ସୁନା ବେଶ ଦର୍ଶନ ପାଇଁ ପ୍ରବଳ ଭିଡ଼, ଭୁବନେଶ୍ୱର-ପୁରୀ ରାସ୍ତା ଜାମ୍
ଭୁବନେଶ୍ୱର,୨୫।୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ତିନିରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ସୁନାବେଶ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଛି ଶ୍ରୀକ୍ଷେତ୍ରକୁ। ଏନେଇ ରାସ୍ତାରେ ଅସମ୍ଭାଳ…
ବାହୁଡ଼ା ଯାତ୍ରାରେ ଅନନ୍ତଙ୍କ ଘରେ ଅଲୌକିକ ଦୃଶ୍ୟ: ପାଣି ଗରାରେ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ
କୃଷ୍ଣପ୍ରସାଦ,୨୫ା୭(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସହାବାଜପୁର ଗ୍ରାମରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ବାହୁଡ଼ା ଯାତ୍ରା ଦିନ ସେହି ଗ୍ରାମର ଅନନ୍ତ ବାରିକଙ୍କ ଘରେ ଏକ ପାଣି ଗରା ଭତରେ ସ୍ୱୟଂ ଜଗନ୍ନାଥଙ୍କ…
କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍କା: ପଦ୍ମ ଧରିଲେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା
ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍କା ଲାଗିଛି। ଦଳୀୟ ଅବହେଳା ଓ ନର୍ଲା ନିର୍ବାଚନ ମଣ୍ଡଳୀର ବିକାଶକୁ ଆଧାର କରି ଶନିବାର…
କିଏ ହେବେ ଦେଶର ନୂଆ ଶିକ୍ଷାମନ୍ତ୍ରୀ? ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୋଦୀ କ୍ୟାବିନେରେ ହଲଚଲ, ସାମ୍ନାକୁ ଆସିଲା ବଡ଼ ନାଁ!
ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ ଚର୍ଚ୍ଚା ହେଉଛି ଯେ ଦେଶର ପରବର୍ତ୍ତୀ ଶିକ୍ଷାମନ୍ତ୍ରୀ କିଏ ହେବେ। ମୋଦୀ କ୍ୟାବିନେଟ୍ରେ କେତେକ ନାମକୁ ନେଇ ବିଚାର-ବିମର୍ଶ ଚାଲିଛି। ଏହି ସବୁ ମଧ୍ୟରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନବିସ ଦିଲ୍ଲୀ ପହଞ୍ଚୁଛନ୍ତି,…
ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ
ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍ଓ୍ବେଟ୍ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଏଥିସହିତ ସେ ଏକ ନୂଆ ୟୁରୋପିଆନ ରେକର୍ଡ ପ୍ରତିଷ୍ଠା…
କୁଲାଡ ରଥଯାତ୍ରା: ତିନି ଠାକୁରଙ୍କ ସୁନାବେଶ: ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ
ଭଞ୍ଜନଗର, ୨୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ଼ସ୍ଥିତ ଭଞ୍ଜ ରାଜବଂଶ ପକ୍ଷରୁ ପ୍ରତିଷ୍ଠିତ ଶ୍ରୀଜଗନ୍ନାଥ ମନ୍ଦିର ଏକ ଇତିହାସ ପ୍ରସିଦ୍ଧ ଧାର୍ମିକ ପୀଠ। ଶନିବାର ଅବସରରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସୁନାବେଶ…
ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ
ପୁରୀ,୨୫ା୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ, ତିନିରଥରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଆରମ୍ଭ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇଛନ୍ତି। ମହାପ୍ରଭୁଙ୍କ ରଥ ଉପରେ ଦୁର୍ଲ୍ଲଭ ସୁନାବେଶକୁ ଭକ୍ତମାନେ…
ଯୌତୁକ ପାଇଁ ସ୍ତ୍ରୀ ଙ୍କୁ ହତ୍ୟା ଉଦ୍ୟମ, ମୁହଁରେ ତକିଆ ଚାପିଥିବା ଅଭିଯୋଗ : ସ୍ବାମୀ ଗଲେ ଜେଲ
ଦିଗପହଣ୍ଡି,୨୫|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ଖଜୁରୀପଲ୍ଲୀ ଗ୍ରାମର ପୁଷ୍ପା ସେଠୀ(୨୭) ଙ୍କୁ ଅଧିକା ଯୌତୁକ ପାଇଁ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେବା ସହ ମୁହଁରେ ତକିଆ ଚାପି ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ…
ଗୋଟେ ପଟେ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ, ଅନ୍ୟପଟେ ଭାଇରାଲ ହେଉଛି ମୋଦିଙ୍କ ପୋଷ୍ଟ
ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ଏହା ସହିତ, ‘କକ୍ରୋଚ ଜନତା ପାର୍ଟି’ – ଯାହା ଏକ ମାସରୁ ଅଧିକ ସମୟ ଧରି ଜନ୍ତର ମନ୍ତରରେ ଧାରଣା ଦେଇ ଆନ୍ଦୋଳନ କରିଆସୁଛି, ଏହାର ଆନ୍ଦୋଳନ…
ଆଧ୍ୟାତ୍ମିକ ପରିବେଶରେ ଥୁଆମୂଳ ରାମପୁର ବ୍ଲକରେ ବାହୁଡ଼ା ଯାତ୍ରା ସମ୍ପନ୍ନ: ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଲେ…
ଥୁଆମୂଳ ରାମପୁର,୨୫।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ବାହୁଡ଼ା ଯାତ୍ରା ଶାନ୍ତିଶୃଙ୍ଖଳା ଓ ଭକ୍ତିପୂର୍ଣ୍ଣ ପରିବେଶ ମଧ୍ୟରେ ସମ୍ପନ୍ନ…
ଧାନ ବିଲରେ ପଶିଲା କାର :୩୨୬ ନମ୍ବର ଜାତୀୟ ରାଜପଥରେ…
ମୋହନା,୨୫।୭(ମନ୍ମଥ ମିଶ୍ର): ଦୁଇ ଦିନର ଛୁଟି କାଟି ରାୟଗଡ଼ା ଜିଲାର ପଦ୍ମପୁରରୁ ଏକ କାର୍ (ଓଡି–୦୭–ଏଏଫ୍–୭୯୯୬) ଯୋଗେ ବ୍ରହ୍ମପୁର ଫେରୁଥିବା ବେଳେ ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ପଦା ଗ୍ରାମ ନିକଟ ୩୨୬ ନମ୍ବର ଜାତୀୟ ରାଜପଥରେ ଏକ ସଡ଼କ…
Dharmendra Pradhan Resign: କ’ଣ AAP ପରି ରାଜନୀତି ମଇଦାନକୁ ଓହ୍ଲାଇବ CJP? ପ୍ରେସ କନଫରେନ୍ସରେ କଲା ବଡ଼ ଘୋଷଣା
ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା କକରୋଚ ଜନତା ପାର୍ଟି (CJP) ଏବଂ ଭାରତର ଯୁବ ଆନ୍ଦୋଳନଗୁଡ଼ିକ ପାଇଁ ଏକ ଐତିହାସିକ ଓ ଅଭୂତପୂର୍ୱ ବିଜୟ। ତଥାପି, CJPର ‘ଆମ ଆଦମୀ ପାର୍ଟି’ (AAP) ଭଳି ଏକ ପାରମ୍ପରିକ, ବୃହତ ନିର୍ୱାଚନୀ ରାଜନୈତିକ ଦଳ…

