Home Left

ଗାଁ ସଭାପତିଙ୍କ ଗଳା କାଟି ଫେରାର ମାରୁଥିଲେ ଅଭିଯୁକ୍ତ, ବାଟରେ ଗାଡ଼ି ଧକ୍କା ହେବାରୁ …

ହିଞ୍ଜିଳିକାଟୁ,୭।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ବଡଖଣ୍ଡି ଗ୍ରାମ ଜଗନ୍ନାଥ ମନ୍ଦିର ନିକଟରେ ରବିବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ବ୍ୟକ୍ତିଙ୍କୁ ଗଳାକାଟି ହତ୍ୟା କରାଯାଇଛି। ମୃତକ ହେଲେ ବ୍ରହ୍ମପୁର ସଦର ଥାନା ସାତପାଣ୍ଡିଆ ଗ୍ରାମର କେ.…

ମହିଳା ଡାକ୍ତରଙ୍କୁ ବଳାତ୍କାର-ହତ୍ୟା ଘଟଣା: ଚାର୍ଜସିଟ୍‌ ଦାଖଲ ଗଲା ସିବିଆଇ

କୋଲକାତା,୭।୧୦: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାସ୍ଥିତ ଆର.ଜି କର ହସ୍ପିଟାଲରେ ଜଣେ ଜୁନିଅର ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ସଞ୍ଜୟ ରାୟଙ୍କୁ ମୁଖ୍ୟ ଅଭିଯୁକ୍ତ କରାଯାଇଛି। ସୋମବାର ଏହି ମାମଲାର ଚାର୍ଜସିଟ୍‌ ସିବିଆଇ ଦାଖଲ କରିଛି। ସିବିଆଇ ସୂତ୍ର ଅନୁଯାୟୀ,…

‘ଡେଲିଭରୀ ବଏ’ ସାଜିଲେ ଜୋମାଟୋ ସିଇଓ: ଅର୍ଡର ଡେଲିଭରୀ ପରେ ବଖାଣିଲେ ଦୁଃଖ

ନୂଆଦିଲ୍ଲୀ,୭।୧୦: ଜୋମାଟୋ ସିଇଓ ଦୀପିନ୍ଦର ଗୋୟାଲ ନିକଟରେ ତାଙ୍କ ସ୍ତ୍ରୀ ଗ୍ରେସିଆ ମୁନୋଜଙ୍କ ସହ ଗୋଟିଏ ଦିନ ଫୁଡ୍‌ ଡେଲିଭରୀ ଏଜେଣ୍ଟ ଭାବରେ କାର୍ଯ୍ୟ କରିଥିଲେ। ଏହି ଅଭିଜ୍ଞତା ପରେ ସେ ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ…

କାଲିଠୁ ୟୁନିଫର୍ମ ପିନ୍ଧି ପାରିବି ନାହିଁ ଏମିତି କହି ଭାବବିହ୍ବଳ ହେଲେ ଅରୁଣ ଷଡ଼ଙ୍ଗୀ

ଭୁବନେଶ୍ୱର,୭ା୧୦: କାଲିଠୁ ଆଉ ପିନ୍ଧି ପାରିବିନି ୟୁନିଫର୍ମ। ଶୁଣିଲେ ଦୁଃଖ ଲାଗୁଛି। ଏତେଶୀଘ୍ର ୟୁନିଫର୍ମ ଖୋଲିବି ଭାବି ନ ଥିଲି। ବିଦାୟକାଳୀନ ସମ୍ବର୍ଦ୍ଧନା ବେଳେ ଭାବବିହ୍ବଳ ହୋଇ ଏମିତି କଥା କହିଛନ୍ତି ବରିଷ୍ଠ ଆଇପିଏସ୍‌ ଅଧିକାରୀ ଅରୁଣ ଷଡ଼ଙ୍ଗୀ। ରାଜ୍ୟ ସରକାର…

ନଭେମ୍ବର ୨୯ରୁ ଆରମ୍ଭ ହେବ ଲୋକକଳାର ମହାକୁମ୍ଭ ‘ନୃତ୍ୟ ସଙ୍ଗମ’

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଅନୁଷ୍ଠାନ ପ୍ରତିଭା ଅନୁଷ୍ଠାନ ପକ୍ଷରୁ ‘ନୃତ୍ୟ ସଂଗମ’-୨୦୨୪ ପାଇଁ ସୋମବାର ଭବାନୀପାଟଣାସ୍ଥିତ ଏକ ହୋଟେଲରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ନଭେମ୍ବର ୨୯, ୩୦ ଓ ଡିସେମ୍ବର ୧ ତାରିଖରେ ସ୍ଥାନୀୟ ଲାଲ…

ଦଳିତ ପରିବାରରେ ସମୟ ବିତାଇଲେ ରାହୁଲ ଗାନ୍ଧୀ: ଶିଖିଲେ ରୋଷେଇ

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ଏମ୍‌ପି ତଥା ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ସୋମବାର ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ଅଜୟ ତୁକାରାମ ସନାଡେ ଏବଂ ତାଙ୍କ ପତ୍ନୀ ଅଞ୍ଜନା ତୁକାରାମ ସନାଡେଙ୍କ ସହ ଖାଦ୍ୟ ରାନ୍ଧୁଥିବା ଦେଖିବାକୁ ମିଳିଛି। ଏହି…

ଅନ୍ୟ ଜିଲା ଶିକ୍ଷକଙ୍କୁ ନବରଙ୍ଗପୁର ମନା

ଭୁବନେଶ୍ୱର,୭।୧୦: ନବରଙ୍ଗପୁରରେ ଜିଲାଭିତ୍ତିକ ନିଯୁକ୍ତି ଦାବିରେ ବିବାଦ ତେଜିଛି। ଅନ୍ୟ ଜିଲାର ନିଯୁକ୍ତି ପାଇଥିବା ଶିକ୍ଷକଙ୍କୁ ଜଏନ୍‌ ସୁଯୋଗ ମିଳୁନି ଅବିଭକ୍ତ କୋରାପୁଟ ଜିଲାର ଶିକ୍ଷକ ବ୍ୟତୀତ ଅନ୍ୟମାନଙ୍କୁ ବିରୋଧ କରାଯାଇଛି। ତେବେ ନିରାଶ ହେଉଛନ୍ତି ସରକାରଙ୍କ ଦ୍ବାରା ନିଯୁକ୍ତ ଅନ୍ୟ…

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

ସୋନପୁର,୭।୧୦(ମୃତ୍ୟୁଞ୍ଜୟ ଶତପଥୀ): ଲାଞ୍ଚ ନେବା ନିର୍ବାହୀ ଯନ୍ତ୍ରୀଙ୍କୁ ମହଙ୍ଗା ପଡିଛି। ତେଲ ଜଳସେଚନ ବିଭାଜନ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର କୁମାର ପାଢ଼ୀଙ୍କୁ ଭିଜିଲାନ୍ସ ବିଭାଗ ସୋମବାର ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ଠିକାଦାର ଦେବରଞ୍ଜନ ତ୍ରିପାଠୀଙ୍କ ଏକ ପୁରୁଣା ବିଲ୍‌…

ମୁଇଜୁଙ୍କୁ ଭେଟିବା ପରେ ବଡ଼ କଥା କହିଦେଲେ ମୋଦି

ନୂଆଦିଲ୍ଲୀ,୭ା୧୦: ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ଭାରତ ଗସ୍ତରେ ଅଛନ୍ତି। ସୋମବାର ମୁଇଜୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଥିଲେ। ହାଇଦ୍ରାବାଦ ହାଉସରେ ଏହି ସାକ୍ଷାତ ଅନୁଷ୍ଠିତ ହୋଇଥିଲା। ମୋଦି ଏବଂ ମୁଇଜୁ ମାଳଦ୍ୱୀପରେ ହନିମାଧୁ ଅନ୍ତର୍ଜାତୀୟ ବିମାନବନ୍ଦରର ରନୱେକୁ ଉଦ୍‌ଘାଟନ କରିଥିଲେ। ଏହାସହ…

ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: ୯ରେ SHG ମହିଳାଙ୍କୁ…

ଭୁବନେଶ୍ୱର,୭।୧୦: ‘ସୁଭଦ୍ରା’ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଆଜି ୧ ଟଙ୍କା ଯାଇଛି। ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ପାଇଁ ଖାତାକୁ ପରୀକ୍ଷାମୂଳକ ଭାବେ ଟଙ୍କାଟିଏ ଆସିଛି। ୯ ତାରିଖ ଦିନ ବାକି ୪୯୯୯ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆସିବ ବୋଲି…

ହେଲିକପ୍ଟର ମାଗିଲେ ମୁଖ୍ୟମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୭ା୧୦: ନକ୍ସଲ ମୁକାବିଲା ବୈଠକରେ କେନ୍ଦ୍ର ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନକ୍ସଲ ଅପରେଶନ ତୀବ୍ର କରିବାକୁ ୧୨ କମ୍ପାନୀ ଫୋର୍ସ ମାଗିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଛତିଶଗଡ଼ରେ ନକ୍ସଲ ଅପରେଶନ ଜୋରଦାର କରାଯାଇଛି। ସେଠାକାର ନକ୍ସଲଙ୍କର ଓଡ଼ିଶାରେ…

ଅଖରୋଟ୍‌ ଖାଇଲେ ମିଳେ ଏସବୁ ଫାଇଦା

ଅଖରୋଟ୍‌ ଏପରି ଏକ ଶୁଖିଲା ଫଳ, ଯାହା ଏହାକୁ ଖାଇବା ଦ୍ୱାରା ଆପଣଙ୍କ ସ୍ବାସ୍ଥ୍ୟ ପାଇଁ ଅନେକ ଲାଭ ମିଳିବ। ନିକଟରେ ହୋଇଥିବା ଏକ ଅଧ୍ୟୟନ ଅନୁଯାୟୀ, ଯେଉଁମାନେ ପ୍ରତିଦିନ ଅଖରୋଟ୍‌ ଖାଉଛନ୍ତି। ସେମାନଙ୍କର ହୃଦ୍‌ଘାତ ଜନିତ ରୋଗ ହେବାର ଆଶଙ୍କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri