Home Left

ରାଜପଥରେ ସ୍କୁଟିକୁ ଧକ୍କାଦେଲା ଟ୍ରକ୍‌, ଚାଲିଗଲା ଯୁବକଙ୍କ ଜୀବନ

କୋରାପୁଟ,୯ା୧୦(ଅମିତାଭ ବେହେରା): କୋରାପୁଟରୁ ବିଶାଖାପାଟଣା ଯାଇଥିବା ୨୬ନମ୍ବର ଜାତୀୟ ରାଜପଥର ଡୁମୁରିପୁଟଠାରେ ଏକ ସ୍କୁଟି ସହ ଟ୍ରକ୍‌ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ସେହିପରି ଦୁର୍ଘଟଣାରେ ଅନ୍ୟଜଣେ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି। ମିଳିଥିବା ସୂଚନାରୁ…

୬୦୨୫ ଟି ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କଲେ ଓଡ଼ିଶା ସରକାର

ଭୁବନେଶ୍ୱର,୯ା୧୦: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ନୂତନ ଭାବେ ସୃଷ୍ଟି ହୋଇଥିବା ଲିଭ ଟ୍ରେନିଂ ରିଜର୍ଭ (LTR) ପୋଷ୍ଟ ପାଇଁ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (OSSC) ତରଫରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତ ଶିକ୍ଷକମାନେ…

ନୀଳ ଗାମୁଛାକୁ ମନ୍ତ୍ରୀ, ଏମ୍‌ପିଙ୍କ…

ଛତ୍ରପୁର,୯ା୧୦(ସନ୍ତୋଷ ପାଢ଼ୀ): ଦୀର୍ଘ ୧୫ ମାସ ପରେ ବୁଧବାର ଗଞ୍ଜାମ ଜିଲା ପରିଷଦ ବୈଠକ ଋଷିକୁଲ୍ୟା ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି। ପ୍ରତି ୩ ମାସକୁ ଥରେ ଜିଲା ପରିଷଦ ବୈଠକ ବସିବା ନିୟମ ଥିଲା ବେଳେ ଗଞ୍ଜାମରେ ଏହାର ବ୍ୟତିକ୍ରମ…

ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହେଲେ ରତନ ଟାଟା

ମୁମ୍ବାଇ,୯ା୧୦: ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ବୁଧବାର ଏନେଇ ଖବର ସରବରାହ ସଂସ୍ଥା ରିଉଟର୍ସ ରିପୋର୍ଟ କରିଛି। ପୂର୍ବରୁ ସୋମବାର ମଧ୍ୟ ଖବର ଆସିଥିଲା ଯେ, ତାଙ୍କ ସ୍ୱାସ୍ଥ୍ୟ ଖରାପ ହେବାରୁ ତାଙ୍କୁ…

ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କରି ୧୪ ବର୍ଷ ଜେଲ୍‌ଦଣ୍ଡ ଭୋଗିବେ ଅଭିଯୁକ୍ତ

ବରଗଡ଼,୯ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ରେଙ୍ଗାଲି କ୍ୟାମ୍ପ ଅଞ୍ଚଳରେ୨୦୧୪ ନଭେମ୍ବରରେ ସଂଘଟିତ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଏବଂ ଗର୍ଭପାତ ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ବରଗଡ଼ ପୋକ୍ସୋ ବିଚାରପତି ଏହି ମାମଲାର ରାୟ ପ୍ରକାଶ କରି ଅଭିଯୁକ୍ତ…

ମୁଖ୍ୟମନ୍ତ୍ରୀଙ୍କ ଗାଁ ରାସ୍ତା ଶୋଚନୀୟ, ବିଭାଗର ନଜର ନାହିଁ

କେନ୍ଦୁଝର,୯ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ଅନ୍ତର୍ଗତ ହାଣ୍ଡିଭଙ୍ଗା ଓ ରାଇକଳା ପଞ୍ଚାୟତ ସଂଯୋଗ କରୁଥିବା ରାସ୍ତା ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିଜ ଗ୍ରାମ ଶୋଚନୀୟ ହୋଇ ପଡ଼ିଥିବାବେଳେ ବିଭାଗ ନିଘୋଡ଼ ନିଦ୍ରାରେ ଶୋଇଛି। ଘଟଣାରୁ ପ୍ରକାଶ…

