Home Left

CJP ମୁଖ୍ୟ ଅଭିଜିତ ଦୀପକେଙ୍କ ଘରୁ ଆସିଲା ଭାବାବେଗ ଭରା ଦୃଶ୍ୟ: ଏମିତି କହି ଭୋ ଭୋ ହୋଇ କାନ୍ଦିଲେ…

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଶନିବାର ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଶେଷରେ Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି। ସେଥିରେ କକ୍ରୋଚ୍ ଜନତା ପାର୍ଟି (CJP) ମୁଖ୍ୟ ଅଭିଜିତ…

ଆନ୍ଦୋଳନ ପ୍ରତ୍ୟାହାର କଲା CJP, ଧର୍ମେନ୍ଦ୍ରଙ୍କ ଇସ୍ତାଫା ପରେ ସିଜେପିର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୫।୭: ‘କକ୍ରୋଚ ଜନତା ପାର୍ଟି’ (CJP) ଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା ପ୍ରତିବାଦ ଶେଷ ହୋଇଥିବା ଘୋଷଣା କରିଛି। ଦଳର ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ ସରକାର ସେମାନଙ୍କ ଦାବି ଗ୍ରହଣ କରିଛନ୍ତି ଏବଂ ସମସ୍ତଙ୍କୁ ନିଜ ନିଜ ଘରକୁ…

ଶିକ୍ଷା ମନ୍ତ୍ରୀରୁ ଇସ୍ତଫା ପରେ କ’ଣ ବନ୍ଦ ହୋଇଯିବ ଧର୍ମେନ୍ଦ୍ର ପ୍ରଧାନଙ୍କ ଦରମା? ଜଣାପଡିଲା…

ନୂଆଦିଲ୍ଲୀ,୨୫।୭: NEET-UG ୨୦୨୬ ପରୀକ୍ଷାକୁ ନେଇ ସାରା ଦେଶରେ ଦେଖାଦେଇଥିବା ବିବାଦ ଏବଂ ଛାତ୍ରମାନଙ୍କ ଆନ୍ଦୋଳନ ମଧ୍ୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନିଜର ଇସ୍ତଫା ପତ୍ର ପଠାଇବା ସହ…

କୁଆଁରମୁଣ୍ଡା-ପଦମପୁର ରାସ୍ତା ଶୋଚନୀୟ: କାଦୁଅରେ ଗଡ଼ି ଆନ୍ଦୋଳନକାରୀଙ୍କ ପ୍ରତିବାଦ

କୁଆଁରମୁଣ୍ଡା,୨୫।୭(ମହେନ୍ଦ୍ର କୁମାର ସାହୁ): କୁଆଁରମୁଣ୍ଡା-ପଦମପୁର ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ରାସ୍ତାରେ ସୃଷ୍ଟି ହୋଇଥିବା ଖାଲଖମାରେ ବର୍ଷା ପାଣି ଜମି ଯାତାୟାତରେ ବାଧାସୃଷ୍ଟି ହୋଇଛି। ଏପରି କି ଉକ୍ତ ରାସ୍ତାରେ କାରଖାନାର ହାଇୱା ଚଳାଚଳ କରୁଥିବାରୁ ରାସ୍ତା ଅବସ୍ଥା ଆହୁରି ବେହାଲ…

‘ଆସିଗଲା ସରକାର ଗାଦିଚ୍ୟୁତ ହେବାର ସମୟ’, ରାହୁଲଙ୍କ ବୟାନକୁ ନେଇ ରାଜନୀତି ସରଗରମ

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରତିବାଦ କରୁଥିବା ଛାତ୍ରମାନଙ୍କୁ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଭିନନ୍ଦନ ଜଣାଇଛନ୍ତି। ସେ ପ୍ରଧାନଙ୍କ ଇସ୍ତଫାକୁ ଶିକ୍ଷା ବ୍ୟବସ୍ଥାକୁ ପୁନର୍ବାର ସଜାଡ଼ିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ବର୍ଣ୍ଣନା…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ନବୀନଙ୍କ ପୋଷ୍ଟ ଭାଇରାଲ, ଲୋକଙ୍କ ଇଚ୍ଛାଠାରୁ କେହି ଊର୍ଦ୍ଧ୍ୱରେ ନୁହନ୍ତି, ଏଥିପାଇଁ ମୁଁ…

ଭୁବନେଶ୍ୱର,୨୫ା୭: ନିଟ୍‌ ପେପର ଲିକ୍‌ ବିବାଦକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଇତିମଧ୍ୟରେ ବିଭିନ୍ନ ରାଜନୈତିକ ବ୍ୟକ୍ତିବିଶେଷ ସେମାନଙ୍କର ପ୍ରତିକ୍ରିୟା ରଖୁଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ମଧ୍ୟ ଏହି ଘଟଣାରେ ସୋସିଆଲ…

ଗଞ୍ଜାମ ପେଲିସର ‘ଅପରେଶନ ଅନ୍ୱେଷଣ–୩’: ନିଖୋଜ ବ୍ୟକ୍ତିମାନଙ୍କୁ ବିଭିନ୍ନ ରାଜ୍ୟରୁ ….

ଛତ୍ରପୁର୨୫।୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ପୋଲିସ ଜିଲାରେ ‘ଅପରେଶନ ଅନ୍ୱେଷଣ–୧’ ଓ ‘ଅପରେଶନ ଅନ୍ୱେଷଣ–୨’ର ବିପୁଳ ସଫଳତା ପରେ ଚଳିତ ମାସ ୧୮ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ସ୍ୱତନ୍ତ୍ର ଅଭିଯାନ ‘ଅପରେଶନ ଅନ୍ୱେଷଣ–୩’ କରାଯାଇଥିଲା। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ୱାଇ.…

ହୃଦ୍‌ଘାତରେ ପ୍ରାଣ ହରାଇଲେ ବରିଷ୍ଠ ଶିକ୍ଷକ

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନାରାୟଣପୁର ପଞ୍ଚାୟତର ଶିରିପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଶିକ୍ଷକ ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ପରଲୋକରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ କନ୍ଧକୁଳ ସମାଜର ଜଣେ ନିଷ୍ଠାବାନ,…

କିଏ ହେବେ ପରବର୍ତ୍ତି ଶିକ୍ଷା ମନ୍ତ୍ରୀ? ସଞ୍ଜୟ ରାଉତ କଲେଣି ବଡ଼ ଦାବି

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ଉଦ୍ଧବ ଗୋଷ୍ଠୀର ବରିଷ୍ଠ ନେତା ସଞ୍ଜୟ ରାଉତ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି ଯେ ଫଡନାଭିସଙ୍କୁ ଦିଲ୍ଲୀ ଡକାଯାଇଛି ଏବଂ…

ଖାଲି ଧର୍ମେନ୍ଦ୍ରଙ୍କ ଇସ୍ତଫା ଚଳିବ ନାହିଁ, ଆମର ଆଉ ୨ ଦାବି ଏବେ ବି ବାକି ଥିବା କହି CJP…

ନୂଆଦିଲ୍ଲୀ,୨୫ା୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କକ୍ରୋଚ୍‌ ଜନତା ପାର୍ଟି (ସିଜେପି) ମୁଖ୍ୟ ଅଭିଜିତ୍‌ ଦୀପ୍‌କେ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରରେ କାହାକୁ ଡରିବାର ନାହିଁ, ସ୍ବର ଉଠିଲେ ସମସ୍ତେ ଲାଇନ୍‌ରେ ରହିବେ। ଧର୍ମେନ୍ଦ୍ରଙ୍କ ଇସ୍ତଫା…

କ୍ୟାଟ୍ରିନାଙ୍କୁ ମିଳିଲା ବଡ଼ ଅଫର୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ସ୍ପିରିଟ’ ଆଜିକାଲି ଚର୍ଚ୍ଚାରେ ରହିଛି। କିଛି ମାସ ପୂର୍ବରୁ ଦୀପିକା ପାଦୁକୋନ ଏହି ପ୍ରୋଜେକ୍ଟରୁ ଓହରି ଯାଇଥିଲେ। ତୃପ୍ତି ଡିମରି ଏବଂ ପ୍ରଭାସଙ୍କ ଯୋଡ଼ି ଫିଲ୍ମରେ ଆସିବେ ବୋଲି ଚର୍ଚ୍ଚା ହେଉଛି। ଅଭିନେତ୍ରୀ କ୍ୟାଟ୍ରିନା…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅଭିଜିତ ଦିପ୍‌କେ, ସିଧା କହିଦେଲେ ଏମିତି…ଜାତୀୟ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୫।୭:ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି। ଧର୍ମେନ୍ଦ୍ର ପ୍ରଧାନଙ୍କ ଏହି ଇସ୍ତଫା ପଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?