Home Left

କୋଲକାତା ବଳାତ୍କାର ହତ୍ୟା ମାମଲା: ସନ୍ଦୀପ ଘୋଷଙ୍କୁ ଆଉ ଏକ ବଡ଼ ଝଟ୍‌କା

କୋଲକାତା,୬।୧୦: କୋଲକାତା ସ୍ଥିତ ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର କର୍ତ୍ତୃପକ୍ଷ ଏକ ବିଜ୍ଞପ୍ତି ଜାରି କରି ୧୦ ଜଣ ଡାକ୍ତରଙ୍କୁ ବହିଷ୍କାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିରେ ଇଣ୍ଟର୍ନ, ହାଉସ ଷ୍ଟାଫ ଏବଂ ବରିଷ୍ଠ ରେଜିଡେଣ୍ଟ ଅନ୍ତର୍ଭୁକ୍ତ। ସୂତ୍ରରୁ…

‘ଅକ୍ଟୋବର ୮ ଫଳାଫଳକୁ ଅପେକ୍ଷା କର, ବାକି କେବଳ ଟାଇମ୍‌ ପାସ୍‌’

କଶ୍ମୀର,୬।୧୦: ନ୍ୟାଶନାଲ କନ୍‌ଫରେନ୍ସ ନେତା ତଥା ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲା ଶନିବାର ସନ୍ଧ୍ୟାରେ ଆସିଥିବା ଏକ୍‌ଜିଟ୍‌ ପୋଲ୍‌ର ପୂର୍ବାନୁମାନ ଉପରେ ସନ୍ଦେହ ପ୍ରକଟ କରିଛନ୍ତି। ନିର୍ବାଚନର ପ୍ରକୃତ ଫଳାଫଳ ପାଇଁ ସମସ୍ତଙ୍କୁ ଅକ୍ଟୋବର ୮କୁ ଅପେକ୍ଷା କରିବା…

ପାର୍ବଣରେ ୧୦୦ ଟପିଲାଟମାଟୋ ଦର

ଭୁବନେଶ୍ୱର,୬।୧୦: ପରିବା ଦରରେ ନିଆଁ ଲାଗିଛି। ମାର୍କେଟକୁ ଗଲେ ୫୦୦ ଟଙ୍କାରେ ମଧ୍ୟ ବ୍ୟାଗ୍‌ ପୁରୁନି। ସବୁ ପରିବା ଦର ହୁହୁ ହୋଇ ବଢ଼ି ଚାଲିଥିବା ବେଳେ ଟମାଟୋ କିଲୋ ଶହେରେ ପହଞ୍ଚିଲାଣି। ବିଭିନ୍ନ ସ୍ଥାନରେ ଶହେ ଟଙ୍କା ଉପରେ କିଲେ…

ଛାଡପତ୍ର ଗୁଜବ ଭିତରେ ଐଶ୍ୱର୍ଯ୍ୟାଙ୍କ ଡାଏରୀ ଫଟୋ ଭାଇରାଲ, ମୋର ଦୁଃଖ…

ମୁମ୍ବାଇ: ଅଭିଷେକ ବଚ୍ଚନ ଓ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡର ଅନ୍ୟତମ ଲୋକପ୍ରିୟ ଦମ୍ପତି । ତେବେ ଗତ କିଛି ଦିନ ହେବ ଏହି ଦମ୍ପତିଙ୍କ ଛାଡପତ୍ର ବିଷୟରେ ଗୁଜବ ଜାରି ରହିଛି। ତଥାପି, ସେମାନଙ୍କ ମଧ୍ୟରୁ କେହି ଏପର୍ଯ୍ୟନ୍ତ ଏହି…

ହମାସ ଆକ୍ରମଣକୁ ବର୍ଷେ: ଆଲର୍ଟରେ ଇସ୍ରାଏଲ

ବେରୁଟ୍‌,୬।୧୦: ଇସ୍ରାଏଲ ଉପରେ ହମାସ କ୍ଷେପଣାସ୍ତ୍ର ଆକ୍ରମଣର ଆସନ୍ତାକାଲି ଅର୍ଥାତ୍‌ ସୋମବାର ଏକ ବର୍ଷ ପୂରଣ ହେବ। ହମାସର ଏହି ଆକ୍ରମଣରେ ୧୦୦୦ରୁ ଅଧିକ ଇସ୍ରାଏଲ ଲୋକ ପ୍ରାଣ ହରାଇଛନ୍ତି। ଏହି ଆକ୍ରମଣ ପରେ ହିଁ ଇସ୍ରାଏଲ ହମାସକୁ ଧ୍ୱଂସ କରିବାକୁ…

