Home Left

ଦୁର୍ଗାପୂଜାରେ କଏଦୀଙ୍କ ପାଇଁ ସ୍ପେଶାଲ ଫୁଡ

କୋଲକାତା,୫।୧୦: ଦୁର୍ଗା ପୂଜା ଆରମ୍ଭ ହେବାକୁ ଅଧିକ ସମୟ ବାକି ନାହିଁ। ସାରା ଦେଶରେ ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଚାଲିଛି। ପଶ୍ଚିମବଙ୍ଗରେ ଏହି ପର୍ବକୁ ନେଇ ଏକ ଭିନ୍ନ ଉତ୍ସାହ ରହିଛି । ଏହି ସମୟରେ ବଙ୍ଗଳାରେ ଦେବୀ ଦୁର୍ଗାଙ୍କ…

ବୁଲଡୋଜର-ଜେସିବି ମଧ୍ୟରେ ତଫାତ ଜାଣନ୍ତି କି? ଉତ୍ତର ନା ହୋଇଥିଲେ ଜାଣି ନିଅନ୍ତୁ…

ଆପଣ ନିଶ୍ଚିତ ଭାବେ ମାଟି ଖୋଳୁଥିବା ବେଳେ ଜେସିବି ନଚେତ ବୁଲଡୋଜରକୁ ଦେଖିଥିବେ। ହେଲେ କ’ଣ ଆପଣ ଉଭୟଙ୍କ ମଧ୍ୟରେ ଫରକ କ’ଣ ଜାଣନ୍ତି କି? ଯଦି ଆପଣ ଜାଣି ନାହାନ୍ତି ତେବେ ଆଜି ସେ ବିଷୟରେ ଜଣାଇବୁ। ବୁଲଡୋଜର ଏକ…

ନିଜ ନାମରେ ନୁହେଁ, ବରଂ ସ୍ତ୍ରୀଙ୍କ ନାମରେ କରନ୍ତୁ FD; ଲାଭ ଜାଣିଲେ ଚକିତ ହେବେ…

ନୂଆଦିଲ୍ଲୀ,୫।୧୦: ଫିକ୍ସ ଡିପୋଜିଟ୍‌(ଏଫ୍‌ଡି) ଯୋଜନା ଉପରେ ସାରା ଦେଶର ଜଣାଶୁଣା ବ୍ୟାଙ୍କଗୁଡ଼ିକ ପକ୍ଷରୁ ବାର୍ଷିକ ୮% ଆକର୍ଷକ ଋଣ ଦିଆଯାଉଛି। ଟଙ୍କାକୁ ସୁରକ୍ଷିତ ରଖିବା ସହ ମୋଟା ଅଙ୍କର ସୁଧ ପାଇବା ଆଶାରେ ଏଥିରେ ଅନେକ ପୁଞ୍ଜିନିବେଶ କରିଥାନ୍ତି। ହେଲେ କ’ଣ…

ମା’ ଶାରଳାଙ୍କ ମନ୍ଦିରରେ ବଦଳିଲା ଘିଅ

ଜଗତସିଂହପୁର,୫ା୧୦: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ବ୍ୟବହୃତ ଘିଅ ବଦଳାଯାଇଛି। ଭଣ୍ଡାରରେ ଗଚ୍ଛିତ ଥିବା ୨୫ ଟିଣ ଫେରସ୍ତ ପରେ ମନ୍ଦିର ପାଇଁ ନୂଆ ଘିଅ ଆସିଛି। ଓମ୍ଫେଡ ପକ୍ଷରୁ ୧୫ ଟିଣ ନୂଆ ଘିଅ ଆସିଛି।…

୨୦ଦିନରେ ୨ଲକ୍ଷ ମହିଳା ଗ୍ରହଣ କରିଛନ୍ତି କଂଗ୍ରେସର ସଦସ୍ୟତା

ନୂଆଦିଲ୍ଲୀ,୫।୧୦: ଅଲ ଇଣ୍ଡିଆ ମହିଳା କଂଗ୍ରେସ (ଏଆଇଏମସି) ସଭାପତି ଅଲକା ଲାମ୍ବା ଶନିବାର ଘୋଷଣା କରିଛନ୍ତି ଯେ ଦଳର ଦେଶବ୍ୟାପୀ ଅନଲାଇନ ସଦସ୍ୟତା ଡ୍ରାଇଭ ମାଧ୍ୟମରେ ମାତ୍ର ୨୦ ଦିନ ମଧ୍ୟରେ ୨ଲକ୍ଷରୁ ଅଧିକ ମହିଳା କଂଗ୍ରେସରେ ଯୋଗ ଦେଇଛନ୍ତି। ଦିଲ୍ଲୀର…

ଭାରତ-ପାକିସ୍ତାନ ଆଲୋଚନା ବନ୍ଦ: ସଫାସଫା କହିଦେଲେ ଜୟଶଙ୍କର

ଇସଲାମାବାଦ,୫।୧୦: ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ୧୫-୧୬ ଅକ୍ଟୋବରରେ ପାକିସ୍ତାନ ଗସ୍ତ କରିବେ। ଏହି ସମୟରେ ସେ ଇସଲାମାବାଦରେ ହେବାକୁ ଥିବା ଏସସିଓ ହେଡସ ଅଫ ଗଭର୍ନମେଣ୍ଟ (ସିଏଚ୍‌ଜି) ବୈଠକରେ ଅଂଶଗ୍ରହଣ କରିବେ। ୯ ବର୍ଷ ମଧ୍ୟରେ ଏହା ପ୍ରଥମ ଥର…

ଏହି ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୫।୧୦: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ୨ ଦିନ ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅକ୍ଟୋବର ୭ ତାରିଖ ଓ ୧୪ ତାରିଖରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ…

ତାତିଲେ ମହିଳା, ଏକାଠି ହୋଇ ନଷ୍ଟ କଲେ ବିପୁଳ ପରିମାଣର ମଦ

ବରଗଡ଼,୫ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଖଲିଆପାଲି ସ୍କୁଲପଡ଼ାରେ ଚାଲିଥିବା କୁଚିଆ ମଦ ବିକ୍ରି ଉପରେ ପୋଲିସ କିମ୍ବା ଅବକାରୀ କିଛି ପଦକ୍ଷେପ ନ ନେବା ପରେ ଶେଷରେ ଅଞ୍ଚଳର ମହିଳାମାନେ ସଂଗଠିତ ହୋଇ ଶନିବାର ସମ୍ପୃକ୍ତ କୁଚିଆ ମଦ ଦୋକାନ…

ଦାରିଙ୍ଗବାଡ଼ିରେ ହେଲା ପ୍ରଚଣ୍ଡ ଶବ୍ଦ: ହଠାତ୍‌ ଥରିବାକୁ ଲାଗିଲା….

ଦାରିଙ୍ଗବାଡି, ୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଫଳରେ ପ୍ରଚଣ୍ଡ ଶବ୍ଦ ସହ ଘର ଦ୍ୱାର ଥରିବା ଆରମ୍ଭ ଯୋଗୁ ଲୋକେ ଘର, କାର୍ଯ୍ୟାଳୟ ଛାଡି ଭୟରେ ବାହାରକୁ…

ବୀରେନ୍ଦ୍ର ସେହଓ୍ବାଗଙ୍କୁ କିଏ ଡ୍ରେସିଂ ରୁମରେ ପିଟିଥିଲେ, କଲାର ଧରି…

ନୂଆଦିଲ୍ଲୀ,୫।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର୍‌ ବିରେନ୍ଦ୍ର ସେହୱାଗ ସବୁ ସମୟରେ ସବୁଠାରୁ ବିପଜ୍ଜନକ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ବିବେଚିତ ହୋଇଛନ୍ତି। ସବୁବେଳେ ପଡ଼ିଆରେ ରିସ୍କ ନେଇଥିବା ଏହି ବ୍ୟାଟ୍ସମ୍ୟାନ ପ୍ରାୟତଃ କୋଚ ଏବଂ ବରିଷ୍ଠ ଖେଳାଳିଙ୍କ ସହ ସତର୍କତାର ସହ…

ମୁଖ୍ୟମନ୍ତ୍ରୀ ଗୋଟିଏ ନିଷ୍ପତ୍ତି ପାଇଁ କେଉଁ ଚାରିଜଣଙ୍କୁ ପଚାରୁଛନ୍ତି? ତେର୍ଚ୍ଛାବାଣ ମାରିଲେ ପ୍ରସନ୍ନ, କହିଲେ…

ସମ୍ବଲପୁର,୫।୧୦: ପଶ୍ଚିମ ଓଡ଼ିଶାରେ ଜନସମ୍ପର୍କ ପଦଯାତ୍ରା ଚାଲିଥିବା ବେଳେ ଭାଜପାକୁ ଟାର୍ଗେଟ କରିଛନ୍ତି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ। ଦଳକୁ ମଜଭୁତ କରିବାକୁ ଜନସମ୍ପର୍କ ପଦଯାତ୍ରା କରୁଥିବା ବେଳେ ନାଁ ନ ନେଇ ପ୍ରସନ୍ନ ମାରିଛନ୍ତି ତେର୍ଚ୍ଛାବାଣ। ସେ କହିଛନ୍ତି, ଏଠି ଚାରିଟା…

୫ ରାଜ୍ୟର ୨୨ ସ୍ଥାନରେ ଏନଆଇଏ ଚଢାଉ, ଜୈଶ-ଇ-ମହମ୍ମଦ ସହ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୫।୧୦: ଜାତୀୟ ଅନୁସନ୍ଧାନ ଏଜେନ୍ସି ବା ନ୍ୟାଶନାଲ ଇନଭେଷ୍ଟିଗେଶନ ଏଜେନ୍ସି(ଏନଆଇଏ) ପାଞ୍ଚଟି ରାଜ୍ୟରେ ଚଢାଉ କରିଛି। ଆତଙ୍କବାଦୀ କାର୍ଯ୍ୟକଳାପ ସମ୍ପର୍କରେ କିଛି ଗୁରୁତ୍ୱପୂର୍ଣ୍ଣ ଇନପୁଟ ପାଇବା ପରେ ଏହି ପ୍ରମୁଖ ପଦକ୍ଷେପ ନିଆଯାଇଛି ବୋଲି ବିଶ୍ୱାସ କରାଯାଏ। ସୂଚନାନୁସାରେ, ଟିମ ପ୍ରାୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri