ରେପୋରେଟ୍ ହାର ପରିବର୍ତ୍ତନ ଆଶା କ୍ଷୀଣ
ଭୁବନେଶ୍ୱର,୭।୧୦(ଅନୁରାଧା ମହାରଣା): ସୋମବାର ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଦ୍ୱି-ମାସିକ ମୁଦ୍ରା ନୀତି ସମୀକ୍ଷା ବୈଠକରେ ପ୍ରମୁଖ ସୁଧ ହାର ରେପୋ ହାରରେ ହ୍ରାସ ହେବାର ସମ୍ଭାବନା କମ୍ ରହିଛି। ବିଶେଷଜ୍ଞମାନଙ୍କ ମତାନୁସାରେ, ଖୁଚୁରା ମୁଦ୍ରାସ୍ଫୀତି ଏବେ ବି…
ଆମାଜନ ଗୋଲ୍ଡ ଭାଉଚରର ଶୁଭାରମ୍ଭ
ନୂଆଦିଲ୍ଲୀ,୭।୧୦: ଚଳିତ ପାର୍ବଣ ଋତୁରେ ସୁନା, ରୁପା ଓ ମୂଲ୍ୟବାନ ଅଳଙ୍କାର କ୍ରୟ କରିବା ସହିତ ପ୍ରିୟଜନଙ୍କୁ ଉପହାର ଦେବା ପାଇଁ ଆମାଜନ ଗୋଲ୍ଡ ଭାଉଚର ଏକ ସରଳ ସମାଧାନ ପାଲଟିଛି। ଏପରିକି ଏହା ଜରିଆରେ ଉପଭୋକ୍ତା ଅଳଙ୍କାର କ୍ରୟଠାରୁ ଆରମ୍ଭ…
ପୂଜା ଭିଡ଼ରେ ବସ୍ ବନ୍ଦ ଡାକରା
ଦୁର୍ଗାପୂଜା ପାଇଁ ଚଳଚଞ୍ଚଳ ସାରା ରାଜ୍ୟ। ଏହି ସମୟରେ ଛୁଟି ରହୁଥିବାରୁ ଲୋକେ ଅଧିକ ବସ୍ ଯାତ୍ରା କରିଥାନ୍ତି। ହେଲେ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ସୋମବାର ସନ୍ଧ୍ୟାରୁ ୨୪ ଘଣ୍ଟିଆ ବସ୍ ବନ୍ଦ ଡାକରା ଦିଆଯାଇଛି। ଲକ୍ଷ୍ମୀ ବସ୍ର…
ପ୍ରଶଂସକଙ୍କୁ କ୍ଷମା ମାଗିଲେ ନିୟା
ମୁମ୍ବାଇ: ‘ବିଗ୍ବସ୍ ୧୮’ ରବିବାରଠାରୁ ଆରମ୍ଭ ହୋଇଛି। ଏହି ଶୋ’ରେ ଅଭିନେତ୍ରୀ ନିୟା ଶର୍ମା ଅଂଶଗ୍ରହଣ କରୁଥିବାନେଇ ବିଭିନ୍ନ ରିପୋର୍ଟ ପ୍ରକାଶ ପାଇଥିଲା। ନିୟା ମଧ୍ୟ ପୂର୍ବରୁ ଉକ୍ତ ରିପୋର୍ଟକୁ ସ୍ବୀକାର କରିଥିଲେ। ତେବେ ସେ ରବିବାର ଏହି ଶୋ’ରେ ଅଂଶଗ୍ରହଣ…
ବାତ୍ୟାରେ ୫୦ କି.ମି. ଚାଲି ଝିଅ ବିବାହରେ ପହଞ୍ଚିଲେ
ୱାଶିଂଟନ୍: ସମ୍ପ୍ରତି ଆମେରିକାର ଦକ୍ଷିଣ କାରୋଲିନା ନିବାସୀ ଡେଭିଡ୍ ଜୋନ୍ସ ନିଜ ଝିଅ ଏଲିଜାବେଥ୍ଙ୍କ ବିବାହ ଉତ୍ସବରେ ପହଞ୍ଚିବା ପାଇଁ ପ୍ରବଳ ବାତ୍ୟା ମଧ୍ୟରେ ୫୦ କିଲୋମିଟର ପର୍ଯ୍ୟନ୍ତ ଚାଲିଥିଲେ। ଏଲିଜାବେଥଙ୍କ ବିବାହ ଉତ୍ସବ ଟେନେସିରେ ହେଉଥିବାବେଳେ ଦକ୍ଷିଣ କାରୋଲିନାରୁ ସେଠାରେ…
ଟ୍ରୋଲର୍ସଙ୍କୁ ଜବାବ ଦେଲେ କରନ୍
ମୁମ୍ବାଇ: ଆଲିଆ ଭଟ୍ଟଙ୍କ ଆଗାମୀ ଚଳଚ୍ଚିତ୍ର ‘ଜିଗ୍ରା’ ନିକଟରେ ଖୁବ୍ ଚର୍ଚ୍ଚାରେ ରହିଛି। ତେବେ ଫିଲ୍ମର ପ୍ରମୋଶନବେଳେ ଏକ ସାକ୍ଷାତ୍କାରରେ ଏହାର ନିର୍ଦ୍ଦେଶକ ଭାସନ୍ ବାଲାଙ୍କ ଏକ ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ‘ଜିଗ୍ରା’ ଫିଲ୍ମ ନିର୍ମାତା କରନ୍ ଜୋହର…
ଲଦାଖ ଭବନରେ ଓ୍ବାଙ୍ଗ୍ଚୁକ୍ଙ୍କ ଅନଶନ
ନୂଆଦିଲ୍ଲୀ,୭ା୧୦: ଲଦାଖକୁ ସମ୍ବିଧାନର ଷଷ୍ଠ ପରିଚ୍ଛେଦ ମାନ୍ୟତା ପ୍ରଦାନ ଦାବିରେ ଜଳବାୟୁ କର୍ମୀ ସୋନମ୍ ଓ୍ବାଙ୍ଗଚୁକ୍ ଦିଲ୍ଲୀର ଯନ୍ତରମନ୍ତରରେ ଆମରଣ ଅନଶନରେ ବସିବା ପାଇଁ ଅନୁମତି ଲୋଡ଼ିଥିଲେ। ତେବେ ଏଥିପାଇଁ ଅନୁମତି ନ ମିଳିବାରୁ ସେ ରବିବାର ଲଦାଖ ଭବନରେ ଅନଶନରେ ବସିଛନ୍ତି।…
ଦୋକାନରେ ଅଗ୍ନିକାଣ୍ଡ: ୭ ଜୀବନ୍ତ ଦଗ୍ଧ
ମୁମ୍ବାଇ,୬ା୧୦: ମୁମ୍ବାଇରେ ଥିବା ଏକ ଦୁଇମହଲା ବିଶିଷ୍ଟ ଦୋକାନ ତଥା ଆବାସିକ ବିଲ୍ଡିଂରେ ରବିବାର ନିଆଁ ଲାଗିଯିବାରୁ ୭ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୩ ଜଣ ପିଲା ରହିଛନ୍ତି। ଚେମ୍ବୁର ଅଞ୍ଚଳର ସିଦ୍ଧାର୍ଥ କଲୋନିରେ ଥିବା ଉକ୍ତ…
ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ
କୋକସରା,୬।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ବିଜୁ ଏକ୍ସପ୍ରେସ ୱେ କୁଲେରଗୁଡ଼ା ନିକଟରେ ଏକ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ଯୁବକଙ୍କ ପରିଚୟ ଜଣାପଡି ନାହଁ। କୋକସରା…
ଚାଷୀନେତାଙ୍କ ସପକ୍ଷରେ ପୂର୍ବତନ ବିଧାୟକ
ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ): କୃଷି ଓ କୃଷକଙ୍କ ହକ ପାଇଁ ଲଢୁଥିବା ଚାଷୀନେତା ରମେଶ ମହାପାତ୍ରଙ୍କ ବାସଭବନରେ ରବିବାର ବରଗଡ଼ ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ ପହଞ୍ଚି ତାଙ୍କୁ ନୈତିକ ସମର୍ଥନ ଜଣାଇଛନ୍ତି । ଏହି ଅବସରରେ ବିଜେଡି ଜିଲା କାର୍ଯ୍ୟକାରୀ ସଭାପତି…
କଟକରେ ଚାଞ୍ଚଲ୍ୟ: ଅଟୋ ଚାଳକଙ୍କ ତଣ୍ଟି କାଟିଦେଲେ ଦୁଇ ଯୁବକ
କଟକ,୫ା୧୦(କାର୍ତ୍ତିକ ସାହୁ): କଟକ ମଧୁପାଟଣା ଥାନା ଲିଙ୍କରୋଡ୍ ଅଞ୍ଚଳରେ ଜଣେ ଅଟୋ ଚାଳକଙ୍କ ତଣ୍ଟି କାଟିଦେଇ ଦୁଇ ଜଣ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି। ଅଟୋ ଚାଳକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପୋଲିସ ଏସ୍ସିବି ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଛି।…
ଆସିଲା ପାର୍ବଣ, ମାତିଲେଣି ଲୁଟେରା ଗ୍ୟାଙ୍ଗ: ରୂପା ବ୍ୟବସାୟୀଙ୍କୁ ଖଣ୍ଡାରେ ହାଣି…
ପୁରୁଷୋତ୍ତମପୁର,୬।୧୦(ସିମାଞ୍ଚଳ ମିଶ୍ର): ପୋଲିସ ପାଟ୍ରୋଲିଂ ଠିକ୍ ଭାବେ ହେଉ ନ ଥିବାରୁ ଏହାର ସୁଯୋଗ ନେଇ ପୁରୁଷୋତ୍ତମପୁର ଅଞ୍ଚଳରେ ଲୁଟେରା ଗ୍ୟାଙ୍ଗ ପୁଣି ସକ୍ରିୟ ହୋଇଉଠିଛନ୍ତି। ଯାହାକି ରବିବାର ସ୍ବଷ୍ଟ ଦିବାଲୋକରେ ରାସ୍ତାରେ ଜଣେ ରୁପା ବସାୟୀଙ୍କୁ ଖଣ୍ଡାରେ ହାଣି ଲୁଟ୍…
Archives