ରାତିରେ ତାଲା ଭାଙ୍ଗି ବିଦ୍ୟାଳୟରୁ ଚୋରି କରିନେଲେ ବସ୍ତାବସ୍ତା ଚାଉଳ

ଝରିଗାଁ,୯ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପଞ୍ଚାୟତ ଅନ୍ତର୍ଗତ ନୂଆଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଚାଉଳ ମହଜୁଦ ଘରର ତାଲା ଭାଙ୍ଗି ବସ୍ତାବସ୍ତା ଚାଉଳ ଚୋରି ହୋଇଥିବା ନେଇ ସଂପୃକ୍ତ ବିଦ୍ୟାଳୟ ପ୍ରଧାନଶିକ୍ଷକ ପିତମ ପନକା ଝରିଗାଁ ଲିଖିତ ଅଭିଯୋଗ…

ବଡ଼ ସୂଚନା: ବାରିପଦାରେ ହେବ କଳାବାଘ ସଫାରୀ

ଭୁବନେଶ୍ୱର,୯।୧୦: ଖୁବଶ୍ରୀର୍ଘ ବାରିପଦାରେ ଏକ କଳାବାଘ ସଫାରୀ ହେବ ବୋଲି ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦ ବୁଧବାର ଏକ ବଡ଼ ସୂଚନା ଦେଇଛନ୍ତି। କଳାବାଘ ସଫାରୀ ତିଆରି ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଏପରିକି ସିଜେଡ୍‌ଏଠାରୁ ଅନୁମତି ମିଳିସାରିଛି। ହେଲେ ସୁପ୍ରିମକୋର୍ଟଙ୍କ…

ପୁରୁଷୋତ୍ତମପୁର ଏନଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗ ଆସିଲା ହାଇକୋଟର୍ଙ୍କ ବଡ଼ ରାୟ: ଅଧକ୍ଷା ପ୍ରିୟଙ୍କା ଗୌଡଙ୍କୁ ଝଟ୍‌କା

ପୁରୁଷୋତ୍ତମପୁର,୯।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗ ଉପରେ ହାଇକୋର୍ଟ ୪୪ ପୃଷ୍ଠାର ଏକ ବଡ଼ ରାୟ ଦେଇଛନ୍ତି। କୋର୍ଟଙ୍କ ଏହି ରାୟରେ ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କୁ ବଡ଼ ଝଟ୍‌କା ଲାଗିଛି। ଗତ ମାସ ୧୨…

ଭୁଶୁଡ଼ିଲା ନିର୍ମାଣାଧୀନ ଛାତ, ଫସିଛନ୍ତି ଶ୍ରମିକ

ଢେଙ୍କାନାଳ,୯ା୧୦: ଏନ୍‌ଏଚ୍‌-୫୫ ମହିଷାପାଟ ନିକଟରେ ନିର୍ମାଣାଧୀନ କୋଠାର ଛାତ ପଡ଼ିବା ବେଳେ ଏକ ବଡ଼ ଧରଣର ଅଘଟଣ ଘଟିଛି। ଛାତ ପଡୁଥିବା ସମୟରେ ଭୁଶୁଡ଼ି ପଡ଼ିବାରୁ ଏହା ତଳେ ୩ରୁ ୪ ଜଣ ଶ୍ରମିକ ଫସି ରହିଥିବା ଆଶଙ୍କା କରାଯାଉଛି। ଭଗ୍ନାବଶେଷ…

ହରିୟାଣାରେ ବଢିଲା ଭାଜପାର ବଳ, ପଦ୍ମ ଧରିଲେ ୩ ନେତା

ଚଣ୍ଡିଗଡ,୯।୧୦: ହରିୟାଣା ବିଧାନସଭାର ଫଳାଫଳ ପରେ ଭାଜପା ଆହୁରି ଶକ୍ତିଶାଳୀ ହୋଇଛି। ହରିୟାଣାର ୯୦ଟି ଆସନରୁ ଦଳ ଏକାକୀ ୪୮ଟି ଆସନ ଜିତି କ୍ରମାଗତ ତୃତୀୟ ଥର ସରକାର ଗଠନ କରିବାକୁ ଯାଉଛି। ଏପରି ସ୍ଥିତିରେ ଆଜି ଭାଜପାରେ ସାମିଲ ହୋଇଛନ୍ତି…

ବରଗଡ଼ ଜିଲା କାରାଗାରରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

ବରଗଡ଼,୯।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ରହିଥିବା ଜଣେ ଯୁବକଙ୍କ ବୁଧବାର ମୃତ୍ୟୁ ଘଟିଛି। ମୃତକ ହେଲେ, ଅମ୍ବାଭୋନା ଥାନା ପ୍ରକାଶପୁର ଗ୍ରାମର ମନୋଜ ପାଇକ(୨୬) । ମନୋଜ ଚୋରାମଦ କାରବାରରେ ଗିରଫ ହୋଇ କାରାଗାରରେ ଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri