ନିବେଶକ ହରାଇଲେ ୯ଲକ୍ଷ କୋଟି
ମୁମ୍ବାଇ,୮।୧୦: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ସାଙ୍ଗକୁ ଦରବୃଦ୍ଧି ଜନିତ ମାନ୍ଦାବସ୍ଥାର ପ୍ରଭାବ ଭାରତୀୟ ପୁଞ୍ଜି ବଜାର କାରବାର ଉପରେ ପଡୁଛି। ଫଳରେ ଘରୋଇ ଶେୟାର ବଜାରର ନିବେଶକମାନେ ବଡ ଧରଣର କ୍ଷତି ସହୁଛନ୍ତି। ଏପରିକି ଦିନକରେ ଶେୟାର ବଜାର ନିବେଶକ ପ୍ରାୟ ୯…
କାମ କରିବ ରାହୁଲଙ୍କ ଫର୍ମୁଲା! ଏବେଠାରୁ ଖୁସି ମନାଇଲାଣି କଂଗ୍ରେସ
ନୂଆଦିଲ୍ଲୀ,୮।୧୦: ହରିୟାଣା ବିଧାନସଭା ନିର୍ବାଚନ ଫଳାଫଳକୁ ଅପେକ୍ଷା କରାଯାଇଛି। ଗଣନା ସହିତ, ଫଳାଫଳ ସମ୍ବନ୍ଧୀୟ ଚିତ୍ର ସ୍ପଷ୍ଟ ହେବା ଆରମ୍ଭ କରିବ। କିନ୍ତୁ ଟ୍ରେଣ୍ଡ ପୂର୍ବରୁ କଂଗ୍ରେସ ଉତ୍ସବ ପାଳନ କରିବା ଆରମ୍ଭ କରିଛି। ହରିୟାଣା ନିର୍ବାଚନ ଏବଂ ଜମ୍ମୁ କଶ୍ମୀର…
ବେଦାନ୍ତ ପକ୍ଷରୁ ଜାତୀୟ ପୋଷଣ ମାସ
ଭୁବନେଶ୍ୱର,୮।୧୦: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଜାତୀୟ ପୋଷଣ ମାସ ନିକଟରେ ପାଳିତ ହୋଇଯାଇଛି। ଏପରିକି ଏହା ସମ୍ପୂର୍ଣ୍ଣ ଗୋଷ୍ଠୀ କଲ୍ୟାଣ ଭିତ୍ତିକ କାର୍ଯ୍ୟକ୍ରମ ହୋଇଥିଲାବେଳେ ଶିଶୁ, କିଶୋର ଓ ମା’ ମାନଙ୍କ ପାଇଁ…
ବିକଳାଙ୍ଗ ଶିଶୁ କନ୍ୟା ଜନ୍ମ ପରେ ଶାଶୁଘର ଲୋକେ ଦେଉଥିଲେ ନିର୍ଯାତନା: ସହି ନ ପାରି…
କୁଜଙ୍ଗ,୮ା୧୦(ମନୋଜ ପ୍ରଧାନ):ଜଗତ୍ସିଂହପୁର ଜିଲା କୁଜଙ୍ଗ ଥାନା ଅନ୍ତର୍ଗତ ଚଟୁଆ ପଞ୍ଚାୟତ ପୋଖରିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳା ନିଜ ୨ ଶିଶୁକନ୍ୟାଙ୍କୁ ଘର ନିକଟରେ ଥିବା ଏକ ପରିତ୍ୟକ୍ତ ପୋଖରୀକୁ ପିଙ୍ଗି ସେହି ହୁଡ଼ାରେ ଥିବା ଗଛରେ…
ଡ୍ରିମ୍ସରେ ହ୍ୟୁଣ୍ଡାଇ ମୋଟର୍ସର କ୍ୟାମ୍ପସ ଚୟନ
ଭୁବନେଶ୍ୱର,୮।୧୦ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମ୍ସ ଶିଳ୍ପ ତାଲିମ କେନ୍ଦ୍ର (ଡ୍ରିମ୍ସ ଆଇଟିଆଇ)ର ସଂଖ୍ୟାଧିକ ଛାତ୍ର ରେକର୍ଡସଂଖ୍ୟକ କ୍ୟାମ୍ପସ ନିଯୁକ୍ତି ହାସଲ କରିଛନ୍ତି। ଏପରିକି ଡ୍ରିମ୍ସ ପରିସରରେ ହ୍ୟୁଣ୍ଡାଇ ମୋଟର୍ସ ଇଣ୍ଡିଆ ଲିମିଟେଡ୍ ପକ୍ଷରୁ ଚାଲିଥିବା…
ସଚିନ ବିଓବିର ଗ୍ଲୋବାଲ ବ୍ରାଣ୍ଡ୍ ଆମ୍ବାସାଡର
ନୂଆଦିଲ୍ଲୀ,୮।୧୦: ବ୍ୟାଙ୍କ ଅଫ୍ ବରୋଦା (ବିଓବି)ର ଗ୍ଲୋବାଲ ବ୍ରାଣ୍ଡ୍ ଆମ୍ବାସାଡର ଭାବେ କିମ୍ବଦନ୍ତୀ କ୍ରିକେଟିୟର ସଚିନ ତେନ୍ଦୁଲକରଙ୍କୁ ଚୟନ କରାଯାଇଛି। ଏପରିକି ସଚିନଙ୍କୁ ନେଇ ବ୍ୟାଙ୍କ ପକ୍ଷରୁ ‘ପ୍ଲେ ଦି ମାଷ୍ଟର ଷ୍ଟ୍ରୋକ୍’ ଅଭିଯାନର ଶୁଭାରମ୍ଭ କରାଯାଇଛି। ସେହିପରି ଶତାବ୍ଦୀରୁ ଊର୍ଦ୍ଧ୍ୱ ସମୟ…
ଆବେଦନର ୪୮ ବର୍ଷ ପରେ ନିଯୁକ୍ତି ଅଫର
ଲଣ୍ଡନ: ଟିଜି ହୋଡ୍ସନ (୭୦) ନାମ୍ନୀ ଜଣେ ପୂର୍ବତନ ଷ୍ଟଣ୍ଟ ଓମ୍ୟାନ୍ ୪୮ ବର୍ଷ ପୂର୍ବେ ଏକ ମୋଟରସାଇକେଲ ଷ୍ଟଣ୍ଟ ରାଇଡର ଚାକିରି ପାଇଁ ଆବେଦନ କରିଥିଲେ। ତେବେ ଆବେଦନ କରିବାର ୪୮ ବର୍ଷ ପରେ ହୋଡ୍ସନ ସୋମବାର ତାଙ୍କର ନିଯୁକ୍ତି ପତ୍ରକୁ…
ମାମଲା ନ ଥିଲେ ଅଧିକାରୀ ହୋଇପାରିବେ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ, ଓଏସ୍ଡି
ଭୁବନେଶ୍ୱର,୮ା୧୦(ଅନିଲ ଦାସ): ଯେଉଁ ଅଧିକାରୀମାନଙ୍କୁ ମନ୍ତ୍ରୀମାନଙ୍କ ବ୍ୟକ୍ତିଗତ ସଚିବ କିମ୍ବା ଓଏସ୍ଡି ଭାବେ ନିଯୁକ୍ତି ଦିଆଯିବ, ସେମାନଙ୍କ ନାଁରେ କୌଣସି ପ୍ରକାର ଶୃଙ୍ଖଳାଗତ ମାମଲା, ଭିଜିଲାନ୍ସ କିମ୍ବା ଫୌଜଦାରୀ ମାମଲା ନ ଥିବା ଆବଶ୍ୟକ। ସେମାନଙ୍କ ସିସିଆର/ପିଏଆରରେ କୌଣସି ପ୍ରକାର ନକାରାତ୍ମକ…
ଆମାଜନରେ ମିଳିବ ଏନ୍ସିଇଆର୍ଟି ପୁସ୍ତକ: ଧର୍ମେନ୍ଦ୍ର
ଭୁବନେଶ୍ୱର,୮।୧୦(ସୁନିତ୍ ମିଶ୍ର): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ସୋମବାର ଭାରତ ସରକାରଙ୍କ ଅଧୀନରେ ଥିବା ଏନ୍ସିଇଆର୍ଟି ଏବଂ ଅନ୍ୟତମ ସର୍ବବୃହତ ଇ-କମର୍ସ ପ୍ଲାଟଫର୍ମ ଆମାଜନ ସେଲର୍ସ ପ୍ରାଇଭେଟ୍ ଲିମିଟେଡ୍ ମଧ୍ୟରେ ଲେଟର୍ ଅଫ୍ ଏନ୍ଗେଜମେଣ୍ଟ(ଏଲ୍ଓଇ) ସ୍ବାକ୍ଷରିତ ହୋଇଛି। ଏହା ହେଉଛି ପ୍ରଥମ…
ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଭାରତୀୟ ବାୟୁସେନା
ପ୍ରତିବର୍ଷ ୮ ଅକ୍ଟୋବରରେ ଭାରତୀୟ ବାୟୁସେନା ଦିବସ ପାଳନ କରାଯାଏ। ଚଳିତବର୍ଷ ଭାରତୀୟ ବାୟୁସେନା ଏହାର ୯୨ତମ ବାର୍ଷିକୀ ଉତ୍ସବ ପାଳନ କରିବ। ଏହି ଦିନ ପାଳନ କରିବାର ଉଦ୍ଦେଶ୍ୟ ହେଲା ଭାରତୀୟ ବାୟୁସେନାର ଗୁରୁତ୍ୱ ବିଷୟରେ ଲୋକଙ୍କୁ ଅବଗତ କରାଇବା।…
ସିରିପାଇ ସରପଞ୍ଚଙ୍କୁ ବଡ଼ ଝଟ୍କା: ପଦ ଅସିଦ୍ଧ ଘୋଷଣା କଲେ କୋର୍ଟ
ରାୟଗଡ଼ା,୭।୧୦(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା କାଶୀପୁର ବ୍ଲକ୍ ଅନ୍ତର୍ଗତ ସିରିପାଇ ପଞ୍ଚାୟତର ସରପଞ୍ଚ ଇଚ୍ଛାମନ ମାଝିଙ୍କ ପଦ ରଦ୍ଦ ହୋଇଥିବା ଅତିରିକ୍ତ ଜିଲା ଦୌରାଜଜ୍ ଘୋଷଣା କରିଛନ୍ତି। ଅତିରିକ୍ତ ଜିଲା ଦୌରାଜଜ୍ ରାୟଗଡ଼ା ନିର୍ବାଚନ ଅପିଲ ନମ୍ବର୍ ୪/୨୦୨୩ ବିଚାର…
ମୁଖିଆ ହିସାବରେ ୨୩ ବର୍ଷ ପୂରଣ କରିବା ପରେ ମନର କଥା ଖୋଲି କହିଦେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସାର୍ବଜନିକ ପଦବୀରେ ୨୩ ବର୍ଷ ପୂରଣ କରିଛନ୍ତି। ୨୦୦୧ରେ ଏହି ଦିନ ସେ ପ୍ରଥମ ଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ଏହି ଅବସରରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ…
Archives


