ଏସ୍ଏମ୍ଏଲ୍ର ନୂତନ ଅଭିଯାନ
ଭୁବନେଶ୍ୱର, ୧୨।୧୦: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ସତ୍ୟା ମାଇକ୍ରୋକ୍ୟାପିଟାଲ ଲିମିଟେଡ୍ (ଏସ୍ଏସ୍ଏଲ୍)ର ନୂତନ ଅଭିଯାନ ‘ମାଗଣା ସ୍ବାସ୍ଥ୍ୟସେବା ଶିବିର’ ନିକଟରେ ଆରମ୍ଭ ହୋଇଯାଇଛି। ଏପରିକି ଏସ୍ଏସ୍ଏଲ୍ ଓ ସତ୍ୟା ଶକ୍ତି ଫାଉଣ୍ଡେଶନର ମିଳିତ ସହଯୋଗରେ ମେଗା ହେଲ୍ଥ ଚେକ୍ଅପ୍ର…
ୟୁକୋ ୩୩୩ର ଶୁଭାରମ୍ଭ
ଭୁବନେଶ୍ୱର, ୧୨।୧୦: ୟୁକୋ ବ୍ୟାଙ୍କର ବହୁ ପ୍ରତୀକ୍ଷିତ ଯୋଜନା ‘ୟୁକୋ ୩୩୩’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ସୀମିତ ସମୟ ପାଇଁ ଉପଲବ୍ଧ ଏହି ନୂଆ ୩୩୩ ଦିନିଆ ଡିପୋଜିଟ୍ ସ୍କିମ୍ର ଶୁଭାରମ୍ଭ ସର୍ବଭାରତୀୟସ୍ତରରେ କରାଯାଇଛି। ଏହି ସ୍କିମ୍ ୩କୋଟିରୁ କମ୍ ଘରୋଇ…
ଭୁବନେଶ୍ୱରରେ ଟିବିଜେଡ୍ର ଏକ୍ସକ୍ଲୁସିଭ ଆଉଟ୍ଲେଟ୍
ଭୁବନେଶ୍ୱର,୧୨।୧୦: (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ତ୍ରିଭୁବନଦାସ ଭିମିଜୀ ଜାଭେରୀ ଲିମିଟେଡ୍ (ଟିବିଜେଡ୍-ଦି ଅରିଜିନାଲ) ବା ଟିବିଜେଡ୍ର ଏକ୍ସକ୍ଲୁସିଭ ଆଉଟ୍ଲେଟ୍ ଭୁବନେଶ୍ୱରର ଜନପଥ ଆଇଡିବିଆଇ ଛକଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ପଦ୍ମଶ୍ରୀ ଅରୁଣା ମହାନ୍ତି ସମ୍ମାନିତ…
PM Internship: ଏହି ଯୋଜନାରେ ଛାତ୍ରୀଛାତ୍ରଙ୍କୁ ପ୍ରତିମାସରେ ମିଳିବ ୫୦୦୦ ଟଙ୍କା, ଜାଣନ୍ତୁ କିପରି କରିବେ ଆବେଦନ, କ’ଣ ସବୁ ଆବଶ୍ୟକ
ନୂଆଦିଲ୍ଲୀ,୧୨।୧୦: ୨୧ରୁ ୨୪ ବର୍ଷ ବୟସର ଯୁବକମାନଙ୍କ ପାଇଁ ଦେଶର ପ୍ରସିଦ୍ଧ ୫୦୦ କମ୍ପାନୀରେ ଇଣ୍ଟର୍ନସିପ କରିବା ପାଇଁ କେନ୍ଦ୍ର ସରକାର ଘୋଷଣା କରିଥିବା ପିଏମ୍ ଇଣ୍ଟର୍ନସିପ ଯୋଜନା ଆରମ୍ଭ ହେବାକୁ ଯାଉଛି। ଇଣ୍ଟର୍ନସିପ ଅବଧି ୧୨ ମାସ ହେବ। ଦଶମ…
ଖସିଲା ଶେୟାର ବଜାର
ନୂଆଦିଲ୍ଲୀ,୧୨।୧୦: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍…
ବୈଦେଶିକ ମୁଦ୍ରାଭଣ୍ଡାରରେ ହ୍ରାସ
ଭୁବନେଶ୍ୱର, ୧୨ା୧୦(ଅନୁରାଧା ମହାରଣା): ଗତ ସପ୍ତାହରେ ବୈଦେଶିକ ମୁଦ୍ରାଭଣ୍ଡାର ୭୦୪.୮୮୫ ବିଲିୟନ ଡଲାର ଥିବାବେଳେ ଅକ୍ଟୋବର ୪ରେ ପ୍ରାୟ ୩.୭୦୯ ବିଲିୟନ ଡଲାର ହ୍ରାସ ସହ ବୈଦେଶିକ ମୁଦ୍ରାଭଣ୍ଡାର ୭୦୧.୧୭୬ ବିଲିୟନ ଡଲାରକୁ ଖସି ଆସିଛି। ଗତ ସପ୍ତାହେ ଧରି ବୈଦେଶିକ ମୁଦ୍ରାଭଣ୍ଡାରରେ…
ଜୟଦୁର୍ଗା କେମିକାଲ୍ସର ସିଲିଭର ଜୁବିଲି
ଭୁବନେଶ୍ୱର,୧୨।୧୦: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ଜୟଦୁର୍ଗା କେମିକାଲ୍ସର ସିଲିଭର ଜୁବିଲି ଶୁକ୍ରବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଏକ ସ୍ବତନ୍ତ୍ର ସଭା ଓ ସମ୍ବର୍ଦ୍ଧନା ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ଓଲିଉଡ୍ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି, ନିର୍ଦ୍ଦେଶକ ଅଶ୍ୱିନୀ…
କାର୍ସ ୨୪ ସହ ଏଚ୍ସିଆଇଏଲ୍ର ବୁଝାମଣା
ନୂଆଦିଲ୍ଲୀ,୧୨।୧୦: ଭାରତର ଅଗ୍ରଣୀ ଅଟୋଟେକ୍ ପ୍ଲାଟ୍ଫର୍ମ କାର୍ସ ୨୪ ଏବଂ ହୋଣ୍ଡା କାର୍ସ ଇଣ୍ଡିଆ ଲିମିଟେଡ୍ (ଏଚ୍ସିଆଇଏଲ୍) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉଭୟ ସଂସ୍ଥାର ମିଳିତ ସହଯୋଗରେ ହୋଣ୍ଡା ଏକ ଆସ୍ୟୋଡ୍ ବାଏବ୍ୟାକ୍ ପ୍ରୋଗ୍ରାମ ପ୍ରଚଳନ କରିଛି।…
ରାହୁଲ ଗାନ୍ଧୀଙ୍କ ପାଖରୁ ବିରୋଧି ଦଳ ଆସନ ଛଡାଇନେବ ଇଣ୍ଡିଆ ମେଣ୍ଟ! ଭାଜପା କହିଲା…
ନୂଆଦିଲ୍ଲୀ,୧୨।୧୦: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଦାବି କରିଛି ଯେ ବିରୋଧୀଦଳ ଇଣ୍ଡିଆ ଦଳର ଗଠନକାରୀ ଦଳ ଲୋକ ସଭାରେ ବିରୋଧୀଦଳର ନେତାଙ୍କ ଭୂମିକା ବଦଳାଇବାକୁ ଚିନ୍ତା କରୁଛନ୍ତି। ଭାଜପା କହିଛି ଯେ ଯଦି ଇଣ୍ଡିଆ ଗଠବନ୍ଧନଙ୍କୁ ଲାଗୁଛି କି…
ଫାତିମାଙ୍କ ସହ ରୋମାନ୍ସ କରିବେ ଆର୍. ମାଧବନ୍
ମୁମ୍ବାଇ: ଖୁବଶୀଘ୍ର ଏକାଠି ନଜର ଆସିବାକୁ ଯାଉଛନ୍ତି ଆର୍.ମାଧବନ୍ ଏବଂ ଫାତିମା ସାନା ଶେଖ। ଧର୍ମାଟିକ ଏଣ୍ଟରଟେନମେଣ୍ଟ ଦ୍ୱାରା ପ୍ରସ୍ତୁତ ଏକ ଫିଲ୍ମରେ ଦୁହେଁ ରୋମାନ୍ସ କରିବେ। ବିବେକ ସୋନିଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ବୟସ ବ୍ୟବଧାନରେ ଦୁଇ ଜଣଙ୍କ ମଧ୍ୟରେ…
ଭିସା ଷ୍ଟିଲ୍ କାରଖାନାକୁ ବନ୍ଦ ଚେତାବନୀ
ଯାଜପୁର,୧୨ା୧୦(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା କଳିଙ୍ଗନଗର ଭିସା ଷ୍ଟିଲ କାରଖାନା ପରିସରରୁ ଅମ୍ଲଯୁକ୍ତ ପଦାର୍ଥ(ପିଏଚ୍) ସହ ଫେନୋଲିକ କମ୍ପାଉଣ୍ଡ ଏବଂ ସାଇନାଇଡ୍ ପାଣି ଗଣ୍ଡାନାଳରେ ମିଶି ପ୍ରଦୂଷିତ କରୁଛି। ନିୟମିତ ଭାବେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍ପିସିବି)ର ପ୍ରତିନିଧି ଦଳ କାରଖାନା…
ସଚେତନତାକୁ ଗୁରୁତ୍ୱ ଦେବା ଆବଶ୍ୟକ
ପ୍ରତିବର୍ଷ ଅକ୍ଟୋବର ୧୨ ତାରିଖକୁ ‘ବିଶ୍ୱ ଗଣ୍ଠିବାତ ରୋଗ ଦିବସ’ (ଓ୍ବାଲର୍ଡ ଆର୍ଥ୍ରାଇଟିସ୍ ଡେ) ଭାବରେ ପାଳନ କରାଯାଇଥାଏ। ଏହି ଦିବସ ଅବସରରେ ଚଳିତବର୍ଷର ସ୍ଲୋଗାନ ହେଉଛି- ‘ଇନ୍ଫର୍ମଡ ଚଏସେସ୍, ବେଟର ଆଉଟକମ୍ସ’। ଏକ ସର୍ଭେରୁ ଜଣାପଡିଛି ଯେ, ଆମ ଦେଶରେ…
Archives


