Home Left

ହରିୟାଣା ଉପରେ କହିବା ମନା, ଏକଜିଟ ପୋଲ୍‌କୁ ନେଇ ଭାଜପା ନେତାଙ୍କ ମୁହଁ ବନ୍ଦ

ନୂଆଦିଲ୍ଲୀ,୬।୧୦: ହରିୟାଣା, ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ଶେଷ ହୋଇଛି। ବର୍ତ୍ତମାନ ଏହି ନିର୍ବାଚନର ଫଳାଫଳ ଘୋଷଣା କରାଯିବ। କିନ୍ତୁ ଏହାପୂର୍ବରୁ ସମସ୍ତ ଏକଜିଟ ପୋଲ୍‌ରେ ଜମ୍ମୁ-କଶ୍ମୀରରେ କଂଗ୍ରେସ-ଏନସି ମେଣ୍ଟ ଏବଂ ହରିୟାଣାରେ କଂଗ୍ରେସ ସରକାର ଗଠନ କରିବ ବୋଲି ଦାବି ରହିଛି।…

ସହରରେ ଚାଞ୍ଚଲ୍ୟ: ମନୋରମାଙ୍କ ହତ୍ୟାକାରୀ ହାରିଦେଲେ ଜୀବନ

କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଶଙ୍କରଗଳି ପବିତ୍ରଡିହାରେ ଗତ ୪ ତାରିଖରେ ଜଣେ ୨୦ ବର୍ଷୀୟା ଯୁବତୀ ମନୋରମା ବେହେରା ହତ୍ୟାକାଣ୍ଡର ଅଭିଯୁକ୍ତ ଅଜୟ ସାହୁ (୨୪)ଙ୍କ ମୃତଦେହ ଝାରସୁଗୁଡ଼ା ରେଳଷ୍ଟେଶନରୁ ସ୍ଥାନୀୟ ରେଳବାଇ ପୋଲିସ ପାଇଛି। ସେ…

ମୋଦିଙ୍କ ପାଇଁ ଭୋଟ ମାଗିବେ କେଜରିଓ୍ବାଲ, କାହିଁକି ଏମିତି କହିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ?

ନୂଆଦିଲ୍ଲୀ,୬।୧୦: ଆମ ଆଦମୀ ପାର୍ଟି (ଏଏପି)ର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ରବିବାର ଛତ୍ରସାଲ ଷ୍ଟାଡିୟମରେ ଚାଲିଥିବା ‘ଜନତା କି ଅଦାଲତ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏହି ସମୟରେ ସେ ତାଙ୍କ ସମ୍ବୋଧନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସରକାରଙ୍କ…

କିମ୍‌ ଜୋଙ୍ଗ୍‌ ଉନ୍‌ ନା ଜର୍ଜ ସୋରୋସ୍‌ କାହା ସହ ଡିନର କରିବେ ଜୟଶଙ୍କର, ଏମିତି ଦେଲେ ଜବାବ…

ନୂଆଦିଲ୍ଲୀ,୬ା୧୦: ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ କାର୍ଯ୍ୟକ୍ରମ ସମୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କରଙ୍କୁ ଏପରି ପ୍ରଶ୍ନ ପଚରାଯାଇଥିଲା। ଯାହାର ଉତ୍ତର ସମସ୍ତଙ୍କ ହୃଦୟକୁ ଛୁଇଁଛି। ଜୟଶଙ୍କରଙ୍କୁ ପଚରାଯାଇଥିଲା ସେ ଉତ୍ତର କୋରିଆ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌…

ସୁଭଦ୍ରା ଟଙ୍କା ୯ରେ ଆସିବ କି ନାହିଁ? ସହଜରେ ଏମିତି କରନ୍ତୁ ଚେକ୍‌…

ଭୁବନେଶ୍ୱର,୬।୧୦: ଆଉ ମାତ୍ର ୩ ଦିନ ବାକି । ହିତାଧିକାରୀଙ୍କ ଖାତାକୁ ଆସିବ ସୁଭଦ୍ରା ଟଙ୍କା । ସୁଭଦ୍ରାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତିରେ ରାଜ୍ୟର ୪୦ ଲକ୍ଷ ହିତାଧିକାରୀଙ୍କୁ ସରକାର ଟଙ୍କା ପ୍ରଦାନ କରିବେ । ଏହି ଟଙ୍କା ଆସନ୍ତା…

ଜାଣନ୍ତୁ ଦେଶର ସୁନାଝିଅଙ୍କ ବିଷୟରେ

ଅବନୀ ଲେଖ୍‌ରା। ୧୨ ବର୍ଷର ହୋଇଥିବାବେଳେ ଏକ ଦୁର୍ଘଟଣାରେ ତାଙ୍କର ପାରାଲିସିସ୍‌ ହୋଇଯାଏ। ଫଳରେ ତାଙ୍କୁ ହ୍ବିଲ ଚେୟାରର ସାହାରା ନେବାକୁ ପଡିଲା। ତାଙ୍କର ଦୁନିଆ ପୂରା ବଦଳିଗଲା। ସେ ଭାଙ୍ଗିପଡ଼ିଲେ। ହେଲେ ତାଙ୍କ ବାପା ତାଙ୍କୁ ସାହସ ଦେଲେ। ଆଉ…

ଏତେ ଲମ୍ବା କେଶ, ଶୁଖିବାକୁ ଲାଗେ…

ଫ୍ଲୋରିଡା, କ୍ଲେରମୋଣ୍ଟର ଆଶା ମଣ୍ଡେଲା ଏମିତି ଏକ ରେକର୍ଡ କରିଛନ୍ତି ଯାହାକୁ ଆଜିଯାଏ କେହି ଭାଙ୍ଗି ପାରୁନାହାନ୍ତି। ତାହା ହେଉଛି ସବୁଠୁ ଲମ୍ବା କେଶର ରେକର୍ଡ। ତାଙ୍କ କେଶର ଲମ୍ବା ହେଉଛି ୩୩.୫ ମିଟର ବା ୧୧୦ ଫୁଟ୍‌। ତାଙ୍କ କେଶର…

ସଲମାନଙ୍କୁ ଭେଟିଲେ ଆରଧ୍ୟା! ବି ଟାଉନ୍‌ରେ ହଲଚଲ, ଜାଣନ୍ତୁ ଭାଇରାଲ ଫଟୋ ପଛର ସତ୍ୟତା…

ମୁମ୍ବାଇ: ସଲମାନ ଖାନ ଏବେ ତାଙ୍କର ଆଗାମୀ ଫିଲ୍ମ ସିକନ୍ଦର ସୁଟିଂରେ ବ୍ୟସ୍ତ ଅଛନ୍ତି। ତେବେ ସୁଟିଂ ସେଟ୍‌ ଭିତରେ ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନଙ୍କ ଝିଅ ଆରାଧ୍ୟା ତାଙ୍କୁ ସାକ୍ଷାତ କରିଥିବା ଫଟୋ ଭାଇରାଲ ହୋଇଛି। ଯାହାକୁ ଦେଖି…

ପ୍ରଥମ ଦରମାରେ ଭାଇଭଉଣୀଙ୍କ ପଢ଼ାଖର୍ଚ୍ଚ ତୁଲାଇଥିଲି

ବାପା ମା’ଙ୍କର ମୁଁ ଥିଲି ସବୁଠାରୁ ବଡ଼ପୁଅ। ମୋ ତଳେ ଆହୁରି ଚାରି ଭାଇ ଓ ଦୁଇ ଭଉଣୀ, ମାନେ ଆମେ ସାତ ଭାଇଭଉଣୀ। ବଡ଼ ପରିବାର। ବାପା ଥିଲେ ହାଇସ୍କୁଲ ଶିକ୍ଷକ। ଅବଶ୍ୟ ରିଟାୟାର୍ଡ଼ ବେଳକୁ ସି.ଟି. ସ୍କୁଲର ହେଡ୍‌ମାଷ୍ଟର…

ଦଶହରାରେ କ’ଣ କଲେ ହୁଏ ଶୁଭ, ଜାଣନ୍ତୁ ….

ଦଶହରାରେ ଘରକୁ ପରିଷ୍କାର ପରିଚ୍ଛନ୍ନ କରିବା ସହ ମା’ଙ୍କ କୃପା ଲଭିବାକୁ ଘରେ ଘରେ ସ୍ବତନ୍ତ୍ର ପୂଜାବିଧିର ଆୟୋଜନ କରାଯାଇଥାଏ। ତେବେ ବାସ୍ତୁଶାସ୍ତ୍ର ଅନୁସାରେ, ଏମିତି ବି କିଛି ଖାସ୍‌ କଥା ରହିଛି; ଯାହାକୁ ଦଶହରା ଅବସରରେ କଲେ ଘର ପାଇଁ…

ଷ୍ଟେଜ୍‌ରେ ରାମ ଭୂମିକାରେ କରୁଥିଲେ ଅଭିନୟ, ଆସିଲା ହାର୍ଟଆଟାକ୍‌, ଆଉ ତା’ ପରେ…

ନୂଆଦିଲ୍ଲୀ,୬ା୧୦: ଦିଲ୍ଲୀର ଶାହାଦରା ଅଞ୍ଚଳରେ ଷ୍ଟେଜ୍‌ରେ ରାମଲୀଳା ଚାଲିଥିବାବେଳେ ଏକ ଦୁଃଖଦ ଘଟଣା ଘଟିଛି। ରାମ ଭୂମିକାରେ ଅଭିନୟ କରୁଥିବା ସୁଶୀଲ କୌଶିକ୍‌ଙ୍କ ଛାତିରେ ଯନ୍ତ୍ରଣା ହେବାରୁ ସେ ଷ୍ଟେଜ୍‌ରୁ ଓହ୍ଲାଇବା ଦେଖି ଲୋକମାନେ ଦୌଡ଼ି ଯାଇଥିଲେ। ସୁଶୀଲଙ୍କୁ ସଙ୍ଗେ ସଙ୍ଗେ…

ଶେଯରେ ବସି ଖାଉଥିଲେ ନିହାତି ଜାଣନ୍ତୁ..

ପୂର୍ବେ, ଲୋକମାନେ ଭୂମି ଉପରେ ଚକା ପକାଇ ଭୋଜନ କରୁଥିଲେ। କିନ୍ତୁ ପରିବର୍ତ୍ତିତ ସମୟାନୁସାରେ ଏହାର ସ୍ଥାନ ଡାଇନିଂ ଟେବୁଲ୍‌ ନେଇଗଲା। ହେଲେ ଏବେ ବି କିଛି ଲୋକଙ୍କର ଶେଯ ଉପରେ ବସି ଟିଭି ଦେଖି ଖାଇବାର ଅଭ୍ୟାସ ରହିଛି; ଯାହାକି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri