Home Left

ଖୋଲିଲା ହାଟ: ଏଣିକି ମିଳିବ ହଳଦୀ, ଦେଶୀ ଛେଳି ଆଉ କୁକୁଡ଼ା

ଦାରିଙ୍ଗବାଡ଼ି,୧୧ା୧୦(ଅରୁଣ ସାହୁ): କନ୍ଧମାଳ ଜିଲାରେ ଜୈବିକ ହଳଦୀଚାଷ ସହ କ୍ଷୁଦ୍ରଦାନା ଶସ୍ୟ, ଡାଲି ଜାତୀୟ ଫସଲ, ସୋରିଷ, ଜଙ୍ଗଲଜାତ ଦ୍ରବ୍ୟ ପାଳୁଅ, ମହୁ, ଝୁଣା, ମହୁଲ, ତେନ୍ତୁଳି ଭଳି ସାମଗ୍ରୀର ବହୁତ ଚାହିଦା ରହିଛି। ସେହିପରି ଛେଳି, ଦେଶୀ କୁକୁଡ଼ାର ଚାହିଦା…

୩୪ ମଣ୍ଡପରେ ମା’ଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

କଟକ,୧୧ା୧୦(ଶିଳ୍ପା ପ୍ରିୟଦର୍ଶିନୀ):ମହାନବମୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କଟକର ୩୪ଟି ପୂଜା ମଣ୍ଡପ ବୁଲି ମା’ଦୁର୍ଗାଙ୍କୁ ଦର୍ଶନ କରିବେ। ସଡ଼କ ପଥରେ ସକାଳ ସାଢେ ୯ଟାରେ ମୁଖ୍ୟମନ୍ତ୍ରୀ ପ୍ରଥମେ ପ୍ରତାପନଗରୀ ପୂଜା ମଣ୍ଡପରେ ପହଞ୍ଚି ମା’ଙ୍କୁ ଦର୍ଶନ କରିବେ।…

ଗଞ୍ଜାମର ପୂର୍ବତନ ବିଜେଡି ବିଧାୟକଙ୍କ ପରଲୋକ

ପୋଲସରା,୧୧।୧୦: ପୋଲସରାର ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ପରଲୋକ ହୋଇଛି। ଅସୁସ୍ଥ ହୋଇ ପ୍ରାୟ ଗୋଟେ ମାସ ହେବ ସେ ଚିକିତ୍ସିତ ହେଉଥିଲେ । ଗୁରୁବାର ଚିକିତ୍ସିତ ଅବସ୍ଥାରେ ୬୭ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଛି । ଏକାଧିକ ବ୍ରେନ…

ସରକାରୀ ବସ୍‌ଷ୍ଟାଣ୍ଡ: ସେବାଠୁ ଦୂରରେ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ସରକାରୀ ବସ୍‌ଷ୍ଟାଣ୍ଡ ସର୍ବ ପୁରାତନ। ଅନ୍ୟ ବସ୍‌ଷ୍ଟାଣ୍ଡଗୁଡ଼ିକର ନବୀକରଣ, ରୂପାନ୍ତରୀକରଣ ହେଉଛି। କିନ୍ତୁ ବରଗଡ଼ ସହରର ମୁଖ୍ୟ ପେଣ୍ଠସ୍ଥଳୀରେ ରହିଥିବା ଏହି ବସ୍‌ଷ୍ଟାଣ୍ଡରେ ତାହା ହେଉନାହିଁ। ଅପରପକ୍ଷେ ରାଜ୍ୟର ଏହି ପ୍ରମୁଖ ବସ୍‌ଷ୍ଟାଣ୍ଡ ଦିନକୁ ଦିନ ତା’ର ଅସ୍ତିତ୍ୱ…

ବିହନ ପ୍ରକ୍ରିୟାକରଣ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ

ପାଟଣାଗଡ଼,୧୧ା୧୦(ସଚ୍ଚିଦାନନ୍ଦ ମହାକୁଡ଼): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଧୁବଲପଡ଼ା ପଞ୍ଚାୟତ ମୁଦଘାଟସ୍ଥିତ କୃଷିଫାର୍ମଠାରେ ବିହନ ପ୍ରକ୍ରିୟାକରଣ କେନ୍ଦ୍ରର ଭିଭିପ୍ରସ୍ତର ସ୍ଥାପନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା ପାଟଣାଗଡ଼ ବିଧାୟକ କନକବର୍ଦ୍ଧନ ସିଂହଦେଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ବିହନ…

ଚିରାଗ ପାସଓ୍ବାନଙ୍କ ପରେ ଭାଜପାକୁ ପାନେ ଦେଲେ ଜିତନ ରାମ ମାନ୍‌ଝୀ

ପାଟନା,୧୧।୧୦: କେନ୍ଦ୍ର ମନ୍ତ୍ରୀ ଜିତନ ରାମ ମାନ୍‌ଝୀଙ୍କ ହିନ୍ଦୁସ୍ତାନୀ ଆୱାମ ମୋର୍ଚ୍ଚା (ହମ) ଝାଡଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଅତି କମରେ ୧୦ଟି ଆସନରେ ପ୍ରାର୍ଥୀ ଦେବ। ହମ (ଧର୍ମନିରପେକ୍ଷ) କେନ୍ଦ୍ରରେ ଶାସକ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ) ର…

ହିରୋ ମୋଟୋକର୍ପର ପାର୍ବଣ ଅଭିଯାନ

ନୂଆଦିଲ୍ଲୀ,୧୧।୧୦: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ହିରୋ ମୋଟୋକର୍ପର ପାର୍ବଣ ଅଭିଯାନ ‘ଶୁଭ ମୁହୁରତ୍‌ ଆୟା, ହିରୋ ସାଥ୍‌ ଲାୟା’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ହିରୋ ମୋଟୋକର୍ପର ତୃତୀୟ ସଂସ୍କରଣକୁ ଉଜ୍ଜୀବିତ କରିବାକୁ ଯାଇ ବ୍ରାଣ୍ଡ୍‌ ପକ୍ଷରୁ ଗ୍ରାଣ୍ଡ…

ପିଜିଏଲ୍‌ ହୋଣ୍ଡାରେ ବିଜୟ ମହୋତ୍ସବ

ଭୁବନେଶ୍ୱର,୧୧।୧୦(ଅଭୟ ଦାଶ): ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ବିଜୟ ମହୋତ୍ସବ’ ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏଚ୍‌ଏମ୍‌ଏସ୍‌ଆଇର ସ୍ବୀକୃତିପ୍ରାପ୍ତ ଡିଲର ପିଜିଏଲ୍‌ ହୋଣ୍ଡାର ଭୁବନେଶ୍ୱର ଶୋ’ରୁମ୍‌ ପକ୍ଷରୁ ‘ବିଜୟ ମହୋତ୍ସବ’ର ପାଳନ…

୬ ମାସରେ ୫୨% ବୃଦ୍ଧି

ଭୁବନେଶ୍ୱର, ୧୧ା୧୦(ଅନୁରାଧା ମହାରଣା): କ୍ରମାଗତ ଭାବେ ଘରୋଇ ବଜାରରେ ୟୁନିଫାଏଡ୍‌ ପେମେଣ୍ଟସ୍‌ ଇଣ୍ଟରଫେସ୍‌ ବା ୟୁପିଆଇର କାରବାର ବୃଦ୍ଧି ପାଉଛି। ଏପରିକି ୨୦୨୪ ଜାନୁଆରୀ ୧ରୁ ଜୁନ୍‌ ଶେଷ ମଧ୍ୟରେ ୟୁପିଆଇର କାରବାର ପ୍ରାୟ ୭୯(୭୮.୯୭) ବିଲିୟନରେ ପହଞ୍ଚିଛି। ଏହି ୬…

ଭାରତ-ଏସିଆନ୍‌ ବନ୍ଧୁତା ଗୁରୁତ୍ୱପୂର୍ଣ୍ଣ: ମୋଦି

ଭିଏନ୍‌ଟିଆନ୍‌, ୧୧।୧୦: ଲାଓସ୍‌ର ରାଜଧାନୀ ଭିଏନ୍‌ଟିଆନ୍‌ରେ ଅନୁଷ୍ଠିତ ହେଉଥିବା ୨୧ତମ ଭାରତ-ଏସିଆନ୍‌ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇଛନ୍ତି। ସମ୍ପ୍ରତି ବିଶ୍ୱର ବିଭିନ୍ନ ଅଞ୍ଚଳରେ ବିବାଦ ଓ ତିକ୍ତତା ଦେଖାଦେଇଥିବାବେଳେ ଭାରତ ଓ ଏସିଆନ ଦେଶଗୁଡ଼ିକର ବନ୍ଧୁତା ଗୁରୁତ୍ୱପୂର୍ଣ୍ଣ ହୋଇଥିବା ସେ…

ବାତ୍ୟା ମିଲ୍‌ଟନରେ ୬ ମୃତ

ଓ୍ବାଶିଂଟନ, ୧୧।୧୦: ବାତ୍ୟା ମିଲ୍‌ଟନ ବୁଧବାର ଆମେରିକାର ଫ୍ଲୋରିଡା ରାଜ୍ୟର ପଶ୍ଚିମ ଉପକୂଳବର୍ତ୍ତୀ ସହର ସିଏଷ୍ଟା କି’ରେ ଲ୍ୟାଣ୍ଡଫଲ୍‌ କରିଛି। ଲ୍ୟାଣ୍ଡଫଲ ବେଳେ ପବନର ସର୍ବାଧିକ ତୀବ୍ରତା ୧୫୫ ମାଇଲ ପ୍ରତି ଘଣ୍ଟା ଥିବା ନେଇ ଆମେରିକାର ଜାତୀୟ ପାଣିପାଗ ସୂଚନା…

୧୧ ଲକ୍ଷ ପିଲା ବାଲ୍ୟବିବାହ କରିବା ଆଶଙ୍କା

ନୂଆଦିଲ୍ଲୀ,୧୧ା୧୦: ୨୦୨୩-୨୪ ବର୍ଷରେ ୧୧.୪ ଲକ୍ଷ ପିଲା ବାଲ୍ୟବିବାହ କରିବା ଆଶଙ୍କା ରହିଥିଲା, ଯେଉଁମାନଙ୍କୁ ନ୍ୟାଶନାଲ କମିଶନ ଫର୍‌ ପ୍ରୋଟେକ୍ସନ ଅଫ୍‌ ଚାଇଲ୍ଡ ରାଇଟ୍ସ (ଏନ୍‌ସିପିସିଆର୍‌) ଚିହ୍ନଟ କରିଥିବା ଗୁରୁବାର କହିଛି। ସେମାନଙ୍କ ବାଲ୍ୟବିବାହକୁ ରୋକିବା ଦିଗରେ ଏନ୍‌ସିପିସିଆର୍‌ ପରିବାର କାଉନ୍‌ସେଲିଂ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri