Home Left

ପୁଣି ବିଜେଡିକୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ, କହିଲେ ଏଥର ଫାଇଭ ଟି…

ଭୁବନେଶ୍ୱର,୫।୧୦: ଫାଇଭ ଟି ରୂପାନ୍ତରିତ ସ୍କୁଲ ଯୋଜନାକୁ ନେଇ ବିଜେଡିକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶିକ୍ଷକ ନିଯୁକ୍ତିପତ୍ର ବଣ୍ଟନ ସମାରୋହରେ ମୁଖ୍ୟମନ୍ତ୍ରୀ ଫାଇଭ ଟିକୁ ଉଲ୍ଲେଖ କରି କଡ଼ା ସମାଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କାନ୍ଥରେ ରଙ୍ଗ ମାରିଲେ…

ସରପଞ୍ଚଙ୍କ ନାମରେ ଆସିଥିବା ଅଭିଯୋଗକୁ ଖଣ୍ଡନ କଲେ ୱାର୍ଡମେମ୍ବର

ଭବାନୀପାଟଣା,୫।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅଧୀନ ଅର୍ତ୍ତଲ ପଞ୍ଚାୟତର ସରପଞ୍ଚଙ୍କ ନାମରେ ଆସିଥିବା ଅଭିଯୋଗ ଭିତ୍ତିହୀନ ଓ ମିଥ୍ୟା ବୋଲି ଅଭିଯୋଗ ଆଣିଛନ୍ତି ସ୍ଥାନୀୟ ପଞ୍ଚାୟତର ୧୦ଜଣ ୱାର୍ଡ ମେମ୍ବର। ଏନେଇ ସେମାନେ ଶନିବାର କଳାହାଣ୍ଡି…

ଏକଜିଟ ପୋଲ ଦେଖି ଢଳିଲେ କି ମେହେବୁବା ମୁଫତି, କହିଲେ ଦେବୁ ସମର୍ଥନ…

ନୂଆଦିଲ୍ଲୀ,୫।୧୦:ପ୍ରାୟ ୧୦ବର୍ଷ ପରେ ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ହୋଇଛି। ଏଠାରେ ୯୦ଟି ବିଧାନସଭା ଆସନ ପାଇଁ ତିନୋଟି ପର୍ଯ୍ୟାୟରେ ନିର୍ବାଚନ ହୋଇଛି। ଅକ୍ଟୋବର ୮ରେ ଭୋଟ ଫଳାଫଳ ପ୍ରକାଶ ପାଇବ, କିନ୍ତୁ ଏହାପୂର୍ବରୁ ଏକଜିଟ ପୋଲ ଓ…

ଅଗ୍ନିବୀର ନିଯୁକ୍ତି ପାଇଁ ବଡ଼ ପ୍ରସ୍ତୁତି: ଡିସେମ୍ବର ୬ରୁ…

ରାଉରକେଲା,୫।୧୦(ବିପ୍ଳବ ରଞ୍ଜନ ଦାଶ): ଭାରତୀୟ ସେନା ପାଇଁ ହେବାକୁ ଥିବା ଅଗ୍ନିବୀର ନିଯୁକ୍ତି ମେଳା ଆୟୋଜନ ନେଇ ଏକ ଜିଲା ପ୍ରଶାସନ ସ୍ତରୀୟ ପ୍ରସ୍ତୁତି ବୈଠକ ରାଉରକେଲା ଅତିରିକ୍ତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସୁନ୍ଦରଗଡ ଜିଲାପାଳ…

ମହିଳା ସଂଘ ଟଙ୍କା ଆତ୍ମସାତ ମାମଲା: ବ୍ୟାଙ୍କ ପିଅନଙ୍କୁ ଦୁଇ ବର୍ଷ ଜେଲ

ପୁରୁଷୋତ୍ତମପୁର,୫।୧୦(ସିମାଞ୍ଚଳ ମିଶ୍ର): ମହିଳା ସଂଘର ଜମାଟଙ୍କା ଆତ୍ମସାତ ମାମଲାର ଶନିବାର ରାୟ ପ୍ରକାଶ ପାଇଛି। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ବିଚାରପତି ପୂଜାପ୍ରିୟଦର୍ଶନୀ ପତି ମାମଲାର ଶୁଣାଣି କରି ଭୂତସରସିଙ୍ଗି କାନରାବ୍ୟାଙ୍କ ପିଅନ ରାମଚନ୍ଦ୍ର ନାୟକ(…

ଏହି ୨ ଗୁଣ ଶତ୍ରୁଙ୍କୁ କରିଦେବ ମିତ୍ର ଚାଣକ୍ୟ କହିଲେ…

ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତା’ର ନିଦାନ ସମ୍ପର୍କରେ ବର୍ଣ୍ଣନା କରିଛନ୍ତି। ଏହି ନୀତିକୁ ଆପଣାଇବା ଦ୍ୱାରା ମଣିଷ ଜୀବନରେ ସଫଳତା ପାଇଥାଏ। ଏହି କ୍ରମରେ ଚାଣକ୍ୟ ଶତ୍ରୁଙ୍କୁ ମିତ୍ର କରିବାର ଦୁଇଟି…

ଗଞ୍ଜାମର ୧.୫୭ ଲକ୍ଷ ପରିବାରଙ୍କୁ ପିଏମ୍‌ କିଶାନ କିସ୍ତି 

ଛତ୍ରପୁର,୫।୧୦(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ଜିଲାସ୍ତରୀୟ ପ୍ରଧାନ ମନ୍ତ୍ରୀ କିଶାନ ସମ୍ମାନନିଧି ଯୋଜନାର ୧୮ ତମ କିସ୍ତିର ହସ୍ତାନ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲା ପରିଷଦ ଋଷିକୂଲ୍ୟା ସମ୍ମିଳନୀ କକ୍ଷଠାରେ ସମବେତ ଜିଲାର କୃଷକ ମାନଙ୍କ ସକାଶେ ଏକ ସମାବେଶ…

ହରିୟାଣା ଭୋଟିଂ ଭିତରେ ବଡ଼ ଖବର, କଂଗ୍ରେସ ରାଲିରେ ମହିଳା ନେତାଙ୍କ ସହ ଅସଦାଚରଣ, ଭାଇରାଲ ହେଲା ଭିଡିଓ

ଗଣ୍ଡିଗଡ,୫।୧୦: ହରିୟାଣା ନିର୍ବାଚନ ଭିତରେ ଘଟିଛି ବଡ଼ ଅଘଟଣ। ଷ୍ଟେଜ ଉପରେ ମହିଳା ଦଳୀୟ କର୍ମୀ ହୋଇଛନ୍ତି ଅସଦାଚରଣର ଶିକାର। ଏପରି ଘଟଣା ଦେଖିବାକୁ ମିଳିଛି କଂଗ୍ରେସ ନେତା ଦିପେନ୍ଦର ସିଂହ ହୁଡ୍ଡାଙ୍କ ଏକ ରାଲିରେ। ଯାହାର ଭିଡିଓ ଭାଇରାଲ ହେବାରେ…

ବୋହି ନେଉଥିଲେ ମଧ୍ୟାହ୍ନଭୋଜନ ଚାଉଳ: ଏମିତି ଧରାପଡ଼ିଲେ ଶିକ୍ଷୟିତ୍ରୀ

ଗୋପ,୧୦।୫: ପୁରୀ ଜିଲା ଗୋପ ଅଞ୍ଚଳରୁ ଛାତ୍ରୀଛାତ୍ରଙ୍କୁ ଦିଆଯାଉଥିବା ମଧ୍ୟାହ୍ନ ଭୋଜନ ଚାଉଳ ଚୋରି ଘଟଣା ଶନିବାର ସାମ୍‌ନାକୁ ଆସିଛି। ୨ ବସ୍ତା ମଧ୍ୟାହ୍ନଭୋଜନ ଚାଉଳ ସହ ଜଣେ ଶିକ୍ଷୟିତ୍ରୀ ଧରାପଡିଛନ୍ତି। ଶିକ୍ଷୟିତ୍ରୀ ଜଣକ ଗୋପ ସ୍ଥିତ ମକ୍ତବ ପ୍ରାଥମିକ ବିଦ୍ୟାଳୟର…

ବସ୍ତିରେ ଝାଡ଼ୁ ମାରିଲେ ଧର୍ମେନ୍ଦ୍ର: ବାଣ୍ଟିଲେ ସୁଖଦୁଃଖ

ଭୁବନେଶ୍ୱର,୫।୧୦: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବଛ ଭାରତ ଅଭିଯାନରେ ସଭିଏଁ ସାମିଲ ହେବାକୁ ଶନିବାର ଆହ୍ବାନ ଦେଇଛନ୍ତି। ଏହି ଅବସରରେ ସେ ବସ୍ତିରେ ଝାଡ଼ୁ ମାରିଛନ୍ତି। ଭୁବନେଶ୍ୱର ଚନ୍ଦ୍ରଶେଖରପୁରସ୍ଥିତ ମଙ୍ଗଳା ବସ୍ତିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପହଞ୍ଚିଥିଲେ । ତାଙ୍କ ସାଥିରେ…

ବିଦ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ: ୬୦ ଲକ୍ଷ ଟଙ୍କାର ଦୁର୍ନୀତି ଗନ୍ଧ

ଭୋଗରାଇ,୫ା୧୦(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବଗଡ଼ ନୋଡାଲ ୟୁପି ପ୍ରାଥମିକ ବିଦ୍ୟାଳୟରେ ଶନିବାର ବାଲେଶ୍ୱର ଭଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ମୋ’ ସ୍କୁଲ ଅଭିଯାନ ଯୋଜନାରେରେ ଉକ୍ତ ସ୍କୁଲ ପାଚେରି, ନୂତନ ସ୍କୁଲ ଗୃହ, ରୋଷେଇ ଗୃହ,…

‘ସୁଭଦ୍ରା’ ଟଙ୍କାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌, ୭ ସୁଦ୍ଧା ଆବେଦନ କରିଥିଲେ…

ଭୁବନେଶ୍ୱର,୫।୧୦: ଆଉ ମାତ୍ର ୩ ଦିନ ପରେ ପୁଣି ଖାତାକୁ ଆସିବ ସୁଭଦ୍ରା ଯୋଜନା ଟଙ୍କା । ଦଶହରା ପୂର୍ବରୁ ମହିଳାମାନଙ୍କୁ ଭେଟି ଦେବାକୁ ଯାଉଛନ୍ତି ମୋହନ ସରକାର। ପୁଣି ଲକ୍ଷ ଲକ୍ଷ ମହିଳା ହେବେ ଖୁସି । ଗତ ସେପ୍ଟେମ୍ବର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri