ସିଦ୍ଦିକ୍‌ଙ୍କୁ ଗୁଳି କରି ହତ୍ୟା କରାଯାଇଛି। ବାବା ସିଦ୍ଦିକ୍‌ଙ୍କ ଉପରକୁ ତିନି ରାଉଣ୍ଡ ଗୁଳି ଚାଳନା କରାଯାଇଥିଲା। ଏହା ପରେ ତାଙ୍କୁ ଲୀଳାବତୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଏବଂ ସେଠାରେ ତାଙ୍କର ମୃତ୍ୟୁ…

ପର୍ଯ୍ୟଟକଙ୍କୁ ଟାଣି ଆଣେ କଣ୍ଟିଲୋ ନୀଳମାଧବ

ପର୍ଯ୍ୟଟକଙ୍କୁ ଟାଣି ଆଣିବା ପାଇଁ ନୟାଗଡ଼ ଜିଲାର କଣ୍ଟିଲୋରେ ରହିଛି ମନଲୋଭା ପର୍ଯ୍ୟଟନ ସ୍ଥଳ। ମହାନଦୀର ଦକ୍ଷିଣ ପାର୍ଶ୍ୱରେ ଜଗନ୍ନାଥ ସଂସ୍କୃତିର ଆଦି ପୀଠ କଣ୍ଟିଲୋ ନୀଳମାଧବ ଜୀଉଙ୍କ ମନ୍ଦିର ବ୍ରହ୍ମାଦ୍ରି ଓ ପଦ୍ମାଦ୍ରି ପାହାଡ ଉପରେ ଅବସ୍ଥିତ। ପାହାଡ ତଟଦେଶ…

ରାବଣ ପୋଡିବେଳେ ବଡ଼ ଅଘଟଣ, ଯୁବକଙ୍କ ଛାତିରେ ପଡିଲା ନିଆଁ

ରାଉରକେଲା,୧୨।୧୦: ଇସ୍ପାତନଗରୀ ରାଉରକେଲାରେ ଶନିବାର ଦଶହରା ପାଳନବେଳେ ଘଟିଛି ବଡ଼ ଅଘଟଣ। ସେକ୍ଟର-୧୩ ମେଲଣ ପଡିଆ ଆୟୋଜିତ ରାବଣପୋଡି ସମୟରେ ଏକ ଅଘଟଣ ଘଟିଛି। ଜଣେ ଯୁବକଙ୍କ ଛାତିରେ ବାଣର ନିଆଁ ପଡି ସେ ଗୁରୁତର ଆହାତ ହୋଇଛନ୍ତି। ତାଙ୍କୁ ଉଦ୍ଧାର…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବୁଲିଲେ ପୂଜା ମଣ୍ଡପ

କେନ୍ଦୁଝର,୧୨।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୩ ଦିନିଆ କେନ୍ଦୁଝର ଜିଲା ଗସ୍ତ କରିଛନ୍ତି। ଭୁବନେଶ୍ୱର ବିମାନ ବନ୍ଦରରୁ ମୁଖ୍ୟମନ୍ତ୍ରୀ ଏକ ସ୍ବତନ୍ତ୍ର ବିମାନରେ ବାହାରି ରାଇସୁଆଁ ଏୟାର ଷ୍ଟ୍ରିପରେ ପହଞ୍ଚି ଥିଲେ। ସେଠାରେ ଦଳୀୟ କର୍ମକର୍ତ୍ତା…

ତୀର ମାରି ରାବଣ ଦହନ କଲେ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୨।୧୦: ଦିଲ୍ଲୀର ମାଧବ ଦାସ ପାର୍କରେ ରାବଣ ପୋଡି ଆୟୋଜିତ ହୋଇଯାଇଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ରାମ ଲକ୍ଷ୍ମଣ ବେଶରେ ଥିବା କଳାକାରଙ୍କୁ ପୂଜା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri