Home Left

ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ…

ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍‌ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି ୫ ଜଣ ଜିୁଆଡ଼ିଙ୍କୁ ଗିରଫ କରିଥିବା ବେଳେ ପୂର୍ବରୁ ସୂଚନା ପାଇ ବହୁ…

ରାତ୍ରୀଭୋଜନରେ ଟ୍ରମ୍ପଙ୍କ ମନ୍ତବ୍ୟ ଶୁଣି ସମସ୍ତେ ଆଶ୍ଚର୍ଯ୍ୟ, କହିଲେ ତୃତୀୟ ଥର ରାଷ୍ଟ୍ରପତି…

ଓ୍ବାଶିଂଟନ,୨୫।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସ୍ କରେସପଣ୍ଡେଣ୍ଟସ୍ ଆସୋସିଏସନ୍ ରାତ୍ରୀଭୋଜନରେ ସମ୍ଭାବ୍ୟ ତୃତୀୟ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ବିଷୟରେ ମନ୍ତବ୍ୟ ଦେଇଥିଲେ । ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା । ତଥାପି, ସେ ତୁରନ୍ତ ସ୍ପଷ୍ଟ କରିଥିଲେ ଯେ ସେ…

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ ସାମ୍ନାକୁ ଆସିଥିଲା। ଉତ୍ତ୍ୟକ୍ତ ଜନତାଙ୍କ ଆକ୍ରମଣର ଶିକାର ହୋଇଥିବା ଜଣେ ଫେଲୋଶିପ୍‌ ଯୁବତୀଙ୍କୁ…

ପୁଣି ଭିଡିଓ ଜାରି କଲେ ସୋନମ ଓ଼୍ବାଙ୍ଗଚୁକ୍‌, ଆନ୍ଦୋଳନକୁ ନେଇ କଲେ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୫।୭: ଦେଶ-ବିଦେଶରେ ପ୍ରସିଦ୍ଧ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ଏକ ନୂଆ ଭିଡିଓ ଜାରି କରିଛନ୍ତି। ୨୬ ଦିନର ଆମରଣ ଅନଶନ ଭାଙ୍ଗିବା ପରେ ଉଠିଥିବା ପ୍ରଶ୍ନଗୁଡ଼ିକୁ ନେଇ ସେ ଏଥିରେ ଗଭୀର ଅସନ୍ତୋଷ ପ୍ରକାଶ କରିଛନ୍ତି। ସୋନମ କେନ୍ଦ୍ର ସରକାରଙ୍କ…

ଲୁଟ ଟଙ୍କାରେ ମଉଜମସ୍ତି, ୨ ଗିରଫ

ପରଜଙ୍ଗ, ୨୫।୭ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ବିଭିନ୍ନ ଚୋରି, ଲୁଟ୍‌, ଡକାୟତି ଓ ଭୟଭୀତ କରିବା ଭଳି ଅପରାଧରେ ସମ୍ପୃକ୍ତ ଅପରାଧୀ ବିଜୟ ପରିଡ଼ା ଓରଫ…

ଦିଗପହଣ୍ଡି ରେ ସନ୍ଥ ଅରକ୍ଷିତ ଦାସଙ୍କ ଜନ୍ମୋତ୍ସବ:  ପ୍ରତିମୂର୍ତ୍ତୀରେ …

ଦିଗପହଣ୍ଡି,୨୫|୭ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସ ଙ୍କ ପବିତ୍ର ଜନ୍ମତ୍ସୋବ ଶନିବାର ପାଳିତ ହୋଇଯାଇଛି। ଦିଗପହଣ୍ଡି ସହର ଉପକଣ୍ଠ ଘୋଡାହାଡ ଡ୍ଯାମ ରାସ୍ତା ଛକରେ ସ୍ଥାପିତ ହୋଇଥିବା ସନ୍ଥ ଅରକ୍ଷିତ ଦାସଙ୍କ…

ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି। ୨୭ ତାରିଖରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ତେବେ…

ମୋଦି ସରକାରଙ୍କୁ ପୁଣି ଟାର୍ଗେଟ୍‌ କଲେ ରାହୁଲ: କହିଲେ, ୩ ଦାବି ପୂରଣ କର

ନୂଆଦିଲ୍ଲୀ,୨୫।୭: କଂଗ୍ରେସ ଏମ୍‌ପି ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର ଏକ ସାମ୍ବାଦିକ ସମ୍ମିଳନୀରେ NEET ପେପର ଲିକ ଏବଂ ପରୀକ୍ଷା ବ୍ୟବସ୍ଥାରେ ଅନିୟମିତତା ସମ୍ପର୍କରେ କେନ୍ଦ୍ର ସରକାରଙ୍କ ଉପରେ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି,…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର ୱିକେଟକିପର-ବ୍ୟାଟସମ୍ୟାନ ଜୋସ ବଟଲର୍‌ ଏକ ସ୍ବତନ୍ତ୍ର ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଭାରତୀୟ…

ମୋଦିଙ୍କ ସହ ମନ୍ତ୍ରୀଙ୍କ ନକଲି AI ଭିଡିଓ ଭାଇରାଲ; ପାକିସ୍ତାନୀ ହ୍ୟାଣ୍ଡେଲରଙ୍କ ଉପରେ ଷଡ଼ଯନ୍ତ୍ରର ଅଭିଯୋଗ

ନୂଆଦିଲ୍ଲୀ,୨୫।୭: ପ୍ରେସ ଇନଫର୍ମେସନ ବ୍ୟୁରୋ (PIB) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ନକଲି, AI-ଜେନେରେଟେଡ ଭିଡିଓଗୁଡ଼ିକର ପର୍ଦ୍ଦାଫାସ କରିଛି। PIBର ଫ୍ୟାକ୍ଟ ଚେକ ୟୁନିଟ ଏହି ଭିଡିଓଗୁଡ଼ିକୁ – ଯାହା ସୋସିଆଲ ମିଡିଆରେ ଭ୍ରାମକ ସୂଚନା…

କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….

ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ ସ୍ତରରେ କାର୍ଯ୍ୟକ୍ରମ କରୁଛି । କିଛି ସରକାରୀ ସେବା ପାଇବାରୁ ବଞ୍ଚିତ ହେଉଛନ୍ତି…

CJP Protest : ଅସୁସ୍ଥ ହୋଇ ପଡିଲେ ଅଭିଜିତ ଦୀପକେ

ନୂଆଦିଲ୍ଲୀ,୨୫।୭: NEET ପେପର ଲିକ ନେଇ ‘କକ୍ରୋଚ ଜନତା ପାର୍ଟି’ (CJP) ତାର ଆନ୍ଦୋଳନ ଜାରି ରଖିଛି। CJP ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ଚାଲିଛି। CJP ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଟଳ ରହିଛି। ଆଜି (ଶନିବାର) ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?