କୁଷ୍ମାଣ୍ଡା ବେଶରେ ମା’ ସମଲେଶ୍ୱରୀ
ବରଗଡ଼,୬ା୧୦: ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ରବିବାର ମା’ ସମଲେଶ୍ବରୀ କୁଷ୍ମାଣ୍ଡା ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ସମାଗମ…
ନିୟମିତ ହେବେ ୯୨୦୦ କନିଷ୍ଠ ଶିକ୍ଷକ
ଭୁବନେଶ୍ୱର,୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ): ରାଜ୍ୟରେ କାର୍ଯ୍ୟରତ ୯ ହଜାର ୨୦୦ କନିଷ୍ଠ ଶିକ୍ଷକ ନିୟମିତ ହେବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି କରାଯାଇଛି। ଯେଉଁମାନେ ଚାକିରି ସର୍ତ୍ତାବଳୀ ଅନୁଯାୟୀ ନିରବିଚ୍ଛନ୍ନ ଭାବେ ୬ବର୍ଷ କାର୍ଯ୍ୟ…
ଆର୍ଆଇ, ଅମିନ ପରୀକ୍ଷା ଅନିୟମିତତା ଘଟଣା: ରିପୋର୍ଟ ମାଗିଲେ ରାଜସ୍ବ ମନ୍ତ୍ରୀ
ଭୁବନେଶ୍ୱର, ୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଶା ସବ୍ଅର୍ଡିନେଟ୍ ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସ୍ଏସ୍ଏସ୍ସି) ଦ୍ୱାରା ପରିଚାଳିତ ଆର୍ଆଇ, ଏଆର୍ଆଇ, ଆଇସିଡିଏସ୍ ସୁପର ଭାଇଜର ଓ ଅମିନ ପରୀକ୍ଷାରେ ବ୍ୟାପକ ଅନିୟମିତତା ନେଇ ହେଉଥିବା ଅଭିଯୋଗକୁ ରାଜ୍ୟ ସରକାର ଗୁରୁତ୍ୱର ସହ ନେଇଛନ୍ତି। ଚାକିରି…
ସ୍ବେଚ୍ଛାକୃତ ଅବସର ପାଇଁ ଅରୁଣ ଷଡ଼ଙ୍ଗୀଙ୍କୁ ଅନୁମତି ଦେଲେ ସରକାର
ଭୁବନେଶ୍ୱର,୬ା୧୦(ଅନିଲ ଦାସ): ରାଜ୍ୟ ସରକାର ୧୯୯୦ ବ୍ୟାଚ ଆଇପିଏସ୍ ତଥା ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ସରକାରୀ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପାଇଁ ଅନୁମତି ଦେଇଛନ୍ତି। ଏ ନେଇ ଶନିବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…
ଖାତାକୁ ଆସିଲା ଟଙ୍କା
ଭୁବନେଶ୍ୱର,୬ା୧୦(ଅନିଲ ଦାସ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ମହାରାଷ୍ଟ୍ରର ୱାସିମ୍ଠାରେ ପିଏମ୍ କିଷାନ ସମ୍ମାନନିଧିର ୧୮ତମ କିସ୍ତି ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଦେଶର ୯ କୋଟି ୪୦ ଲକ୍ଷ କୃଷକଙ୍କୁ ୨୦ହଜାର କୋଟି ଟଙ୍କାରୁ ଅଧିକ ଅର୍ଥ ହସ୍ତାନ୍ତର କରାଯାଇଛି।…
ଚୋରି କରିନେଲେ କୋଟିଏ ଟଙ୍କାର କଳାପଥର
ଯାଜପୁର,୬ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳର ଡଙ୍କାରୀ ପାହାଡ଼ ପାଦଦେଶରେ ପ୍ରଶାସନ ପକ୍ଷରୁ ମହଜୁଦ ଥିବା ପ୍ରାୟ କୋଟିଏ ଟଙ୍କାର କଳାପଥର ଲୁଟ ହୋଇଛି। ଉକ୍ତ କଳାପଥର ଗତ ମେ ୧୬ ତାରିଖରେ ପାହାଡ଼ରୁ ଧସିଯାଇଥିଲା। ଫଳରେ କଳାପଥର…
ଜମ୍ମୁ-କଶ୍ମୀର: ଗଣତି ପୂର୍ବରୁ ଭାଜପାକୁ ମିଳିଲା ୫ ବିଧାୟକ
ଶ୍ରୀନଗର,୬ା୧୦: ୯୦ ଆସନ ବିଶିଷ୍ଟ ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ୩ ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଛି, ଯାହାର ଫଳାଫଳ ଅକ୍ଟୋବର ୮ରେ ପ୍ରକାଶ ପାଇବ। ଭୋଟ ଗଣତିକୁ ୪୮ ଘଣ୍ଟା ବାକି ଥିବାବେଳେ କେନ୍ଦ୍ରଶାସିିତ ଅଞ୍ଚଳର ଉପରାଜ୍ୟପାଳ (ଏଲ୍ଜି) ମନୋଜ ସିହ୍ନାଙ୍କ ପ୍ରଶାସନ…
ଅଚାନକ ପରିଦର୍ଶନ: ସବ୍ଟ୍ରଜେରୀ କାର୍ଯ୍ୟାଳୟରେ କର୍ମଚାରୀଙ୍କୁ ନ ଦେଖି ବିଧାୟକ କ୍ଷୁବ୍ଧ
ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଶନିବାର ଦିଗପହଣ୍ଡି ସବ୍ ଟ୍ରେଜେରୀ କାର୍ଯ୍ୟାଳୟକୁ ଅଚାନକ ପରିଦର୍ଶନରେ ଯାଇଥିଲେ। ମଧ୍ୟାହ୍ନ ପ୍ରାୟ ୧୨ଟାରେ କାର୍ଯ୍ୟାଳୟ ତାଲା ଖୋଲା ରହିଥିବା ବେଳେ କୌଣସି କର୍ମଚାରୀଙ୍କ ଦେଖା ମିଳି…
ଫରେଷ୍ଟର ଆତ୍ମହତ୍ୟା ଘଟଣା: ରାୟଗଡ଼ା ଡିଏଫ୍ଓ ଦେବେନ୍ଦ୍ର ବେହେରା ନିଲମ୍ବିତ
ଭବାନୀପାଟଣା,୫ା୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ହାଇଟେକ ନର୍ସରୀ ଫରେଷ୍ଟର ସଞ୍ଜୟ ନାୟକ (୩୩)ଙ୍କ ଆତ୍ମହତ୍ୟା ଘଟଣାରେ ରାଜ୍ୟପାଳଙ୍କ ନିର୍ଦ୍ଦେଶକ୍ରମେ ଶନିବାର ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ…
ପୁଣି ପୋଲିସର ଦାଦାଗିରି: ଦୁଇ ଭାଇଙ୍କୁ ଉଠାଇ ନେଇ ଦେଲେ ଥାର୍ଡ ଡିଗ୍ରୀ
ବଣାଇଁ, ୫।୧୦(ପ୍ରଦୀପ ତ୍ରିପାଠୀ): ଦୁଇ ମାସ ତଳେ ରେଳ ଇଞ୍ଜିନରୁ ତେଲ ଚୋରି ଘଟଣାରେ ସମ୍ପୃକ୍ତି ଦର୍ଶାଇ ଗତ ୨ ତାରିଖ ରାତିରେ ରେଲୱେ ପୋଲିସ ଛିଡାକୁଦର ଗ୍ରାମର ୨ ଭାଇଙ୍କୁ ଉଠାଇ ନେଇଥିଲା। ତେବେ ଉଭୟଙ୍କୁ ନିକଟସ୍ଥ ବିମଳାଗଡ ଷ୍ଟେଶନର…
ହେମଗିରରେ ପୁଣି ଠାବ ହେଲା କଳାବାଘ
ସୁନ୍ଦରଗଡ,୫।୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ବନଖଣ୍ଡର ହେମଗିର ବନାଞ୍ଚଳ ଅଧୀନ ଦାଘୋରା ଜଙ୍ଗଲର ଗର୍ଜନ ପାହାଡରେ ପୁଣି ବ୍ଲାକ୍ ପାନ୍ଥର ବା କଳାବାଘ ଠାବ ହୋଇଛି। ଜଙ୍ଗଲ ବିଭାଗ ପକ୍ଷରୁ ଏହି ଜଙ୍ଗଲରେ ଲଗାଯାଇଥିବା ଟ୍ରାପ୍ କ୍ୟାମେରାରେ ଏହି ବିରଳ କଳାବାଘର…
ଭାଜପାରେ ମିଶିଲେ ବିଜୁ ଛାତ୍ର ଜନତା ଦଳର ଜିଲା ସଭାପତି
କେନ୍ଦୁଝର,୫ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜୁ ଛାତ୍ର ଜନତା ଦଳର କେନ୍ଦୁଝର ଜିଲା ଛାତ୍ର ସଭାପତି ଅବିନାଶ ପଟ୍ଟନାୟକ ଶନିବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟିରେ ଯୋଗଦେଇଛନ୍ତି। ସଦର ନିର୍ବାଚନ ମଣ୍ଡଳୀର ଭାଜପା ସଂଯୋଜକ ବିବେକାନନ୍ଦ ମହାନ୍ତଙ୍କ ନେତୃତ୍ୱରେ ଅନୁଷ୍ଠିତ ମିଶ୍ରଣ…
Archives


