Home Left

୨୪ ଘଣ୍ଟାରେ ଆଉ ଏକ ଲଘୁଚାପ: ଏସବୁ ଜିଲାକୁ ସତର୍କ

ଭୁବନେଶ୍ୱର,୧୫।୮: ପୁଣି ବର୍ଷା ବଢ଼ିବ । ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୦…

କୋଲକାତା ବଳାତ୍କାର-ହତ୍ୟା ମାମଲାକୁ ନେଇ ମମତାଙ୍କୁ ଚିଠି ଲେଖିଲେ ସ୍ବାତୀ

ନୂଆଦିଲ୍ଲୀ,୧୫।୮: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲ ଗୁରୁବାର ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ କୋଲକାତାରେ ଜଣେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ତୁରନ୍ତ ଏବଂ ନିର୍ଣ୍ଣାୟକ…

ଗଣମାଧ୍ୟମ ପ୍ରତିନିଧିଙ୍କୁ ଦୁର୍ବ୍ୟବହାର: ମନ୍ତ୍ରୀଙ୍କ ସମ୍ମୁଖ ମଞ୍ଚ ତଳେ ଧାରଣାରେ ବସିଲେ, ଜିଲାପାଳ-ଏସ୍‌ପି କ୍ଷମା ମାଗିଲା ପରେ…

ନବରଙ୍ଗପୁର,୧୫ା୮(ସଦାଶିବ ପ୍ରହରାଜ): ଜିଲାସ୍ତରୀୟ ୭୮ ତମ ସ୍ବାଧୀନତା ଦିବସ ନବରଙ୍ଗପୁର ଷ୍ଟାଡିୟମଠାରେ ପାଳିତ ହୋଇଯାଇଛି। ସମାରୋହରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତ, ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଯୋଗ ଦେଇ ଆନୁଷ୍ଠାନିକ ଭାବେ…

ଯୁଦ୍ଧ ବିରାମ ବାର୍ତ୍ତାରେ ଯୋଗ ଦେବ ନାହିଁ ହମାସ

ଗାଜା,୧୫।୮: ହମାସର ଜଣେ ଅଧିକାରୀ କହିଛନ୍ତି ଯେ କତାରରେ ହେବାକୁ ଥିବା ଅସ୍ତ୍ରବିରତି ଆଲୋଚନାରେ ଏହି ସଂଗଠନ ଅଂଶଗ୍ରହଣ କରିବ ନାହିଁ। ହମାସର ରାଜନୈତିକ ବ୍ୟୁରୋର ସଦସ୍ୟ ସୁହେଲ ହିନ୍ଦୀ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ କତାର ରାଜଧାନୀରେ ଗୁରୁବାର…

ମାଓବାଦୀଙ୍କ ବର୍ବରତା, ଦଶମ ଶ୍ରେଣୀ ଛାତ୍ରଙ୍କୁ ପିଟିପିଟି ମାରିଦେଲେ

ମାଲକାନଗିରି,୧୫।୮: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କୁ ପିଟି ପିଟି ହତ୍ୟା କରିଛନ୍ତି ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ମାଓବାଦୀ ଏପରି ବର୍ବର କାଣ୍ଡ ଘଟାଇଛନ୍ତି ବୋଲି କୁହାଯାଉଛି। ଗତ ଦଶଦିନ ତଳେ ମୃତ…

ମୁଖ୍ୟମନ୍ତ୍ରୀ ଅଭିଭାଷଣକୁ କଟାକ୍ଷକଲେ ଲେନିନ ମହାନ୍ତି, କହିଲେ ଶସ୍ତା ବକ୍ତବ୍ୟରୁ…

ଭୁବନେଶ୍ୱର,୧୫।୮: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଭିଭାଷଣକୁ ନେଇ କଟାକ୍ଷ କରିଛନ୍ତି ବିଜେଡି ମିଡ଼ିଆ ସଂଯୋଜକ ଲେନିନ ମହାନ୍ତି। ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ଦଳୀୟ ଆଭିମୁଖ୍ୟରୁ ଊଦ୍ଧର୍‌ବରେ ରହିବା ଆବଶ୍ୟକ। ଗୋଟେପଟେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାଜପା ସରକାର ଏବେ ବାଲ୍ୟାବସ୍ଥାରେ ଅଛି।…

ରାଜନାଥଜୀଙ୍କଠାରୁ ଏମିତି ଆଶା ନ ଥିଲା, ରାହୁଲ ଗାନ୍ଧୀ ପଛରେ ବସିବା ନେଇ ଆପତ୍ତି ଉଠାଇଲା କଂଗ୍ରେସ

ନୂଆଦିଲ୍ଲୀ,୧୫।୮:ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ କ୍ରମାଗତ ଏକାଦଶ ଥର ଦେଶକୁ ସମ୍ବୋଧିତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଲୋକ ସଭାରେ ବିରୋଧୀ ଦଳର ନେତା ତଥା କଂଗ୍ରେସ ଏମ୍‌ମି ରାହୁଲ ଗାନ୍ଧୀ ମଧ୍ୟ ଅଂଶଗ୍ରହଣ କରିଥିଲେ। ସ୍ବାଧୀନତା ଦିବସ…

୨୦୩୬ ଓଡିଶା ପାଳିବ ଶତାବ୍ଦୀର ବର୍ଷ

ଖୋର୍ଦ୍ଧା,୧୫।୮(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୮୍‌ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସମବାୟ ଓ ବୟନଶିଳ୍ପ ମନ୍ତ୍ରୀ ସନନ୍ଦ ପଦ ସ୍ବାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ…

ଆଡପ ବିଜେବେଳେ ପଡିଗଲେ ବଡ଼ ଠାକୁର, ତଦନ୍ତରୁ ଜଣାପଡିଲା ସାଂଘାତିକ କାରଣ

ଭୁବନେଶ୍ୱର,୧୫।୮: ଆଡପ ବିଜେବେଳେ ଚାରମାଳ ଉପରେ ମୁହଁମାଡି ପଡିଯାଇଥିଲେ ବଡଠାକୁର। ଯାହାକୁ ନେଇ କେବଳ ସାରା ରାଜ୍ୟରେ ନୁହେଁ ସାରା ଦେଶରେ ହଇଚଇ ସୃଷ୍ଟି ହୋଇଥିଲା। ତେବେ ଏହି ଅଘଟଣ ପଛର କାରଣ ଜଣାପଡିଛି। ଆବଶ୍ୟକଠାରୁ ଅଧିକ ସଂଖ୍ୟକ ସେବକ ରଥରେ…

ଦାରିଙ୍ଗବାଡ଼ିରେ ଉଡ଼ିଲା ତ୍ରିରଙ୍ଗା

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ୭୮ତମ ସ୍ବାଧୀନତା ଦିବସ ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ଜାତୀୟ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜାତୀୟ ଦିବସ ପାଳନ କମିଟିର ଅଧ୍ୟକ୍ଷ ତଥା ବିଡିଓ ଗଦାଧର ପାତ୍ରଙ୍କ ନେତୃତ୍ୱରେ ମୁଖ୍ୟ ଅତିଥି…

ରାଷ୍ଟ୍ରକୁ ଉନ୍ନତିର ଶିଖରରେ ପହଞ୍ଚାଇବାକୁ ପାଟଣା ବିଧାୟକଙ୍କ ଆହ୍ବାନ

ପାଟଣା,୧୫।୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଷ୍ଟାଡିୟମରେ ଗୁରୁବାର ୭୮ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ବର୍ଣ୍ଣାଢ୍ୟ ପରିବେଶରେ ପାଳିତ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗ ଦେଇ ପତାକା…

ଗଞ୍ଜାମ ମହାବିଦ୍ୟାଳୟ ନାକ୍‌ ମାନ୍ୟତା ପାଇଁ ଏସ.ଏସ.ଆର୍‌ ଦାଖଲ

ଗଞ୍ଜାମ,୧୫।୮(ବିଦ୍ୟାଧର ସାହୁ): ସ୍ଥାନୀୟ ଅଞ୍ଚଳରେ ଶିକ୍ଷାର ଗୁଣାତ୍ମକ ମାନବୃଦ୍ଧି ନିମନ୍ତେ ଜନସାଧାରଣଙ୍କ ଦୃଢ଼ଇଛା ଶକ୍ତି, କଠୋର ପରିଶ୍ରମ ଓ ତ୍ୟାଗପୂର୍ଣ୍ଣ ମନୋଭାବ ଯୋଗୁ ଅଗଷ୍ଟ ୭,୧୯୬୯ ମସିହାରେ ଗଢି ଉଠିଥିଲା ଗଞ୍ଜାମ ମହାବିଦ୍ୟାଳୟ l ଶିକ୍ଷାବିତ୍‌ ସମାଜସେବୀ ସ୍ବର୍ଗତ ଅଭିମନ୍ୟୁ ପଟ୍ଟନାୟକ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri