ଶେୟାର ବଜାର କାରବାରରେ ଉତ୍ସାହ
ନୂଆଦିଲ୍ଲୀ,୧୭।୮: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍…
ଜେଏସ୍ଏଲ୍ର ନିକେଲ ପିଗ୍ ଆଇରନ ପ୍ଲାଣ୍ଟ କାର୍ଯ୍ୟକ୍ଷମ
ନୂଆଦିଲ୍ଲୀ,୧୭।୮: ଦେଶର ପ୍ରମୁଖ ଶିଳ୍ପସଂସ୍ଥା ତଥା ସର୍ବବୃହତ୍ ଷ୍ଟେନ୍ଲେସ୍ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ (ଜେଏସ୍ଏଲ୍)ର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ‘ନିକେଲ ପିଗ୍ ଆଇରନ ପ୍ଲାଣ୍ଟ’ର ଶୁଭାରମ୍ଭ ହୋଇଯାଇଛି। ଏପରିକି ନିର୍ଦ୍ଧାରିତ ସମୟ ସୀମାର ୮ମାସ ପୂର୍ବରୁ କମ୍ପାନୀ ଏହି ନୂତନ…
କାନାରା ବ୍ୟାଙ୍କ ପକ୍ଷରୁ ମେଗା ମେଧାବୃତ୍ତି ବଣ୍ଟନ
ଭୁବନେଶ୍ୱର,୧୭।୮: କାନାରା ବ୍ୟାଙ୍କର କ୍ଷେତ୍ରୀୟ କାର୍ଯ୍ୟାଳୟ ବ୍ରହ୍ମପୁର ପକ୍ଷରୁ ଏକ ମେଗା ମେଧାବୃତ୍ତି (କାନାରା ବ୍ୟାଙ୍କ ଡା. ଆମ୍ବେଡ୍କର ବିଦ୍ୟାଜ୍ୟୋତି ସ୍କଲାରଶିପ୍) ବଣ୍ଟନ କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବ୍ରହ୍ମପୁର ବିଧାୟକ କେ. ଅନିଲ କୁମାର ଏବଂ ଜିଲା…
୨୦ରେ ଏନ୍ଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ
ନିମାପଡ଼ା, ୧୭।୮(ବିଚିତ୍ରାନନ୍ଦ ସାହୁ/ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି)ର ଅଧ୍ୟକ୍ଷା ସସ୍ମିତା ସାହୁଙ୍କ ବିରୋଧରେ ଅନାସ୍ଥା ଭୋଟ ହେବ। ଆସନ୍ତା ୨୦ ତାରିଖରେ ଏହି ଅନାସ୍ଥା ଭୋଟ ହେବ ବୋଲି ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଚିଠି…
ମମତା ତାଲିବାନୀ ଶାସନ ଚଳାଇଛନ୍ତି: ପାଶ୍ୱାନ
ଭୁବନେଶ୍ୱର, ୧୭।୮(ସୁନିତ୍ ମିଶ୍ର): ପଶ୍ଚିମବଙ୍ଗ ଆଉ ମହିଳାଙ୍କ ପାଇଁ ସୁରକ୍ଷିତ ସ୍ଥାନ ହୋଇ ରହିନାହିଁ ବୋଲି ଭାଜପା ରାଷ୍ଟ୍ରୀୟ ମୁଖପାତ୍ର ଗୁରୁପ୍ରକାଶ ପାଶ୍ୱାନ କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ପଶ୍ଚିମବଙ୍ଗରେ ମମତା ବାନାର୍ଜୀ…
ଭାଜପାରେ ଯୋଗଦେଲେ ବହୁ ବିଜେଡି କର୍ମୀ
ରାୟଗଡ଼ା,୧୭।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ନିର୍ବାଚନମଣ୍ଡଳୀର ଶତାଧିକ ବିଜେଡି କର୍ମୀ ଶୁକ୍ରବାର ବିଧିବଦ୍ଧ ଭାବେ ଭାଜପାରେ ଯୋଗଦେଇଛନ୍ତି। ରାୟଗଡ଼ା ନିର୍ବାଚନମଣ୍ଡଳୀର ବିଜେଡି କର୍ମୀ ୟାଲା ଭେଙ୍କଟେଶ୍ୱର ରାଓ ଓରଫ୍ କୋଣ୍ଡାବାବୁଙ୍କ ନେତୃତ୍ୱରେ ରାୟଗଡ଼ା ଓ କାଶୀପୁର ବ୍ଲକ୍ର ବହୁ ଜଣ ଦଳ…
ସାବରମତି ଏକ୍ସପ୍ରେସ ଲାଇନଚ୍ୟୁତ: ଉଦ୍ଧାର ଜାରି
