Home Left

ଝଗଡ଼ା ପରେ ହୀରାର ମୁଦି ମାଗନ୍ତି ଧନଶ୍ରୀ! ସମସ୍ତଙ୍କ ସାମ୍ନାରେ ପୋଲ୍‌ ଖୋଲିଲେ ଚହଲ, କହିଲେ…

ମୁମ୍ବାଇ,୨୬।୨: ଭାରତୀୟ କ୍ରିକେଟର ୟୁଜଭେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମାଙ୍କ ଛାଡପତ୍ର ଖବର ଆଜିକାଲି ସବୁଠି ଚର୍ଚ୍ଚାରେ। ୟୁଜଭେନ୍ଦ୍ର ଏବଂ ଧନଶ୍ରୀ ଛାଡପତ୍ର ପାଇଁ ଆବେଦନ କରିଛନ୍ତି ଏବଂ ମାମଲା କୋର୍ଟରେ ଅଛି। ଏହି ସବୁ ଖବର ମଧ୍ୟରେ, ଦୁହିଁଙ୍କର ଏକ…

Govinda-Sunita Divorce: ଚମକାଇଲା ସୁନୀତାଙ୍କ ବୟାନ, ଚାଞ୍ଚଲ୍ୟକର ଖୁଲାସାରେ ସମସ୍ତେ ତାଜୁବ

ମୁମ୍ବାଇ: ସୁନିତା ଆହୁଜା ଏବଂ ଗୋବିନ୍ଦାଙ୍କ ମଧ୍ୟରେ ଛାଡପତ୍ର ହୋଇଥିବା ଖବର ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଏହି ଦମ୍ପତି ଅଲଗା ହେବାକୁ ଯାଉଛନ୍ତି। ଯଦିଓ ଉଭୟ ଏପର୍ଯ୍ୟନ୍ତ ଏହାକୁ ନିଶ୍ଚିତ କରିନାହାଁନ୍ତି। Govinda-Sunita Divorce:ଗୋବିନ୍ଦା ତାଙ୍କ ବୈବାହିକ ଜୀବନକୁ ନେଇ…

ଏବେ ହେବ ଅସଲ ଖେଳ! ରାଜ୍ୟ ସଭାକୁ ଯିବା ପାଇଁ କେଜ୍‌ରିୱାଲଙ୍କ ଫିଟିଲା ବାଟ

ନୂଆଦିଲ୍ଲୀ,୨୬।୨: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମ୍‌ପି ସୁନୀଲ ଆରୋରା ସଂସଦ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଦଳ ଆରୋରାଙ୍କୁ ଲୁଧିଆନା ପଶ୍ଚିମରୁ ବିଧାୟକ ନିର୍ବାଚନ ଲଢ଼ିବା ପାଇଁ ଟିକେଟ ଦେଇଛି। ସ୍ଥାନୀୟ ବିଧାୟକଙ୍କ ମୃତ୍ୟୁ ପରେ ଏହି ଆସନଟି ଖାଲି…

ମହାଶିବରାତ୍ରୀରେ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆରଡି ପୀଠକୁ ୧୦କୋଟି ଟଙ୍କା

ଭଦ୍ରକ,୨୬।୨: ଆରଡ଼ି ପୀଠ ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ମହାଶିବରାତ୍ରୀରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ୧୦ କୋଟି ଘୋଷଣା କରିଛନ୍ତି। ଭଦ୍ରକ ଆଖଣ୍ଡଳମଣି ପୀଠ ଉନ୍ନତିକରଣ ପାଇଁ ଉପମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ପରିକ୍ରମା ପ୍ରକଳ୍ପକୁ ପୂର୍ଣ୍ଣାଙ୍ଗ ରୂପ ଦେବା…

୧୭ ବର୍ଷୀୟ ନାବାଳକଙ୍କୁ ହତ୍ୟାକରି ଘୋଡ଼ାଇଦେଲେ ମହୁଲପତ୍ର

ରିଆମାଳ,୨୬।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ତୁଙ୍ଗାମାଳ ଗ୍ରାମରେ ୧୭ ବର୍ଷୀୟ ନାବାଳକଙ୍କୁ ହତ୍ୟା କରାଯାଇଛି। ହତ୍ୟା ପରେ ମୃତଦେହ ଉପରେ ମହୁଲପତ୍ର ଘୋଡ଼ାଇ ଦେଇଛନ୍ତି ହତ୍ୟାକାରୀ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ…

ବୁଦ୍ଧେଶର ଶୈବପୀଠରେ ମହାଶିରାତ୍ର ,୪.୧୫ରେ ଉଠିବ ମହାଦୀପ

ଭୁବନ ୨୬।୦୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନର ବୁେଶ୍ୱେର ଶୈପିଠରେ ମହାଶିରାତ୍ରୀ ପାଇଁ ଉତ୍ସବ ମୁଖର ହୋଇ ଉଠିଛି । ନିତି ର୍ନିଘଣ୍ଟ ଅନୁଯାୟୀ ଭୋର ୪ଟା ସମୟରେ ଆଳତୀ ସହିତ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା । ସକାଳ…

ଭାରତ ସହ ଡବଲ ଗେମ୍‌ ଖେଳିଲେ ଟ୍ରମ୍ପ, ଭାରତକୁ ଅଫର କରି ପାକିସ୍ତାନକୁ ଦେଇଦେଲେ! ଚିନ୍ତାରେ ମୋଦି

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୨୬।୨: ଭାରତକୁ ପଞ୍ଚମ ପିଢ଼ିର ଗୁପ୍ତ ଯୁଦ୍ଧ ବିମାନ F-35 ପ୍ରଦାନ କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ’ଣ ଭାରତ ସହିତ ଡବଲ ଖେଳ ଖେଳିଛନ୍ତି? ଏବେ ଏହି ପ୍ରଶ୍ନ ଉଠିବାର କାରଣ ହେଉଛି ଆମେରିକା ପାକିସ୍ତାନକୁ F-16 ଲଢ଼ୁଆ…

କପିଳାସରେ ଜାଗର: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ

ଢେଙ୍କାନାଳ,୨୬।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବ ପୀଠ କପିଳାସରେ ବୁଧବାର ମହାଶିବରାତ୍ରୀ ଉପଲକ୍ଷେ ପ୍ରସିଦ୍ଧ ଜାଗର ଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଛି । ଭୋର ସମୟରୁ ଢେଙ୍କାନାଳ ଜିଲା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ…

ଓଭର ବ୍ରିଜରୁ ତଳକୁ ଖସିଲା ୨ ଟ୍ରକ ଆଉ ତା’ ପରେ…

ଭଦ୍ରକ, ୨୬।୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ନିକଟରେ ଘଟିଛି ବଡ଼ ଦୁର୍ଘଟଣା। ଦୁର୍ଘଟଣାରେ ବ୍ରିଜରୁ ତଳକୁ ଖସିଛି ୨ ଟ୍ରକ। ଏଥିରେ ୩ ଗୁରୁତର ହୋଇଛନ୍ତି। ସୂଚନାଥାଉ କି, ବିଳମ୍ବିତ ରାତିରେ ଗୋଟିଏ ଟ୍ରକ୍‌କୁ ପଛରୁ…

ସରକାରୀ ଅଫିସରେ କେଉଁ ଫଟୋ ଲଗାଇବା ଜରୁରୀ; କ’ଣ ଅଛି ନିୟମ ଜାଣନ୍ତୁ

ନୂଆଦିଲ୍ଲୀ,୨୬।୩: ଦିଲ୍ଲୀରେ ଭାଜପା ସରକାର ଗଠନ ହେବା ପରେ ପୁଣି ଥରେ ଆରୋପ ଏବଂ ପ୍ରତ୍ୟାରୋପର ଧାରା ଆରମ୍ଭ ହୋଇଛି। ଭାଜପା ଦିଲ୍ଲୀ ବିଧାନସଭାର ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରୁ ବାବା ସାହେବ ଭୀମରାଓ ଆମ୍ବେଡକର ଏବଂ ଭଗତ ସିଂହଙ୍କ ଫଟୋର ସ୍ଥାନ ପରିବର୍ତ୍ତନ…

ରାତିରେ ଗୋ ଚାଲାଣ ବେଳେ ଦୁଇ ଗୋଷ୍ଠି ମୁହଁାମୁହିଁ, ୩୧ ଗୋରୁ ଉଦ୍ଧାର

ଆନନ୍ଦପୁର,୨୬।୨(ସୁଶାନ୍ତ କୁମାର ସାହୁ ): ରାତିରେ ପିକପ ଭ୍ୟାନ ଯୋଗେ ବାହାରକୁ ଚାଲାଣ କରା ଯାଉଥିଲା ଗୋରୁ। କିନ୍ତୁ ମଙ୍ଗଳବାର ରାତିରେ ଗ୍ରାମବାସୀଙ୍କୁ ସାଇଟ ମାରି ଦ୍ରୁତ ବେଗରେ ପିକପ ଭ୍ୟାନ ପଳାଉ ଥିବାବେଳେ ଦୁଇ ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତିl ଆନନ୍ଦପୁର…

ପାଣିଟାଙ୍କି ଉପରେ ଚଢି ଯୁବକଙ୍କ ଉନ୍ମୁକ୍ତ କାଣ୍ଡ: ଦୀର୍ଘ ସମୟ ପରେ ଉଦ୍ଧାର

କର୍ଲାମୁଣ୍ଡା,୨୬।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକର ବୋରପଦର ଗ୍ରାମ ପଞ୍ଚାୟତ ଭଟାପଲା ଗାଁରେ ଥିବା ପାଣିଟାଙ୍କି ଉପରେ ଚଢି ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ତେବେ ଦୀର୍ଘ ସମୟ ପରେ ସ୍ଥାନୀୟ ଲୋକେ ଓ ଅଗ୍ନିଶମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?