ମସ୍କଟରୁ ଆସୁଥିବା ବିମାନର ଫାଟିଲା ଟାୟାର, ଅଳ୍ପକେ ବର୍ତ୍ତିଲେ ୧୪୬ ଯାତ୍ରୀ

ଚେନ୍ନାଇ,୬।୧୦: ଚେନ୍ନାଇ ବିମାନବନ୍ଦରରେ ଟଳିଛି ବଡ଼ ଦୁର୍ଘଟଣା। ଶନିବାର ମସ୍କଟରୁ ୧୪୬ ଯାତ୍ରୀଙ୍କୁ ନେଇ ଚେନ୍ନାଇ ଆସୁଥିବା ଏକ ବିମାନର ଟାୟାର ଓହ୍ଲାଇବା ସମୟରେ ଫାଟି ଯାଇଥିଲା। ଅଧିକାରୀମାନେ ଏହି ଘଟଣା ନେଇ ସୂଚନା ଦେଇଥିଲେ। ତେବେ ସମସ୍ତ ଯାତ୍ରୀ ସୁରକ୍ଷିତ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬ା୧୦: ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଦିଲ୍ଲୀରେ ମାଓବାଦୀ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ  ଯୋଗ ଦେବେ । ଏହା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସାମିଲ…

ଏକଜିଟ ପୋଲ୍‌କୁ ନେଇ କଂଗ୍ରେସ ଖୁସିରେ ଗଦଗଦ, ଏବେ ହେବ ଅସଲ ଖେଳ!

ନୂଆଦିଲ୍ଲୀ,୬।୧୦: ଅକ୍ଟୋବର ୫ରେ ହରିୟାଣା ବିଧାନସଭା ନିର୍ବାଚନରେ ଭୋଟ ଗ୍ରହଣ ପରେ ଏକଜିଟ ପୋଲ୍‌ର ଫଳାଫଳ କଂଗ୍ରେସକୁ ଖୁସି ଖବର ଦେଇଥିଲା। ସମସ୍ତ ଏକଜିଟ ପୋଲ୍‌ରେ ଭାଜପାକୁ ପୋଛି ଦିଆଯାଇଥିଲା। ଏଭଳି ସ୍ଥିତିରେ, ଯଦି ଆମେ ଏକଜିଟ ପୋଲ୍‌ର ଫଳାଫଳକୁ ବିଶ୍ୱାସ…

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ

କେସିଙ୍ଗା,୬ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟ, ମିଥ୍ୟା ବିଲ୍‌, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତିକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ପାଇଁ ୪୨ଜଣ ସମିତିସଭ୍ୟ, ସରପଞ୍ଚ ଓ ଉପାଧ୍ୟକ୍ଷା ରାଜଲଷ୍ମୀ ପଟ୍ଟନାୟକଙ୍କ ନେତୃତ୍ୱରେ…

ଯେଉଁଠି କରାଯାଇଥିଲା ଗୁଳି ପୁଣି କାହିଁକି ସେଠାକୁ ଗଲେ ଟ୍ରମ୍ପ? ସାଙ୍ଗରେ ଥିଲେ ମସ୍କ

ପେନସିଲଭାନିଆ,୬।୧୦: ଆମେରିକାର ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଶନିବାର ପେନସିଲଭାନିଆରେ ଏକ ନିର୍ବାଚନ ରାଲିରେ ସମ୍ବୋଧିତ କରିଛନ୍ତି। କୌତୁହଳର ବିଷୟ, ଟେସଲା ସିଇଓ ଏଲୋନ ମସ୍କ ମଧ୍ୟ ଟ୍ରମ୍ପଙ୍କ ସହ ମଞ୍ଚରେ ନଜର ଆସିଥିଲେ। ମଞ୍ଚକୁ…

ବିଜେଡି ନେତାଙ୍କୁ ଝଟ୍‌କା: ୨୪ କୋଟି ୨୧ ଲକ୍ଷ ଫାଇନ୍‌ ପକାଇଲେ…

ନୟାଗଡ଼,୬।୧୦(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଭାପୁର ତହସିଲ ନିମାଣି ଗାଁସ୍ଥିତ କାସିଆ ପାହାଡ଼ରେ ମାତ୍ରାଧିକ ଖଣି ଉତ୍ତୋଳନ ଓ ଜଙ୍ଗଲ ଜମିରେ ବେଆଇନ ଖନନ ମାମଲାରେ ବିଜେଡି ନେତା ବେଣୁଧର ପ୍ରଧାନଙ୍କୁ ଝଟ୍‌କା। ବେଣୁଧରଙ୍କ ଉପରେ ୨୪ କୋଟି ୨୧ ଲକ୍ଷ…

ସ୍ତ୍ରୀଙ୍କ ହାତରୁ ପାଣି ପିଇ ହୃଦ୍‌ଘାତରେ ଚାଲିଗଲା ସ୍ବାମୀଙ୍କ ଜୀବନ

ଦିଗପହଣ୍ଡି,୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ବି.କ୍ରିଷ୍ଣା ରାଓ ସୁବୁଦ୍ଧିଙ୍କ ରବିବାର ସକାଳେ ହୃଦ୍‌ଘାତରେ ପରଲୋକ ଘଟିଛି। ତାଙ୍କ ସ୍ତ୍ରୀ ବି.ସନ୍ଧ୍ୟାରାଣୀ ସୁବୁଦ୍ଧି ବର୍ତ୍ତମାନ ସରପଞ୍ଚ ଅଛନ୍ତି। କ୍ରିଷ୍ଣା ସକାଳେ ପ୍ରାତଃ ଭ୍ରମଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri