ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ମାମଲା: ଅଭିଯୁକ୍ତ ଅଟକ
ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଞ୍ଚଳର ଜଣେ ୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗରେ ସମ୍ପୃକ୍ତ ବୁଡୁ ସାହୁ ନାମକ ଜଣେ ଯୁବକଙ୍କୁ ସୋମବାର ପୋଲିସ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି। ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ…
କେତେବେଳେ ବି ଘଟିପାରେ ବଡ଼ ଅଘଟଣ: ମୃତ୍ୟୁକୁ ଆମନ୍ତ୍ରଣ କରୁଛି ମୁକୁଳା ଟ୍ରାନ୍ସଫର୍ମର
ଥୁଆମୂଳ ରାମପୁର,୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅନେକ ସ୍ଥାନରେ ଲାଗିଥିବା ଟ୍ରାନ୍ସଫର୍ମର ଏବେ ବିପଦପୂର୍ଣ୍ଣ ଅବସ୍ଥାରେ ପଡ଼ିରହିଛି। ବିଦ୍ୟୁତ ବିଭାଗର ଅବହେଳା ପାଇଁ କେତେବେଳେ ଘଟିପାରେ ବଡ଼ ଅଘଟଣ। ମୃତ୍ୟୁକୁ ଆମନ୍ତ୍ରଣ କରୁଛି ବ୍ଲକ ମୁଖ୍ୟ ଫାଟକ…
ବାଇକ ଉପରେ ଚଢିଗଲା ଟ୍ରଲର, ଦୁର୍ଘଟଣାରେ ୩ ମୃତ
କେନ୍ଦୁଝର,୭।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟସ୍ଥିତ ୨୦ନମ୍ବର ଜାତୀୟ ରାଜପଥ ଲଙ୍ଗଳକଣ୍ଟି ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଇକ ଉପରେ ଟ୍ରଲର ଚଢିଯାଇ ଘଟଣାସ୍ଥଳରେ ଜଣଙ୍କର ମୃତ ଘଟିଥିବା ବେଳେ…
ଗୌତମ ଗମ୍ଭୀରଙ୍କ ପାଦ ଚାଟିବା ଉଚିତ୍ ନୁହେଁ…କାହିଁକି ଏମିତି କହିଲେ ଗାଭାସ୍କର
ନୂଆଦିଲ୍ଲୀ,୭।୧୦: ଗୌତମ ଗମ୍ଭୀରଙ୍କ କୋଚିଂରେ ଟିମ ଇଣ୍ଡିଆ ଏପର୍ଯ୍ୟନ୍ତ ଚମତ୍କାର ପ୍ରଦର୍ଶନ ପ୍ରଦର୍ଶନ କରିଛି। ବିଶେଷକରି ବାଂଲାଦେଶ ବିପକ୍ଷ କାନପୁର ଟେଷ୍ଟରେ ଟିମ ଇଣ୍ଡିଆ ଜବରଦସ୍ତ ଢଙ୍ଗରେ ଜିତିଥିଲା। ଏହି ମ୍ୟାଚରେ ପ୍ରଥମ ତିନି ଦିନ ବର୍ଷା ଦ୍ୱାରା ପ୍ରଭାବିତ ହୋଇଥିଲା…
ଜିଲା ଭିତ୍ତିକ ନିଯୁକ୍ତି ଦାବି ଘଟଣା: ନିଯୁକ୍ତପତ୍ର ପାଇଥିବା ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ବାରଣ, ବିଇଓ ଅଫିସ ସମ୍ମୁଖରେ ଧାରଣା
ଝରିଗାଁ,୭।୧୦(କିଶୋର ଚନ୍ଦ୍ର ମଣ୍ତଳ): ଜିଲା ଭିତ୍ତିକ ନିଯୁକ୍ତି ଦାବି ଘଟଣାରେ ନିଯୁକ୍ତପତ୍ର ପାଇଥିବା ନୂତନ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ସମ୍ପୃକ୍ତ ଗ୍ରାମରେ ରହିଥିବା କ୍ରିୟାନୁଷ୍ଠାନ କମିଟି ବାରଣ କରିଛି। ଯାହାଫଳରେ କାର୍ଯ୍ୟରେ ଯୋଗ ଦେଇପାରିନଥିବା ଶିକ୍ଷୟିତ୍ରୀ ଶିକ୍ଷକମାନେ ଦିନ…
ବାର୍ହା ଶିକାର ପାଇଁ ବିଛା ଯାଇଥିଲା ବୋମା: ବଳଦ ମୁହଁରେ ଫୁଟିଲା…
କେନ୍ଦୁଝର,୭।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବାର୍ହା ଶିକାର ପାଇଁ ବିଛା ଯାଇଥିବା ବୋମା ବଳଦ ମୁହିଁରେ ଫୁଟି ଯିବାରୁ ସେ ଗୁରୁତର ହୋଇଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ତେଲକୋଇ ରେଞ୍ଜ କୁଲାଡେରା ଗାଁ କେନ୍ଦୁଆଦରି ସାହିରେ । ବଳଦଟି ଚରୁଥିବା…
ଜିମ୍ନାଷ୍ଟିକ୍କୁ ବାଏ ବାଏ କହିଲେ ଦୀପା କର୍ମକାର
ନୂଆଦିଲ୍ଲୀ,୭ା୧୦(ପି.ଟି.): ଭାରତର ତାରକା ଜିମ୍ନାଷ୍ଟ ଦୀପା କର୍ମକାର ସୋମବାର ଅବସର ଘୋଷଣ କରିଛନ୍ତି। ପ୍ରଥମ ଭାରତୀୟ ଭାବରେ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିଥିବା ବେଳେ ରିଓ ୨୦୧୬ରେ ଅଳ୍ପକେ ବ୍ରୋଞ୍ଜ ପଦକରୁ ସେ ବଞ୍ଚିତ ହୋଇଥିଲେ। ମାତ୍ର ୦.୧୫ ପଏଣ୍ଟ ପଛରେ ରହି…
ଶେଷରେ ମୋଦିଙ୍କ ଆଗରେ ମୁଣ୍ଡ ନୁଆଁଇଲେ ମାଳଦ୍ୱୀପ ରାଷ୍ଟ୍ରପତି
ନୂଆଦିଲ୍ଲୀ,୭।୧୦: ଆଜିକାଲି ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ଭାରତ ଗସ୍ତରେ ଅଛନ୍ତି। ସୋମବାର ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମଧ୍ୟ ମାଳଦ୍ୱୀପ ପରିଦର୍ଶନ କରିବାକୁ ଆମନ୍ତ୍ରଣ କରିଛନ୍ତି। ବ୍ୟାପକ ଅର୍ଥନୈତିକ ଏବଂ ରଣନୀତିକ…
ପୁଣି ରେକର୍ଡ ଭାଙ୍ଗିଲା ସୁନା ମୂଲ୍ୟ: ଖୁବଶୀଘ୍ର ପାର କରିଯିବ ୮୦ ହଜାର
ମୁମ୍ବାଇ,୭।୧୦: ବଢିଚାଲିଛି ସୁନା ଦାମ୍। ସୋମବାର ପୁଣି ରେକର୍ଡ ଭାଙ୍ଗିଛି ସୁନା ମୂଲ୍ୟ। ସୋମବାର ସୁନା ମୂଲ୍ୟରେ ୨୫୦ ଟଙ୍କା ବୃଦ୍ଧି ପାଇ ୧୦ ଗ୍ରାମକୁ ୭୮ ହଜାର ୭୦୦ ଟଙ୍କା ହୋଇଛି। ଯେତେବେଳେ କି ଶୁକ୍ରବାର ଏହା ୭୮ ହଜାର…
ଗାଁ ସଭାପତିଙ୍କ ଗଳା କାଟି ଫେରାର ମାରୁଥିଲେ ଅଭିଯୁକ୍ତ, ବାଟରେ ଗାଡ଼ି ଧକ୍କା ହେବାରୁ …
ହିଞ୍ଜିଳିକାଟୁ,୭।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ବଡଖଣ୍ଡି ଗ୍ରାମ ଜଗନ୍ନାଥ ମନ୍ଦିର ନିକଟରେ ରବିବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ବ୍ୟକ୍ତିଙ୍କୁ ଗଳାକାଟି ହତ୍ୟା କରାଯାଇଛି। ମୃତକ ହେଲେ ବ୍ରହ୍ମପୁର ସଦର ଥାନା ସାତପାଣ୍ଡିଆ ଗ୍ରାମର କେ.…
ମହିଳା ଡାକ୍ତରଙ୍କୁ ବଳାତ୍କାର-ହତ୍ୟା ଘଟଣା: ଚାର୍ଜସିଟ୍ ଦାଖଲ ଗଲା ସିବିଆଇ
କୋଲକାତା,୭।୧୦: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାସ୍ଥିତ ଆର.ଜି କର ହସ୍ପିଟାଲରେ ଜଣେ ଜୁନିଅର ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ସଞ୍ଜୟ ରାୟଙ୍କୁ ମୁଖ୍ୟ ଅଭିଯୁକ୍ତ କରାଯାଇଛି। ସୋମବାର ଏହି ମାମଲାର ଚାର୍ଜସିଟ୍ ସିବିଆଇ ଦାଖଲ କରିଛି। ସିବିଆଇ ସୂତ୍ର ଅନୁଯାୟୀ,…
‘ଡେଲିଭରୀ ବଏ’ ସାଜିଲେ ଜୋମାଟୋ ସିଇଓ: ଅର୍ଡର ଡେଲିଭରୀ ପରେ ବଖାଣିଲେ ଦୁଃଖ
ନୂଆଦିଲ୍ଲୀ,୭।୧୦: ଜୋମାଟୋ ସିଇଓ ଦୀପିନ୍ଦର ଗୋୟାଲ ନିକଟରେ ତାଙ୍କ ସ୍ତ୍ରୀ ଗ୍ରେସିଆ ମୁନୋଜଙ୍କ ସହ ଗୋଟିଏ ଦିନ ଫୁଡ୍ ଡେଲିଭରୀ ଏଜେଣ୍ଟ ଭାବରେ କାର୍ଯ୍ୟ କରିଥିଲେ। ଏହି ଅଭିଜ୍ଞତା ପରେ ସେ ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ…
Archives


