କେତେ ସମ୍ପତ୍ତିର ମାଲିକ ପ୍ରହ୍ଲାଦ ଯୋଶୀ, ଜାଣନ୍ତୁ ଶିକ୍ଷାମନ୍ତ୍ରୀଙ୍କ ନେଟଓ଼୍ବର୍ଥ…
ନୂଆଦିଲ୍ଲୀ,୨୬ା୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି। ସେ ପୂର୍ବରୁ ହିଁ ଖାଉଟି ବ୍ୟାପାର ମନ୍ତ୍ରଣାଳୟ ସମ୍ଭାଳୁଛନ୍ତି। ଶିକ୍ଷାମନ୍ତ୍ରୀ ହେବା ପରେ ପ୍ରହ୍ଲାଦ ଯୋଶୀ ଗଣମାଧ୍ୟମ ସହ କଥା ହୋଇଥିଲେ। ଏହି ସମୟରେ…
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ପ୍ରଶ୍ନ: ଛାତ୍ରୀଛାତ୍ରଙ୍କଠାରୁ ଫି’ ଆଦାୟ କରିବାକୁ ନିର୍ଦ୍ଦେଶ
ଯାଜପୁର,୨୬ା୭(ହର୍ଷବର୍ଦ୍ଧନ ବେହେରା): ଜ୍ଞାନୋଦୟ ଶିକ୍ଷାରୁ ସମୃଦ୍ଧି ଯୋଜନାରେ କେଜିରୁ ପିଜି ଶ୍ରେଣୀ ପର୍ଯ୍ୟନ୍ତ ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଛି। ଏଥିପାଇଁ ସରକାରଙ୍କ ପକ୍ଷରୁ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ୧୪ା୭ା୨୦୨୬ରେ ଏକ ଗାଇଡଲାଇନ୍…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପୁରୀରେ ଆଜି ଅତି ପ୍ରବଳ ବର୍ଷା, ଆଲର୍ଟ ଜାରି…
ଭୁବନେଶ୍ୱର,୨୬ା୭(ବନ୍ଦନା ସେଠୀ): ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପର ରୂପ ନେଇଛି। ଶନିବାର ସକାଳ ସୁଦ୍ଧା ଏହା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ…
କ୍ରୋଧର କାରଣ
ବର୍ତ୍ତମାନର ଆନ୍ଦୋଳନଗୁଡ଼ିକ ଯେଉଁଭଳି ବଡ଼ ଆକାରରେ ସୃଷ୍ଟି ହେଲା ତାହାକୁ ନେଇ ଅନେକେ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି। ଏଭଳି କ୍ରୋଧ କେଉଁ ସ୍ଥିତିରୁ ସୃଷ୍ଟି ହେଲା ତାହା ବୁଝିବା ଦରକାର। ସେଥିପାଇଁ ଯୁବପିଢ଼ି ଯେଉଁ ସାମ୍ପ୍ରତିକ ପ୍ରସଙ୍ଗକୁ ନେଇ ଆନ୍ଦୋଳନ କରୁଛନ୍ତି ତାହାକୁ…
୩ ବର୍ଷ ପାଇଁ ଏଚ୍-୧ବି ଭିଜା ବନ୍ଦ ଲାଗି ଆମେରିକା ସିନେଟ୍ରେ ବିଲ୍ ଆଗତ
ଓ୍ୱାଶିଂଟନ,୨୬ା୭: ଆମେରିକା ସିନେଟ୍ରେ ଏକ ନୂଆ ବିଧେୟକ ଆସିଛି। ଏହି ବିଲ୍ ଅନୁଯାୟୀ ଆଗାମୀ ୩ବର୍ଷ ପାଇଁ ନୂତନ ଏଚ୍-୧ବି ଭିଜା ସେବା ବନ୍ଦ ରଖିବାକୁ ଏବଂ ଟ୍ରମ୍ପ ପ୍ରଶାସନ ଦ୍ୱାରା ଲଗାଯାଇଥିବା ୧,୦୦,୦୦୦ ଡଲାର ଦେୟକୁ ନିୟମରେ ପରିଣତ କରିବାକୁ…
ସିଏମ୍ଓରୁ ଫାଇଲ ଚୋରି ଘଟଣା: ବିଦେଶରେ ଥିବାରୁ ଥାନାରେ ହାଜର ହେଲେନି ପାଣ୍ଡିଆନ
ଭୁବନେଶ୍ୱର,୨୬ା୭(ତ୍ରିନାଥ ମହାନ୍ତି): ସିଏମଓରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟା ମାମଲାର କମିଶନ ଫାଇଲ୍ ଓ ସମ୍ ହସ୍ପିଟାଲ ଅଗ୍ନିକାଣ୍ଡ ପରି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଫାଇଲ ହଜିଯିବା ଘଟଣାରେ ତତ୍କାଳୀନ ୫- ଟି ସଚିବ ଭୈରବ କାର୍ତ୍ତିକ ପାଣ୍ଡିଆନ ଶନିବାର କ୍ୟାପିଟାଲ ଥାନାରେ…
ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ବୟାନ, ରାଜ୍ୟ ରାଜନୀତିରେ ଚହଳ!
ଭୁବନେଶ୍ୱର,୨୬।୭ (ସୁନିତ୍ ମିଶ୍ର) ଏନ୍ଇଇଟି ପ୍ରଶ୍ନପତ୍ର ବିଭ୍ରାଟ ଓ ତାହାକୁ ନେଇ ଉପୁଜିଥିବା ଆନ୍ଦୋଳନ ଜୋରଦାର ହେବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କକ୍ରୋଚ ଜନତା ପାର୍ଟି (ସିଜେପି) ଜନ୍ତରମନ୍ତରରେ ଜୁନ୍ ୨୦ରୁ ଆନ୍ଦୋଳନ…
ଦୁଇ ଦିନ ପୂର୍ବରୁ ହିଁ ନିଶ୍ଚିତ ହୋଇ ସାରିଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା! ଜାଣନ୍ତୁ କିଭଳି ଲେଖାଯାଇଥିଲା…
ନୂଆଦିଲ୍ଲୀ,୨୫।୭: NEET ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ସରକାରଙ୍କ ସହ ଆଲୋଚନା ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ‘କକ୍ରୋଚ୍ ଜନତା ପାର୍ଟି’ (CJP) ପକ୍ଷରୁ ଚାଲିଥିବା ଆନ୍ଦୋଳନକୁ ସାଧାରଣରେ ପ୍ରତ୍ୟାହାର କରାଯାଇଛି। ସିଜେପି (CJP) ନେତୃବୃନ୍ଦ ପ୍ରାରମ୍ଭରୁ…
ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍ ଆଗୁଆ
ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଫଳରେ ଦୁଇ ବିଜୟ ସହ ଭାରତ ୩ ମ୍ୟାଚ୍ ବିଶିଷ୍ଟ ସିରିଜ୍କୁ ୨-୦ରେ…
ମହାପ୍ରଭୁଙ୍କୁ ସୁନାବେଶରେ ଦର୍ଶନ କରି ଭକ୍ତ ବିଭୋର
ଜି.ଉଦୟଗିରି,୨୫।୭(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠି): ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କ ପବିତ୍ର ସୁନାବେଶ ଅନୁଷ୍ଠିତ ହୋଇଛି। ତିନି ରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହଙ୍କ ସୁନା ବେଶ ଏବଂ ଆଳତୀ ଦେଖିବା ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ଶ୍ରୀଜୀଉଙ୍କୁ ସୁନା ବେଶରେ…
କାଣ୍ଡେଲରେ ବାହୁଡା ଯାତ୍ରା, ଦ୍ୱିତୀୟ ଦିନରେ ରଥ ଟାଣିଲେ ଶ୍ରଦ୍ଧାଳୁ
କେସିଙ୍ଗା,୨୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମ ଆୟୁର୍ବେଦିକ ସେବା ସଦନ ନିକଟରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରେ ଶନିବାର ବାହୁଡା ଯାତ୍ରାର ଦ୍ୱିତୀୟ ଦିନ ସମାରୋହରେ ପାଳିତ ହୋଇଯାଇଛି। ବୈଦ୍ୟରାଜ ସଦାନନ୍ଦ ପୁଟେଲ ତିନି ବିଗ୍ରହଙ୍କ ଛେରାପହଁରା…
ଭବାନୀପାଟଣାରେ ଇତିହାସ: ପ୍ରଥମ ଥର ପାଇଁ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଦେଖି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ
ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): ଭବାନୀପାଟଣା ସହରରେ ପ୍ରଥମ ଥର ପାଇଁ ନନ୍ଦିଘୋଷ ରଥ ଉପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଏହି ଦିବ୍ୟ ବେଶରେ ଦର୍ଶନ କରି ସହରର ଶ୍ରଦ୍ଧାଳୁମାନେ ଭାବବିହ୍ୱଳ ହୋଇପଡ଼ିଥିଲେ। ଶନିବାର ମଧ୍ୟାହ୍ନରେ…

