ବିଳମ୍ବରେ ଫିଟିଲା ଶ୍ରୀମନ୍ଦିର ଦ୍ୱାର, ଅଚେତ ହେଲେ ଭକ୍ତ
ପୁରୀ,୧୨ା୧୦(ଅଜିତ୍ କୁମାର ମହାନ୍ତି): ପବିତ୍ର ଶାରଦୀୟ ଦୁର୍ଗାପୂଜା ଅବସରରେ ଶୁକ୍ରବାର ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ମା’ ବିମଳାଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଥିଲା। ତେବେ ଶ୍ରୀମନ୍ଦିର ଦ୍ୱାରଫିଟାରେ ବିଳମ୍ବ ଯୋଗୁ ୧୦ରୁ ଊର୍ଦ୍ଧ୍ୱ ଭକ୍ତ ଅଣନିଃଶ୍ୱାସୀ ହୋଇ…
ନାବାଳିକା ଛାତ୍ରୀଙ୍କୁ ବଳାତ୍କାର, ଟ୍ୟୁଶନ ସାର୍ ଗିରଫ
ବାଣପୁର,୧୧ା୧୦(ଦିଲୀପ କୁମାର ସ୍ବାଇଁ): ଗୁରୁ-ଶିଷ୍ୟ ସମ୍ପର୍କରେ କଳଙ୍କ। ଖୋର୍ଦ୍ଧା ଜିଲା ଗମ୍ଭାରୀମୁଣ୍ଡା ପୋଲିସ ବିଟ୍ ହାଉସ ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗରେ ଶୁକ୍ରବାର ପୋଲିସ ଜଣେ ଟ୍ୟୁଶନ ସାର୍ଙ୍କୁ ଗିରଫ କରିଛି। ଅଭିଯୁକ୍ତ ସାର୍ ହେଲେ ଆୟତ୍ତପୁର ପଞ୍ଚାୟତ…
ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ କେନ୍ଦୁଝର ଗସ୍ତ
କେନ୍ଦୁଝର,୧୨ା୧୦(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାରଠାରୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଆସିବେ। ଗସ୍ତ ଅବସରରେ ସେ ନବମୀ ଓ ଦଶମୀରେ ବିଭିନ୍ନ ପୂଜାମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଛି। ଏଥିସହ ଦଶହରା ଅବସରରେ ଅନୁଷ୍ଠିତ ବିଭିନ୍ନ…
ମାନସିକଧାରୀଙ୍କ ଆଗରେ ହାର୍ ମାନିଲା ପ୍ରଶାସନ
ଭବାନୀପାଟଣା,୧୨ା୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତରଯାତ୍ରା ଶୁକ୍ରବାର ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ମା’ଙ୍କ ଛତରକୁ ଦର୍ଶନକରି ଭକ୍ତମାନେ ଆନନ୍ଦଲାଭ କରିଥିଲେ। ଅନେକ…
ସାମଗ୍ରିକ ବିକାଶ ଅପେକ୍ଷାରେ ବତିଘର ପଞ୍ଚାୟତ
କେନ୍ଦ୍ରାପଡ଼ା,୧୨ା୧୦ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲା ସଦର ମହକୁମାଠାରୁ ୪୮ କିମି ଦୂରରେ ମହାକାଳପଡ଼ା ବ୍ଲକ ବତିଘର ପଞ୍ଚାୟତ ଅବସ୍ଥିତ। ଏହି ପଞ୍ଚାୟତର ମାତ୍ର ୧୦ କିମି ଦୂରରେ ଜଗତ୍ସିଂହପୁର ଜିଲାର ଶିଳ୍ପାଞ୍ଚଳ। ଗୋଟିଏ ପାର୍ଶ୍ୱରେ ପ୍ରାଚୁର୍ଯ୍ୟ ରହିଥିବା ବେଳେ ବତିଘର ପଞ୍ଚାୟତବାସୀ…
ମୋହନ-ନବୀନଙ୍କ ପୂଜାମଣ୍ଡପ ବୁଲାକୁ ନେଇ ରାଜନୀତି
ଭୁବନେଶ୍ୱର, ୧୨।୧୦(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ରାଜଧାନୀର ବିଭିନ୍ନ ପୂଜାମଣ୍ଡପ ବୁଲିଛନ୍ତି। ଏହାପରେ ଭାଜପା ଓ ବିଜେଡି ମଧ୍ୟରେ ରାଜନୈତିକ ଲଢ଼େଇ ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀଙ୍କ ପୂଜାମଣ୍ଡପ ବୁଲାକୁ…