କାନପୁର,୧୭।୮:ସାବରମତି ଏକ୍ସପ୍ରେସ କାନପୁର ନିକଟରେ ଲାଇନଚ୍ୟୁତ ହୋଇଛି। ଟ୍ରେନର ୨୨ଟି ବଗି ଲାଇନଚ୍ୟୁତ୍ ହୋଇଥିବା ସୂଚନା ମିଳିଛି। ଭାରତୀୟ ରେଳବାଇରୁ ମିଳିଥିବା ସୂଚନା ଅନୁଯାୟୀ, ଟ୍ରେନ ନମ୍ବର ୧୯୧୬୮, ସାବରମତି ଏକ୍ସପ୍ରେସ କାନପୁର ଏବଂ ଭୀମସେନ ଷ୍ଟେଶନ ମଧ୍ୟରେ ଟ୍ରେନ୍ ଏକ…
ଭୁଶୁଡୁଛି ଯାଜପୁର ଜିଲା ବିଜେଡି ଗଡ଼
ଯାଜପୁର/ବରୀ(ହର୍ଷବର୍ଦ୍ଧନ ବେହେରା/ମହେନ୍ଦ୍ର ସ୍ବାଇଁ),୧୭ା୮: ରାଜ୍ୟ ଶାସନ ବିଜେଡି ହାତରୁ ଖସିବା ପରେ ବିଭିନ୍ନ ସ୍ଥାନରେ ଦଳୀୟ ସ୍ଥିତି ଦୋହଲିବାରେ ଲାଗିଛି। ସେଥିମଧ୍ୟରେ ଯାଜପୁର ଜିଲା ଅନ୍ୟତମ। ଏଠାରେ ବି ବିଜେଡି ଗଡ଼ ଭୁଶୁଡ଼ିବାରେ ଲାଗିଛି। ଗତ କିଛି ସପ୍ତାହ ତଳେ ଯାଜପୁର…
ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ବହୁ କୋଟିର ସମ୍ପତ୍ତି
କେନ୍ଦ୍ରାପଡ଼ା,(ଜଗନ୍ନାଥ ଧଳ)/ ଭୁବନେଶ୍ୱର,୧୭ା୮(ସତ୍ୟଜିତ୍ ରାଉତ): କେନ୍ଦ୍ରାପଡା ଜିଲା ଅତିରିକ୍ତ ଯୋଗାଣ ଅଧିକାରୀ (ଏସିଏସ୍ଓ) ପ୍ରଦୀପ କୁମାର ମହାପାତ୍ର ଶୁକ୍ରବାର ଭିଜିଲାନ୍ସ ଜାଲରେ ଫସିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ପ୍ରଦୀପଙ୍କ ଘର ସମେତ ଭୁବନେଶ୍ୱର, କଟକ ଓ…
ଲଘୁଚାପ କ୍ଷେତ୍ର ସୃଷ୍ଟି, ୨୦ ଯାଏ ବର୍ଷିବ
ଭୁବନେଶ୍ୱର, ୧୭ା୮ (ଅସମାପିକା ସାହୁ): ରାଜ୍ୟରେ ଏବେ ମୌସୁମୀ ବର୍ଷା ଜାରି ରହିଛି। ଶୁକ୍ରବାର ପାରଳାଖେମୁଣ୍ଡିରେ ସର୍ବାଧିକ ୧୬.୨ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଢେଙ୍କାନାଳରେ ୧୪, ବାଲେଶ୍ୱରରେ ୧୦.୬, ନବରଙ୍ଗପୁରରେ ୬.୨, କେନ୍ଦୁଝରରେ ୫.୬, କେନ୍ଦ୍ରାପଡ଼ାରେ ୫.୩ ଓ ବଲାଙ୍ଗୀରରେ ୫ମିମି…
ଥାନା ଆଗରେ ନିଜକୁ ଜାଳିଦେଲେ ମହିଳା
ମାହାଙ୍ଗା/କଟକ,୧୭ା୮(ଯଯାତି ସିଂହ/ଶିଳ୍ପା ପ୍ରିୟଦର୍ଶିନୀ): ଏକ ଚୋରି ମାମଲାରେ କଟକ ଜିଲା ମାହାଙ୍ଗା ପୋଲିସ ଅଟକ ରଖିଥିବା ଜଣେ ବ୍ୟକ୍ତି ନିର୍ଦ୍ଦୋଷ ବୋଲି ଦାବି କରିଥିଲେ ତାଙ୍କ ସ୍ତ୍ରୀ। ସେ ଅନେକ କାକୁତିମିନତି ହୋଇଥିଲେ, କିନ୍ତୁ ପୋଲିସ ତାଙ୍କୁ ପ୍ରବଳ ଗାଳି ଦେଇଥିଲା।…
ବିଜ୍ଞାନାଗାରରେ ଆତ୍ମାର ଓଜନ
ଅଗଷ୍ଟ ୧୯୨୯ରେ ଦୁଇ ବନ୍ଧୁ ପଲ୍ ଡିରାକ (୧୯୦୨-୧୯୮୪) ଓ ୱାର୍ନେର ଆଇଜେନବର୍ଗ (୧୯୦୧-୧୯୭୬) ପଦାର୍ଥ ବିଜ୍ଞାନର ଗୋଟିଏ ସମ୍ପାନରେ ଯୋଗଦେବା ପାଇଁ ଜାହାଜରେ ଜାପାନ ଯାଉଥିଲେ। ସେତେବେଳେ ଉଭୟେ ଅବିବାହିତ। ଆଇଜେନବର୍ଗଙ୍କୁ ତାଙ୍କ ସାଙ୍ଗମାନେ ‘ମହିଳାଙ୍କ ପୁରୁଷ’ (ଲେଡିସ୍ ମ୍ୟାନ)…
Archives