ମହାନଦୀରେ ବୁଡ଼ି ୨ନାବାଳକ ନିଖୋଜ
ସମ୍ବଲପୁର,୧୨।୧୦(ଭବାନୀ ଶଙ୍କର ଭୋଇ): ସମ୍ବଲପୁର ସହରର ବଡବଜାରସ୍ଥିତ ମହାନଦୀ ସଡ଼କ ଘାଟରେ ଶୁକ୍ରବାର ପାଣିରେ ବୁଡ଼ି ୨ ନାବାଳକ ନିଖୋଜ ହୋଇଛନ୍ତି। ନାବାଳକ ଦ୍ୱୟ ହେଲେ ସମ୍ବଲପୁର କ୍ଷେତରାଜପୁର ଅଞ୍ଚଳର ଏସ.କନିସ୍କ ଓ ହିମାଂଶୁ। ଉଭୟେ କ୍ଷେତରାଜପୁରସ୍ଥିତ ବିଦ୍ୟାଳୟରେ ନବମ ଶ୍ରେଣୀରେ…
୧୦୫ତମ ସ୍ଥାନରେ ଭାରତ
ନୂଆଦିଲ୍ଲୀ,୧୨ା୧୦: ‘କନ୍ସର୍ନ ଓ୍ବାଲର୍ଡଓ୍ବାଇଡ୍’ ଏବଂ ‘ଓ୍ବେଲ୍ଥ ହଙ୍ଗର ଲାଇଫ୍’ ପକ୍ଷରୁ ମିଳିତ ଭାବେ ବିଶ୍ୱବ୍ୟାପୀ କ୍ଷୁଧା ସ୍ଥିତିକୁ ନେଇ ସର୍ବେକ୍ଷଣ କରାଯିବା ପରେ ଶୁକ୍ରବାର ୧୯ତମ ବିଶ୍ୱ କ୍ଷୁଧା ସୂଚକାଙ୍କ (ଜିଏଚ୍ଆଇ) ସିରିଜ୍ ପ୍ରକାଶ ପାଇଛି। କେଉଁ ରାଷ୍ଟ୍ରଗୁଡ଼ିକରେ ଖାଦ୍ୟ କ୍ଷେତ୍ରରେ…
ଧାର ଟଙ୍କା ଶୁଝି ନ ପାରି ଯୁବକଙ୍କ ଆତ୍ମହତ୍ୟା
ବ୍ରହ୍ମପୁର,୧୧।୧୦(ସୁବାସ ଚନ୍ଦ୍ର ପାଢ଼ୀ): ଅନ୍ଲାଇନ୍ ଗେମ୍ ଜଣେ ଯୁବକଙ୍କ ପାଇଁ କାଳ ହୋଇଛି। ଗେମ୍ ପାଇଁ ଲୋକଙ୍କଠାରୁ ଧାର ଆଣିଥିବା ଟଙ୍କା ଶୁଝି ନ ପାରି ପୁରୁଣା ବ୍ରହ୍ମପୁର ପନ୍ଦରା ସାହିର ଚନ୍ଦନ ବାଡାତ୍ୟା(୨୫) ବେକରେ ଲୁଙ୍ଗି ବାନ୍ଧି ଆତ୍ମହତ୍ୟା କରିଛନ୍ତି।…
ପୂର୍ବତନ ସରପଞ୍ଚଙ୍କ ଦେଢଶୁରଙ୍କୁ ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଧରିଲା ଗୁଜରାଟ ପୋଲିସ
ପୁରୁଷୋତ୍ତମପୁର,୧୧ା୧୦(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଶିକୁଳା ଗ୍ରାମରେ ପୂର୍ବତନ ସରପଞ୍ଚ ନନ୍ଦିନୀ ବେହେରାଙ୍କ ଦେଢଶୁର କାହ୍ନୁଚରଣ ବେହେରା(୫୫)ଙ୍କୁ ଗତ ମାର୍ଚ୍ଚ ୨୯ରେ ବିଚ୍ ରାସ୍ତାରେ ଅତି ନିର୍ମମ ଭାବେ ଛୁରି ଭୂସି ହତ୍ୟା କରାଯାଇଥିଲା। ଏହି ଘଟଣାର…
ରାମଦୋଳିରୁ ଖସିପଡ଼ିଲେ ଗୋଟିଏ ପରିବାରର ୪ ସଦସ୍ୟ
ରାଉରକେଲା,୧୧।୧୦(ସଙ୍ଗୀତା ଜେନା): ରାଉରକେଲା ଦୁର୍ଗାପୂଜାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଅପରାହ୍ନ ପ୍ରାୟ ସାଢ଼େ ୫ଟାରେ ସେକ୍ଟର-୬ ଟେଲିଫୋନ ଭବନ ପକ୍ଷରୁ ଆୟୋଜିତ ଦୁର୍ଗାପୂଜା ମେଳାରେ ରାମଦୋଳିରୁ ଖସିପଡି ଗୋଟିଏ ପରିବାରର ୪ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଜଣେ ନାବାଳିକା…
୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର,୧୧ା୧୦(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାରଠାରୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଆସିବେ। ଗସ୍ତ ଅବସରରେ ସେ ନବମୀ ଓ ଦଶମୀରେ ବିଭିନ୍ନ ପୂଜାମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଛି। ଏଥିସହ ଦଶହରା ଅବସରରେ ଅନୁଷ୍ଠିତ ବିଭିନ୍ନ…
Archives


